Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, March 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ...

  • ରାଜ୍ୟଗୁଡିକୁ ୪୦,୦୦୦ ଲିଟର କିରାସିନି ...

  • ଏଲଓସି ନିକଟରୁ ଜବତ ହେଲା ୮ କୋଟିର ହେରୋଇନ

  • ନେତାଙ୍କ ଘରୁ ୫୫ ସିଲିଣ୍ଡର ଜବତ, ପ୍ରତି ...

  • ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ...

  • ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ...

  • ମାଲାୟଲମ ଅଭିନେତା ହରି ମୁରଲୀଙ୍କ ...

  • ହର୍ମୁଜ୍ ପ୍ରଣାଳୀରୁ ମୁମ୍ବାଇ ପହଞ୍ଚିଲା ...

  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

  • ପେଇଂ ଗେଷ୍ଟଙ୍କୁ ଦିନରେ କେବଳ ୨ ଥର ଖାଦ୍ୟ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଦିଲ୍ଲୀରେ ବାଣ ଫୁଟାଇଲେ ୬ ମାସର ଜେଲ

ଦିଲ୍ଲୀରେ ବାଣ ଫୁଟାଇଲେ ୬ ମାସର ଜେଲ

2022-10-19 19:27:45
14181
Share:
Facebook
Twitter
E-Mail
WhatsApp
Telegram
ଦିଲ୍ଲୀରେ ବାଣ ଫୁଟାଇଲେ ୬ ମାସର ଜେଲ

ଦୀପାବଳିରେ ଦିଲ୍ଲୀରେ ବାଣ ଫୁଟାଇଲେ ୬ ମାସର ଜେଲ୍ ସହ ୨୦୦ ଟଙ୍କା ଜରିମାନା ଦେବାକୁ ପଡ଼ିପାରେ। ଏନେଇ ବୁଧବାର ଦିଲ୍ଳୀ ପରିବେଶ ସଚିବ ଗୋପାଳ ରାୟ ଘୋଷଣା କରିଛନ୍ତି।

ପୂର୍ବରୁ ହିଁ ଦିଲ୍ଲୀରେ ବାଣ ଫୁଟାଇବା ନେଇ ସରକାର ବ୍ୟାନ୍ ଲଗାଇଛନ୍ତି। ଏବେ ଆଉ ଏକ ନୂଆ ନିର୍ଦ୍ଦେଶନାମା ଜାରି କରି ବାଣ ଫୁଟାଇଲେ ବ୍ୟକ୍ତିଙ୍କୁ ୨୦୦ ଟଙ୍କା ଜରିମାନା ସହ ୬ ମାସ ଜେଲ ଦଣ୍ଡ ଭୋଗିବାକୁ ପଡିବ ବୋଲି କୁହାଯାଇଛି। ଦିଲ୍ଲୀ ପରିବେଶ ମନ୍ତ୍ରୀ ଗୋପାଳ ରାୟ ଏନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି।

ଖାଲି ସେତିକି ନୁହେଁ ବିସ୍ଫୋରକ ଆକ୍ଟ ୯ ବି ଅନୁଯାୟୀ, ବାଣ ତିଆରି କରିବା, ଗଚ୍ଛିତ ରଖିବା ଏବଂ ବିକ୍ରି କରିବା ଉପରେ ୫ ହଜାର ଟଙ୍କା ଜରିମାନା ସହ ତିନି ବର୍ଷର ଜେଲ୍ ଦଣ୍ଡ ହେବ। ରାୟ କହିଛନ୍ତି ବାଣ ନଫୁଟାଇ ଦୀପ ଜଳାଇବା ପାଇଁ ଏକ ଜନସଚେତନତା କାର୍ଯ୍ୟକ୍ରମ ଅକ୍ଟୋବର ୨୧ ରେ ଲଞ୍ଚ କରାଯିବ। କନ୍ଗଟ ପ୍ଳେସରେ ଶୁକ୍ରବାର ଦିଲ୍ଲୀ ସରକାର ଏହି ଅବସରରେ ୫୧ ହଜାର ଦୀପ ପ୍ରଜ୍ବଳିତ କରିବେ । ରାୟଙ୍କ ଅନୁଯାୟୀ , ୪୦୮ ସ୍କ୍ବାଡ ନିୟାଜିତ ରହିବେ । ରାଜସ୍ବ ବିଭାଗ ୧୬୫ ଟିମ୍, ଦିଲ୍ଲୀ ପ୍ରଦୂଷଣ ନିୟନ୍ତ୍ରଣ କମିଟିର ୩୩ ଟିମ୍ ଏବଂ ଦିଲ୍ଳୀ ପୋଲିସ୍ ୨୧୦ ଟିମ୍ ନିୟୋଜିତ ରହିବେ ।

