Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, March 29, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭିସା ଆବେଦନ ପୂର୍ବରୁ କଣ କରିବେ ଜାଣନ୍ତୁ....

  • ପେରାମ୍ବୁର ଏବଂ ତ୍ରିଚି ଆସନରୁ ...

  • ମନ୍ କି ବାତ୍ କାର୍ଯ୍ୟକ୍ରମରେ ଲୋକଙ୍କୁ ...

  • ଲିଭ୍‌-ଇନ୍‌ରେ ରହିପାରିବେ ବିବାହିତ ପୁରୁଷ

  • ହିମସ୍ଖଳନରେ ୭ ଜଣଙ୍କ ମୃତ୍ୟୁ, ବରଫ ତଳେ ...

  • ପୁଣି ଏମରଜେନ୍ସିଂ ଲ୍ୟାଣ୍ଡ କଲା ବିମାନ

  • ମା’ ହେବା ପରେ ଆୱାର୍ଡ ଉତ୍ସବରେ କିଆରା

  • ପରକୀୟା ପ୍ରୀତିରୁ ଯୁବକକୁ ହତ୍ୟା

  • ଓଜନ କମାଇବାର ସହଜ ଉପାୟ

  • ଭାରତ ସହିତ ମିଶି କାମ କରିବାକୁ ଖୁବ ...

Home ›› ››‘ଅଗ୍ନି ପ୍ରାଇମ୍‌’ ପରମାଣୁ ବାଲିଷ୍ଟିକ୍‌ ମିସାଇଲର ସଫଳ ପରୀକ୍ଷଣ

‘ଅଗ୍ନି ପ୍ରାଇମ୍‌’ ପରମାଣୁ ବାଲିଷ୍ଟିକ୍‌ ମିସାଇଲର ସଫଳ ପରୀକ୍ଷଣ

2022-10-22 06:59:50
15231
Share:
Facebook
Twitter
E-Mail
WhatsApp
Telegram
‘ଅଗ୍ନି ପ୍ରାଇମ୍‌’ ପରମାଣୁ ବାଲିଷ୍ଟିକ୍‌ ମିସାଇଲର ସଫଳ ପରୀକ୍ଷଣ

ନୂଆଦିଲ୍ଲୀ: ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂସ୍ଥାନ ପକ୍ଷରୁ ଶୁକ୍ରବାର ‘ଅଗ୍ନି ପ୍ରାଇମ୍‌’ ପରମାଣୁ ବାଲିଷ୍ଟିକ୍‌ ମିସାଇଲର ସଫଳ ପରୀକ୍ଷଣ କରାଯାଇଛି । ବାଲେଶ୍ବର ସ୍ଥିତ ଡଃ. ଏପିଜେ ଅବଦୁଲ କଲାମ ଆଇଲାଣ୍ଡରୁ ଅଗ୍ନି ପ୍ରାଇମ୍‌ (ଅଗ୍ନି-ପି) ପରମାଣୁ ମିସାଇଲ ଉତକ୍ଷେପଣ କରିଛି ଡିଆର୍‌ଡିଓ । ଏହି ମିସାଇଲର ଶତ୍ରୁ ପକ୍ଷକୁ ପାଣି ପିଆଇବା ଭଳି କ୍ଷମତା ରଖିଛି । ଯୁଦ୍ଧ ସମୟରେ ଏହି ମିସାଇଲକୁ ପ୍ରୟୋଗ କରିବାର ନିଷ୍ପତ୍ତି ଷ୍ଟ୍ରାଟେଜିକ୍‌ ଫୋର୍ସେସ୍‌ କମାଣ୍ଡ ନେଇଥାଏ ।

