Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, February 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍

  • ଦିଲ୍ଲୀ ଯାଉଥିବା ଏୟାର ଆମ୍ବୁଲାନ୍ସ ...

  • ସଂସଦୀୟ ମୈତ୍ରୀ ଗୋଷ୍ଠୀ ଗଠନ କଲେ ...

  • ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ...

  • ରାଷ୍ଟ୍ରପତି ଭବନରେ ରାଜଗୋପାଳଚାରୀଙ୍କ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ...

  • ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ...

  • ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍

  • ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ...

  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ...

Home ›› ›› ତୃତୀୟ ଥର ପାଇଁ ଚୀନ୍‌ରେ ଆରମ୍ଭ ହେଲା ଜିନ୍‌ପିଙ୍ଗ ଯୁଗ

ତୃତୀୟ ଥର ପାଇଁ ଚୀନ୍‌ରେ ଆରମ୍ଭ ହେଲା ଜିନ୍‌ପିଙ୍ଗ ଯୁଗ

2022-10-23 08:57:26
16097
Share:
Facebook
Twitter
E-Mail
WhatsApp
Telegram
 ତୃତୀୟ ଥର ପାଇଁ ଚୀନ୍‌ରେ ଆରମ୍ଭ ହେଲା ଜିନ୍‌ପିଙ୍ଗ ଯୁଗ

ବେଜିଂ: ହ୍ୟାଟ୍ରିକ୍ ମାରିଲେ ଚୀନ୍ ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ। ଚୀନ୍‌ରେ ତୃତୀୟ ଥର ପାଇଁ ଆରମ୍ଭ ହେଲା ଜିନ୍‌ପିଙ୍ଗ ଯୁଗ। ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ୍ ତୃତୀୟ ଥର କମ୍ୟୁନିଷ୍ଟ ପାର୍ଟିର ସାଧାରଣ ସମ୍ପାଦକ ଭାବେ  ନିର୍ବାଚିତ ହୋଇଛନ୍ତି। ଆଗାମୀ ୫ ବର୍ଷ ପାଇଁ ସେ ଏହି ଦାୟିତ୍ୱ ତୁଲାଇବେ।
ଦଳ ଉପରେ ସି’ ଜିନ୍‌ପିଙ୍ଗ୍‌ଙ୍କ ଆଧିପତ୍ୟ ସୁଦୃଢ଼ କରାଇ ଶନିବାର ଦିନ ଚୀନ କମ୍ୟୁନିଷ୍ଟ୍ ପାର୍ଟିର ମହାସଭା ଶେଷ ହୋଇଥିଲା। ଦଳର ସଂସ୍ଥାପକ ମାଓ ଜେଡୋଙ୍ଗ୍‌ଙ୍କ ପରେ ୬୯ ବର୍ଷିୟ ସି’ ହେଉଛନ୍ତି ସବୁଠୁ କ୍ଷମତାଶୀଳ ନେତା।

୧୦ ବର୍ଷ କାର୍ୟ୍ୟକାଳ ପୂରଣ କରିବା ସହ ଔପଚାରିକ ଅବସର ଗ୍ରହଣ ବୟସ ୬୮ ବର୍ଷ ଅତିକ୍ରାନ୍ତ କରି ସାରିଥିଲେ ସୁଦ୍ଧା ସେ ଦିନକ ପୂର୍ବରୁ ମହାସଭାରେ ଶକ୍ତିଶାଳୀ କେନ୍ଦ୍ରୀୟ କମିଟିକୁ ନିର୍ବାଚିତ ହୋଇଥିଲେ। ଏହାଛଡ଼ା, ଦେଶ ଶାସନ ନିମନ୍ତେ ‘ଷ୍ଟାଣ୍ଡିଙ୍ଗ୍ କମିଟି’ ସଦସ୍ୟ ଚୟନ କରୁଥିବା ୨୫ ସଦସ୍ୟବିଶିଷ୍ଟ ‘ପଲିଟିକାଲ୍ ବ୍ୟୁରୋ’କୁ ମଧ୍ୟ ‘ସେଣ୍ଟ୍ରାଲ୍ କମିଟି’ର ସଦସ୍ୟମାନେ ନିର୍ବାଚିତ କରିଥିଲେ।

