Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, July 30, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆଇଆଇଟି ୱେବ୍‌ସାଇଟ୍‌ ହ୍ୟାକ୍‌ କଲେ ଛାତ୍ର

  • ମୀନାକ୍ଷୀ ମନ୍ଦିରର ୬୦ କୋଟିର ଜମି ହଡ଼ପ

  • ୭ ହଜାର କଲେଜ୍ ଛାତ୍ରଛାତ୍ରୀ HIV ପଜିଟିଭ୍

  • ସରକାରୀ ସ୍କୁଲରେ ପୁଅର ନାଁ ଲେଖାଇଲେ ...

  • ବାଲି ମାଫିଆଙ୍କ ଆଡ୍ଡାରେ ଚଢ଼ାଉ, ୨୦ ...

  • ଆସାମ ବନ୍ୟା, ମୃତ୍ୟୁସଂଖ୍ୟା ୭୮କୁ ବୃଦ୍ଧି

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ...

  • ଲୋକସଭାରେ ପାରିତ ହେଲା ଆଣ୍ଟି ପେପର ଲିକ୍ ...

  • ଜାପାନରେ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ

  • ଆସାମରେ ଭୟଙ୍କର ବନ୍ୟା ପରିସ୍ଥିତି: ସଲମାନ ...

ବିଶେଷ
Home ›› ବିଶେଷ ››ଆଖିର ପାଓ୍ଵାର ବଢ଼ାଇଥାଏ କଖାରୁ

ଆଖିର ପାଓ୍ଵାର ବଢ଼ାଇଥାଏ କଖାରୁ

2022-10-18 05:20:29
15139
Share:
Facebook
Twitter
E-Mail
WhatsApp
Telegram
ଆଖିର ପାଓ୍ଵାର ବଢ଼ାଇଥାଏ କଖାରୁ

ପ୍ରତ୍ୟେକ ପନିପରିବାରେ ଔଷଧିୟ ଗୁଣ ରହିଛି । ଏହି ସବୁ ବିଷୟରେ ଜାଣି ତାହାର ବ୍ୟବହାର କଲେ ଆମେ ବହୁତ କିଛି ଲାଭ ପାଇ ପାରିବା । ଆପଣଙ୍କ ମଧ୍ୟରୁ ବହୁତ କଖାରୁ ଖାଇବାକୁ ନାକ ଟେକୁଥିବେ । ହେଲେ କଖାରୁରେ ଥିବା ଔଷଧିୟ ଗୁଣ ଜାଣିଲେ ଆପଣ ଆଶ୍ଚର୍ଯ୍ୟ ହୋଇଯିବେ । ଶରୀରରେ ଅନେକ ଫାଇଦା ପହଞ୍ଚାଇଥାଏ କଖାରୁ । ଆମେ ସାଧାରଣତଃ ବଜାରରେ ସବୁଜ, ନାରଂଗୀ ଓ ଧଳା ରଂଗର କଖାରୁ ଦେଖିଥାଉ ।

ହେଲେ ଆପଣ ଜାଣନ୍ତି କି ସାରା ବିଶ୍ୱରେ ପ୍ରାୟ ୧୫୦ ପ୍ରଜାତିର କଖାରୁ ରହିଛି । ଏଥିରେ ମିନେରାଲ ଓ ଭିଟାମିନ ଭରପୁର ଭାବେ ଥାଏ । ଯାହାକି ଆଖିରୁ ଆରମ୍ଭ କରି ହାର୍ଟର ଯତ୍ନ ନେଇଥାଏ । ଶରୀରରେ ପ୍ରତିରୋଧ ଶକ୍ତି ବଢ଼ାଇବା ସହ ଯୌବନ ଧରି ରଖିବାରେ କଖାରୁ ବହୁତ ଲାଭକାରୀ ହୋଇଥାଏ । ଆସନ୍ତୁ ଜାଣିବା କ’ଣ ସବୁ ଫାଇଦା ରହିଛି କଖାରୁରେ ।

