Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, December 27, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସାଥୀଙ୍କ ସହ ସୁମଧୁର ସମ୍ପର୍କ ପାଇଁ ...

  • ବିଶ୍ୱରେ ଭାରତୀୟ ପାସପୋର୍ଟର ସ୍ଥିତି ...

  • ଜାତୀୟ ବୀର ବାଳ ପୁରସ୍କାର ପ୍ରଦାନ କଲେ ...

  • ଯାତ୍ରା ଖଳନାୟକ ନରେନ୍ଦ୍ର ଦାସଙ୍କ ପରଲୋକ

  • ପୂର୍ବ ଅପେକ୍ଷା ଅଧିକ ଖର୍ଚ୍ଚ କରିବାକୁ ...

  • ଏହି ସମସ୍ୟା ଥିଲେ ଖାଆନ୍ତୁନି କଦଳୀ

  • ଏହି ୩ ଏୟାରଲାଇନ୍ସକୁ ସରକାରଙ୍କ ଅନୁମତି ...

  • ବାଜପେୟୀଙ୍କ ୯୪ତମ ଜନ୍ମବାର୍ଷିକୀ, ‘ସଦୈବ ...

  • ବାଂଲାଦେଶରେ ବୋମା ବିସ୍ଫୋରଣ, ଜଣେ ମୃତ

  • ୪୩୦୦ କୋଟି ଟଙ୍କାରେ ବିକ୍ରି ହେଲା ...

Home ›› ››କରୋନା ସଂକ୍ରମିତ ମାଓବାଦୀ ସରେଣ୍ଡର କରନ୍ତୁ: ଡିଜିପି

କରୋନା ସଂକ୍ରମିତ ମାଓବାଦୀ ସରେଣ୍ଡର କରନ୍ତୁ: ଡିଜିପି

2021-05-15 08:11:52
13750
Share:
Facebook
Twitter
E-Mail
WhatsApp
Telegram
କରୋନା ସଂକ୍ରମିତ ମାଓବାଦୀ ସରେଣ୍ଡର କରନ୍ତୁ: ଡିଜିପି

ଭୁବନେଶ୍ୱର: ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି ।  ସବୁ ବର୍ଗର ଲୋକଙ୍କୁ କରୋନା ଗ୍ରାସ କରିସାରିଲାଣି ।  ଏପରିକି ମାଓ ଶିବିରରେ ମଧ୍ୟ କରୋନା ତା’ର କାୟା ମେଲାଇ ଚାଲିଛି । କରୋନାରେ ଆକ୍ରାନ୍ତ ହୋଇ କିଛି ମାଓବାଦୀଙ୍କ ମୃତୁ୍ୟ ମଧ୍ୟ ହୋଇଥିବା କୁହାଯାଉଛି ।  ତେବେ ଏହାରି ଭିତରେ  ଯଦି କେହି ମାଓବାଦୀ କରୋନା ସଂକ୍ରମିତ ତେବେ ସେମାନଙ୍କୁ ଆତ୍ମସମର୍ପଣ କରିବାକୁ ଡିଜିପି ଅଭୟ ଆହ୍ୱାନ ଦେଇଛନ୍ତି । ମାଲକାନଗିରି ଜିଲ୍ଲା ସୀମା ମୋଟୁରେ  ମାଓ ମୁକାବିଲା ନେଇ ବରିଷ୍ଠ ଅଧିକାରୀଙ୍କ ସହ ବିଏସଏଫ କ୍ୟାମ୍ପରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଡିଜିପି ଏଭଳି ଆହ୍ୱାନ ଦେଇଛନ୍ତି ।
ଏହି ବୈଠକରେ ଡିଜିପି ମାଓବାଦୀଙ୍କୁ ସମାଜର ମୁଖ୍ୟସ୍ରୋତକୁ ଫେରିବା ପାଇଁ ଆହ୍ୱାନ ଦେଇଛନ୍ତି । ଏଥିସହ  ଯଦି କେହି ମାଓବାଦୀ କରୋନା ସଂକ୍ରମିତ ତେବେ ସେମାନେ ଆତ୍ମସମର୍ପଣ  କରନ୍ତୁ । ସେମାନଙ୍କ ଚିକିତ୍ସା ସମେତ ସମସ୍ତ କଥା ବୁଝାଯିବ ବୋଲି ଡିଜିପି କହିଛନ୍ତି ।

