Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, October 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କିଓରବେ ଦ୍ଵାରା ପରିଚାଳିତ ଶ୍ରୀ ଉଷା ...

  • ଆମୱେ ଇଣ୍ଡିଆ ବ୍ରହ୍ମପୁର ଓ ବାଲେଶ୍ୱରରେ ...

  • ବିଲୁପ୍ତପ୍ରାୟ ସ୍ଲୋ ଲୋରିସ୍‌ ଚିହ୍ନଟ, ...

  • ଆଣ୍ଟୋନେଲ ୟୁଏସ୍‌ ଗ୍ରାଁ ପ୍ରି ବିଜେତା

  • ରାହୁଲ ଗାନ୍ଧୀଙ୍କ କାରକେଡ୍ ...

  • ନୂଆ ଡ୍ରାଇଭିଂ ଲାଇସେନ୍ସ କରାଇବାକୁ ...

  • ଆଇନରେ ବଡ଼ ପରିବର୍ତ୍ତନ: ରାସ୍ତାରେ ...

  • 'ମୋଦୀ କା ବାପ ଭି ଜାଏଗା’ ଏମିତି କାହିଁକି ...

  • ମନ୍‌ କି ବାତ୍‌’ କାର୍ଯ୍ୟକ୍ରମ: ୧୨ବର୍ଷର ...

  • ଶୀତରେ ଶରୀରକୁ ଗରମ ରଖିବ ଏହି ଖାଦ୍ୟ, ଆଜି ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଇମ୍ରାନ ଖାନଙ୍କ ବିରୋଧରେ ହତ୍ୟା ଉଦ୍ୟମ ମାମଲା ରୁଜୁ

ଇମ୍ରାନ ଖାନଙ୍କ ବିରୋଧରେ ହତ୍ୟା ଉଦ୍ୟମ ମାମଲା ରୁଜୁ

2022-10-23 09:15:56
15788
Share:
Facebook
Twitter
E-Mail
WhatsApp
Telegram
ଇମ୍ରାନ ଖାନଙ୍କ ବିରୋଧରେ ହତ୍ୟା ଉଦ୍ୟମ ମାମଲା ରୁଜୁ

ନୂଆଦିଲ୍ଲୀ: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଆଡୁଆ କମିବାରେ ନାଁ ନେଉନାହିଁ । ଶନିବାର ତାଙ୍କ ବିରୋଧରେ ହତ୍ୟା ଉଦ୍ୟମ ମାମଲା ରୁଜୁ ହୋଇଛି । ଇମ୍ରାନ ଖାନଙ୍କ ବିରୋଧରେ ଏହି ମାମଲା ଶାସକଦଳ ସହ ମେଣ୍ଟରେ ଥବା  ପାକିସ୍ତାନୀ ମୁସଲିମ ଲିଗ-ନୱାଜ (ପିଏମଏଲ-ଏନ) ଦଳର ନେତା ମୋହସିନ୍ ଶାହନାୱାଜ ରାଂଝାଙ୍କ ଦ୍ବାରା ଦାଖଲ ହୋଇଛି । ଏହି ମାମଲା ଇସଲାମାବାଦର ସଚିବାଳୟ ପୋଲିସ ଷ୍ଟେସନରେ ରୁଜୁ ହୋଇଛି । ଏହାପୂର୍ବରୁ ଶୁକ୍ରବାର ଦିନ ଇମ୍ରାନ ଖାନଙ୍କୁ ନିର୍ବାଚନ ଆୟୋଗ ୫ ବର୍ଷ ପାଇଁ ଅଯୋଗ୍ୟ ଘୋଷଣା କରିଥିଲେ।