ଯୌବନ ବଜାୟ ରଖିଥାଏ

କଖାରୁରେ ଫାଇବର ଓ ଆଣ୍ଟିଅକ୍ସିଡାଣ୍ଟ ପ୍ରଚୁର ମାତ୍ରରେ ଥିବା ଯୋଗୁ ଏହା ଆମ ଚର୍ମର ଖୁବ ସୁରକ୍ଷା କରିଥାଏ । ଏଥିରେ ଥିବା ମାଗ୍ନେସିୟମ, ଆଇରନ୍‌, ଜିଙ୍କ, ମାଙ୍ଗାନିଜ ଓ ଆଣ୍ଟିଅକ୍ସିଡାଣ୍ଟ ତ୍ୱଚ୍ଚାର କୋଷିକାକୁ ନଷ୍ଟ ହେବାରୁ ରକ୍ଷା କରିଥାଏ । କଖାରୁରେ ଥିବା ବିଟା କେରୋଟିନ ଯାହା ଚର୍ମକୁ ଯୁବସୁଲଭ ରଖିଥାଏ । ଫଳରେ ଆପଣଙ୍କ ଯୌବନ ଏତେ ଶୀଘ୍ର କମି ନଥାଏ ।

କୋଲେଷ୍ଟରାଳ କରିଥାଏ ହ୍ରାସ

ଏଥିରେ ପ୍ରଚୁର ମାତ୍ରାରେ ଫାଇବର ରହିଥାଏ । ଯାହାକୁ ଖାଇବା ପରେ ଦୀର୍ଘ ସମୟ ଯାଏ ଆପଣଙ୍କୁ ଭୋକ ଲାଗି ନଥାଏ । ଆପଣଙ୍କ ଶରୀରରେ ବ୍ୟାଡ କୋଲେଷ୍ଟରାଲ ଜମା ହୋଇ ନଥାଏ । ଏହା ଶରୀରରେ ବ୍ଲଡ ସୁଗାରକୁ ମଧ୍ୟ ନିୟନ୍ତ୍ରଣ କରିଥାଏ ।

ଆଖିର ପାଓ୍ଵାର ବଢ଼ାଇଥାଏ

ଏହା ଭିଟାମିନ ଏ ର ଭଲ ସ୍ରୋତ ହୋଇଥିବାରୁ ଆଖିର ପାଓ୍ଵାର ବଢ଼ାଇଥାଏ । ଏହା ଆଖିର ଅନେକ ରୋଗ ମଧ୍ୟ ଭଲ କରିଥାଏ । ସ୍ୱାସ୍ଥ୍ୟବିତଙ୍କ ଅନୁସାରେ, ମୋତିଆ ବିନ୍ଦୁ ଆଶଙ୍କାକୁ କମ କରିଥାଏ କଖାରୁ । ଏହା ଏକ ଭଲ ରୋଗ ପ୍ରତିରୋଧକ ଭାବେ କାମ କରିଥାଏ ।