ପ୍ରକାଶ ଯେ, ଆତ୍ମସମର୍ପଣ ପରେ ମାଓବାଦୀଙ୍କ ଚିକିତ୍ସା ମାଗଣାରେ କରାଯିବ ବୋଲି ମାଲକାନଗିରି ଏସପିଙ୍କ ଘୋଷଣା ପରେ ଗୁରୁବାର କରୋନା ଆକ୍ରାନ୍ତ ମାଓଦମ୍ପତି ଆତ୍ମସମର୍ପଣ କରିଥିଲେ ।   ଛତିଶଗଡ଼ କାଙ୍କେର ପୁଲିସ ନିକଟରେ ମାଓ ଦମ୍ପତି ଆତ୍ମସମର୍ପଣ କରିଥିଲେ ।  କରୋନା ଲକ୍ଷଣ ଥିବାରୁ ସେମାନେ ପୁଲିସ ନିକଟରେ ଆତ୍ମସମର୍ପଣ କରିଥିଲେ ।  ପୁଲିସ ପକ୍ଷରୁ ସେମାନଙ୍କୁ ମାଗଣାରେ ଚିକିତ୍ସା ଯୋଗାଇ ଦିଆଯାଇଥିବା ସୂଚନା ମିଳିଛି । 

ଛତିଶଗଡ଼ରେ ମାଓବାଦୀଙ୍କୁ କରୋନା ବ୍ୟାପିବା ପ୍ରସଙ୍ଗରେ ଗତ ବୁଧବାର  ମାଓ ସଂଗଠନକୁ ମାଲକାନଗିରି ଏସପି ରିଷିକେଶ ଖିଲାରୀ ଏକ ବଡ଼ ଆହ୍ୱାନ ଦେଇଥିଲେ ।  କରୋନା କିମ୍ବା ଅନ୍ୟ ରୋଗରେ ପୀଡ଼ିତ ଥିଲେ ମାଓବାଦୀଙ୍କୁ ଆତ୍ମସମର୍ପଣ କରିବାକୁ ଏସପି କହିଥିଲେ ।   ସେ କହିଥିଲେ ଯେ, ପୁଲିସ ପକ୍ଷରୁ  ମାଓବାଦୀଙ୍କୁ ମାଗଣା ଚିକିତ୍ସା ପ୍ରଦାନ କରାଯିବ । ଅନ୍ୟାନ୍ୟ ସହଯୋଗ ମଧ୍ୟ କରାଯିବ ।  ସବୁଠୁ ବଡ଼ କଥା ହେଲା ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ନାମରେ କୌଣସି ମାମଲା ହେବ ନାହିଁ ବୋଲି  ମାଲକାନଗିରି ଏସପି ରିଷିକେଶ ଖିଲାରୀ କହିଥିଲେ । 

Powered by Froala Editor

Tags Corona

Related articles Odisha News Lens 4.1

  • ବାଜପେୟୀଙ୍କ ୯୪ତମ ଜନ୍ମବାର୍ଷିକୀ, ‘ସଦୈବ ଅଟଳ’କୁ ଯାଇ ପୁଷ୍ପମାଲ୍ୟ ଅର୍ପଣ କଲେ ମୋଦୀ
    ଦେଶ-ଦେଶାନ୍ତର

