Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, July 09, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ...

  • ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ...

  • ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ...

  • ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ ...

  • ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ...

  • କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ...

  • ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ...

  • ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ...

  • ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ...

  • ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ ...

ରାଜ୍ୟ
Home ›› ରାଜ୍ୟ ››ଜୁଡ଼ିଆସିଲ ଅଫିସର ପାଇବେ ସଂଶୋଧିତ ଦରମା

ଜୁଡ଼ିଆସିଲ ଅଫିସର ପାଇବେ ସଂଶୋଧିତ ଦରମା

2022-10-22 07:58:43
14916
Share:
Facebook
Twitter
E-Mail
WhatsApp
Telegram
ଜୁଡ଼ିଆସିଲ ଅଫିସର ପାଇବେ ସଂଶୋଧିତ ଦରମା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ ବୈଠକରେ ମୋଟ ୬ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍ ଆଜି ମଞ୍ଜୁରୀ ପ୍ରଦାନ କରିଛନ୍ତି । ବୈଠକ ପରେ ଗଣମାଧ୍ୟମକୁ ସୂଚନା ଦେଇ ମୁଖ୍ୟ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଛନ୍ତି ଯେ, ରାଜ୍ୟ କ୍ୟାବିନେଟ୍  ଜଷ୍ଟିସ ପି ଭେଙ୍କଟରାମ ରେଡ୍ଡୀଙ୍କ ଅଧ୍ୟକ୍ଷତାରେ ଗଠିତ ଦ୍ୱିତୀୟ ଜାତୀୟ ନ୍ୟାୟିକ ଦରମା କମିଶନ ସୁପାରିଶକୁ ଓଡ଼ିଶାରେ କାର୍ୟ୍ୟକାରୀ ନିମନ୍ତେ ଅନୁମୋଦନ କରିଛନ୍ତି । ଫଳରେ ଜିଲ୍ଲା ଓ ତଳସ୍ତରର ଜୁଡ଼ିଆସିଲ ଅଫିସରମାନେ ୨୦୧୬ ଜାନୁୟାରୀ ୧ରୁ ସଂଶୋଧିତ ଦରମା ପାଇବେ । ସରକାରୀ କର୍ମଚାରୀଙ୍କ ପାଇଁ ସପ୍ତମ ବେତନ କମିଶନ ଲାଗୁ ହେବା ପରେ ଜୁଡ଼ିସିଆଲ ଅଫିସରମାନଙ୍କ ନିମନ୍ତେ ଦ୍ୱିତୀୟ ଜାତୀୟ ନ୍ୟାୟିକ ଦରମା କମିଶନ ସୁପାରଶକୁ କାର୍ୟ୍ୟକାରୀ କରିବା ନିମନ୍ତେ ପୂର୍ବରୁ ସୁପ୍ରିମକୋର୍ଟ ମଧ୍ୟ ନିର୍ଦ୍ଦେଶ ଦେଇଥିଲେ । ଜଷ୍ଟିସ ଭେଙ୍କଟରାମ ରେଡ୍ଡୀ କମିଶନଙ୍କ ସୁପାରିଶକୁ କାର୍ୟ୍ୟକାରୀ କରିବା ଦ୍ୱାରା ଜୁଡ଼ିସିଆଲ ଅଫିସରଙ୍କ ଦରମା ଆଦି ବାବଦରେ ରାଜ୍ୟ ସରକାରଙ୍କୁ ବାର୍ଷିକ ୯୩କୋଟି ଟଙ୍କାର ଅତିରିକ୍ତ ବୋଝ ମୁଣ୍ଡାଇବାକୁ ପଡ଼ିବ ।