ନ୍ୟାସନାଲ ଆସେମ୍ବଲିର ସଦସ୍ୟ ମୋହସିନ୍ ସାହାନବାଜ୍ ରାଂଝା ଏହି ନିଷ୍ପତ୍ତି ଶୁକ୍ରବାର ତାଙ୍କ ଉପରେ ହୋଇଥିବା ଆକ୍ରମଣ ପରେ ନେଇଛନ୍ତି । ପ୍ରକୃତରେ, ଇସଲାମାବାଦରେ ଇମ୍ରାନ ଖାନ ଏବଂ ତାଙ୍କ ପାର୍ଟି ପିଟିଆଇର ସମର୍ଥକମାନେ ତୋସାଖାନା ମାମଲାରେ ଇମ୍ରାନ ଖାନଙ୍କୁ ଅଯୋଗ୍ୟ ଘୋଷଣା କରିବାକୁ ବିରୋଧ କରିଥିଲେ । ଏହି ସମୟରେ ଯେତେବେଳେ ରାଂଝା ନିର୍ବାଚନ ଆୟୋଗ କାର୍ୟ୍ୟାଳୟରୁ ବାହାରକୁ ଆସିଲେ, ତାଙ୍କ ସମର୍ଥକମାନେ ତାଙ୍କୁ ଆକ୍ରମଣ କରିଥିଲେ। ଏବଂ ହିଂସା ସମୟରେ ତାଙ୍କ କାରକୁ ଭାଙ୍ଗି ଦେଇଥିଲେ ।

ସୂଚନା ଅନୁଯାୟୀ, ତୋସାଖାନା ମାମଲାରେ ନିର୍ବାଚନ ଆୟୋଗଙ୍କ ନିକଟରେ ଅଭିଯୋଗକାରୀ ଭାବରେ ହାଜର ହେବାପରେ ତାଙ୍କୁ ଆକ୍ରମଣ କରାଯାଇଥିଲା ବୋଲି ରାଂଝା ୠଓଜ ରେ କହିଛନ୍ତି । ସେ କହିଛନ୍ତି ଯେ ଅଫିସରୁ ବାହାରିବା ମାତ୍ରେ ପିଟିଆଇ ସମର୍ଥକମାନେ ତାଙ୍କ ଉପରକୁ ହତ୍ୟା ଉଦ୍ଦେଶ୍ୟରେ ଆକ୍ରମଣ କରିଥିଲେ । ଏହି ସମୟରେ ତାଙ୍କ ଗାଡିକୁ ନଷ୍ଟ କରିବାକୁ ଚେଷ୍ଟା କରାଯାଇଥିଲା । ତେବେ ତୋସାଖାନ ମାମଲାରେ ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତି ବିରୋଧରେ ଇମ୍ରାନ ଖାନ ହାଇକୋର୍ଟରେ ପହଞ୍ଚିଛନ୍ତି ।

Powered by Froala Editor

Tags Imran khan

Related articles Odisha News Lens 4.1

  • 'ମୋଦୀ କା ବାପ ଭି ଜାଏଗା’ ଏମିତି କାହିଁକି କହିଲେ ଖାର୍ଗେ ଜାଣନ୍ତୁ......
    ଦେଶ-ଦେଶାନ୍ତର

    'ମୋଦୀ କା ବାପ ଭି ଜାଏଗା’ ଏମିତି କାହିଁକି କହିଲେ ଖାର୍ଗେ ଜାଣନ୍ତୁ......

    14324
    Oct 26, 2026
  • ରାହୁଲ ଗାନ୍ଧୀଙ୍କ କାରକେଡ୍ ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ରାହୁଲ ଗାନ୍ଧୀଙ୍କ କାରକେଡ୍ ଦୁର୍ଘଟଣାଗ୍ରସ୍ତ

    15367
    Oct 26, 2026
  • ଆଣ୍ଟୋନେଲ ୟୁଏସ୍‌ ଗ୍ରାଁ ପ୍ରି ବିଜେତା
    ଖେଳ ଖବର

    ଆଣ୍ଟୋନେଲ ୟୁଏସ୍‌ ଗ୍ରାଁ ପ୍ରି ବିଜେତା

    14086
    Oct 26, 2026
  • ନୂଆ ଡ୍ରାଇଭିଂ ଲାଇସେନ୍ସ କରାଇବାକୁ ଚାହୁଁଥିଲେ, ଜାଣି ରଖନ୍ତୁ ଏହିସବୁ ନିୟମ....
    ଦେଶ-ଦେଶାନ୍ତର

    ନୂଆ ଡ୍ରାଇଭିଂ ଲାଇସେନ୍ସ କରାଇବାକୁ ଚାହୁଁଥିଲେ, ଜାଣି ରଖନ୍ତୁ ଏହିସବୁ ନିୟମ....

