Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, July 29, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଲୋକସଭାରେ ପାରିତ ହେଲା ଆଣ୍ଟି ପେପର ଲିକ୍ ...

  • ଜାପାନରେ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ

  • ଆସାମରେ ଭୟଙ୍କର ବନ୍ୟା ପରିସ୍ଥିତି: ସଲମାନ ...

  • ସରକାରଙ୍କୁ କ୍ଷମା ମାଗିଲା ମେଟା, ଜାଣନ୍ତୁ ...

  • ରାଜଧାନୀ ମହିଳାଙ୍କ ପାଇଁ ବଡ ଖବର, ପ୍ରତି ...

  • PUC ନିୟମରେ ବଡ଼ ପରିବର୍ତ୍ତନ ହେବ, ବୈଧତା ୩ ...

  • CJP ଆନ୍ଦୋଳନରେ ସୁପ୍ରିମକୋର୍ଟଙ୍କ ଟିପ୍ପଣୀ ...

  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ...

  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ...

  • ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ...

ବିଶେଷ
Home ›› ବିଶେଷ ››ସଲମାନଙ୍କୁ ଡେଙ୍ଗୁ!

ସଲମାନଙ୍କୁ ଡେଙ୍ଗୁ!

2022-10-24 03:20:06
15392
Share:
Facebook
Twitter
E-Mail
WhatsApp
Telegram
ସଲମାନଙ୍କୁ ଡେଙ୍ଗୁ!

ବଲିଉଡର ଭାଇଜାନ ସଲମାନ ଖାନଙ୍କ ପ୍ରଶଂସକଙ୍କ ପାଇଁ ଖରାପ ଖବର। ସମସ୍ତଙ୍କ ପ୍ରିୟ ଭାଇଜାନ ଏବେ ଡେଙ୍ଗୁରେ ପୀଡିତ। ଆଉ ଏଥିପାଇଁ ସଲମାନ ଖାନ ବିଗବସ୍‌ ୧୬ରେ କିଛି ସପ୍ତାହ ପାଇଁ ନଜର ଆସିବେ ନାହିଁ। ନିଜର ଆଗାମୀ ଫିଲ୍ମ ଯୋଗୁଁ ସଲମାନ କେବଳ ବିଗବସ୍‌ରେ ଓ୍ଵିକେଣ୍ଡ କା ଓ୍ଵାର କରିବାକୁ ଆସୁଥିଲେ। ତେବେ ଏବେ ଡେଙ୍ଗୁ ହେବା ପରେ ବିଗବସ୍‌କୁ ଆସିବେ ନାହିଁ। ଏବେ ଦର୍ଶକଙ୍କୁ ସଲମାନଙ୍କ ବିନା ବିଗବସ୍‌ର ଓ୍ଵିକେଣ୍ଡ କା ଓ୍ଵାର ଦେଖିବାକୁ ପଡିବ। ଆସନ୍ତା କିଛି ସପ୍ତାହ ଆଉ ବିଗ୍ ବସ୍ -୧୬ ହୋଷ୍ଟ କରିବେ ନାହିଁ । କିନ୍ତୁ ସଲମାନଙ୍କ ଅନୁପସ୍ଥିତିରେ କରଣ ଜୋହର ବର୍ତ୍ତମାନ ଏହି ସୋ ହୋଷ୍ଟ କରିବେ ବୋଲି ମଧ୍ୟ ଖବର ରହିଛି। ରିପୋର୍ଟ ମୁତାବକ, ସଲମାନ ଖାନଙ୍କୁ ଡେଙ୍ଗୁ ହୋଇଛି। ତେଣୁ ଡାକ୍ତର ତାଙ୍କୁ ବିଶ୍ରାମ କରିବାକୁ ପରାମର୍ଶ ଦେଇଛନ୍ତି। ସଲମାନ ଫିଲ୍ମ ‘ କିସି କା ଭାଇ କିସି କା ଜାନ୍‌’ ସୁଟିଂ କରୁଥିଲେ। କିନ୍ତୁ ଅସୁସ୍ଥ ହେବା ପରେ ଫିଲ୍ମର ସୁଟିଂ ଅଧାରେ ବନ୍ଦ କରିଦିଆଯାଇଛି। ସେହିଭଳି ବିଗବସ୍‌ ସେଟରେ ମଧ୍ୟ ନଜର ଆସିବେ ନାହିଁ। ନିକଟରେ ସଲମାନ ଖାନଙ୍କୁ ଏହି ସପ୍ତାହରେ ଦେଖିବାକୁ ମିଳିବ ନାହିଁ ବୋଲି କୁହାଯାଉଛି। କରଣ ଜୋହର ତାଙ୍କ ସ୍ଥାନ ନେବେ। ବର୍ତ୍ତମାନ ଇଟାଇମ୍ସ ରିପୋର୍ଟ ଅନୁଯାୟୀ ସଲମାନ ଖାନଙ୍କୁ ଡେଙ୍ଗୁ ହୋଇଛି। ଅଭିନେତା ସୁସ୍ଥ ନହେବା ପର୍ଯ୍ୟନ୍ତ କରଣ ଜୋହର ହୋଷ୍ଟ କରିବେ । ତେବେ ବିଗବସ୍‌ ଓ୍ଵିକେଣ୍ଡା କା ଓ୍ଵାର ସଲମାନଙ୍କ ବିନା ହେବ। ତେବେ ଆଗକୁ କରଣ ଜୋହର ଏଥିରେ ନଜର ଆସିବେ। ଆଉ ସଲମାନଙ୍କ ବିନା ଶୋ ଦେଖିବା ପାଇଁ ଫ୍ୟାନ୍ସଙ୍କ ମନ ମଧ୍ୟ ନିରାଶ ରହିଛି। ତେବେ କରଣ ଜୋହର ବିଗବସ୍‌ ପ୍ରତିଯୋଗୀଙ୍କୁ ଗାଳି କରୁଥିବାର କିଛି ଭିଡିଓରେ ଦେଖିବାକୁ ମିଳିଛି। ସୂଚନାଯୋଗ୍ୟ, କରଣ ଜୋହର ଗତବର୍ଷ ଓଟିଟି ବିଗବସ୍‌ରେ ଡେବ୍ୟୁ କରିଥିଲେ।

