Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, February 09, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଓଟ ପାଇଁ ହେବ “କ୍ୟାମେଲ ପାସପୋର୍ଟ”

  • ଅବସର ଘୋଷଣା କରିବା ପରେ ଅରିଜିତ୍ ଙ୍କ Comeback

  • ଗେମ୍ ପାଇଁ ବଢ଼ିଗଲା ବ୍ଲଡ୍ ପ୍ରେସର, ...

  • ବହୁମତରେ ଲିବରାଲ ଡେମୋକ୍ରାଟିକ୍ ପାର୍ଟିର ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

  • ଅଜୀର୍ଣ୍ଣ ସମସ୍ୟା ଥିଲେ, କରନ୍ତୁ ଏହା

  • ମଙ୍ଗଳବାର ଦିନ ୧୧ଟା ପର୍ଯ୍ୟନ୍ତ ମୁଲତବୀ ...

  • ପ୍ରଥମ ବର୍ଷର ଆଇନ ଛାତ୍ର ସହପାଠୀଙ୍କୁ ...

  • ହସ୍ପିଟାଲରେ ଭର୍ତ୍ତି ହେଲେ ଶରଦ ପାୱର

  • ଚୋରା ମୋରମ ଖଣିରେ ଚଢ଼ଉ, ଛୁ’ ମାରିଲେ ମାଫିଆ

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଋଷି ସୁନକ ବ୍ରିଟେନ ପ୍ରଧାନମନ୍ତ୍ରୀ

ଋଷି ସୁନକ ବ୍ରିଟେନ ପ୍ରଧାନମନ୍ତ୍ରୀ

2022-10-25 07:50:47
14101
Share:
Facebook
Twitter
E-Mail
WhatsApp
Telegram
ଋଷି ସୁନକ ବ୍ରିଟେନ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଭାରତ ପାଇଁ ଗର୍ବର ବିଷୟ। ବ୍ରିଟେନରେ ଇତିହାସ ରଚିଲେ ଭାରତୀୟ ବଂଶୋଦ୍ଭବ। ଦୀର୍ଘ କିଛି ଦିନ ହେବ ବହୁ ରାଜନୈତିକ ଛକାପଂଝା ପରେ ବ୍ରିଟେନ କ୍ଷମତା କେନ୍ଦ୍ରକୁ ହାତେଇଛନ୍ତି ଭାରତୀୟ ବଂଶୋଦ୍ଭବ ଋଷି ସୁନକ।  ସେ ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀ ନିର୍ବାଚିତ ହୋଇଛନ୍ତି। ପ୍ରଥମ ଭାରତୀୟ ବଂଶୋଦ୍ଭବ ଭାବେ ସେ ବ୍ରିଟେନ ଶସନ ଗାଦିରେ ଆସିନ୍ନ ହେବେ।  ତାଙ୍କ ନିକଟତମ ପ୍ରତିଦ୍ୱନ୍ଦୀ ପେନୀ ମୋର୍ଡାଣ୍ଟ ରେସ୍‌ରୁ ଓହରି ଯିବା ପରେ କଞ୍ଜରଭେଟିଭ ପାର୍ଟି ତରଫରୁ ପ୍ରଧାନମନ୍ତ୍ରୀ ହୋଇଛନ୍ତି ସୁନକ। ଆସନ୍ତା ୨୮ରେ ସେ ଶପଥ ନେବେ।

