Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, September 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଗଙ୍ଗା ଆରତି ଉତ୍ସବ: ବିକ୍ରି ହୋଇଗଲା ସବୁ ...

  • ଦକ୍ଷିଣ ଲୋହିତ ସାଗରର ରଣନୈତିକ ଦ୍ୱୀପ ...

  • ମୋଦୀଙ୍କ ପାଇଁ ଏହି ଗୀତ ପୋଷ୍ଟ କଲେ ...

  • ନେପାଳକୁ ୬୫୪ ମେଗାୱାଟ ବିଦ୍ୟୁତ୍ ଯୋଗାଣ ...

  • ପାର୍ବତୀକୁ ମିଳିଲା ନୂଆ ସାଥୀ ଦୁର୍ଗା

  • ଆସୁଛି ବଡ଼ ବର୍ଷା, ରେଡ୍ ଆଲର୍ଟରେ ଗୁଜୁରାଟ

  • ପାର୍ବଣରେ ବଢ଼ିଯିବ ସୁନା, ରୁପା ଦର

  • ଏହି ମାସରେ ହେବ ତିନି ଶକ୍ତିଶାଳୀ ବାତ୍ୟା

  • ବ୍ରେକ୍‌ଅପ୍ ପରେ ଗାଲଫ୍ରେଣ୍ଡକୁ ଟଙ୍କା ...

  • ବ୍ରିକ୍ସ ସମ୍ମିଳନୀରେ ରିଲ୍ସ କରି ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››୫୫ ବର୍ଷୀୟ ବ୍ୟକ୍ତିଙ୍କ ଶ୍ୱାସନଳୀରୁ ବାହାରିଲା ଲୁହା ନଟ୍‌

୫୫ ବର୍ଷୀୟ ବ୍ୟକ୍ତିଙ୍କ ଶ୍ୱାସନଳୀରୁ ବାହାରିଲା ଲୁହା ନଟ୍‌

2022-10-22 19:45:25
15704
Share:
Facebook
Twitter
E-Mail
WhatsApp
Telegram
୫୫ ବର୍ଷୀୟ ବ୍ୟକ୍ତିଙ୍କ ଶ୍ୱାସନଳୀରୁ ବାହାରିଲା ଲୁହା ନଟ୍‌

କୋଏମ୍ବାଟୁର ମେଡିକାଲ କଲେଜର ଡାକ୍ତରମାନେ ଜଣେ ବ୍ୟକ୍ତଙ୍କ ଶ୍ୱାସନଳୀରେ ଅଟକି ରହିଥିବା ୧.୫ ସେମିର ଲୁହା ନଟ୍‌ ବାହାର କରିଛନ୍ତି। ସୂଚନା ଅନୁସାରେ, କୁନିୟାମୁଥୁର ଅଞ୍ଚଳରେ ରହୁଥିବା ୫୫ ବର୍ଷୀୟ ସାମସୁତିନ ସାମସୁତିନ ଇଲେକ୍ଟ୍ରିସିଆନ ଭାବେ କାମ କରନ୍ତି। ସେ କାମ ସମୟରେ ଭୁଲ ବଶତଃ ଲୁହା ନଟକୁ ଗିଳି ଦେଇଥିଲେ ମଧ୍ୟ ଜାଣି ନଥିଲେ। କିଛି ଦିନ ପରେ ସେ ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ କରିବା ସହ କଫ ଜନିତ ସମସ୍ୟାରେ ପଡ଼ିଥିଲେ। ଅକ୍ଟୋବର ୧୮ରେ ତାଙ୍କ ଅବସ୍ଥା ଅଧିକ ସଙ୍କଟାପନ୍ନ ହେବାରୁ ସାମସୁତିନଙ୍କୁ କୋଏମ୍ବାଟୁର ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତାଙ୍କ ବାମ ପଟ ଛାତି ପାଖରେ ଥିବା ମୁଖ୍ୟ ଶ୍ୱାସନଳୀରୁ ଏହି ନଟକୁ ବାହାର କରାଯାଇଛି।