ରାଜ୍ୟରେ ଫାଇଭ-ଟି ଓ ମୋ ସରକାର କାର୍ୟ୍ୟକାରୀ ହେବା ପରଠୁ ଜିଲ୍ଲା ଓ ତଳସ୍ତରରେ ରାଜସ୍ୱ ପ୍ରଶାସନରେ ଅଧିକ କାର୍ୟ୍ୟଭାର ବୃଦ୍ଧି ପାଇଛି । ତେଣୁ ଏହାକୁ ଦୃଷ୍ଟିରେ ରଖି ଓଏଏସ୍ ଗ୍ରୁପ-ଏ(କନିଷ୍ଠ ବର୍ଗ) ଗ୍ରେଡରେ ଅତିରିକ୍ତ ୧୨୫ଟି ପଦବୀ ସୃଷ୍ଟି କରାଯାଇ କ୍ୟାଡ଼ର ପଦବୀ ସଂଖ୍ୟାକୁ ୧୩୧୩କୁ ବୃଦ୍ଧି ପାଇଁ ନିଷ୍ପତ୍ତି ନିଆଯାଇଛି । ଏବେ ଓଏଏସ୍ ଗ୍ରୁପ-ଏ(କନିଷ୍ଠ ବର୍ଗ)ରେ କ୍ୟାଡ଼ର ପଦବୀ ସଂଖ୍ୟା ୧୧୮୮ ରହିଛି । ଏହି ବର୍ଦ୍ଧିତ ୧୨୫ଟି ପଦବୀ ମଧ୍ୟରୁ ପ୍ରତ୍ୟେକ ଜିଲ୍ଲାର ଜିଲ୍ଲାପାଳଙ୍କ କାର୍ୟ୍ୟାଳୟରେ ୨ଟି ଲେଖାଏଁ ଡେପୁଟି କଲେକ୍ଟର ପଦବୀ ଅର୍ଥାତ୍ ୩୦ଟି ଜିଲ୍ଲାରେ ମୋଟ ୬୦ଟି ପଦବୀ ସୃଷ୍ଟି କରାଯିବ । ସେହିପରି ରାଜ୍ୟର ସମସ୍ତ ସବ୍ କଲେକ୍ଟର କାର୍ୟ୍ୟାଳୟରେ ଗୋଟିଏ ଲେଖାଏଁ ଡେପୁଟି କଲେକ୍ଟର ପଦବୀରେ ମୋଟ ୫୮ଟି ପଦବୀ, ବୋର୍ଡ ଅଫ ରେଭନ୍ୟୁରେ ୪ଟି ଅଣ୍ଡର ସେକ୍ରେଟେରୀ ପଦବୀ ଏବଂ ଭୁବନେଶ୍ୱର,ପାରାଦୀପ ଓ ରାଉରକେଲା ଏଡ଼ିଏମ ଅଫିସରେ ଜଣେ ଲେଖାଏଁ ଡେପୁଟି କଲେକ୍ଟର ପଦବୀ ନିମନ୍ତେ ଏହି ୧୨୫ଟି ଓଏଏସ(କନିଷ୍ଠ ବର୍ଗ) କ୍ୟାଡ଼ର ପଦବୀ ସୃଷ୍ଟି ହୋଇଛି ବୋଲି ଶ୍ରୀ ମହାପାତ୍ର କହିଛନ୍ତି ।

ସେହିପରି ଓଡ଼ିଶା ପାଣି ପଂଚାୟତ ଆଇନ-୨୦୦୨ର ସଂଶୋଧନକୁ କ୍ୟାବିନେଟ ଅନୁମୋଦନ ମିଳିଛି । ଓଡ଼ିଶା ପାଣି ପଂଚାୟତକୁ ଅଧିକ କ୍ରିୟାଶୀଳ ଓ ଲୋକାଭିମୁଖୀ କରିବା ପାଇଁ ଏହି ସଂଶୋଧନ ହୋଇଛି । ଏବେ ରାଜ୍ୟରେ ମେଗା ଉଠାଜଳସେଚନ ପ୍ରକଳ୍ପଗୁଡ଼ିକ କାର୍ୟ୍ୟକ୍ଷମ ହୋଇଛି ।  ୫୦୦ରୁ ୨ହଜାର ହେକ୍ଟର ଭିତରେ ହେଉଥିବା ମେଗା ଉଠାଜଳସେଚନ ପ୍ରକଳ୍ପରେ ପାଣି ପଂଚାୟତ ଗଠନ ଓ ଶୀର୍ଷ କୃଷକ ସଂଗଠନକୁ ସୁନିଶ୍ଚିତ କରାଯିବ । ସେହିପରି ଜଳସେଚନର ସୁବିଧା ପାଉଥିବା ଚାଷୀ ବା ଜମି ମାଲିକମାନଙ୍କର ପତି-ପତ୍ନୀଙ୍କୁ ସାମିଲ ସହ ମହିଳାଙ୍କ ଭାଗିଦାରୀ ପାଣି ପଂଚାୟତରେ ଓ ଅନ୍ୟ ଚାଷୀ କମିଟିରେ ବୃଦ୍ଧି କରିବାକୁ ପ୍ରାବଧାନ ହୋଇଛି । ଏହାସହିତ ୩ବର୍ଷ ଓ ୬ବର୍ଷର ସନ୍ଦେହକୁ ଦୂର କରି ସମସ୍ତଙ୍କୁ ସମାନ କରିବା ନିମନ୍ତେ ଚକ କମିଟି ଓ ପାଣି ପଂଚାୟତର କାର୍ୟ୍ୟକାଳକୁ ୫ବର୍ଷକୁ ବୃଦ୍ଧି କରାଯାଇଛି ।
ସେହିପରି ଓଡ଼ିଶା ଭେଟେନାରୀ ସର୍ଭିସ ରୁଲସରେ ସଂଶୋଧନ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ ମଞ୍ଜୁରୀ ଦେଇଛନ୍ତି । ଏହାଫଳରେ ଭେଟେନାରୀ ଡାକ୍ତରମାନେ ଏଣିକି ନିଯୁକ୍ତି ବେଳେ ଅନ୍ୟ ମେଡିକାଲ ଅଫିସର, ହୋମିଓପ୍ୟାଥିକ ଓ ଆୟୁର୍ବେଦିକ ମେଡିକାଲ ଅଫିସରଙ୍କ ଭଳି କେବଳ ଲିଖିତ ପରୀକ୍ଷା ଦେବେ । ଓପିଏସସି ଦ୍ୱାରା ଚୟନ ହେଉଥିବା ଆସିଷ୍ଟାଣ୍ଟ ଭେଟେନାରୀ ସର୍ଜନ ପଦବୀ ପରୀକ୍ଷାରେ ଭେଟେନାରୀ ଡାକ୍ତରମାନେ କେବଳ ଲିଖିତ ପରୀକ୍ଷା ଦେବେ ଓ ସେମାନଙ୍କୁ ଆଉ ମୌଖିକ ପରୀକ୍ଷା(ସାକ୍ଷାତକାର) ଦେବାକୁ ପଡ଼ିବ ନାହିଁ ।