Powered by Froala Editor

Tags Salman

Related articles Odisha News Lens 4.1

  • ରାଜଧାନୀ ମହିଳାଙ୍କ ପାଇଁ ବଡ ଖବର, ପ୍ରତି ମାସରେ ୨,୫୦୦ ଟଙ୍କା ପାଇବେ ମହିଳା
    ଦେଶ-ଦେଶାନ୍ତର

    ରାଜଧାନୀ ମହିଳାଙ୍କ ପାଇଁ ବଡ ଖବର, ପ୍ରତି ମାସରେ ୨,୫୦୦ ଟଙ୍କା ପାଇବେ ମହିଳା

    14109
    Jul 28, 2026
  • ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ଜାଣନ୍ତୁ.....
    ବିଶେଷ

    ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ଜାଣନ୍ତୁ.....

    15552
    Jul 27, 2026
  • PUC ନିୟମରେ ବଡ଼ ପରିବର୍ତ୍ତନ ହେବ, ବୈଧତା ୩ ବର୍ଷ ପର୍ଯ୍ୟନ୍ତ କରାଯାଇପାରେ
    ଦେଶ-ଦେଶାନ୍ତର

    PUC ନିୟମରେ ବଡ଼ ପରିବର୍ତ୍ତନ ହେବ, ବୈଧତା ୩ ବର୍ଷ ପର୍ଯ୍ୟନ୍ତ କରାଯାଇପାରେ

    14246
    Jul 28, 2026
  • ସରକାରଙ୍କୁ କ୍ଷମା ମାଗିଲା ମେଟା, ଜାଣନ୍ତୁ କାହିଁକି ?
    ଦେଶ-ଦେଶାନ୍ତର

    ସରକାରଙ୍କୁ କ୍ଷମା ମାଗିଲା ମେଟା, ଜାଣନ୍ତୁ କାହିଁକି ?