ଅଗ୍ନି ପ୍ରାଇମ୍‌ ମିସାଇଲ ହେଉଛି ଅଗ୍ନି ସିରିଜର ନିଉ ଜେନେରେସନ୍‌ ମିସାଇଲ । ୧୧ ହଜାର କିଲୋଗ୍ରାମ ଓଜନର ଏହି ମିସାଇଲର ଲକ୍ଷ୍ୟ ଭେଦ କ୍ଷମତା ହେଉଛି ୧ ରୁ ୨ ହଜାର କିଲୋମିଟର । ୩୪.୫ ଫୁଟ ଲମ୍ବା ଏହି ମିସାଇଲରେ ଅସ୍ତ୍ରଶସ୍ତ୍ର ମଧ୍ୟ ଖଞ୍ଜା ଯାଇପାରିବ । ଅର୍ଥାତ ଗୋଟିଏ ମିସାଇଲ ଦ୍ବାରା ଏକାଧିକ ଟାର୍ଗେଟ୍‌ ଉପରେ ଆକ୍ରମଣ କରାଯାଇପାରିବ । ଏହା ସହିତ ଅଗ୍ନି ପ୍ରାଇମ୍‌ ମିସାଇଲ ବିସ୍ଫୋଟକ ଏବଂ ପରମାଣୁ ଅସ୍ତ୍ରଶସ୍ତ୍ର ନେଇ ଯିବାର କ୍ଷମତା ରହିଛି ।

ଗୁରୁତ୍ବପୂର୍ଣ୍ଣ କଥା ହେଉଛି ଅଗ୍ନି ପ୍ରାଇମ୍‌ ମିସାଇଲରେ ୧୫ଶହରୁ ୩ ହଜାର କିଲୋଗ୍ରାମର ଅସ୍ତ୍ରଶସ୍ତ୍ର ଲଗାଯାଇପାରିବ । ଏହା ସହିତ ଏଥିରେ ଦୁଇଟି ରକେଟ୍‌ ମଟର ମିସାଇଲ ବି ରହିଛି । ତେବେ ଅଗ୍ନି ସିରିଜର ଯେତୋଟି ବି ମିସାଇଲ ରହିଛି ସେଗୁଡିକ ମଧ୍ୟରୁ ଶୁକ୍ରବାର ପରୀକ୍ଷଣ କରାଯାଇଥିବା ଅଗ୍ନି ପ୍ରାଇମର ଓଜନ ସାମାନ୍ୟ କମ ରହିଛି । ଏପରିକି ୪ ହଜାର କିମି ଭେଦ କରୁଥିବା ଅଗ୍ନି-ଆଇଭି ଏବଂ ୫ ହଜାର କିମି ଭେଦ କରୁଥିବା ଅଗ୍ନି-ଭି ଠାରୁ ମଧ୍ୟ ଏହାର ଓଜନ କମ ।

Powered by Froala Editor

Tags Missle

Related articles Odisha News Lens 4.1

  • ଭିସା ଆବେଦନ ପୂର୍ବରୁ କଣ କରିବେ ଜାଣନ୍ତୁ....
    ଦେଶ-ଦେଶାନ୍ତର

    ଭିସା ଆବେଦନ ପୂର୍ବରୁ କଣ କରିବେ ଜାଣନ୍ତୁ....

    14422
    Mar 29, 2026
  • ଓଜନ କମାଇବାର ସହଜ ଉପାୟ
    ବିଶେଷ

    ଓଜନ କମାଇବାର ସହଜ ଉପାୟ

    15669
    Mar 28, 2026
  • ଲିଭ୍‌-ଇନ୍‌ରେ ରହିପାରିବେ ବିବାହିତ ପୁରୁଷ
    ଦେଶ-ଦେଶାନ୍ତର

    ଲିଭ୍‌-ଇନ୍‌ରେ ରହିପାରିବେ ବିବାହିତ ପୁରୁଷ

    15172
    Mar 28, 2026
  • ପେରାମ୍ବୁର ଏବଂ ତ୍ରିଚି ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ ଟିଭିକେ ମୁଖ୍ୟ ବିଜୟ
    ଦେଶ-ଦେଶାନ୍ତର