    ବାଜପେୟୀଙ୍କ ୯୪ତମ ଜନ୍ମବାର୍ଷିକୀ, ‘ସଦୈବ ଅଟଳ’କୁ ଯାଇ ପୁଷ୍ପମାଲ୍ୟ ଅର୍ପଣ କଲେ ମୋଦୀ

    15354
    Dec 25, 2025
  • ବିଶ୍ୱରେ ଭାରତୀୟ ପାସପୋର୍ଟର ସ୍ଥିତି ଦୁର୍ବଳ
    ଦେଶ-ଦେଶାନ୍ତର

    ବିଶ୍ୱରେ ଭାରତୀୟ ପାସପୋର୍ଟର ସ୍ଥିତି ଦୁର୍ବଳ

    15239
    Dec 26, 2025
  • ଏହି ସମସ୍ୟା ଥିଲେ ଖାଆନ୍ତୁନି କଦଳୀ
    ବିଶେଷ

    ଏହି ସମସ୍ୟା ଥିଲେ ଖାଆନ୍ତୁନି କଦଳୀ

    14494
    Dec 26, 2025
  • ବାଂଲାଦେଶରେ ବୋମା ବିସ୍ଫୋରଣ, ଜଣେ ମୃତ
    ଦେଶ-ଦେଶାନ୍ତର

    ବାଂଲାଦେଶରେ ବୋମା ବିସ୍ଫୋରଣ, ଜଣେ ମୃତ

    14948
    Dec 25, 2025
  • ପୂର୍ବ ଅପେକ୍ଷା ଅଧିକ ଖର୍ଚ୍ଚ କରିବାକୁ ପଡିବ ଟ୍ରେନ ଯାତ୍ରା
    ଦେଶ-ଦେଶାନ୍ତର

    ପୂର୍ବ ଅପେକ୍ଷା ଅଧିକ ଖର୍ଚ୍ଚ କରିବାକୁ ପଡିବ ଟ୍ରେନ ଯାତ୍ରା

    14464
    Dec 26, 2025
  • ସାଥୀଙ୍କ ସହ ସୁମଧୁର ସମ୍ପର୍କ ପାଇଁ ଆପଣାନ୍ତୁ ଏହି ଟିପ୍ସ୍‌
    ବିଶେଷ

    ସାଥୀଙ୍କ ସହ ସୁମଧୁର ସମ୍ପର୍କ ପାଇଁ ଆପଣାନ୍ତୁ ଏହି ଟିପ୍ସ୍‌

    13987
    Dec 27, 2025
  • ୪୩୦୦ କୋଟି ଟଙ୍କାରେ ବିକ୍ରି ହେଲା ପାକିସ୍ତାନ ଏୟାରଲାଇନ୍ସ
    ଦେଶ-ଦେଶାନ୍ତର

    ୪୩୦୦ କୋଟି ଟଙ୍କାରେ ବିକ୍ରି ହେଲା ପାକିସ୍ତାନ ଏୟାରଲାଇନ୍ସ

    15573
    Dec 24, 2025
  •  ଏହି ୩ ଏୟାରଲାଇନ୍ସକୁ ସରକାରଙ୍କ ଅନୁମତି ପ୍ରଦାନ
    ଦେଶ-ଦେଶାନ୍ତର

    ଏହି ୩ ଏୟାରଲାଇନ୍ସକୁ ସରକାରଙ୍କ ଅନୁମତି ପ୍ରଦାନ

    15015
    Dec 25, 2025
  • ଜାତୀୟ ବୀର ବାଳ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି
    ଦେଶ-ଦେଶାନ୍ତର

    ଜାତୀୟ ବୀର ବାଳ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

    13805
    Dec 26, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୪୩୦୦ କୋଟି ଟଙ୍କାରେ ବିକ୍ରି ହେଲା ପାକିସ୍ତାନ ଏୟାରଲାଇନ୍ସ

    15573
    Dec 24, 2025
  • ଦେଶ-ଦେଶାନ୍ତର

    ଜାତୀୟ ବୀର ବାଳ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

    13805
    Dec 26, 2025
  • ଦେଶ-ଦେଶାନ୍ତର

    ପୂର୍ବ ଅପେକ୍ଷା ଅଧିକ ଖର୍ଚ୍ଚ କରିବାକୁ ପଡିବ ଟ୍ରେନ ଯାତ୍ରା

    14464
    Dec 26, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17271
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17352
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17699
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16169
    Apr 03, 2021