ଜିନ୍‌ପିଙ୍ଗ କହିଛନ୍ତି, ଦଳର ସାମଗ୍ରିକ ନେତୃତ୍ୱକୁ ବଜାୟ ରଖିବା ଓ ସୁଦୃଢ଼ କରିବାର ଆବଶ୍ୟକତା ଅଛି। ସଂଗ୍ରାମ କରିବାର ଦୁଃସାହସ କର, ଜିଣିବାକୁ ଦୁଃସାହସ କର। ଅପ୍ରୀତିକର ବିଷୟ ଚିନ୍ତା ନ କରି କଠିନ ଶ୍ରମ କର। ଅଗ୍ରଗତି ବଜାୟ ରଖିବାକୁ ପ୍ରତିବଦ୍ଧ ହୁଅ।

Powered by Froala Editor

Tags xing ping

Related articles Odisha News Lens 4.1

  • ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍
    ଦେଶ-ଦେଶାନ୍ତର

    ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍

    15027
    Feb 23, 2026
  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ
    ବାଣିଜ୍ୟ

    ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15092
    Feb 23, 2026
  • ରାଷ୍ଟ୍ରପତି ଭବନରେ ରାଜଗୋପାଳଚାରୀଙ୍କ ମୂର୍ତ୍ତି ସ୍ଥାପନ
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ଭବନରେ ରାଜଗୋପାଳଚାରୀଙ୍କ ମୂର୍ତ୍ତି ସ୍ଥାପନ

    14948
    Feb 24, 2026
  • ଦିଲ୍ଲୀ ଯାଉଥିବା ଏୟାର ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ୭ ମୃତ
    ଦେଶ-ଦେଶାନ୍ତର

    ଦିଲ୍ଲୀ ଯାଉଥିବା ଏୟାର ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ୭ ମୃତ

    14252
    Feb 24, 2026
  • ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣାଗ୍ରସ୍ତ

    14592
    Feb 23, 2026
  • ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ଧମକ
    ଦେଶ-ଦେଶାନ୍ତର

    ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ଧମକ

    14886
    Feb 23, 2026
  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍
    ବିଶେଷ

    ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15329
    Feb 23, 2026
  • ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ଜାରି, ୭୪ ଲକ୍ଷରୁ ଅଧିକ ଭୋଟର ପଡିଛନ୍ତି ବାଦ
    ଦେଶ-ଦେଶାନ୍ତର

    ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ଜାରି, ୭୪ ଲକ୍ଷରୁ ଅଧିକ ଭୋଟର ପଡିଛନ୍ତି ବାଦ

    13382
    Feb 24, 2026
  •  ସଂସଦୀୟ ମୈତ୍ରୀ ଗୋଷ୍ଠୀ ଗଠନ କଲେ ବାଚସ୍ପତି
    ଦେଶ-ଦେଶାନ୍ତର

    ସଂସଦୀୟ ମୈତ୍ରୀ ଗୋଷ୍ଠୀ ଗଠନ କଲେ ବାଚସ୍ପତି

    13348
    Feb 24, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଦିଲ୍ଲୀ ଯାଉଥିବା ଏୟାର ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ୭ ମୃତ

    14252
    Feb 24, 2026
  • ଦେଶ-ଦେଶାନ୍ତର

    ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍

    15204
    Feb 24, 2026
  • ଦେଶ-ଦେଶାନ୍ତର

    ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣାଗ୍ରସ୍ତ

    14592
    Feb 23, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17350
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17419
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17761
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16237
    Apr 03, 2021

ବିଶେଷ

  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15329
    Feb 23, 2026
  • ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ

    16086
    Feb 21, 2026
  • ସପ୍ତାହରେ ତିନିରୁ ଚାରି ଥର ଚା ପିଇଲେ କମ ହୋଇଥାଏ ହୃଦରୋଗ ଆଶଙ୍କା

    14485
    Feb 20, 2026
  • କଲରା ସହିତ ଏହିସବୁ ଖାଇଲେ କ୍ଷତିକାରକ

    15252
    Feb 18, 2026
  • ହଳଦୀରେ ଭରି ରହିଛି ସ୍ବାସ୍ଥ୍ୟୋପକାରୀ ଗୁଣ

    15969
    Feb 17, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15113
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14964
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14476
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16087
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15092
    Feb 23, 2026
  • ରାଷ୍ଟ୍ରପତି ଭବନରେ ରାଜଗୋପାଳଚାରୀଙ୍କ ମୂର୍ତ୍ତି ସ୍ଥାପନ

    14948
    Feb 24, 2026
  • ଦିଲ୍ଲୀ ଯାଉଥିବା ଏୟାର ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ୭ ମୃତ

    14252
    Feb 24, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In