Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, January 22, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଦେଢ଼ ଲକ୍ଷ ପାର୍ କଲା ସୁନା ଦାମ୍

  • ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ

  • ଶୀତଦିନେ ଏପରି କରନ୍ତୁ ମେକଅପ

  • ଦେଶର ଉନ୍ନତ ଭବିଷ୍ୟତ ଲାଗି ନୂଆ ପିଢ଼ିକୁ ...

  • ଅଫିସ୍ ଭିତର ରାସଲୀଳା ଭିଡ଼ିଓ ଭାଇରାଲ: ...

  • ବିଜେପିର ୧୨ତମ ଅଧ୍ୟକ୍ଷଙ୍କ ନାଁ ଘୋଷଣା, ...

  • ‘କାଜିରଙ୍ଗା ଏଲିଭେଟେଡ କରିଡର’ ...

  • ଗୁଳିଗୋଳା ବିନିମୟ: ସେନାର ୮ ଯବାନ ଆହତ

  • ଦିଲ୍ଲୀ ଏନସିଆର ଅଞ୍ଚଳରେ ଭୂକମ୍ପ ଅନୁଭୂତ

  • ସକାଳୁ ଖାଲି ପେଟରେ ଚା ପିଇବା ଦ୍ବାରା ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ହ୍ୱାଇଟ୍ ହାଉସ୍‌ରେ ଫୁଟିଲା ବାଣ, ଦୀପାବଳି ପାଳିଲେ ବାଇଡେନ୍

ହ୍ୱାଇଟ୍ ହାଉସ୍‌ରେ ଫୁଟିଲା ବାଣ, ଦୀପାବଳି ପାଳିଲେ ବାଇଡେନ୍

2022-10-25 07:46:49
15199
Share:
Facebook
Twitter
E-Mail
WhatsApp
Telegram
ହ୍ୱାଇଟ୍ ହାଉସ୍‌ରେ ଫୁଟିଲା ବାଣ,  ଦୀପାବଳି ପାଳିଲେ ବାଇଡେନ୍


ୱାଶିଂଟନ୍‌: ଆଲୋକର ପର୍ବ ଦୀପାବଳି କେବଳ ଭାରତ ନୁହେଁ ସାରା ବିଶ୍ୱରେ ପାଳନ ହୋଇଛି।  ଆମେରିକାର ହ୍ୱାଇଟ୍ ହାଉସ୍‌ରେ ଫୁଟିଲା ବାଣ। ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ଓ ଉପରାଷ୍ଟ୍ରପତି କମଲା ହାରିସ୍ ବାଣ ଫୁଟାଇ ଦୀପାବଳି ପାଳନ କରିଛନ୍ତି। କେବଳ ସେତିକି ନୁହେଁ ଦୀପ ଜାଳି ଜୋ ବାଇଡେନ୍ ୨୦୦ ଲୋକଙ୍କ ସହ ବଡ ଧରଣରେ ଦୀପାବଳି ଉତ୍ସବ ପାଳନ କରିଛନ୍ତି। ଯାହାର ଭିଡିଓ ଏବେ ସାମ୍ନାକୁ ଆସିଛି।

ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ତାଙ୍କ ପତ୍ନୀଙ୍କ ସମେତ ହ୍ୱାଇଟ୍ ହାଉସରେ ବେଶ୍ ଧୁମ୍‌ଧାମ୍‌ରେ ଦୀପାବଳି ପାଳନ କରିଛନ୍ତି। ଏଥିସହ କମଲା ହାରିସ ମଧ୍ୟ ଏହି ଉତ୍ସବରେ ସାମିଲ ହୋଇଥିଲେ। କେବଳ ସେତିକି ନୁହେଁ ବାଇଡେନ୍‌ଙ୍କ ପ୍ରଶାସନର ୨୦୦ ଭାରତୀୟ ଆମେରିକୀୟ ଏହି ଉତ୍ସବରେ ଯୋଗ ଦେଇ ବାଣ ଫୁଟାଇଥିଲେ।
ଉଲ୍ଲେଖଯୋଗ୍ୟ, ହ୍ୱାଇଟ୍ ହାଉସରେ ଦୀପାବଳି ପାଳନ କରିବା ପରମ୍ପରା ବହୁ ପୁରୁଣା। ଏହାର ଆରମ୍ଭ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଜର୍ଜ ଡବ୍ଲୁ ବୁଶ୍ ପ୍ରଶାସନଙ୍କ ସମୟରେ ହୋଇଥିଲା, ଯାହା ଏପର୍ୟ୍ୟନ୍ତ ଚାଲି ଆସିଛି। ଚଳିତ ବର୍ଷ ଦୀପାବଳି ଅବସରରେ ହ୍ୱାଇଟ୍ ହାଉସରେ ଏକ ସାଂସ୍କୃତିକ କାର୍ୟ୍ୟକ୍ରମ ମଧ୍ୟ ଆୟୋଜିତ ହୋଇଥିଲା। ଏହି ସମୟରେ ଭାରତୀୟ ସଂସ୍କୃତିର ଝଲକ୍ ଦେଖିବାକୁ ମିଳିଥିଲା।


