Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, June 13, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ମୃତକଙ୍କ ପରିବାରକୁ ୧ କୋଟି ଟଙ୍କା ଲେଖାଏ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ବ୍ରିଟିଶ ପ୍ରଧାନମନ୍ତ୍ରୀ ପଦ ପାଇଁ ସୁନକ ଓ ବୋରିସଙ୍କ ମଧ୍ୟରେ ହେବ ଟକ୍କର

ବ୍ରିଟିଶ ପ୍ରଧାନମନ୍ତ୍ରୀ ପଦ ପାଇଁ ସୁନକ ଓ ବୋରିସଙ୍କ ମଧ୍ୟରେ ହେବ ଟକ୍କର

2022-10-23 19:54:37
14991
Share:
Facebook
Twitter
E-Mail
WhatsApp
Telegram
ବ୍ରିଟିଶ ପ୍ରଧାନମନ୍ତ୍ରୀ ପଦ ପାଇଁ ସୁନକ ଓ ବୋରିସଙ୍କ ମଧ୍ୟରେ ହେବ ଟକ୍କର

କଂଜରଭେଟିଭ ପାର୍ଟିର ଋଷି ସୁନକ ପରବର୍ତ୍ତୀ ବ୍ରିଟିଶ ପ୍ରଧାନମନ୍ତ୍ରୀ ପଦ ପାଇଁ ନିଜର ପ୍ରାର୍ଥୀତ୍ବ  ଘୋଷଣା କରିଛନ୍ତି । ପ୍ରଧାନମନ୍ତ୍ରୀ ହେଲେ ଦେଶର ଅର୍ଥନୀତିକୁ ସଜାଡ଼ିବେ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି ।

ସୁନକ ଟ୍ୱିଟ୍ କରି ଲେଖିଛନ୍ତି ଯେ, ୟୁକେ ହେଉଛି ଏକ ମହାନ ଦେଶ। କିନ୍ତୁ ଆମେ ଆର୍ଥିକ ସଙ୍କଟରେ ସମ୍ମୁଖୀନ ହୋଇଛୁ। ତେଣୁ ମୁଁ କଂଜରଭେଟିଭ ପାର୍ଟି ପକ୍ଷରୁ ଆପଣଙ୍କର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ଭାବେ ନେତା ହିସାବରେ ଛିଡ଼ା ହୋଇଛି। ଦେଶର ଆର୍ଥିକ ସମସ୍ୟାର ସମାଧାନ ପାଇଁ ମୁଁ ଚାହେଁ। ଆମଦଳକୁ ଏକାଠି କରି ଦେଶ ହିତରେ ସମର୍ପିବାକୁ ମୋର ଲକ୍ଷ ବୋଲି ସେ କହିଛନ୍ତି। ଗତ ସେପ୍ଟେମ୍ବରରେ ବୋରିସ ଜନସନ୍‌ ପ୍ରଧାନମନ୍ତ୍ରୀ ପଦରୁ ଓହରିବା ପରେ ନିର୍ବାଚନ ହୋଇଥିଲା। ଏଥିରେ ଲିଂଜ୍‌ ଟ୍ରସ୍‌ଙ୍କ ଠାରୁ ଋଷି ସୁନକ ପରାସ୍ତ ହୋଇଥିଲା। ମାତ୍ର ଆର୍ଥିକ ସଂକଟକୁ ନେଇ ଟ୍ରସ ମାତ୍ର ୪୫ ଦିନ ପରେ ଇସ୍ତଫା ଦେବା ପରେ ପୁଣି ଖାଲି ହୋଇଯାଇଛି ପ୍ରଧାନମନ୍ତ୍ରୀ ପଦ । କିନ୍ତୁ ଏଥର ଦୌଡ଼ରେ ଅଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ବୋରିସ ଜନସନ ।

ଯେଉଁ ପ୍ରାର୍ଥୀଙ୍କ ସପକ୍ଷରେ ୧୦୦ ଜଣ ଏମପି ପ୍ରସ୍ଥାବକ ଭାବେ ସମର୍ଥନ କରିବେ ସେହି ହେବେ ଦେଶର ପ୍ରଧାନମନ୍ତ୍ରୀ। ସୋମବାର ଅର୍ଥାତ ଆସନ୍ତାକାଲି ଫଳାଫଳ ଘୋଷଣା ହେବ। ଅନ୍ୟପଟେ ପୂର୍ବତନ ପ୍ରଧାନମନ୍ତ୍ରୀ ବୋରିସ ଜନସନ ଓ ଋଷି ସୁନକଙ୍କ ପଛରେ ୧୦୦ ଜଣ ଏମପିଙ୍କ ସମର୍ଥନ ଥିବା ଉଭୟ ଦାବି କରିଛନ୍ତି।

