Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, June 11, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ଦାନ୍ତକୁ ସୁସ୍ଥ ରଖିବେ କିପରି ଜାଣନ୍ତୁ...

ରାଜ୍ୟ
Home ›› ରାଜ୍ୟ ››ସିଟିଇଟି ପରୀକ୍ଷା: ଅକ୍ଟୋବର ୩୧ରୁ ଆବେଦନ ପ୍ରକ୍ରିୟା ଆରମ୍ଭ

ସିଟିଇଟି ପରୀକ୍ଷା: ଅକ୍ଟୋବର ୩୧ରୁ ଆବେଦନ ପ୍ରକ୍ରିୟା ଆରମ୍ଭ

2022-10-21 07:21:37
14616
Share:
Facebook
Twitter
E-Mail
WhatsApp
Telegram
ସିଟିଇଟି ପରୀକ୍ଷା: ଅକ୍ଟୋବର ୩୧ରୁ ଆବେଦନ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ବର : କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ(ସିବିଏସ୍‌ଇ) ଦ୍ବାରା ପରିଚାଳିତ କେନ୍ଦ୍ର ଶିକ୍ଷକ ଯୋଗ୍ୟତା ପରୀକ୍ଷା(ସିଟିଇଟି) ଆସନ୍ତା‌ ଡିସେମ୍ବରରୁ ୨୦୨୩ ଜାନୁଆରି ମଧ୍ୟରେ ଅନୁଷ୍ଠିତ ହେବ। କେଉଁ ଦିନ ପରୀକ୍ଷା ହେବ ସେନେଇ ପରୀକ୍ଷାର୍ଥୀଙ୍କ ଆଡମିଟ୍‌ କାର୍ଡରେ ଉଲ୍ଲେଖ ହୋଇଛି। କମ୍ପ୍ୟୁଟର ବେସ୍‌ଡ ଟେଷ୍ଟ(ସିବିଟି-ଅନ୍‌ଲାଇନ୍‌) ମାଧ୍ୟମରେ ହେବାକୁ ଥିବା ପରୀକ୍ଷା, ସିଲାବସ୍‌, ଭାଷା, ଯୋଗ୍ୟତା, ପରୀକ୍ଷା ଫି, ପରୀକ୍ଷା ହେବାକୁ ଥିବା ସହର, ପ୍ରମୁଖ ତାରିଖ ସମ୍ପର୍କରେ ସିଟିଇଟି ୱେବସାଇଟ୍‌ରେ ଖୁବ୍‌ଶୀଘ୍ର ଉପଲବ୍ଧ ହେବ।

ଏହି ପରୀକ୍ଷା‌ ଲାଗି ଅକ୍ଟୋବର ୩୧ରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ, ଯାହାକି ନଭେମ୍ବର ୨୪ ଯାଏ ଚାଲିବ। ନଭେମ୍ବର ୨୫ ଅପରାହ୍ଣ ୩ଟା ୩୦ ସୁଦ୍ଧା ଫି’ ଦାଖଲ କରିପାରିବେ। ଆବେଦନ କରିବା ପୂର୍ବରୁ ୱେବସାଇଟ୍‌ରେ ଉପଲବ୍ଧ ଥିବା ଇନ୍‌ଫର୍ମେସନ ବୁଲେଟିନ୍‌କୁ ଭଲ ଭାବେ ପଢ଼ିବାକୁ ଆଶାୟୀଙ୍କୁ ପରାମର୍ଶ ଦିଆଯାଇଛି। ଆହୁରି କୁହାଯାଇଛି ଯେ ‌ସହରରେ ଉପଲବ୍ଧ ସିଟ୍‌ ଅନୁଯାୟୀ ଛାତ୍ରଛାତ୍ରୀଙ୍କୁ ଆଲଟ୍‌ କରାଯିବ। ତେଣୁ ଯେଉଁମାନେ ପ୍ରଥ‌ମେ ଯେଉଁ ସହର ଲାଗି ଆବେଦନ କରିବେ ସେମାନେ ସମ୍ପୃକ୍ତ ସହରରେ ହିଁ ପରୀକ୍ଷା ଦେବେ। କେଉଁ ସହରରେ କେତେ ସିଟ୍‌ ଉପଲବ୍ଧ ରହିଛି ତାହା ଉକ୍ତ ପୋର୍ଟାଲରେ ଉପଲବ୍ଧ ରହିଛି। ଆବେଦନ ପ୍ରକ୍ରିୟା ଚାଲିଥିବା ବେଳେ ଯଦି ଗୋଟିଏ ସହରର ସିଟ୍‌ ପୂରଣ ହୋଇଯିବ ତେବେ ପ୍ରାର୍ଥୀ ଅନ୍ୟ ସହରକୁ ଚୟନ କରିପାରିବେ।

Powered by Froala Editor

Tags CTET

Related articles Odisha News Lens 4.1

  • ଦାନ୍ତକୁ ସୁସ୍ଥ ରଖିବେ କିପରି ଜାଣନ୍ତୁ...
    ବିଶେଷ

    ଦାନ୍ତକୁ ସୁସ୍ଥ ରଖିବେ କିପରି ଜାଣନ୍ତୁ...

