Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, November 05, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହି ଚାରି ଦେଶର ପଣ୍ୟବାହୀ ଜାହାଜକୁ ...

  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା କୋଠା, ...

  • ଭାରତୀୟ ସେୟାର ବଜାରରେ ଉତ୍ସାହ, ସେନସେକ୍ସ ...

  • ମେଟା ଇଣ୍ଡିଆ ବିରୋଧରେ ମାମଲା ରୁଜୁ

  • ବର୍ଷକ ମଧ୍ୟରେ ଚିନି ଦର ୧୨ରୁ ୧୩ ଟଙ୍କା ...

  • ୟୁଟ୍ୟୁବ୍‌ ଦେଖି ନକଲି ନୋଟ୍ ଛାପିଲେ, ୬.୭୮ ...

  • ଅଗ୍ନିବୀରଙ୍କୁ ମିଳିବ ଆଉ ୨ ବର୍ଷ କାମ ...

  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ...

  • ମଧ୍ୟବର୍ତ୍ତୀକାଳୀନ ନିର୍ବାଚନରେ ...

  • ପତ୍ନୀକୁ ପତି ବୋକା’ ଓ ‘ଅଦରକାରୀ’ କହି ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଗୁଗଲ୍‍ ଉପରେ ୯୩୬ କୋଟି ଜୋରିମାନା, ଜାଣନ୍ତୁ କାହିଁକ?

ଗୁଗଲ୍‍ ଉପରେ ୯୩୬ କୋଟି ଜୋରିମାନା, ଜାଣନ୍ତୁ କାହିଁକ?

2022-10-26 08:59:58
14329
Share:
Facebook
Twitter
E-Mail
WhatsApp
Telegram
ଗୁଗଲ୍‍ ଉପରେ ୯୩୬ କୋଟି ଜୋରିମାନା, ଜାଣନ୍ତୁ କାହିଁକ?

ନୂଆଦିଲ୍ଲୀ: ଅସାଧୁ ବ୍ୟବସାୟିକ ନୀତି ପାଇଁ କମ୍ପିଟିସନ କମିଶନ ଅଫ ଇଣ୍ଡିଆ (ସିସିଆଇ) ଗୁଗୁଲ ଉପରେ ୯୩୬.୪୪ କୋଟି ଟଙ୍କା ଜୋରିମାନା କରିଛନ୍ତି। ସପ୍ତାହେରୁ କମ୍‍ ସମୟ ମଧ୍ୟରେ ଗୁଗଲ ଉପରେ ଏହା ଦ୍ୱିତୀୟ ବୃହତ ଜୋରିମାନା ହୋଇଛି। ଏଥିସହିତ କମ୍ପାନୀ ଅସାଧୁ ବ୍ୟବସାୟିକ କାର୍ୟ୍ୟକଳାପ ତୁରନ୍ତ ବନ୍ଦ କରିବା ଏବଂ ସେଥିରୁ ନିବୃତ୍ତ ରହିବା ସହିତ ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ନିରୋଧୀ ପ୍ରସଙ୍ଗଗୁଡିକର ସମାଧାନ କରିବାକୁ ସିସିଆଇ ନିର୍ଦେଶ ଦେିଛି। ସୂଚନାଯୋଗ୍ୟ ଯେ ଚଳିତ ଅକ୍ଟୋବର ୨୦ ତାରିଖରେ ସିସିଆଇ ପକ୍ଷରୁ ଗୁଗଲ୍‍ ଉପରେ ୧୩୩୭.୭୬ କୋଟି ଟଙ୍କା ଜୋରିମାନା କରାଯାଇଥିଲା। ଆଣ୍ଡ୍ରଏଡ ମୋବାଇଲ ହ୍ୟାଣ୍ଡ୍‍ସେଟକୁ ନେଇ ବିଶ୍ୱର ଅନେକ ବଜାରେ ଗୁଗଲ ଆଧିପତ୍ୟ ଜାହିର କରୁଥିବାବେଳେ କମ୍ପାନୀ ସେହି ସ୍ଥିତିର ଅପବ୍ୟବହାର କରୁଥିବା ଅଭିଯୋଗରେ ସିସିଆଇ ଏଭଳି ନିର୍ଦେଶ ଦେବା ସହିତ ଉକ୍ତ କମ୍ପାନୀ ବିଭିନ୍ନ ଅସାଧୁ ବ୍ୟବସାୟିକ କାର୍ୟ୍ୟକଳାପରୁ ଦୂରେଇ ରହିବାକୁ କହିଥିଲା।
ସିସିଆଇ ପକ୍ଷରୁ  କୁହାଯାଇଛି ଯେ ପ୍ଲେ ଷ୍ଟୋର ନୀତି ନେଇ ଗୁଗଲ ନିଜ ଆଧିପତ୍ୟର ଦୁରୂପଯୋଗ କରିଥିବାରୁ ତାହା ଉପରେ ୯୩୬.୪୪ କୋଟି ଟଙ୍କା ଜୋରିମାନା କରାଯାଇଛି। ଜୋରିମାନା ସହିତ ସିସିଆଇ କହିଛି ଯେ ଆପ୍‍ ଡେଭଲପରମାନେ କୌଣସି ତୃତୀୟ ପକ୍ଷ ବିଲିଂ/ପେମେଣ୍ଟ ପ୍ରୋସେସିଂ ସେବାକୁ ଆପ୍‍ କ୍ରୟ ନିମନ୍ତେ ବ୍ୟବହାର କରିବା ଉପରେ ଗୁଗଲ କଟକଣା ଲଗାଇବା ଅନୁଚିତ। ନ୍ୟୁଜ କଣ୍ଟେଣ୍ଟ ଏବଂ ସ୍ମାର୍ଟ ଟିଭି ଆଦିକୁ ନେଇ ଗୁଗଲ ପକ୍ଷରୁ ପ୍ରତିଦ୍ୱନ୍ଦ୍ୱିତା ନିରୋଧୀ କାର୍ୟ୍ୟଭ୍ୟାସ ସମେତ ଏହା ବିରୋଧରେ ଆସିଥିବା ଅନ୍ୟାନ୍ୟ ଅଭିଯୋଗ ଉପରେ ମଧ୍ୟ ସିସିଆଇ ପକ୍ଷରୁ ତଦନ୍ତ ଜାରି ରହିଛି। ଏହା ପୂର୍ବରୁ ୨୦୧୮ରେ ଭାରତୀୟ ବଜାରରେ ଅନ୍‍ଲାଇନ ସର୍ଚ୍ଚ କ୍ଷେତ୍ରରେ ଅସାଧୁ ବ୍ୟବସାୟିକ କାର୍ୟ୍ୟକଳାପ ପାଇଁ ସିସିଆଇ ଗୁଗଲ ଉପରେ ୧୩୬ କୋଟି ଟଙ୍କା ଜୋରିମାନା କରିଥିଲା।