Powered by Froala Editor

Tags sunak-borish

Related articles Odisha News Lens 4.1

  • ମୃତକଙ୍କ ପରିବାରକୁ ୧ କୋଟି ଟଙ୍କା ଲେଖାଏ କ୍ଷତିପୂରଣ
    ଦେଶ-ଦେଶାନ୍ତର

    ମୃତକଙ୍କ ପରିବାରକୁ ୧ କୋଟି ଟଙ୍କା ଲେଖାଏ କ୍ଷତିପୂରଣ

    13702
    Jun 12, 2025
  • ଭାଇରାଲ ହେବାରେ ଲାଗିଛି ରାଜା ରଘୁବଂଶୀଙ୍କ ଶେଷ ଇନଷ୍ଟାଗ୍ରାମ ପୋଷ୍ଟ
    ଦେଶ-ଦେଶାନ୍ତର

    ଭାଇରାଲ ହେବାରେ ଲାଗିଛି ରାଜା ରଘୁବଂଶୀଙ୍କ ଶେଷ ଇନଷ୍ଟାଗ୍ରାମ ପୋଷ୍ଟ

    14711
    Jun 12, 2025
  • ଭାଗ୍ୟଶାଳୀ ସିଟ୍‌ ନମ୍ବର 11A ଯାତ୍ରୀ ରମେଶ
    ଦେଶ-ଦେଶାନ୍ତର

    ଭାଗ୍ୟଶାଳୀ ସିଟ୍‌ ନମ୍ବର 11A ଯାତ୍ରୀ ରମେଶ

    13630
    Jun 12, 2025
  • ଭାଇର ମୃତ୍ୟୁ ପରେ କଣ୍ଟେଣ୍ଟ ସେୟାର କଲେ ସୃଷ୍ଟି, ୟୁଜର୍ସ ଦେଲେ ଏମିତି ମନ୍ତବ୍ୟ...
    ଅପରାଧ

    ଭାଇର ମୃତ୍ୟୁ ପରେ କଣ୍ଟେଣ୍ଟ ସେୟାର କଲେ ସୃଷ୍ଟି, ୟୁଜର୍ସ ଦେଲେ ଏମିତି ମନ୍ତବ୍ୟ...

    14332
    Jun 12, 2025
  • ଅହମ୍ମଦାବାଦରେ ଏୟାର ଇଣ୍ଡିଆର ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ଅହମ୍ମଦାବାଦରେ ଏୟାର ଇଣ୍ଡିଆର ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ

    14396
    Jun 12, 2025
  • ବିମାନ ଦୁର୍ଘଟଣାରେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ବିମାନ ଦୁର୍ଘଟଣାରେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ମୃତ୍ୟୁ

    14787
    Jun 12, 2025
  • ଦୁର୍ଘଟଣା ପୂର୍ବରୁ ପାଇଲଟ କରିଥିଲେ ମେଡେ କଲ୍
    ଦେଶ-ଦେଶାନ୍ତର

    ଦୁର୍ଘଟଣା ପୂର୍ବରୁ ପାଇଲଟ କରିଥିଲେ ମେଡେ କଲ୍

    14190
    Jun 12, 2025
  • ଦାନ୍ତକୁ ସୁସ୍ଥ ରଖିବେ କିପରି ଜାଣନ୍ତୁ...
    ବିଶେଷ

    ଦାନ୍ତକୁ ସୁସ୍ଥ ରଖିବେ କିପରି ଜାଣନ୍ତୁ...

    15031
    Jun 11, 2025
  • ଏୟାର ଇଣ୍ଡିଆ ଦୁର୍ଘଟଣାଗ୍ରସ୍ତ ବିମାନରେ ଥିଲେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ଏୟାର ଇଣ୍ଡିଆ ଦୁର୍ଘଟଣାଗ୍ରସ୍ତ ବିମାନରେ ଥିଲେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ

    13645
    Jun 12, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଦାନ୍ତକୁ ସୁସ୍ଥ ରଖିବେ କିପରି ଜାଣନ୍ତୁ...

    15031
    Jun 11, 2025
  • ଦେଶ-ଦେଶାନ୍ତର

    ଏୟାର ଇଣ୍ଡିଆ ଦୁର୍ଘଟଣାଗ୍ରସ୍ତ ବିମାନରେ ଥିଲେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ

    13645
    Jun 12, 2025
  • ଅପରାଧ

    ଭାଇର ମୃତ୍ୟୁ ପରେ କଣ୍ଟେଣ୍ଟ ସେୟାର କଲେ ସୃଷ୍ଟି, ୟୁଜର୍ସ ଦେଲେ ଏମିତି ମନ୍ତବ୍ୟ...

    14332
    Jun 12, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16657
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16958
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15485
    Apr 03, 2021

ବିଶେଷ

  • ଦାନ୍ତକୁ ସୁସ୍ଥ ରଖିବେ କିପରି ଜାଣନ୍ତୁ...

    15031
    Jun 11, 2025
  • ଭାରି ଲାଭକାରୀ ଭୃସଙ୍ଗପତ୍ର

    14561
    Jun 11, 2025
  • ସପ୍ତାହରେ ୨ ଥର ପିଅନ୍ତୁ ଡାଳିମ୍ବ ଜୁସ୍‌…

    14085
    Jun 10, 2025
  • ଏହିସବୁ ସମସ୍ୟା ପାଇଁ ଲେମ୍ବୁ ପାଣି

    15508
    Jun 10, 2025
  • ଆଖି ପାଇଁ ସପୁରୀ ରସ

    16117
    Jun 08, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15700
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16325
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14029
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14824
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିମାନ ଦୁର୍ଘଟଣାରେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ମୃତ୍ୟୁ

    14787
    Jun 12, 2025
  • ଭାରି ଲାଭକାରୀ ଭୃସଙ୍ଗପତ୍ର

    14561
    Jun 11, 2025
  • ଅହମ୍ମଦାବାଦରେ ଏୟାର ଇଣ୍ଡିଆର ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ

    14396
    Jun 12, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In