    14775
    Jun 11, 2025
  •  ରାଜା ରଘୁବଂଶୀ ହତ୍ୟା ମାମଲା: ସୋନମ୍‌ଙ୍କୁ ଦିଦି ଡାକୁଥିଲା ରାଜ
    ଦେଶ-ଦେଶାନ୍ତର

    ରାଜା ରଘୁବଂଶୀ ହତ୍ୟା ମାମଲା: ସୋନମ୍‌ଙ୍କୁ ଦିଦି ଡାକୁଥିଲା ରାଜ

    13877
    Jun 11, 2025
  • ଆତଙ୍କବାଦୀଙ୍କ ଟାର୍ଗେଟରେ ଆମେରିକା, ଏହି ତିନି ଜଣଙ୍କୁ ଅଲକାଏଦାର ଧମକ
    ଦେଶ-ଦେଶାନ୍ତର

    ଆତଙ୍କବାଦୀଙ୍କ ଟାର୍ଗେଟରେ ଆମେରିକା, ଏହି ତିନି ଜଣଙ୍କୁ ଅଲକାଏଦାର ଧମକ

    14378
    Jun 11, 2025
  • ଇଦ୍ ପାଳନ ପରେ ହସ୍ପିଟାଲରେ ଭର୍ତ୍ତି ହେଲେ ସନା
    ମନୋରଞ୍ଜନ

    ଇଦ୍ ପାଳନ ପରେ ହସ୍ପିଟାଲରେ ଭର୍ତ୍ତି ହେଲେ ସନା

    15589
    Jun 10, 2025
  • ଏହିସବୁ ସମସ୍ୟା ପାଇଁ ଲେମ୍ବୁ ପାଣି
    ବିଶେଷ

    ଏହିସବୁ ସମସ୍ୟା ପାଇଁ ଲେମ୍ବୁ ପାଣି

    15259
    Jun 10, 2025
  • ଚତୁର୍ଥ ଶ୍ରେଣୀର ରାଗ ସୁଝାଇଲା ସାଙ୍ଗ, ପଥରରେ ପିଟି ଦାନ୍ତ ଭାଙ୍ଗିଦେଲା
    ଦେଶ-ଦେଶାନ୍ତର

    ଚତୁର୍ଥ ଶ୍ରେଣୀର ରାଗ ସୁଝାଇଲା ସାଙ୍ଗ, ପଥରରେ ପିଟି ଦାନ୍ତ ଭାଙ୍ଗିଦେଲା

    13829
    Jun 10, 2025
  • ଇନ୍ଦୋର ବିମାନବନ୍ଦରରେ ଅଭିଯୁକ୍ତଙ୍କୁ ଚାପୁଡା ମାରିଲେ ଯାତ୍ରୀ
    ଦେଶ-ଦେଶାନ୍ତର

    ଇନ୍ଦୋର ବିମାନବନ୍ଦରରେ ଅଭିଯୁକ୍ତଙ୍କୁ ଚାପୁଡା ମାରିଲେ ଯାତ୍ରୀ

    13905
    Jun 11, 2025
  • ୪ ଘଣ୍ଟା  ChatGPT ଡାଉନ୍
    ଦେଶ-ଦେଶାନ୍ତର

    ୪ ଘଣ୍ଟା ChatGPT ଡାଉନ୍

    13719
    Jun 10, 2025
  • ସପ୍ତାହରେ ୨ ଥର ପିଅନ୍ତୁ ଡାଳିମ୍ବ ଜୁସ୍‌…
    ବିଶେଷ

    ସପ୍ତାହରେ ୨ ଥର ପିଅନ୍ତୁ ଡାଳିମ୍ବ ଜୁସ୍‌…

    13837
    Jun 10, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୪ ଘଣ୍ଟା ChatGPT ଡାଉନ୍

    13719
    Jun 10, 2025
  • ବିଶେଷ

    ଭାରି ଲାଭକାରୀ ଭୃସଙ୍ଗପତ୍ର

    14308
    Jun 11, 2025
  • ଦେଶ-ଦେଶାନ୍ତର

    ଆତଙ୍କବାଦୀଙ୍କ ଟାର୍ଗେଟରେ ଆମେରିକା, ଏହି ତିନି ଜଣଙ୍କୁ ଅଲକାଏଦାର ଧମକ

    14378
    Jun 11, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16656
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16955
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15484
    Apr 03, 2021

ବିଶେଷ

  • ଦାନ୍ତକୁ ସୁସ୍ଥ ରଖିବେ କିପରି ଜାଣନ୍ତୁ...

    14775
    Jun 11, 2025
  • ଭାରି ଲାଭକାରୀ ଭୃସଙ୍ଗପତ୍ର

    14308
    Jun 11, 2025
  • ସପ୍ତାହରେ ୨ ଥର ପିଅନ୍ତୁ ଡାଳିମ୍ବ ଜୁସ୍‌…

    13837
    Jun 10, 2025
  • ଏହିସବୁ ସମସ୍ୟା ପାଇଁ ଲେମ୍ବୁ ପାଣି

    15259
    Jun 10, 2025
  • ଆଖି ପାଇଁ ସପୁରୀ ରସ

    16088
    Jun 08, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15699
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16323
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14028
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14822
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସପ୍ତାହରେ ୨ ଥର ପିଅନ୍ତୁ ଡାଳିମ୍ବ ଜୁସ୍‌…

    13837
    Jun 10, 2025
  • ଇଦ୍ ପାଳନ ପରେ ହସ୍ପିଟାଲରେ ଭର୍ତ୍ତି ହେଲେ ସନା

    15589
    Jun 10, 2025
  • ଏହିସବୁ ସମସ୍ୟା ପାଇଁ ଲେମ୍ବୁ ପାଣି

    15259
    Jun 10, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In