ପ୍ରିକ୍ରିୟାରେ ତ୍ରୁଟି ସାଂଘାତିକ ସ୍ଥିତି ସୃଷ୍ଟି କରିବାର ଆଶଙ୍କା ମଧ୍ୟ ରହିଥିଲା। କିନ୍ତୁ ଇଏନଟି ବିଭାଗର ମୁଖ୍ୟ ଅଲୀ ସୁଲତାନାଙ୍କ ନେତୃତ୍ୱାଧୀନ ଟିମ୍‌ ମାତ୍ର ୧୫ ମିନିଟ୍‌ ମଧ୍ୟରେ ବ୍ୟକ୍ତିଙ୍କ ଶ୍ୱାସନଳୀରୁ ନଟକୁ ସଫଳତାର ସହ ବାହାର କରାଯାଇଥିଲା। ନଟ ବାହାରିବା ପରେ ରୋଗୀ ଜଣଙ୍କ ସଂପୂର୍ଣ୍ଣ ସୁସ୍ଥ ଅନୁଭବ କରିଥିଲେ। ପୂର୍ବରୁ ମେଡିକାଲ ବିଜ୍ଞାନରେ ଏପରି ଘଟଣା ଖୁବ କୋଚିତ ବା ଆଦୌ ଦେଖିବାକୁ ମିଳି ନଥିଲା।