    14648
    Jul 28, 2026
  • ଆସାମରେ ଭୟଙ୍କର ବନ୍ୟା ପରିସ୍ଥିତି: ସଲମାନ ଖାନ୍ ପଠାଇଲେ ରିଲିଫ୍
    ଦେଶ-ଦେଶାନ୍ତର

    ଆସାମରେ ଭୟଙ୍କର ବନ୍ୟା ପରିସ୍ଥିତି: ସଲମାନ ଖାନ୍ ପଠାଇଲେ ରିଲିଫ୍

    13814
    Jul 29, 2026
  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....
    ବିଶେଷ

    ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    13891
    Jul 28, 2026
  • ଜାପାନରେ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ
    ଦେଶ-ଦେଶାନ୍ତର

    ଜାପାନରେ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ

    14406
    Jul 29, 2026
  • ଲୋକସଭାରେ ପାରିତ ହେଲା ଆଣ୍ଟି ପେପର ଲିକ୍ ସଂଶୋଧନ ବିଲ୍
    ଦେଶ-ଦେଶାନ୍ତର

    ଲୋକସଭାରେ ପାରିତ ହେଲା ଆଣ୍ଟି ପେପର ଲିକ୍ ସଂଶୋଧନ ବିଲ୍

    15142
    Jul 29, 2026
  • CJP ଆନ୍ଦୋଳନରେ ସୁପ୍ରିମକୋର୍ଟଙ୍କ ଟିପ୍ପଣୀ : 'ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ସାମ୍ବିଧାନିକ ...
    ଦେଶ-ଦେଶାନ୍ତର

    CJP ଆନ୍ଦୋଳନରେ ସୁପ୍ରିମକୋର୍ଟଙ୍କ ଟିପ୍ପଣୀ : 'ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ସାମ୍ବିଧାନିକ ...

    13854
    Jul 28, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

    14658
    Jul 28, 2026
  • ଦେଶ-ଦେଶାନ୍ତର

    CJP ଆନ୍ଦୋଳନରେ ସୁପ୍ରିମକୋର୍ଟଙ୍କ ଟିପ୍ପଣୀ : 'ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ସାମ୍ବିଧାନିକ ଅଧିକାର'

    13854
    Jul 28, 2026
  • ବିଶେଷ

    ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ଜାଣନ୍ତୁ.....

    15552
    Jul 27, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17004
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17609
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17661
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18061
    Sep 06, 2023

ବିଶେଷ

  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    13891
    Jul 28, 2026
  • ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ଜାଣନ୍ତୁ.....

    15552
    Jul 27, 2026
  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15773
    Jul 25, 2026
  • ଗର୍ଲଫ୍ରେଣ୍ଡ ସହ କେମିତି କରିବେ ପ୍ରଥମ କଥାବାର୍ତ୍ତା ଜାଣନ୍ତୁ...

    15425
    Jul 22, 2026
  • କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ଫାଇଦା

    16085
    Jul 21, 2026

ବାଣିଜ୍ୟ

କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

ଭୁବନେଶ୍ୱର: ଅଧିକାଂଶ ଲୋକଙ୍କର ବିଶ୍ୱାସ ଯେ ସେମାନେ ପ୍ରତ୍ୟେକ ଦିନ କେବଳ କିଛି ପରିମାଣର ଜଳ ବ୍ୟବହାର କରନ୍ତି । କିନ୍ତୁ ବାସ୍ତବତା ହେଉଛି ଯେ ସକାଳେ ପ୍ରଥମ ଗ୍ଲାସ ପିଇବା ଏବଂ ଖାଦ୍ୟ ପ୍ରସ୍ତୁତି ଠାରୁ ଆରମ୍ଭ କରି ...

  • ଫିକା ପଡିବ ସୁନାର ଚମକ

    13975
    Jul 27, 2026
  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି

    15757
    Jul 23, 2026
  • ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା

    15929
    Jul 22, 2026
  • ବେଦାନ୍ତ ଆଲୁମିନିୟମ ପ୍ରକଳ୍ପ ‘ସହଯୋଗ’ ଜରିଆରେ ସମ୍ପ୍ରଦାୟଗୁଡ଼ିକୁ ସମୟୋଚିତ ସହାୟତା ପ୍ରଦାନ କରୁଛି

    15300
    Jul 21, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    13891
    Jul 28, 2026
  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

    14658
    Jul 28, 2026
  • ସରକାରଙ୍କୁ କ୍ଷମା ମାଗିଲା ମେଟା, ଜାଣନ୍ତୁ କାହିଁକି ?

    14648
    Jul 28, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In