    15556
    Oct 26, 2026
  • କିଓରବେ ଦ୍ଵାରା ପରିଚାଳିତ ଶ୍ରୀ ଉଷା ଡାଏଗ୍ନୋଷ୍ଟିକ୍ସ  ସ୍ତନ କର୍କଟ ସଚେତନତା ମାସ ...
    ବାଣିଜ୍ୟ

    କିଓରବେ ଦ୍ଵାରା ପରିଚାଳିତ ଶ୍ରୀ ଉଷା ଡାଏଗ୍ନୋଷ୍ଟିକ୍ସ ସ୍ତନ କର୍କଟ ସଚେତନତା ମାସ ...

    14707
    Oct 26, 2026
  • ବିଲୁପ୍ତପ୍ରାୟ ସ୍ଲୋ ଲୋରିସ୍‌ ଚିହ୍ନଟ, ୧୯୩୦ ଦଶକରୁ ଗାଏବ ହୋଇଯାଇଥିଲେ
    ଦେଶ-ଦେଶାନ୍ତର

    ବିଲୁପ୍ତପ୍ରାୟ ସ୍ଲୋ ଲୋରିସ୍‌ ଚିହ୍ନଟ, ୧୯୩୦ ଦଶକରୁ ଗାଏବ ହୋଇଯାଇଥିଲେ

    15418
    Oct 26, 2026
  • ମନ୍‌ କି ବାତ୍‌’ କାର୍ଯ୍ୟକ୍ରମ: ୧୨ବର୍ଷର ଯାତ୍ରାକୁ ‘ତୀର୍ଥଯାତ୍ରା’ ବୋଲି ଅଭିହିତ ...
    ଦେଶ-ଦେଶାନ୍ତର

    ମନ୍‌ କି ବାତ୍‌’ କାର୍ଯ୍ୟକ୍ରମ: ୧୨ବର୍ଷର ଯାତ୍ରାକୁ ‘ତୀର୍ଥଯାତ୍ରା’ ବୋଲି ଅଭିହିତ ...

    14266
    Oct 26, 2026
  • ଆଇନରେ ବଡ଼ ପରିବର୍ତ୍ତନ: ରାସ୍ତାରେ ଭଙ୍ଗାରୁଜା କଲେ, ମାତାପିତା ନିଜ ପକେଟରୁ କରିବେ ...
    ଦେଶ-ଦେଶାନ୍ତର

    ଆଇନରେ ବଡ଼ ପରିବର୍ତ୍ତନ: ରାସ୍ତାରେ ଭଙ୍ଗାରୁଜା କଲେ, ମାତାପିତା ନିଜ ପକେଟରୁ କରିବେ ...

    15311
    Oct 26, 2026
  • ଆମୱେ ଇଣ୍ଡିଆ ବ୍ରହ୍ମପୁର ଓ ବାଲେଶ୍ୱରରେ ନବୀକୃତ ଓ ଉନ୍ନୀତ ଷ୍ଟୋରଗୁଡିକ ଖୋଲିଲା
    ବାଣିଜ୍ୟ

    ଆମୱେ ଇଣ୍ଡିଆ ବ୍ରହ୍ମପୁର ଓ ବାଲେଶ୍ୱରରେ ନବୀକୃତ ଓ ଉନ୍ନୀତ ଷ୍ଟୋରଗୁଡିକ ଖୋଲିଲା

    15637
    Oct 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନୂଆ ଡ୍ରାଇଭିଂ ଲାଇସେନ୍ସ କରାଇବାକୁ ଚାହୁଁଥିଲେ, ଜାଣି ରଖନ୍ତୁ ଏହିସବୁ ନିୟମ....