Powered by Froala Editor

Tags operation

Related articles Odisha News Lens 4.1

  •  ମୋଦୀଙ୍କ ପାଇଁ  ଏହି ଗୀତ ପୋଷ୍ଟ କଲେ ମାଲେସିଆ ପ୍ରଧାନମନ୍ତ୍ରୀ
    ଦେଶ-ଦେଶାନ୍ତର

    ମୋଦୀଙ୍କ ପାଇଁ ଏହି ଗୀତ ପୋଷ୍ଟ କଲେ ମାଲେସିଆ ପ୍ରଧାନମନ୍ତ୍ରୀ

    13951
    Sep 15, 2026
  • ନେପାଳକୁ ୬୫୪ ମେଗାୱାଟ ବିଦ୍ୟୁତ୍ ଯୋଗାଣ କରିବ ଭାରତ
    ଦେଶ-ଦେଶାନ୍ତର

    ନେପାଳକୁ ୬୫୪ ମେଗାୱାଟ ବିଦ୍ୟୁତ୍ ଯୋଗାଣ କରିବ ଭାରତ

    13383
    Sep 15, 2026
  • ବ୍ରିକ୍ସ ସମ୍ମିଳନୀରେ ରିଲ୍ସ କରି କନେଷ୍ଟବଳ ହଟହଟା
    ଦେଶ-ଦେଶାନ୍ତର

    ବ୍ରିକ୍ସ ସମ୍ମିଳନୀରେ ରିଲ୍ସ କରି କନେଷ୍ଟବଳ ହଟହଟା

    14764
    Sep 14, 2026
  • ପାର୍ବଣରେ ବଢ଼ିଯିବ ସୁନା, ରୁପା ଦର
    ଦେଶ-ଦେଶାନ୍ତର

    ପାର୍ବଣରେ ବଢ଼ିଯିବ ସୁନା, ରୁପା ଦର

    13483
    Sep 15, 2026
  • ପାର୍ବତୀକୁ ମିଳିଲା ନୂଆ ସାଥୀ ଦୁର୍ଗା
    ଦେଶ-ଦେଶାନ୍ତର

    ପାର୍ବତୀକୁ ମିଳିଲା ନୂଆ ସାଥୀ ଦୁର୍ଗା

    15564
    Sep 15, 2026
  • ଏହି ମାସରେ ହେବ ତିନି ଶକ୍ତିଶାଳୀ ବାତ୍ୟା
    ଦେଶ-ଦେଶାନ୍ତର

    ଏହି ମାସରେ ହେବ ତିନି ଶକ୍ତିଶାଳୀ ବାତ୍ୟା

    15561
    Sep 15, 2026
  • ବ୍ରେକ୍‌ଅପ୍ ପରେ ଗାଲଫ୍ରେଣ୍ଡକୁ ଟଙ୍କା ଫେରସ୍ତ ମାଗିଲେ ସିଇଓ
    ଦେଶ-ଦେଶାନ୍ତର

    ବ୍ରେକ୍‌ଅପ୍ ପରେ ଗାଲଫ୍ରେଣ୍ଡକୁ ଟଙ୍କା ଫେରସ୍ତ ମାଗିଲେ ସିଇଓ

    14086
    Sep 14, 2026
  • ଗଙ୍ଗା ଆରତି ଉତ୍ସବ: ବିକ୍ରି ହୋଇଗଲା ସବୁ ଟିକେଟ
    ଦେଶ-ଦେଶାନ୍ତର

    ଗଙ୍ଗା ଆରତି ଉତ୍ସବ: ବିକ୍ରି ହୋଇଗଲା ସବୁ ଟିକେଟ

    15254
    Sep 15, 2026
  • ଦକ୍ଷିଣ ଲୋହିତ ସାଗରର ରଣନୈତିକ ଦ୍ୱୀପ କବଜା କଲେ ହାଉତି ବିଦ୍ରୋହୀ
    ଦେଶ-ଦେଶାନ୍ତର

    ଦକ୍ଷିଣ ଲୋହିତ ସାଗରର ରଣନୈତିକ ଦ୍ୱୀପ କବଜା କଲେ ହାଉତି ବିଦ୍ରୋହୀ

    14059
    Sep 15, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଦକ୍ଷିଣ ଲୋହିତ ସାଗରର ରଣନୈତିକ ଦ୍ୱୀପ କବଜା କଲେ ହାଉତି ବିଦ୍ରୋହୀ

    14059
    Sep 15, 2026
  • ଦେଶ-ଦେଶାନ୍ତର

    ପାର୍ବତୀକୁ ମିଳିଲା ନୂଆ ସାଥୀ ଦୁର୍ଗା

    15564
    Sep 15, 2026
  • ଦେଶ-ଦେଶାନ୍ତର

    ବ୍ରିକ୍ସ ସମ୍ମିଳନୀରେ ରିଲ୍ସ କରି କନେଷ୍ଟବଳ ହଟହଟା

    14764
    Sep 14, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17095
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17775
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17764
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18167
    Sep 06, 2023

ବିଶେଷ

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14527
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16143
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14678
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13988
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14794
    Aug 31, 2026

ବାଣିଜ୍ୟ

୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

୯ ଅକ୍ଟୋବରରୁ ଆରମ୍ଭ ହେବ ଫ୍ଲିପକାର୍ଟର Big Billion Days Sale । ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏକ ସୂଚନା ଅନୁସାରେ, Flipkart Big Billion Days Sale ୨୦୨୬ ଅକ୍ଟୋବର ୯ ତାରିଖରୁ ଆରମ୍ଭ ହୋଇପାରେ। ଜଣେ X ୟୁଜର ଫ୍ଲିପକାର୍ଟ ମୋବାଇଲ୍ ଆପ୍‌ର ଏକ ସ୍କ୍ରିନ୍‌ସଟ୍ ସେୟାର କରିଛନ୍ତି। ଏଥିରେ ବିଗ୍ ...

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    14313
    Sep 09, 2026
  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    14079
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14707
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15042
    Sep 06, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବ୍ରିକ୍ସ ସମ୍ମିଳନୀରେ ରିଲ୍ସ କରି କନେଷ୍ଟବଳ ହଟହଟା

    14764
    Sep 14, 2026
  • ଗଙ୍ଗା ଆରତି ଉତ୍ସବ: ବିକ୍ରି ହୋଇଗଲା ସବୁ ଟିକେଟ

    15254
    Sep 15, 2026
  • ପାର୍ବତୀକୁ ମିଳିଲା ନୂଆ ସାଥୀ ଦୁର୍ଗା

    15564
    Sep 15, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In