Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, March 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବନ୍ଧୁତାର ହାତ : ଦୁଇ ଏଲ୍‌ପିଜି ...

  • ଗର୍ଭବତୀ ଖବର ପରେ ଏମିତି କହିଲେ ନୀନା...

  • ରନ୍ଧନଗ୍ୟାସ୍ ଅଭାବ: ମେନ୍ୟୁ କାଟ୍ ଛାଟ୍

  • ଗ୍ୟାସ୍ ଆଣିବାକୁ ଯାଇଥିଲେ, ଚାଲିଗଲା ଜୀବନ

  • ସୋନମ ୱାଙ୍ଗଚୁକଙ୍କ ମୁକ୍ତି ନେଇ ...

  • ‘ଜୀବନ୍ୟାସ’ ପୁରସ୍କୃତ

  • ସିଲିଣ୍ଡର ପାଇଁ ଲମ୍ବା ଧାଡ଼ିରେ ଠିଆ ...

  • ବିମାନ ଉଡାଇବା ପୂର୍ବରୁ ମାଆଙ୍କୁ ଭିଡିଓ ...

  • କମିଲା ସୁନା ଏବଂ ରୂପା ଦର

  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ...

ରାଜ୍ୟ
Home ›› ରାଜ୍ୟ ››୩୦ଟି ଜିଲ୍ଲା ପାଇଁ ୩୦ ବରିଷ୍ଠ ଆଇଏଏସଙ୍କୁ ନିଯୁକ୍ତି

୩୦ଟି ଜିଲ୍ଲା ପାଇଁ ୩୦ ବରିଷ୍ଠ ଆଇଏଏସଙ୍କୁ ନିଯୁକ୍ତି

2022-10-23 04:03:03
14126
Share:
Facebook
Twitter
E-Mail
WhatsApp
Telegram
୩୦ଟି ଜିଲ୍ଲା ପାଇଁ ୩୦ ବରିଷ୍ଠ ଆଇଏଏସଙ୍କୁ ନିଯୁକ୍ତି