ବର୍ତ୍ତମାନ କାମଚଳା ପ୍ରଧାନମନ୍ତ୍ରୀ ଥିବା  ଲିଜ୍‌ ଟ୍ରସ ଏବଂ ଋଷି ସୁନକ ଆସନ୍ତାକାଲି କିଙ୍ଗ ଚାର୍ଲସଙ୍କୁ  ବଙ୍କିମହାମ ପେଲେସ୍‌ରେ ଭେଟିବାର କାର୍ୟ୍ୟକ୍ରମ ରହିଛି। ସୁନକ ବ୍ରିଟେନ୍‌ରେ ପଞ୍ଚମ ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ନେବେ। ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ପଦରୁ ଲିଜ୍‌ ଟ୍ରସ୍ ଇସ୍ତଫା ଦେଇଥିଲେ।
ଏହା ପୂର୍ବରୁ  ପ୍ରଧାନମନ୍ତ୍ରୀ ହେବା ନିମନ୍ତେ ଚାଲିଥିବା ରେସ୍‌ରୁ ରବିବାର ପୂର୍ବତନ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନ୍‌ ଓହରି ଯାଇଥିଲେ। ଫଳରେ ଭାରତୀୟ ବଂଶୋଦ୍ଭବ ରୁଷି ସୁନକଙ୍କ ରାସ୍ତା ସଫା ହୋଇଯାଇଥିଲା। ସେ ଦେଶର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଥିଲା।