Powered by Froala Editor

Tags Diwali

Related articles Odisha News Lens 4.1

  • ଦେଶର ଉନ୍ନତ ଭବିଷ୍ୟତ ଲାଗି ନୂଆ ପିଢ଼ିକୁ ଠିକ୍ ସମୟରେ ବଡ଼ ଦାୟିତ୍ୱ ଦିଆଯିବା କଥା: ନୀତିନ ...
    ଦେଶ-ଦେଶାନ୍ତର

    ଦେଶର ଉନ୍ନତ ଭବିଷ୍ୟତ ଲାଗି ନୂଆ ପିଢ଼ିକୁ ଠିକ୍ ସମୟରେ ବଡ଼ ଦାୟିତ୍ୱ ଦିଆଯିବା କଥା: ନୀତିନ ...

    15556
    Jan 20, 2026
  •  ‘କାଜିରଙ୍ଗା ଏଲିଭେଟେଡ କରିଡର’ ପ୍ରକଳ୍ପର ଶିଳାନ୍ୟାସ
    ଦେଶ-ଦେଶାନ୍ତର

    ‘କାଜିରଙ୍ଗା ଏଲିଭେଟେଡ କରିଡର’ ପ୍ରକଳ୍ପର ଶିଳାନ୍ୟାସ

    14022
    Jan 19, 2026
  • ସକାଳୁ ଖାଲି ପେଟରେ ଚା ପିଇବା ଦ୍ବାରା ହୋଇଥାଏ ଏହିସବୁ ସମସ୍ୟା
    ବିଶେଷ

    ସକାଳୁ ଖାଲି ପେଟରେ ଚା ପିଇବା ଦ୍ବାରା ହୋଇଥାଏ ଏହିସବୁ ସମସ୍ୟା

    15733
    Jan 19, 2026
  • ଅଫିସ୍ ଭିତର ରାସଲୀଳା ଭିଡ଼ିଓ ଭାଇରାଲ: ସସ୍‌ପେଣ୍ଡ ହେଲେ କର୍ଣ୍ଣାଟକ ପୁଲିସ୍ ...
    ଦେଶ-ଦେଶାନ୍ତର

    ଅଫିସ୍ ଭିତର ରାସଲୀଳା ଭିଡ଼ିଓ ଭାଇରାଲ: ସସ୍‌ପେଣ୍ଡ ହେଲେ କର୍ଣ୍ଣାଟକ ପୁଲିସ୍ ...

    15725
    Jan 20, 2026
  • ଶୀତଦିନେ ଏପରି କରନ୍ତୁ ମେକଅପ
    ବିଶେଷ

    ଶୀତଦିନେ ଏପରି କରନ୍ତୁ ମେକଅପ

    15122
    Jan 21, 2026
  • ଦିଲ୍ଲୀ ଏନସିଆର ଅଞ୍ଚଳରେ ଭୂକମ୍ପ ଅନୁଭୂତ
    ଦେଶ-ଦେଶାନ୍ତର

    ଦିଲ୍ଲୀ ଏନସିଆର ଅଞ୍ଚଳରେ ଭୂକମ୍ପ ଅନୁଭୂତ

    14078
    Jan 19, 2026
  • ଦେଢ଼ ଲକ୍ଷ ପାର୍ କଲା ସୁନା ଦାମ୍
    ଦେଶ-ଦେଶାନ୍ତର

    ଦେଢ଼ ଲକ୍ଷ ପାର୍ କଲା ସୁନା ଦାମ୍

    14321
    Jan 21, 2026
  • ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ

    13373
    Jan 21, 2026
  • ଗୁଳିଗୋଳା ବିନିମୟ: ସେନାର ୮ ଯବାନ ଆହତ
    ଦେଶ-ଦେଶାନ୍ତର

    ଗୁଳିଗୋଳା ବିନିମୟ: ସେନାର ୮ ଯବାନ ଆହତ

    15582
    Jan 19, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ‘କାଜିରଙ୍ଗା ଏଲିଭେଟେଡ କରିଡର’ ପ୍ରକଳ୍ପର ଶିଳାନ୍ୟାସ

    14022
    Jan 19, 2026
  • ଦେଶ-ଦେଶାନ୍ତର

    ଦିଲ୍ଲୀ ଏନସିଆର ଅଞ୍ଚଳରେ ଭୂକମ୍ପ ଅନୁଭୂତ

    14078
    Jan 19, 2026
  • ଦେଶ-ଦେଶାନ୍ତର

    ଅଫିସ୍ ଭିତର ରାସଲୀଳା ଭିଡ଼ିଓ ଭାଇରାଲ: ସସ୍‌ପେଣ୍ଡ ହେଲେ କର୍ଣ୍ଣାଟକ ପୁଲିସ୍ ମହାନିର୍ଦ୍ଦେଶକ

    15725
    Jan 20, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17299
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17381
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17725
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16200
    Apr 03, 2021