ଭୁବନେଶ୍ୱର: ତୃଣମୂଳସ୍ତରରେ ବିଭିନ୍ନ ସରକାରୀ ଯୋଜନା, କାର୍ୟ୍ୟକ୍ରମ ଓ ପ୍ରକଳ୍ପ କାର୍ୟ୍ୟକାରିତାର ତଦାରଖ, ସାଧାରଣ ଲୋକଙ୍କୁ ଜନସେବା ପ୍ରଦାନ ସହ ସ୍ଥାନୀୟ ସମସ୍ୟାଗୁଡ଼ିକର ସମାଧାନ ନିମନ୍ତେ ରାଜ୍ୟର ବରିଷ୍ଠ ଆଇଏଏସ୍ ଅଫିସରମାନଙ୍କୁ ରାଜ୍ୟ ସରକାର ବିଭିନ୍ନ ଜିଲ୍ଲାର ଦାୟିତ୍ୱ ନ୍ୟସ୍ତ କରିଛନ୍ତି । ମୋଟ୍ ୩୦ଟି ଜିଲ୍ଲା ପାଇଁ ୩୦ଜଣ ବରିଷ୍ଠ ଆଇଏଏସଙ୍କୁ ନିଯୁକ୍ତି ଦିଆଯାଇଛି । ସେମାନଙ୍କୁ ନିୟମିତ ଭାବେ ଆବଣ୍ଟିତ ଜିଲ୍ଲା ଗସ୍ତରେ ଯାଇ ବିଭିନ୍ନ କାର୍ୟ୍ୟକ୍ରମର ତଦାରଖ କରିବା ସହ ସ୍ଥାନୀୟ ପ୍ରଶାସନିକ ସମସ୍ୟାର ସମାଧାନ ଖୋଜିବେ । ଏହାସହିତ ରାଜ୍ୟର ୧୦ଟି ଆକାଂକ୍ଷା ଜିଲ୍ଲା ଆବଂଟିତ ହୋଇଥିବା ଆଇଏଏସଙ୍କୁ ସ୍ୱତନ୍ତ୍ର ଭାବେ ସବୁ ମାନଦଣ୍ଡ ପ୍ରତି ଦୃଷ୍ଟି ଦେବାକୁ ପରାମର୍ଶ ଦିଆଯାଇଥିବା ଜଣାପଡ଼ିଛି ।
ଯୋଜନା ଓ ସଂଯୋଜନ ବିଭାଗ ପକ୍ଷରୁ ଜାରି ନିର୍ଦ୍ଦେଶ ଅନୁସାରେ, ଜାତୀୟ ସ୍ୱାସ୍ଥ୍ୟ ମିଶନର ନିର୍ଦ୍ଦେଶିକା ଶ୍ରୀମତୀ ବୃନ୍ଦା ଡିଙ୍କୁ ଅନୁଗୁଳ ଜିଲ୍ଲା ଆବଂଟିତ ହୋଇଥିବାବେଳେ ଶକ୍ତି ସଚିବ ନିକୁଞ୍ଜ ବିହାରୀ ଧଳଙ୍କୁ ବଲାଙ୍ଗିର, ଶ୍ରମ ଆୟୁକ୍ତ ଏନ୍ ଥିରୁମାଳା ନାଏକଙ୍କୁ ବାଲେଶ୍ୱର, ଜଳସମ୍ପଦ ବିଭାଗର ସ୍ୱତନ୍ତ୍ର ସଚିବ ଅର୍ଚ୍ଚନା ପଟ୍ଟନାୟକଙ୍କୁ ବରଗଡ଼, ସ୍ପେଶାଲ ପ୍ରୋଜେକ୍ଟର ନିର୍ଦ୍ଦେଶକ ଅରିନ୍ଦମ ଡାକୁଆଙ୍କୁ ଭଦ୍ରକ, ପଂଚାୟତିରାଜ ବିଭାଗର ଅତିରିକ୍ତ ସଚିବ ଗୁହା ପୁନମ ତାପସ କୁମାରଙ୍କୁ ବୌଦ୍ଧ, ମିଶନ ଶକ୍ତି ସଚିବ ସୁଜାତା ଆର କାର୍ତ୍ତିକେୟନଙ୍କୁ କଟକ, ଉତ୍ତରାଂଚଳ ଆରଡିସି ସୁରେଶ ଚନ୍ଦ୍ର ଦଳେଇଙ୍କୁ ଦେବଗଡ଼, ଇଆଣ୍ଡଆଇଟି ସଚିବ ମନୋଜ କୁମାର ମିଶ୍ରଙ୍କୁ ଢେଙ୍କାନାଳ, ଶ୍ରମ ଓ ନିଯୁକ୍ତି ସଚିବ ଚିତ୍ରା ଅରୁମଗମଙ୍କୁ ଗଜପତି, ସ୍କୁଲ ଓ ଗଣଶିକ୍ଷା ସଚିବ ଏସ୍ ଅଶ୍ୱସ୍ଥିଙ୍କୁ ଗଞ୍ଜାମ, ବିଜ୍ଞାନ ଓ କାରିଗରି କୌଶଳ ସଚିବ ଭାସ୍କରଜ୍ୟୋତି ଶର୍ମାଙ୍କୁ ଯାଜପୁର ଜିଲ୍ଲା ଆବଂଟିତ ହୋଇଛି ।
ସେହିପରି ରାଜସ୍ୱ ସଚିବ ସତ୍ୟବ୍ରତ ସାହୁଙ୍କୁ କଳାହାଣ୍ଡି, ଜଳସମ୍ପଦ ସଚିବ ଅନୁ ଗର୍ଗଙ୍କୁ ପୁରୀ, ମତ୍ସ୍ୟ ଓ ପଶୁସମ୍ପଦ ସଚିବ ସୁରେଶ କୁମାର ବଶିଷ୍ଠଙ୍କୁ ରାୟଗଡ଼ା, ପୂର୍ତ୍ତ ସଚିବ ବୀରବିକ୍ରମ ଯାଦବଙ୍କୁ ସମ୍ବଲପୁର, ଇପିକଲ ଏମଡି ଭୂପେନ୍ଦ୍ର ସିଂ ପୁନିଆଙ୍କୁ ସୋନପୁର, ଶିଳ୍ପ ସଚିବ ହେମନ୍ତ ଶର୍ମାଙ୍କୁ ଝାରସୁଗୁଡ଼ା, ହସ୍ତତନ୍ତ ଓ ବୟନଶିଳ୍ପ ସ୍ୱତନ୍ତ୍ର ସଚିବ ଶ୍ରୀକାନ୍ତ ପୃଷ୍ଟିଙ୍କୁ ଜଗତସିଂହପୁର, ଓଏମସି ପରିଚାଳନା ନିର୍ଦ୍ଦେଶକ ବଲବନ୍ତ ସିଂଙ୍କୁ ସୁନ୍ଦରଗଡ଼, ପର୍ୟ୍ୟଟନ ନିର୍ଦ୍ଦେଶକ ସଚିନ ଆର ଯାଦବଙ୍କୁ ନୂଆପଡ଼ା, ପାନୀୟ ଜଳ ଓ ପରିଛନ୍ନତା ନିର୍ଦ୍ଦେଶକ ବି ପରମେଶ୍ୱରଙ୍କୁ ନୟାଗଡ଼, ମହିଳା ଓ ଶିଶୁବିକାଶ ନିର୍ଦ୍ଦେଶକ ଅରବିନ୍ଦ ଅଗ୍ରୱାଲଙ୍କୁ ନବରଙ୍ଗପୁର, ଅର୍ଥ ସଚିବ ବିଶାଳ କୁମାର ଦେବଙ୍କୁ ମୟୂରଭଞ୍ଜ, ସମବାୟ ସଚିବ ସଞ୍ଜିବ କୁମାର ଚଢ଼ାଙ୍କୁ ମାଲକାନଗିରି, ଉଚ୍ଚଶିକ୍ଷା ସଚିବ ବିଷ୍ଣୁପଦ ସେଠୀଙ୍କୁ କୋରାପୁଟ, ମହିଳା ଓ ଶିଶୁବିକାଶ ସଚିବ ଶୁଭା ଶର୍ମାଙ୍କୁ ଖୋର୍ଦ୍ଧା, କୃଷି ନିର୍ଦ୍ଦେଶକ ପ୍ରେମଚନ୍ଦ୍ର ଚୌଧୁରୀଙ୍‌କୁ କେନ୍ଦ୍ରାପଡ଼ା, ଇସ୍ପାତ ଓ ଖଣି ସଚିବ ଦେଓରଞ୍ଜନ ସିଂହଙ୍କୁ କେନ୍ଦୁଝର ଓ କୃଷି ସଚିବ ଅରବିନ୍ଦ କୁମାର ପାଢ଼ୀଙ୍କୁ କନ୍ଧମାଳ ଜିଲ୍ଲା ଆବଂଟନ କରାଯାଇଛି ।