Powered by Froala Editor

Tags Cabinet

Related articles Odisha News Lens 4.1

  • ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ଓ ଡ୍ରୋନ୍ ଆକ୍ରମଣ, ୨୩ମୃତ
    ଦେଶ-ଦେଶାନ୍ତର

    ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ଓ ଡ୍ରୋନ୍ ଆକ୍ରମଣ, ୨୩ମୃତ

    13810
    Jul 07, 2026
  • ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ‘ବିତାଙ୍ଗ ...
    ଦେଶ-ଦେଶାନ୍ତର

    ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ‘ବିତାଙ୍ଗ ...

    15119
    Jul 07, 2026
  • ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ‘ରାମଚରିତମାନସ’ ଗ୍ରନ୍ଥ
    ଦେଶ-ଦେଶାନ୍ତର

    ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ‘ରାମଚରିତମାନସ’ ଗ୍ରନ୍ଥ

    13645
    Jul 07, 2026
  • ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି
    ଦେଶ-ଦେଶାନ୍ତର

    ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି

    15549
    Jul 08, 2026
  • ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର
    ଅପରାଧ

    ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର

    14461
    Jul 08, 2026
  • ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ମନ୍ଦିର ସମିତି ଅଧ୍ୟକ୍ଷଙ୍କ ବ୍ୟକ୍ତିଗତ ...
    ଦେଶ-ଦେଶାନ୍ତର

    ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ମନ୍ଦିର ସମିତି ଅଧ୍ୟକ୍ଷଙ୍କ ବ୍ୟକ୍ତିଗତ ...

    14115
    Jul 08, 2026
  • ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ କରିବେ କୃଷ୍ଣ ମୋହନ
    ଦେଶ-ଦେଶାନ୍ତର

    ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ କରିବେ କୃଷ୍ଣ ମୋହନ

    14575
    Jul 07, 2026
  • ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ଭୂୟସୀ ପ୍ରଶଂସା
    ଦେଶ-ଦେଶାନ୍ତର

    ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ଭୂୟସୀ ପ୍ରଶଂସା

    13483
    Jul 08, 2026
  • କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ହୋଇ ସାରିଥିଲେ ସିୟା
    ଦେଶ-ଦେଶାନ୍ତର

    କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ହୋଇ ସାରିଥିଲେ ସିୟା

    14442
    Jul 08, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା

    15239
    Jul 08, 2026
  • ଦେଶ-ଦେଶାନ୍ତର

    ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ କରିବେ କୃଷ୍ଣ ମୋହନ

    14575
    Jul 07, 2026
  • ଦେଶ-ଦେଶାନ୍ତର

    ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ମନ୍ଦିର ସମିତି ଅଧ୍ୟକ୍ଷଙ୍କ ବ୍ୟକ୍ତିଗତ ସଚିବଙ୍କୁ କାରଣ ଦର୍ଶାଅ ନୋଟିସ

    14115
    Jul 08, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16971
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17582
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17636
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18035
    Sep 06, 2023

ବିଶେଷ

  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15224
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15566
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15372
    Jul 05, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    15237
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14661
    Jun 30, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15838
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15708
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13814
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14926
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର

    14461
    Jul 08, 2026
  • ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ କରିବେ କୃଷ୍ଣ ମୋହନ

    14575
    Jul 07, 2026
  • କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ହୋଇ ସାରିଥିଲେ ସିୟା

    14442
    Jul 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In