ବିଶେଷ

  • ଶୀତଦିନେ ଏପରି କରନ୍ତୁ ମେକଅପ

    15122
    Jan 21, 2026
  • ସକାଳୁ ଖାଲି ପେଟରେ ଚା ପିଇବା ଦ୍ବାରା ହୋଇଥାଏ ଏହିସବୁ ସମସ୍ୟା

    15733
    Jan 19, 2026
  • ଅତ୍ୟଧିକ ମାତ୍ରାରେ ରସୁଣ ଖାଇବା ଶରୀର ପାଇଁ ହୋଇଥାଏ କ୍ଷତିକାରକ

    15444
    Jan 17, 2026
  • ଶୀତଦିନେ ଓଠ ଫାଟିବାର କାରଣ ଓ ନିରାକରଣ ଜାଣନ୍ତୁ.....

    16273
    Jan 16, 2026
  • ଶୀତଦିନେ ଏହି ଖାଦ୍ୟ ପ୍ରତି ରୁହନ୍ତୁ ସାବଧାନ!

    15199
    Jan 15, 2026

ବାଣିଜ୍ୟ

୧.୪୦ ଲକ୍ଷ ଟପିଲା ସୁନା

ପୁଣି ବଢିଛି ସୁନା ଓ ରୂପା ଦାମ୍‌ । ସୁନା ଗତ ସପ୍ତାହରେ ସାମାନ୍ୟ କମିଥିବା ବେଳେ ଏବେ ପୁଣି ନୂଆ ରେକର୍ଡ ଆଡକୁ ମାଡିଯାଉଛି । ୨୪କ୍ୟାରେଟ ସୁନା ୧୦ଗ୍ରାମ ପ୍ରତି ୧.୪୦ଲକ୍ଷ ଅତିକ୍ରମ କରିଛି । ସେହିପରି ରୂପା ଦର ୧୨୦୦୦ରୁ ଅଧିକ ବୃଦ୍ଧି ପାଇଛି ।

ଭୁବନେଶ୍ବରରେ ୨୨ କ୍ୟାରେଟ୍‌ ସୁନାର ୧୦ ଗ୍ରାମ୍&zw ...

  • ଆମୱେ ଇଣ୍ଡିଆ ଦ୍ରୁତ ଓ ସହଜ ସେବା ସହିତ ହୋମ୍‌ ଡେଲିଭରି ଅନୁଭୂତିକୁ ନୂଆ ରୂପ ପ୍ରଦାନ କରିଛି

    15472
    Jan 08, 2026
  • ଆଇଟିସି 'ଭିଟାମିନ୍ ଡି' ସହିତ ସନଫିଷ୍ଟ ମାରି ଲାଇଟ୍ ଶୁଭାରମ୍ଭ କରିଛି

    14437
    Jan 07, 2026
  • ୨୪ ଶହ ଟଙ୍କା ବଢ଼ିଲା ସୁନା

    14540
    Dec 23, 2025
  • ସିମେଣ୍ଟ ମାନୁଫାକ୍‌ଚରର୍ସ ଆସୋସିଏସନ (ସିଏମ୍‌ଏ) ପ୍ରେସିଡେଣ୍ଟ ଭାବରେ ଶ୍ରୀ ପାର୍ଥ ଜିନ୍ଦଲଙ୍କ ନାମ ଘୋଷଣା କଲା; ଡ. ରାଘବପତ୍‌ ସିଂଘାଣିଆ ଭାଇସ୍‌ ପ୍ରେସିଡେଣ୍ଟ ଘୋଷିତ

    14255
    Dec 18, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅଫିସ୍ ଭିତର ରାସଲୀଳା ଭିଡ଼ିଓ ଭାଇରାଲ: ସସ୍‌ପେଣ୍ଡ ହେଲେ କର୍ଣ୍ଣାଟକ ପୁଲିସ୍ ମହାନିର୍ଦ୍ଦେଶକ

    15725
    Jan 20, 2026
  • ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ

    13373
    Jan 21, 2026
  • ଦେଢ଼ ଲକ୍ଷ ପାର୍ କଲା ସୁନା ଦାମ୍

    14321
    Jan 21, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In