Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 09, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହି ଦୁଇଟି ଆସନରୁ ଲଢିବେ ତେଜସ୍ବୀ ଯାଦବ

  • ନଭି ମୁମ୍ବଇ ଆନ୍ତର୍ଜାତିକ ବିମାନ ବନ୍ଦରର ...

  • ଏହି ବୟସରେ ମିହଳାମାନେ ହୋଇଥାନ୍ତି ...

  • ସବୁବେଳେ ମୁଣ୍ଡବିନ୍ଧା ହେଉଥିଲେ କରନ୍ତୁ ...

  • ନବି ମୁମ୍ବାଇ ଅନ୍ତର୍ଜାତୀୟ ବିମାନବନ୍ଦରର ...

  • Zoho Mail ବ୍ୟବହାର କରୁଛନ୍ତି ଗୃହମନ୍ତ୍ରୀ, ...

  • ଫାଟିଲା ୨୦୦ ସିଲିଣ୍ଡର, ତରଳିଗଲା ଟ୍ରକ୍‌

  • ରସାୟନ ବିଜ୍ଞାନରେ ୩ ବୈଜ୍ଞାନିକଙ୍କୁ ...

  • କୋଲ୍‌ଡରିଫ୍‌ ପରେ ନିଷିଦ୍ଧ ହେଲା ...

  • ଇସ୍ରାଏଲ-ହମାସ ଯୁଦ୍ଧକୁ ପୂରିଲା ୨ବର୍ଷ

ରାଜ୍ୟ
Home ›› ରାଜ୍ୟ ››ଏଇ ସବୁ ରାଜ୍ୟରେ ଲକଡାଉନ ବୃଦ୍ଧି

ଏଇ ସବୁ ରାଜ୍ୟରେ ଲକଡାଉନ ବୃଦ୍ଧି

2021-05-16 05:03:59
15217
Share:
Facebook
Twitter
E-Mail
WhatsApp
Telegram
ଏଇ ସବୁ ରାଜ୍ୟରେ ଲକଡାଉନ ବୃଦ୍ଧି

ଭୁବନେଶ୍ୱର : କରୋନା ସଂକ୍ରମଣକୁ ରୋକିବା ପାଇଁ ବିଭିନ୍ନ ଦେଶର ଲକଡାଉନ ଅବଧି ବୃଦ୍ଧି କରାଯାଇଛି  । ଫଳରେ ଓଡ଼ିଶାରେ ବି ଲକଡାଉନ ବଢ଼ିବ ବୋଲି ଚର୍ଚ୍ଚା ହେଉଛି  । ସମ୍ଭବତଃ ଏନେଇ ସୋମବାର ଘୋଷଣା କରାଯିବାର ସମ୍ଭାବନା ରହିଛି  । ଅପରପକ୍ଷରେ ବିଶେଷଜ୍ଞମାନେ ଲକଡାଉନ ବୃଦ୍ଧି କରିବାକୁ ପରାମର୍ଶ ଦେଇଥିବାବେଳେ ମେ’ ୩୧ ପର୍ଯ୍ୟନ୍ତ ଲକଡାଉନ ବଢ଼ିବ ବୋଲି କୁହାଯାଉଛି  ।

ମହାରାଷ୍ଟ୍ରରେ ସର୍ବାଧିକ ସଂକ୍ରମିତ ଥିବାରୁ ମେ’ ୧୫ ପର୍ଯ୍ୟନ୍ତ ଲକଡାଉନ କରାଯାଇଥିଲା  । କିନ୍ତୁ ଏବେ ତାହା ଜୁନ ପହିଲା ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି  ।

ବିହାରରେ ମେ’ ୧୫ ପର୍ଯ୍ୟନ୍ତ ଲକଡାଉନ କରାଯାଇଥିବାବେଳେ ଏବେ ତାହା ମେ’ ୨୫ ପର୍ଯ୍ୟନ୍ତ ବୃଦ୍ଧି ହୋଇଛି  ।

କେରଳରେ ମେ’ ୧୬ ପର୍ଯ୍ୟନ୍ତ ପ୍ରଥମ ଦଫା ଲକଡାଉନ ହୋଇଥିଲା  । ଏବେ ତାହାକୁ ମେ’ ୨୩ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି  । ସେହିପରି ୪ଟି ସହରରେ ଟ୍ରିପଲ ଲକଡାଉନ କରାଯାଇଛି  ।

ଉତରପ୍ରଦେଶରେ ମେ’ ୧୭ ପର୍ଯ୍ୟନ୍ତ ଲକଡାଉନ କରାଯାଇଥିବାବେଳେ ଏବେ ତାହା ୨୪ ପର୍ଯ୍ୟନ୍ତ ବୃଦ୍ଧି ପାଇଛି  ।

ଜାମ୍ମୁକାଶ୍ମୀରରେ ମେ’ ୧୭ ପର୍ଯ୍ୟନ୍ତ ଲକଡାଉନ ଥିଲା  । କିନ୍ତୁ ସଂକ୍ରମଣ ରୋକିବା ପାଇଁ ଲକଡାଉନ ଅବଧି ମେ’ ୨୪ ପର୍ଯ୍ୟନ୍ତ ବଢ଼ାଇ ଦିଆଯାଇଛି  ।