Powered by Froala Editor

Tags IAS

Related articles Odisha News Lens 4.1

  • ସୋନମ ୱାଙ୍ଗଚୁକଙ୍କ ମୁକ୍ତି ନେଇ ଗୃହମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି
    ଦେଶ-ଦେଶାନ୍ତର

    ସୋନମ ୱାଙ୍ଗଚୁକଙ୍କ ମୁକ୍ତି ନେଇ ଗୃହମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

    13454
    Mar 14, 2026
  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ
    ବିଶେଷ

    ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    13881
    Mar 14, 2026
  • ଗ୍ୟାସ୍ ଆଣିବାକୁ ଯାଇଥିଲେ, ଚାଲିଗଲା ଜୀବନ
    ଦେଶ-ଦେଶାନ୍ତର

    ଗ୍ୟାସ୍ ଆଣିବାକୁ ଯାଇଥିଲେ, ଚାଲିଗଲା ଜୀବନ

    14287
    Mar 14, 2026
  •  ବିମାନ ଉଡାଇବା ପୂର୍ବରୁ ମାଆଙ୍କୁ ଭିଡିଓ କଲ କରି ପାଇଲଟ କହିଥିଲେ ଏମିତି, ତାପରେ ହେଲା ...
    ଦେଶ-ଦେଶାନ୍ତର

    ବିମାନ ଉଡାଇବା ପୂର୍ବରୁ ମାଆଙ୍କୁ ଭିଡିଓ କଲ କରି ପାଇଲଟ କହିଥିଲେ ଏମିତି, ତାପରେ ହେଲା ...