Powered by Froala Editor

Tags delhi

Related articles Odisha News Lens 4.1

  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ
    ବିଶେଷ

    ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    13683
    Mar 14, 2026
  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା
    ବିଶେଷ

    ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13669
    Mar 12, 2026
  • ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ଅସମ୍ମାନ
    ଖେଳ ଖବର

    ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ଅସମ୍ମାନ

    13867
    Mar 12, 2026
  • ନେତାଙ୍କ ଘରୁ ୫୫ ସିଲିଣ୍ଡର ଜବତ, ପ୍ରତି ସିଲିଣ୍ଡରକୁ ୨୦୦୦ ଟଙ୍କା ମୂଲ୍ୟରେ ବିକ୍ରି ...
    ଦେଶ-ଦେଶାନ୍ତର

    ନେତାଙ୍କ ଘରୁ ୫୫ ସିଲିଣ୍ଡର ଜବତ, ପ୍ରତି ସିଲିଣ୍ଡରକୁ ୨୦୦୦ ଟଙ୍କା ମୂଲ୍ୟରେ ବିକ୍ରି ...

    15666
    Mar 13, 2026
  • ମାଲାୟଲମ ଅଭିନେତା ହରି ମୁରଲୀଙ୍କ ଦେହାନ୍ତ, କାରଣ ଜଣାପଡ଼ିନାହିଁ
    ଦେଶ-ଦେଶାନ୍ତର

    ମାଲାୟଲମ ଅଭିନେତା ହରି ମୁରଲୀଙ୍କ ଦେହାନ୍ତ, କାରଣ ଜଣାପଡ଼ିନାହିଁ

    14983
    Mar 12, 2026
  • ରାଜ୍ୟଗୁଡିକୁ ୪୦,୦୦୦ ଲିଟର କିରାସିନି ଯୋଗାଇ ଦେବାକୁ ନିଷ୍ପତ୍ତି
    ଦେଶ-ଦେଶାନ୍ତର

    ରାଜ୍ୟଗୁଡିକୁ ୪୦,୦୦୦ ଲିଟର କିରାସିନି ଯୋଗାଇ ଦେବାକୁ ନିଷ୍ପତ୍ତି

    13593
    Mar 13, 2026
  • ଏଲଓସି ନିକଟରୁ ଜବତ ହେଲା ୮ କୋଟିର ହେରୋଇନ
    ଦେଶ-ଦେଶାନ୍ତର

    ଏଲଓସି ନିକଟରୁ ଜବତ ହେଲା ୮ କୋଟିର ହେରୋଇନ

    14185
    Mar 13, 2026
  • ପେଇଂ ଗେଷ୍ଟଙ୍କୁ  ଦିନରେ କେବଳ ୨ ଥର ଖାଦ୍ୟ ଦେବାପାଇଁ ନିଷ୍ପତ୍ତି
    ଦେଶ-ଦେଶାନ୍ତର

    ପେଇଂ ଗେଷ୍ଟଙ୍କୁ ଦିନରେ କେବଳ ୨ ଥର ଖାଦ୍ୟ ଦେବାପାଇଁ ନିଷ୍ପତ୍ତି

    15575
    Mar 12, 2026
  • ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ପେଟ୍ରୋଲିୟମ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ପେଟ୍ରୋଲିୟମ ମନ୍ତ୍ରୀ

    15096
    Mar 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ପେଟ୍ରୋଲିୟମ ମନ୍ତ୍ରୀ

    15096
    Mar 12, 2026
  • ଦେଶ-ଦେଶାନ୍ତର

    ଏଲଓସି ନିକଟରୁ ଜବତ ହେଲା ୮ କୋଟିର ହେରୋଇନ

    14185
    Mar 13, 2026
  • ଖେଳ ଖବର

    ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ଅସମ୍ମାନ

    13867
    Mar 12, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17369
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17432
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17780
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16252
    Apr 03, 2021

ବିଶେଷ

  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    13683
    Mar 14, 2026
  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13669
    Mar 12, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    14342
    Mar 11, 2026
  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    15071
    Mar 08, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14825
    Mar 07, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15678
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15138
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14989
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14501
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    13683
    Mar 14, 2026
  • ହର୍ମୁଜ୍ ପ୍ରଣାଳୀରୁ ମୁମ୍ବାଇ ପହଞ୍ଚିଲା ଭାରତ ତୈଳ ଟ୍ୟାଙ୍କର୍

    15494
    Mar 12, 2026
  • ପେଇଂ ଗେଷ୍ଟଙ୍କୁ ଦିନରେ କେବଳ ୨ ଥର ଖାଦ୍ୟ ଦେବାପାଇଁ ନିଷ୍ପତ୍ତି

    15575
    Mar 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In