    15556
    Oct 26, 2026
  • ବାଣିଜ୍ୟ

    କିଓରବେ ଦ୍ଵାରା ପରିଚାଳିତ ଶ୍ରୀ ଉଷା ଡାଏଗ୍ନୋଷ୍ଟିକ୍ସ ସ୍ତନ କର୍କଟ ସଚେତନତା ମାସ ନିମନ୍ତେ ଟଙ୍କପାଣି ରୋଡ କୋଠାକୁ ଗୋଲାପି ...

    14707
    Oct 26, 2026
  • ଦେଶ-ଦେଶାନ୍ତର

    ରାହୁଲ ଗାନ୍ଧୀଙ୍କ କାରକେଡ୍ ଦୁର୍ଘଟଣାଗ୍ରସ୍ତ

    15367
    Oct 26, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17222
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17915
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17861
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18284
    Sep 06, 2023

ବିଶେଷ

  • ଶୀତରେ ଶରୀରକୁ ଗରମ ରଖିବ ଏହି ଖାଦ୍ୟ, ଆଜି ହିଁ ଡାଇଟ୍‌ରେ କରନ୍ତୁ ସାମିଲ

    15684
    Oct 26, 2026
  • ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ

    14847
    Oct 25, 2026
  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15590
    Oct 23, 2026
  • ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ

    15750
    Oct 23, 2026
  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    15120
    Oct 18, 2026

ବାଣିଜ୍ୟ

କିଓରବେ ଦ୍ଵାରା ପରିଚାଳିତ ଶ୍ରୀ ଉଷା ଡାଏଗ୍ନୋଷ୍ଟିକ୍ସ ସ୍ତନ କର୍କଟ ସଚେତନତା ମାସ ନିମନ୍ତେ ଟଙ୍କପାଣି ରୋଡ କୋଠାକୁ ଗୋଲାପି ରଙ୍ଗରେ ଆଲୋକିତ କଲା

ଭୁବନେଶ୍ୱରର ଅଗ୍ରଣୀ ଡାଏଗ୍ନୋଷ୍ଟିକ ସେଣ୍ଟର ୨୦୨୬ ନଭେମ୍ବର ୧୫ ପର୍ଯ୍ୟନ୍ତ ସୋନୋମାମ୍ମୋଗ୍ରାଫି ଉପରେ ଫ୍ଲାଟ୍ ୧୫% ରିହାତି ଘୋଷଣା କଲା

ଭୁବନେଶ୍ୱର : ଭୁବନେଶ୍ୱର ଟଙ୍କପାଣି ରୋଡରେ କିଓରବେ ଦ୍ଵାରା ପ ...

  • ଆମୱେ ଇଣ୍ଡିଆ ବ୍ରହ୍ମପୁର ଓ ବାଲେଶ୍ୱରରେ ନବୀକୃତ ଓ ଉନ୍ନୀତ ଷ୍ଟୋରଗୁଡିକ ଖୋଲିଲା

    15637
    Oct 26, 2026
  • ଧନ୍‌ ତେରସ୍ ପୂର୍ବରୁ କମିଲା ସୁନା ଦର

    14250
    Oct 25, 2026
  • ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

    15122
    Oct 24, 2026
  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

    14817
    Oct 23, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆଇନରେ ବଡ଼ ପରିବର୍ତ୍ତନ: ରାସ୍ତାରେ ଭଙ୍ଗାରୁଜା କଲେ, ମାତାପିତା ନିଜ ପକେଟରୁ କରିବେ ଭରଣା

    15311
    Oct 26, 2026
  • କିଓରବେ ଦ୍ଵାରା ପରିଚାଳିତ ଶ୍ରୀ ଉଷା ଡାଏଗ୍ନୋଷ୍ଟିକ୍ସ ସ୍ତନ କର୍କଟ ସଚେତନତା ମାସ ନିମନ୍ତେ ଟଙ୍କପାଣି ରୋଡ କୋଠାକୁ ଗୋଲାପି ରଙ୍ଗରେ ଆଲୋକିତ କଲା

    14707
    Oct 26, 2026
  • ଆଣ୍ଟୋନେଲ ୟୁଏସ୍‌ ଗ୍ରାଁ ପ୍ରି ବିଜେତା

    14086
    Oct 26, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In