    15428
    Mar 14, 2026
  • କମିଲା ସୁନା ଏବଂ ରୂପା ଦର
    ଦେଶ-ଦେଶାନ୍ତର

    କମିଲା ସୁନା ଏବଂ ରୂପା ଦର

    15017
    Mar 14, 2026
  • ସିଲିଣ୍ଡର ପାଇଁ ଲମ୍ବା ଧାଡ଼ିରେ ଠିଆ ହୋଇଛନ୍ତି ଲୋକେ
    ଦେଶ-ଦେଶାନ୍ତର

    ସିଲିଣ୍ଡର ପାଇଁ ଲମ୍ବା ଧାଡ଼ିରେ ଠିଆ ହୋଇଛନ୍ତି ଲୋକେ

    13625
    Mar 14, 2026
  • ବନ୍ଧୁତାର ହାତ : ଦୁଇ ଏଲ୍‌ପିଜି ଟ୍ୟାଙ୍କରକୁ ସୁରକ୍ଷିତ ଛାଡ଼ିଲା ଇରାନ
    ଦେଶ-ଦେଶାନ୍ତର

    ବନ୍ଧୁତାର ହାତ : ଦୁଇ ଏଲ୍‌ପିଜି ଟ୍ୟାଙ୍କରକୁ ସୁରକ୍ଷିତ ଛାଡ଼ିଲା ଇରାନ

    14484
    Mar 14, 2026
  • ‘ଜୀବନ୍ୟାସ’ ପୁରସ୍କୃତ
    ମନୋରଞ୍ଜନ

    ‘ଜୀବନ୍ୟାସ’ ପୁରସ୍କୃତ

    13696
    Mar 14, 2026
  • ରନ୍ଧନଗ୍ୟାସ୍ ଅଭାବ: ମେନ୍ୟୁ କାଟ୍ ଛାଟ୍
    ଦେଶ-ଦେଶାନ୍ତର

    ରନ୍ଧନଗ୍ୟାସ୍ ଅଭାବ: ମେନ୍ୟୁ କାଟ୍ ଛାଟ୍

    15510
    Mar 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ‘ଜୀବନ୍ୟାସ’ ପୁରସ୍କୃତ

    13696
    Mar 14, 2026
  • ଦେଶ-ଦେଶାନ୍ତର

    ବିମାନ ଉଡାଇବା ପୂର୍ବରୁ ମାଆଙ୍କୁ ଭିଡିଓ କଲ କରି ପାଇଲଟ କହିଥିଲେ ଏମିତି, ତାପରେ ହେଲା କିଛି ଏମିତି....

    15428
    Mar 14, 2026
  • ଦେଶ-ଦେଶାନ୍ତର

    ରନ୍ଧନଗ୍ୟାସ୍ ଅଭାବ: ମେନ୍ୟୁ କାଟ୍ ଛାଟ୍

    15510
    Mar 14, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17369
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17435
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17781
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16253
    Apr 03, 2021

ବିଶେଷ

  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    13881
    Mar 14, 2026
  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13868
    Mar 12, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    14477
    Mar 11, 2026
  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    15093
    Mar 08, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14848
    Mar 07, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15680
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15142
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14991
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14503
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ‘ଜୀବନ୍ୟାସ’ ପୁରସ୍କୃତ

    13696
    Mar 14, 2026
  • ଗ୍ୟାସ୍ ଆଣିବାକୁ ଯାଇଥିଲେ, ଚାଲିଗଲା ଜୀବନ

    14287
    Mar 14, 2026
  • ବିମାନ ଉଡାଇବା ପୂର୍ବରୁ ମାଆଙ୍କୁ ଭିଡିଓ କଲ କରି ପାଇଲଟ କହିଥିଲେ ଏମିତି, ତାପରେ ହେଲା କିଛି ଏମିତି....

    15428
    Mar 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In