Powered by Froala Editor

Tags Rusi sunak

Related articles Odisha News Lens 4.1

  • ଅବସର ଘୋଷଣା କରିବା ପରେ ଅରିଜିତ୍ ଙ୍କ Comeback
    ମନୋରଞ୍ଜନ

    ଅବସର ଘୋଷଣା କରିବା ପରେ ଅରିଜିତ୍ ଙ୍କ Comeback

    13956
    Feb 09, 2026
  • ପ୍ରଥମ ବର୍ଷର ଆଇନ ଛାତ୍ର ସହପାଠୀଙ୍କୁ ଗୁଳି କରି ହତ୍ୟା ପରେ ନିଜକୁ କରିଲେ ଗୁଳି
    ଦେଶ-ଦେଶାନ୍ତର

    ପ୍ରଥମ ବର୍ଷର ଆଇନ ଛାତ୍ର ସହପାଠୀଙ୍କୁ ଗୁଳି କରି ହତ୍ୟା ପରେ ନିଜକୁ କରିଲେ ଗୁଳି

    15142
    Feb 09, 2026
  • ଅଜୀର୍ଣ୍ଣ ସମସ୍ୟା ଥିଲେ, କରନ୍ତୁ ଏହା
    ବିଶେଷ

    ଅଜୀର୍ଣ୍ଣ ସମସ୍ୟା ଥିଲେ, କରନ୍ତୁ ଏହା

    15004
    Feb 09, 2026
  • ଚୋରା ମୋରମ ଖଣିରେ ଚଢ଼ଉ, ଛୁ’ ମାରିଲେ ମାଫିଆ
    ଅପରାଧ

    ଚୋରା ମୋରମ ଖଣିରେ ଚଢ଼ଉ, ଛୁ’ ମାରିଲେ ମାଫିଆ

    15558
    Feb 09, 2026
  • ହସ୍ପିଟାଲରେ ଭର୍ତ୍ତି ହେଲେ ଶରଦ ପାୱର
    ଦେଶ-ଦେଶାନ୍ତର

    ହସ୍ପିଟାଲରେ ଭର୍ତ୍ତି ହେଲେ ଶରଦ ପାୱର

    13586
    Feb 09, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ
    ବାଣିଜ୍ୟ

    ୧ ଏପ୍ରିଲରୁ ନୂତନ ଆୟକର ଆଇନ

    14712
    Feb 09, 2026
  • ବହୁମତରେ ଲିବରାଲ ଡେମୋକ୍ରାଟିକ୍ ପାର୍ଟିର ରେକର୍ଡ ବିଜୟ
    ଦେଶ-ଦେଶାନ୍ତର

    ବହୁମତରେ ଲିବରାଲ ଡେମୋକ୍ରାଟିକ୍ ପାର୍ଟିର ରେକର୍ଡ ବିଜୟ

    15258
    Feb 09, 2026
  • ମଙ୍ଗଳବାର ଦିନ ୧୧ଟା ପର୍ଯ୍ୟନ୍ତ ମୁଲତବୀ ହେଲା ଲୋକସଭା
    ଦେଶ-ଦେଶାନ୍ତର

    ମଙ୍ଗଳବାର ଦିନ ୧୧ଟା ପର୍ଯ୍ୟନ୍ତ ମୁଲତବୀ ହେଲା ଲୋକସଭା

    15443
    Feb 09, 2026
  • ଓଟ ପାଇଁ ହେବ “କ୍ୟାମେଲ ପାସପୋର୍ଟ”
    ଦେଶ-ଦେଶାନ୍ତର

    ଓଟ ପାଇଁ ହେବ “କ୍ୟାମେଲ ପାସପୋର୍ଟ”

    14195
    Feb 09, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଗେମ୍ ପାଇଁ ବଢ଼ିଗଲା ବ୍ଲଡ୍ ପ୍ରେସର, ଫାଟିଗଲା ଯୁବକଙ୍କ ମୁଣ୍ଡ ଶିରା

    13374
    Feb 09, 2026
  • ବାଣିଜ୍ୟ

    ୧ ଏପ୍ରିଲରୁ ନୂତନ ଆୟକର ଆଇନ

    14712
    Feb 09, 2026
  • ଦେଶ-ଦେଶାନ୍ତର

    ଓଟ ପାଇଁ ହେବ “କ୍ୟାମେଲ ପାସପୋର୍ଟ”

    14195
    Feb 09, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17327
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17400
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17743
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16221
    Apr 03, 2021

ବିଶେଷ

  • ଅଜୀର୍ଣ୍ଣ ସମସ୍ୟା ଥିଲେ, କରନ୍ତୁ ଏହା

    15004
    Feb 09, 2026
  • ଗୋଲାପ ଦିବସ

    15918
    Feb 07, 2026
  • ହଳଦୀ ପାଣିରୁ ଆରମ୍ଭ କରନ୍ତୁ ଦିନ, ମିଳିଥାଏ ଚମତ୍କାରୀ ଲାଭ

    15790
    Feb 06, 2026
  • ଭୃଷଙ୍ଗ ପତ୍ରରେ ଅଛି ଆଶ୍ଚର୍ଯ୍ୟଜନକ ଫାଇଦା, ଜାଣନ୍ତୁ କିପରି କରିବେ ବ୍ୟବହାର

    16136
    Feb 04, 2026
  • ସକାଳେ ଖାଲି ପେଟରେ ଉଷୁମ ପାଣି ସହିତ ଆପଣଙ୍କ ଦିନ କରନ୍ତୁ ଆରମ୍ଭ

    14258
    Feb 02, 2026

ବାଣିଜ୍ୟ

୧ ଏପ୍ରିଲରୁ ନୂତନ ଆୟକର ଆଇନ

୧ ଏପ୍ରିଲ, ୨୦୨୬ରୁ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ ଆୟକର ଆଇନ, ୨୦୨୫ ପ୍ରକୃତରେ କିପରି କାମ କରିବ ତାହାର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି।

ଦେଶରେ ବର୍ତ୍ତମାନର ଟିକସ ଆଇନ ୧୯୬୧ରୁ ...

  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14646
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14450
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16059
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15334
    Jan 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପ୍ରଥମ ବର୍ଷର ଆଇନ ଛାତ୍ର ସହପାଠୀଙ୍କୁ ଗୁଳି କରି ହତ୍ୟା ପରେ ନିଜକୁ କରିଲେ ଗୁଳି

    15142
    Feb 09, 2026
  • ଅଜୀର୍ଣ୍ଣ ସମସ୍ୟା ଥିଲେ, କରନ୍ତୁ ଏହା

    15004
    Feb 09, 2026
  • ଚୋରା ମୋରମ ଖଣିରେ ଚଢ଼ଉ, ଛୁ’ ମାରିଲେ ମାଫିଆ

    15558
    Feb 09, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In