ଝାରଖଣ୍ଡ : ଝାରଖଣ୍ଡରେ ଚତୁର୍ଥ ଥର ପାଇଁ ସ୍ୱାସ୍ଥ୍ୟ ସୁରକ୍ଷା ଶପଥ ଅବଧି ବୃଦ୍ଧି କରାଯାଇଛି  । ଲକଡାଉନ ବଦଳରେ ଏଭଳି ନାମକରଣ କରାଯାଇଛି  । ମେ’ ୨୭ ପର୍ଯ୍ୟନ୍ତ ଏହା ବଳବତର ରହିବ  ।

ତାମିଲନାଡୁ : ମେ’ ୧୦ରେ ତାମିଲନାଡୁରେ ଲକଡାଉନ ନେଇ ଘୋଷଣା କରାଯାଇଥିଲା  । ତେବେ ସର୍ବଦଳୀୟ ବୈଠକରେ ଏହାକୁ ବୃଦ୍ଧି କରିବାକୁ ନିଷ୍ପତି ନିଆଯାଇଛି  । ମେ’ ୨୪ ପର୍ଯ୍ୟନ୍ତ ଏହା ବଳବତର ରହିବ  ।

Powered by Froala Editor

Tags Luckdown

Related articles Odisha News Lens 4.1

  • ଏହି ବୟସରେ ମିହଳାମାନେ ହୋଇଥାନ୍ତି ଶକ୍ତିଶାଳୀ
    ବିଶେଷ

    ଏହି ବୟସରେ ମିହଳାମାନେ ହୋଇଥାନ୍ତି ଶକ୍ତିଶାଳୀ

    15349
    Oct 09, 2025
  • ନଭି ମୁମ୍ବଇ ଆନ୍ତର୍ଜାତିକ ବିମାନ ବନ୍ଦରର ଉଦଘାଟନ କଲେ ମୋଦୀ
    ଦେଶ-ଦେଶାନ୍ତର

    ନଭି ମୁମ୍ବଇ ଆନ୍ତର୍ଜାତିକ ବିମାନ ବନ୍ଦରର ଉଦଘାଟନ କଲେ ମୋଦୀ

    14115
    Oct 09, 2025
  • ରସାୟନ ବିଜ୍ଞାନରେ ୩ ବୈଜ୍ଞାନିକଙ୍କୁ ନୋବେଲ
    ଦେଶ-ଦେଶାନ୍ତର

    ରସାୟନ ବିଜ୍ଞାନରେ ୩ ବୈଜ୍ଞାନିକଙ୍କୁ ନୋବେଲ

    14917
    Oct 08, 2025
  • ନବି ମୁମ୍ବାଇ ଅନ୍ତର୍ଜାତୀୟ ବିମାନବନ୍ଦରର ପ୍ରଥମ ଭବ୍ୟ ଝଲକ୍
    ଦେଶ-ଦେଶାନ୍ତର

    ନବି ମୁମ୍ବାଇ ଅନ୍ତର୍ଜାତୀୟ ବିମାନବନ୍ଦରର ପ୍ରଥମ ଭବ୍ୟ ଝଲକ୍

    14336
    Oct 08, 2025
  • Zoho Mail ବ୍ୟବହାର କରୁଛନ୍ତି ଗୃହମନ୍ତ୍ରୀ, ଜାଣନ୍ତୁ  ପ୍ରତିଷ୍ଠାତାଙ୍କ ବିଷୟରେ...
    ଦେଶ-ଦେଶାନ୍ତର

    Zoho Mail ବ୍ୟବହାର କରୁଛନ୍ତି ଗୃହମନ୍ତ୍ରୀ, ଜାଣନ୍ତୁ ପ୍ରତିଷ୍ଠାତାଙ୍କ ବିଷୟରେ...

    14899
    Oct 08, 2025
  • ଏହି ଦୁଇଟି ଆସନରୁ ଲଢିବେ ତେଜସ୍ବୀ ଯାଦବ
    ଦେଶ-ଦେଶାନ୍ତର

    ଏହି ଦୁଇଟି ଆସନରୁ ଲଢିବେ ତେଜସ୍ବୀ ଯାଦବ

    14705
    Oct 09, 2025
  •  ସବୁବେଳେ ମୁଣ୍ଡବିନ୍ଧା ହେଉଥିଲେ କରନ୍ତୁ ଏହା....
    ବିଶେଷ

    ସବୁବେଳେ ମୁଣ୍ଡବିନ୍ଧା ହେଉଥିଲେ କରନ୍ତୁ ଏହା....

