Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, March 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିମାନ ଉଡାଇବା ପୂର୍ବରୁ ମାଆଙ୍କୁ ଭିଡିଓ ...

  • କମିଲା ସୁନା ଏବଂ ରୂପା ଦର

  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ...

  • ରାଜ୍ୟଗୁଡିକୁ ୪୦,୦୦୦ ଲିଟର କିରାସିନି ...

  • ଏଲଓସି ନିକଟରୁ ଜବତ ହେଲା ୮ କୋଟିର ହେରୋଇନ

  • ନେତାଙ୍କ ଘରୁ ୫୫ ସିଲିଣ୍ଡର ଜବତ, ପ୍ରତି ...

  • ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ...

  • ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ...

  • ମାଲାୟଲମ ଅଭିନେତା ହରି ମୁରଲୀଙ୍କ ...

  • ହର୍ମୁଜ୍ ପ୍ରଣାଳୀରୁ ମୁମ୍ବାଇ ପହଞ୍ଚିଲା ...

Home ›› ››ରୋଜଗାର ଓ ସ୍ୱରୋଜଗାରରେ ଆଉ ଏକ ଅଧ୍ୟାୟ ସାମିଲ ହୋଇଛି:ମୋଦୀ

ରୋଜଗାର ଓ ସ୍ୱରୋଜଗାରରେ ଆଉ ଏକ ଅଧ୍ୟାୟ ସାମିଲ ହୋଇଛି:ମୋଦୀ

2022-10-22 09:43:09
14182
Share:
Facebook
Twitter
E-Mail
WhatsApp
Telegram
ରୋଜଗାର ଓ ସ୍ୱରୋଜଗାରରେ ଆଉ ଏକ ଅଧ୍ୟାୟ ସାମିଲ ହୋଇଛି:ମୋଦୀ

ନୂଆଦିଲ୍ଳୀ: ‘ରୋଜଗାର ମେଳା’ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଭିଡିଓ କନଫରେନ୍ସିଂ ମାଧ୍ୟମରେ ‘ରୋଜଗାର ମେଳା’ର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ । ଏହି ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀ ସମ୍ବୋଧନ କରିଛନ୍ତି । ସମ୍ବୋଧନ କରି ମୋଦୀ କହିଛନ୍ତି, ରୋଜଗାର ଓ ସ୍ୱରୋଜଗାରରେ ଆଉ ଏକ ଅଧ୍ୟାୟ ସାମିଲ ହୋଇଛି । ଦେଶର କାର୍ୟ୍ୟସଂସ୍କୃତି ବଦଳିବାରେ ଲାଗିଛି । ସମୟ ସମୟରେ ରୋଜଗାର ମେଳାର ଆୟୋଜନ କରାଯିବ । ନିଯୁକ୍ତି ପ୍ରକ୍ରିୟା ତ୍ୱରିତ ଓ ସହଜ ହୋଇଛି । ଡିଜିଟାଲ ସେକ୍ଟରରେ ଆହୁରି ରୋଜଗାର ବଢ଼ିବ ବୋଲି ପ୍ରଧାନମନ୍ତ୍ରୀ ତାଙ୍କ ସମ୍ବୋଧନରେ କହିଛନ୍ତି ।  ଗତ ଆଠ ବର୍ଷ ମଧ୍ୟରେ ଦେଶରେ ରୋଜଗାର ଏବଂ ଆତ୍ମନିଯୁକ୍ତି ଅଭିଯାନ ଚାଲିଛି, ଆଜି ଏଥିରେ ଆଉ ଏକ ଅଧ୍ୟାୟ ଯୋଡି ହୋଇଛି ।

ଏହା ଛଡ଼ା ‘ରୋଜଗାର ମେଳା’ରେ ୧୦ ଲକ୍ଷଙ୍କୁ ନିଯୁକ୍ତି ଦେବାକୁ ଯୋଜନା ରଖାଯାଇଥିବା କୁହାଯାଇଛି । ଆଜି ପ୍ରଥମ ପର୍ୟ୍ୟାୟରେ ୭୫ ହଜାରଙ୍କୁ ନିଯୁକ୍ତି ପତ୍ର ଦିଆଯିବ । କେନ୍ଦ୍ରର ୩୮ଟି ମନ୍ତ୍ରାଳୟରେ ଖାଲି ପଡ଼ିଥିବା ପଦବୀରେ ନିଯୁକ୍ତି ମିଳିବ । ଆଶାୟୀଙ୍କୁ ୟୁପିଏସସି, ଏସଏସସି ଏବଂ ରେଲୱେ ଦ୍ୱାରା ନିଯୁକ୍ତି ଦିଆଯାଇଛି । ଏଥିପାଇଁ କେନ୍ଦ୍ରର ସମସ୍ତ ବିଭାଗ ଯୁଦ୍ଧକାଳୀନ ଭିତ୍ତିରେ କାର୍ୟ୍ୟ କରୁଛନ୍ତି । ଜୁନ୍ ମାସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ଦିଗରେ କାର୍ୟ୍ୟ କରିବାକୁ କେନ୍ଦ୍ରର ସମସ୍ତ ମନ୍ତ୍ରଣାଳୟ ଏବଂ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି । ନିଯୁକ୍ତି ମେଳାରେ ଦେଶର ବିଭିନ୍ନ ସ୍ଥାନରୁ ମନୋନୀତ ଯୁବକମାନଙ୍କୁ ଭାରତ ସରକାରଙ୍କ ୩୮ ଟି ମନ୍ତ୍ରଣାଳୟ ଏବଂ ବିଭାଗରେ ନିଯୁକ୍ତ କରାଯିବ । ନୂତନ ସ୍ତରରେ ନିଯୁକ୍ତ କର୍ମଚାରୀମାନେ ବିଭିନ୍ନ ସ୍ତରରେ କେନ୍ଦ୍ର ସରକାରଙ୍କ ସହ ଜଡିତ ହେବେ।