    ପେରାମ୍ବୁର ଏବଂ ତ୍ରିଚି ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ ଟିଭିକେ ମୁଖ୍ୟ ବିଜୟ

    14539
    Mar 29, 2026
  • ଭାରତ ସହିତ ମିଶି କାମ କରିବାକୁ ଖୁବ ଆଗ୍ରହୀ: ବାଲେନ୍ଦ୍ର ଶାହା
    ଦେଶ-ଦେଶାନ୍ତର

    ଭାରତ ସହିତ ମିଶି କାମ କରିବାକୁ ଖୁବ ଆଗ୍ରହୀ: ବାଲେନ୍ଦ୍ର ଶାହା

    14045
    Mar 28, 2026
  • ପରକୀୟା ପ୍ରୀତିରୁ ଯୁବକକୁ ହତ୍ୟା
    ଅପରାଧ

    ପରକୀୟା ପ୍ରୀତିରୁ ଯୁବକକୁ ହତ୍ୟା

    15011
    Mar 28, 2026
  • ପୁଣି ଏମରଜେନ୍ସିଂ ଲ୍ୟାଣ୍ଡ କଲା ବିମାନ
    ଦେଶ-ଦେଶାନ୍ତର

    ପୁଣି ଏମରଜେନ୍ସିଂ ଲ୍ୟାଣ୍ଡ କଲା ବିମାନ

    15448
    Mar 28, 2026
  • ହିମସ୍ଖଳନରେ ୭ ଜଣଙ୍କ ମୃତ୍ୟୁ, ବରଫ ତଳେ ଅନେକ ଗାଡ଼ି
    ଦେଶ-ଦେଶାନ୍ତର

    ହିମସ୍ଖଳନରେ ୭ ଜଣଙ୍କ ମୃତ୍ୟୁ, ବରଫ ତଳେ ଅନେକ ଗାଡ଼ି

    14171
    Mar 28, 2026
  • ମା’ ହେବା ପରେ ଆୱାର୍ଡ ଉତ୍ସବରେ କିଆରା
    ମନୋରଞ୍ଜନ

    ମା’ ହେବା ପରେ ଆୱାର୍ଡ ଉତ୍ସବରେ କିଆରା

    15332
    Mar 28, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପେରାମ୍ବୁର ଏବଂ ତ୍ରିଚି ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ ଟିଭିକେ ମୁଖ୍ୟ ବିଜୟ

    14539
    Mar 29, 2026
  • ଦେଶ-ଦେଶାନ୍ତର

    ଭାରତ ସହିତ ମିଶି କାମ କରିବାକୁ ଖୁବ ଆଗ୍ରହୀ: ବାଲେନ୍ଦ୍ର ଶାହା

    14045
    Mar 28, 2026
  • ବିଶେଷ

    ଓଜନ କମାଇବାର ସହଜ ଉପାୟ

    15669
    Mar 28, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17389
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17454
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17803
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16273
    Apr 03, 2021

ବିଶେଷ

  • ଓଜନ କମାଇବାର ସହଜ ଉପାୟ

    15669
    Mar 28, 2026
  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

    15122
    Mar 27, 2026
  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    15426
    Mar 25, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15048
    Mar 23, 2026
  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

    14030
    Mar 22, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15030
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15536
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13831
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14272
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମନ୍ କି ବାତ୍ କାର୍ଯ୍ୟକ୍ରମରେ ଲୋକଙ୍କୁ ଏକଜୁଟ୍ ହୋଇ ରହିବାକୁ ଅପିଲ୍ କଲେ ପ୍ରଧାନମନ୍ତ୍ରୀ

    13814
    Mar 29, 2026
  • ପରକୀୟା ପ୍ରୀତିରୁ ଯୁବକକୁ ହତ୍ୟା

    15011
    Mar 28, 2026
  • ଭିସା ଆବେଦନ ପୂର୍ବରୁ କଣ କରିବେ ଜାଣନ୍ତୁ....

    14422
    Mar 29, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In