ବିଶେଷ

  • ସାଥୀଙ୍କ ସହ ସୁମଧୁର ସମ୍ପର୍କ ପାଇଁ ଆପଣାନ୍ତୁ ଏହି ଟିପ୍ସ୍‌

    13987
    Dec 27, 2025
  • ଏହି ସମସ୍ୟା ଥିଲେ ଖାଆନ୍ତୁନି କଦଳୀ

    14494
    Dec 26, 2025
  • ଉଚ୍ଚ ରକ୍ତଚାପର ସଙ୍କେତ ଜାଣିବେ କିପରି?

    14916
    Dec 24, 2025
  • କାହିଁକି ଚିନି ସ୍ୱାସ୍ଥ୍ୟ ପାଇଁ କ୍ଷତିକାରକ ଜାଣନ୍ତୁ?

    14462
    Dec 23, 2025
  • ଏକ ଘଣ୍ଟା ଚାଲିଲେ ମିଳିଥାଏ ଏହିସବୁ ଫାଇଦା

    14797
    Dec 22, 2025

ବାଣିଜ୍ୟ

୨୪ ଶହ ଟଙ୍କା ବଢ଼ିଲା ସୁନା

ବିଶ୍ୱ ସୁନା ମୂଲ୍ୟ ପ୍ରଥମ ଥର ପାଇଁ ପ୍ରତି ଆଉନ୍ସ ୪,୪୦୦ ଅତିକ୍ରମ କରି ନୂତନ ରେକର୍ଡ ସ୍ଥାପନ କରିଥିଲା। ଭାରତରେ ୨୪ କ୍ୟାରେଟ୍ ସୁନାର ମୂଲ୍ୟ ପ୍ରତି ଦଶ ଗ୍ରାମ ୧୩୩,୯୭୦ ଟଙ୍କା ଥିଲା। ସୁନା ମୂଲ୍ୟ ୩ ପ୍ରତିଶତ ବୃଦ୍ଧି ପାଇ ଆଉନ୍ସ ୪,୪୮୮.୬୧ ରେ ପହଞ୍ଚିଛି । ୧୦ ଗ୍ରାମ୍‌କୁ ଲକ୍ଷେ ୩୮ ହଜାର ୫ ଶହ ୫୦ ଟଙ୍କା ହ ...

  • ସିମେଣ୍ଟ ମାନୁଫାକ୍‌ଚରର୍ସ ଆସୋସିଏସନ (ସିଏମ୍‌ଏ) ପ୍ରେସିଡେଣ୍ଟ ଭାବରେ ଶ୍ରୀ ପାର୍ଥ ଜିନ୍ଦଲଙ୍କ ନାମ ଘୋଷଣା କଲା; ଡ. ରାଘବପତ୍‌ ସିଂଘାଣିଆ ଭାଇସ୍‌ ପ୍ରେସିଡେଣ୍ଟ ଘୋଷିତ

    14198
    Dec 18, 2025
  • ରୂପା ମୂଲ୍ୟରେ ବଡ଼ ବୃଦ୍ଧି

    15232
    Dec 15, 2025
  • ଲଞ୍ଚ ହେଲା ଟାଟା ସିଏରାର ଲାଟେଷ୍ଟ ମଡେଲ

    16006
    Dec 08, 2025
  • ୟୁଡବ୍ଲୁ୍ଏ ଭୁବନେଶ୍ୱରରେ ପ୍ରମୁଖ ନୂଆ ସହଭାଗିତା ସହିତ ବୈଶ୍ୱିକ ଗତିଶୀଳତା ଜରିଆରେ ଆନ୍ତଃପିଢିଗତ ପରିବର୍ତ୍ତନ ଆଣିବା ଲକ୍ଷ୍ୟ ଆଗକୁ ବଢାଉଛି

    15171
    Dec 08, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏହି ୩ ଏୟାରଲାଇନ୍ସକୁ ସରକାରଙ୍କ ଅନୁମତି ପ୍ରଦାନ

    15015
    Dec 25, 2025
  • ସାଥୀଙ୍କ ସହ ସୁମଧୁର ସମ୍ପର୍କ ପାଇଁ ଆପଣାନ୍ତୁ ଏହି ଟିପ୍ସ୍‌

    13987
    Dec 27, 2025
  • ଯାତ୍ରା ଖଳନାୟକ ନରେନ୍ଦ୍ର ଦାସଙ୍କ ପରଲୋକ

    13511
    Dec 26, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In