Powered by Froala Editor

Tags Pumpkin

Related articles Odisha News Lens 4.1

  • ଆଇଆଇଟି ୱେବ୍‌ସାଇଟ୍‌ ହ୍ୟାକ୍‌ କଲେ ଛାତ୍ର
    ଦେଶ-ଦେଶାନ୍ତର

    ଆଇଆଇଟି ୱେବ୍‌ସାଇଟ୍‌ ହ୍ୟାକ୍‌ କଲେ ଛାତ୍ର

    13714
    Jul 30, 2026
  • ମୀନାକ୍ଷୀ ମନ୍ଦିରର ୬୦ କୋଟିର ଜମି ହଡ଼ପ
    ଦେଶ-ଦେଶାନ୍ତର

    ମୀନାକ୍ଷୀ ମନ୍ଦିରର ୬୦ କୋଟିର ଜମି ହଡ଼ପ

    14997
    Jul 30, 2026
  • ବାଲି ମାଫିଆଙ୍କ ଆଡ୍ଡାରେ ଚଢ଼ାଉ, ୨୦ କୋଟିରୁ ଅଧିକ ନଗଦ ଜବତ
    ଅପରାଧ

    ବାଲି ମାଫିଆଙ୍କ ଆଡ୍ଡାରେ ଚଢ଼ାଉ, ୨୦ କୋଟିରୁ ଅଧିକ ନଗଦ ଜବତ

    13614
    Jul 30, 2026
  • ୭ ହଜାର କଲେଜ୍ ଛାତ୍ରଛାତ୍ରୀ HIV ପଜିଟିଭ୍
    ଦେଶ-ଦେଶାନ୍ତର

    ୭ ହଜାର କଲେଜ୍ ଛାତ୍ରଛାତ୍ରୀ HIV ପଜିଟିଭ୍

    14242
    Jul 30, 2026
  • ଜାପାନରେ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ
    ଦେଶ-ଦେଶାନ୍ତର

    ଜାପାନରେ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ

    14608
    Jul 29, 2026
  • ସରକାରୀ ସ୍କୁଲରେ ପୁଅର ନାଁ ଲେଖାଇଲେ ଜିଲ୍ଲାପାଳ
    ଦେଶ-ଦେଶାନ୍ତର

    ସରକାରୀ ସ୍କୁଲରେ ପୁଅର ନାଁ ଲେଖାଇଲେ ଜିଲ୍ଲାପାଳ

    14305
    Jul 30, 2026
  • ଲୋକସଭାରେ ପାରିତ ହେଲା ଆଣ୍ଟି ପେପର ଲିକ୍ ସଂଶୋଧନ ବିଲ୍
    ଦେଶ-ଦେଶାନ୍ତର

    ଲୋକସଭାରେ ପାରିତ ହେଲା ଆଣ୍ଟି ପେପର ଲିକ୍ ସଂଶୋଧନ ବିଲ୍

    15351
    Jul 29, 2026
  • ଆସାମରେ ଭୟଙ୍କର ବନ୍ୟା ପରିସ୍ଥିତି: ସଲମାନ ଖାନ୍ ପଠାଇଲେ ରିଲିଫ୍
    ଦେଶ-ଦେଶାନ୍ତର

    ଆସାମରେ ଭୟଙ୍କର ବନ୍ୟା ପରିସ୍ଥିତି: ସଲମାନ ଖାନ୍ ପଠାଇଲେ ରିଲିଫ୍

    14017
    Jul 29, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ...

    13625
    Jul 29, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆସାମ ବନ୍ୟା, ମୃତ୍ୟୁସଂଖ୍ୟା ୭୮କୁ ବୃଦ୍ଧି

    15061
    Jul 30, 2026
  • ଅପରାଧ

    ବାଲି ମାଫିଆଙ୍କ ଆଡ୍ଡାରେ ଚଢ଼ାଉ, ୨୦ କୋଟିରୁ ଅଧିକ ନଗଦ ଜବତ

    13614
    Jul 30, 2026
  • ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ସହାୟତାକୁ ବ୍ୟାପକ କରିଛି

    13625
    Jul 29, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17006
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17610
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17663
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18062
    Sep 06, 2023

ବିଶେଷ

  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    14088
    Jul 28, 2026
  • ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ଜାଣନ୍ତୁ.....

    15743
    Jul 27, 2026
  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15796
    Jul 25, 2026
  • ଗର୍ଲଫ୍ରେଣ୍ଡ ସହ କେମିତି କରିବେ ପ୍ରଥମ କଥାବାର୍ତ୍ତା ଜାଣନ୍ତୁ...

    15448
    Jul 22, 2026
  • କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ଫାଇଦା

    16107
    Jul 21, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ସହାୟତାକୁ ବ୍ୟାପକ କରିଛି

ଭୁବନେଶ୍ୱର, ୨୮/୦୭/୨୦୨୬ : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ଏହାର ସହାୟତା ପଦକ୍ଷେପକୁ ବ୍ୟାପକ କରିଛି, ଯାହା ସମାବେଶୀ ...

  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

    14829
    Jul 28, 2026
  • ଫିକା ପଡିବ ସୁନାର ଚମକ

    14125
    Jul 27, 2026
  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି

    15759
    Jul 23, 2026
  • ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା

    15939
    Jul 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୭ ହଜାର କଲେଜ୍ ଛାତ୍ରଛାତ୍ରୀ HIV ପଜିଟିଭ୍

    14242
    Jul 30, 2026
  • ମୀନାକ୍ଷୀ ମନ୍ଦିରର ୬୦ କୋଟିର ଜମି ହଡ଼ପ

    14997
    Jul 30, 2026
  • ବାଲି ମାଫିଆଙ୍କ ଆଡ୍ଡାରେ ଚଢ଼ାଉ, ୨୦ କୋଟିରୁ ଅଧିକ ନଗଦ ଜବତ

    13614
    Jul 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In