    13340
    Oct 09, 2025
  • ଫାଟିଲା ୨୦୦ ସିଲିଣ୍ଡର, ତରଳିଗଲା ଟ୍ରକ୍‌
    ଦେଶ-ଦେଶାନ୍ତର

    ଫାଟିଲା ୨୦୦ ସିଲିଣ୍ଡର, ତରଳିଗଲା ଟ୍ରକ୍‌

    13832
    Oct 08, 2025
  • ଇସ୍ରାଏଲ-ହମାସ ଯୁଦ୍ଧକୁ ପୂରିଲା ୨ବର୍ଷ
    ଦେଶ-ଦେଶାନ୍ତର

    ଇସ୍ରାଏଲ-ହମାସ ଯୁଦ୍ଧକୁ ପୂରିଲା ୨ବର୍ଷ

    15050
    Oct 08, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନବି ମୁମ୍ବାଇ ଅନ୍ତର୍ଜାତୀୟ ବିମାନବନ୍ଦରର ପ୍ରଥମ ଭବ୍ୟ ଝଲକ୍

    14336
    Oct 08, 2025
  • ଦେଶ-ଦେଶାନ୍ତର

    ଫାଟିଲା ୨୦୦ ସିଲିଣ୍ଡର, ତରଳିଗଲା ଟ୍ରକ୍‌

    13832
    Oct 08, 2025
  • ବିଶେଷ

    ସବୁବେଳେ ମୁଣ୍ଡବିନ୍ଧା ହେଉଥିଲେ କରନ୍ତୁ ଏହା....

    13340
    Oct 09, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16769
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16867
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17228
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15682
    Apr 03, 2021

ବିଶେଷ

  • ଏହି ବୟସରେ ମିହଳାମାନେ ହୋଇଥାନ୍ତି ଶକ୍ତିଶାଳୀ

    15349
    Oct 09, 2025
  • ସବୁବେଳେ ମୁଣ୍ଡବିନ୍ଧା ହେଉଥିଲେ କରନ୍ତୁ ଏହା....

    13340
    Oct 09, 2025
  • ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ସମସ୍ୟା ହେବ ଦୂର

    13974
    Oct 08, 2025
  • ଲାଫିଙ୍ଗ୍‌ ବୁଦ୍ଧଙ୍କ ମୂର୍ତ୍ତିକୁ ଘରେ ରଖିବା ଅତ୍ୟନ୍ତ ଶୁଭ

    14220
    Oct 06, 2025
  • ଭଗବାନଙ୍କୁ ହାତ ଯୋଡ଼ି ବାହାରିଲେ ସବୁ କାମ ହୋଇଥାଏ ଶୁଭ

    15257
    Oct 06, 2025

ବାଣିଜ୍ୟ

ଆମୱେ ଇଣ୍ଡିଆ ନୁ୍ୟଟ୍ରିଲାଇଟ୍‌ର ଉତ୍ତମତାରେ ପରିପୁଷ୍ଟ ଆର୍ଟିଷ୍ଟ୍ରି ସ୍କିନ ନୁ୍ୟଟ୍ରିସନ୍‌ର ପରବର୍ତ୍ତୀ ପିଢିର ସ୍କିନ୍‌ କେୟାର ଉନ୍ମୋଚନ କଲା

ଭୁବନେଶ୍ୱର : ଭାରତୀୟମାନେ ସମୟ ପୂର୍ବରୁ ତ୍ୱଚାର ବୟସ ବୃଦ୍ଧି ଏବଂ ପରିବେଶଗତ ଚାପ ଠାରୁ ନେଇ ତ୍ୱଚାର ଅସମାନ ରଙ୍ଗ ଏବଂ ଗଠନ ବିଷୟ ଜନିତ ଚିନ୍ତାକୁ ନେଇ ଘାରି ହେଉଥିବାବେଳେ ସ୍ୱାସ୍ଥ୍ୟ ଓ କଲ୍ୟାଣକୁ ସମର୍ଥନ କରୁଥିବ ...

  • ଗ୍ରାମୀଣ ଓଡ଼ିଶାରେ ଆଶାର ସଞ୍ଚାର କରୁଛି ଆଦିତ୍ୟ ଆଲୁମିନିୟମର ‘ପ୍ରୋଜେକ୍ଟ ଆରୋଗ୍ୟ’

    14259
    Sep 19, 2025
  • ଓଡ଼ିଶା ପ୍ରାର୍ଥୀଙ୍କୁ ନିଯୁକ୍ତି ପ୍ରଦାନ କ୍ଷେତ୍ରରେ ଆଦିତ୍ୟ ବିର୍ଲା ଗ୍ରୁପର ଉଲ୍ଲେଖନୀୟ ଭୂମିକା

    14057
    Sep 16, 2025
  • ଶସ୍ତା ହେଲା ସୁନା

    14387
    Sep 04, 2025
  • ବଢିଛି ସୁନା ଦର, ୧୨୫,୦୦୦ ଟଙ୍କା ଛୁଇଁବ

    14956
    Sep 03, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଫାଟିଲା ୨୦୦ ସିଲିଣ୍ଡର, ତରଳିଗଲା ଟ୍ରକ୍‌

    13832
    Oct 08, 2025
  • ଇସ୍ରାଏଲ-ହମାସ ଯୁଦ୍ଧକୁ ପୂରିଲା ୨ବର୍ଷ

    15050
    Oct 08, 2025
  • ଏହି ବୟସରେ ମିହଳାମାନେ ହୋଇଥାନ୍ତି ଶକ୍ତିଶାଳୀ

    15349
    Oct 09, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In