Powered by Froala Editor

Tags Modi

Related articles Odisha News Lens 4.1

  •  ବିମାନ ଉଡାଇବା ପୂର୍ବରୁ ମାଆଙ୍କୁ ଭିଡିଓ କଲ କରି ପାଇଲଟ କହିଥିଲେ ଏମିତି, ତାପରେ ହେଲା ...
    ଦେଶ-ଦେଶାନ୍ତର

    ବିମାନ ଉଡାଇବା ପୂର୍ବରୁ ମାଆଙ୍କୁ ଭିଡିଓ କଲ କରି ପାଇଲଟ କହିଥିଲେ ଏମିତି, ତାପରେ ହେଲା ...

    15244
    Mar 14, 2026
  • ମାଲାୟଲମ ଅଭିନେତା ହରି ମୁରଲୀଙ୍କ ଦେହାନ୍ତ, କାରଣ ଜଣାପଡ଼ିନାହିଁ
    ଦେଶ-ଦେଶାନ୍ତର

    ମାଲାୟଲମ ଅଭିନେତା ହରି ମୁରଲୀଙ୍କ ଦେହାନ୍ତ, କାରଣ ଜଣାପଡ଼ିନାହିଁ

    14997
    Mar 12, 2026
  • ହର୍ମୁଜ୍ ପ୍ରଣାଳୀରୁ ମୁମ୍ବାଇ ପହଞ୍ଚିଲା ଭାରତ ତୈଳ ଟ୍ୟାଙ୍କର୍
    ଦେଶ-ଦେଶାନ୍ତର

    ହର୍ମୁଜ୍ ପ୍ରଣାଳୀରୁ ମୁମ୍ବାଇ ପହଞ୍ଚିଲା ଭାରତ ତୈଳ ଟ୍ୟାଙ୍କର୍

    15508
    Mar 12, 2026
  • ଏଲଓସି ନିକଟରୁ ଜବତ ହେଲା ୮ କୋଟିର ହେରୋଇନ
    ଦେଶ-ଦେଶାନ୍ତର

    ଏଲଓସି ନିକଟରୁ ଜବତ ହେଲା ୮ କୋଟିର ହେରୋଇନ

    14199
    Mar 13, 2026
  • ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ଅସମ୍ମାନ
    ଖେଳ ଖବର

    ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ଅସମ୍ମାନ

    13880
    Mar 12, 2026
  • ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ପେଟ୍ରୋଲିୟମ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ପେଟ୍ରୋଲିୟମ ମନ୍ତ୍ରୀ

    15110
    Mar 12, 2026
  • ରାଜ୍ୟଗୁଡିକୁ ୪୦,୦୦୦ ଲିଟର କିରାସିନି ଯୋଗାଇ ଦେବାକୁ ନିଷ୍ପତ୍ତି
    ଦେଶ-ଦେଶାନ୍ତର

    ରାଜ୍ୟଗୁଡିକୁ ୪୦,୦୦୦ ଲିଟର କିରାସିନି ଯୋଗାଇ ଦେବାକୁ ନିଷ୍ପତ୍ତି

    13607
    Mar 13, 2026
  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ
    ବିଶେଷ

    ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    13697
    Mar 14, 2026
  • ନେତାଙ୍କ ଘରୁ ୫୫ ସିଲିଣ୍ଡର ଜବତ, ପ୍ରତି ସିଲିଣ୍ଡରକୁ ୨୦୦୦ ଟଙ୍କା ମୂଲ୍ୟରେ ବିକ୍ରି ...
    ଦେଶ-ଦେଶାନ୍ତର

    ନେତାଙ୍କ ଘରୁ ୫୫ ସିଲିଣ୍ଡର ଜବତ, ପ୍ରତି ସିଲିଣ୍ଡରକୁ ୨୦୦୦ ଟଙ୍କା ମୂଲ୍ୟରେ ବିକ୍ରି ...

    15681
    Mar 13, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବିମାନ ଉଡାଇବା ପୂର୍ବରୁ ମାଆଙ୍କୁ ଭିଡିଓ କଲ କରି ପାଇଲଟ କହିଥିଲେ ଏମିତି, ତାପରେ ହେଲା କିଛି ଏମିତି....

    15244
    Mar 14, 2026
  • ବିଶେଷ

    ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    13697
    Mar 14, 2026
  • ଦେଶ-ଦେଶାନ୍ତର

    କମିଲା ସୁନା ଏବଂ ରୂପା ଦର

    14831
    Mar 14, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17369
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17432
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17780
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16252
    Apr 03, 2021

ବିଶେଷ

  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    13697
    Mar 14, 2026
  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13683
    Mar 12, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    14356
    Mar 11, 2026
  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    15073
    Mar 08, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14827
    Mar 07, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15678
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15138
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14989
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14501
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କମିଲା ସୁନା ଏବଂ ରୂପା ଦର

    14831
    Mar 14, 2026
  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    13697
    Mar 14, 2026
  • ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ଅସମ୍ମାନ

    13880
    Mar 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In