Powered by Froala Editor

Tags fine on google

Related articles Odisha News Lens 4.1

  • ବର୍ଷକ ମଧ୍ୟରେ ଚିନି ଦର ୧୨ରୁ ୧୩ ଟଙ୍କା ବୃଦ୍ଧି
    ଦେଶ-ଦେଶାନ୍ତର

    ବର୍ଷକ ମଧ୍ୟରେ ଚିନି ଦର ୧୨ରୁ ୧୩ ଟଙ୍କା ବୃଦ୍ଧି

    14482
    Nov 05, 2026
  • ଅଗ୍ନିବୀରଙ୍କୁ ମିଳିବ ଆଉ ୨ ବର୍ଷ କାମ କରିବାର ସୁଯୋଗ
    ଦେଶ-ଦେଶାନ୍ତର

    ଅଗ୍ନିବୀରଙ୍କୁ ମିଳିବ ଆଉ ୨ ବର୍ଷ କାମ କରିବାର ସୁଯୋଗ

    15015
    Nov 05, 2026
  • ମେଟା ଇଣ୍ଡିଆ ବିରୋଧରେ ମାମଲା ରୁଜୁ
    ଦେଶ-ଦେଶାନ୍ତର

    ମେଟା ଇଣ୍ଡିଆ ବିରୋଧରେ ମାମଲା ରୁଜୁ

    15436
    Nov 05, 2026
  • ପତ୍ନୀକୁ ପତି ବୋକା’ ଓ ‘ଅଦରକାରୀ’ କହି ଗାଳିଦେଲେ ଏହାକୁ ନିଷ୍ଠୁରତା କୁହାଯାଇପାରିବ ...
    ଦେଶ-ଦେଶାନ୍ତର

    ପତ୍ନୀକୁ ପତି ବୋକା’ ଓ ‘ଅଦରକାରୀ’ କହି ଗାଳିଦେଲେ ଏହାକୁ ନିଷ୍ଠୁରତା କୁହାଯାଇପାରିବ ...

    15332
    Nov 04, 2026
  • ୟୁଟ୍ୟୁବ୍‌ ଦେଖି ନକଲି ନୋଟ୍ ଛାପିଲେ,  ୬.୭୮ କୋଟି ଜବତ
    ଦେଶ-ଦେଶାନ୍ତର

    ୟୁଟ୍ୟୁବ୍‌ ଦେଖି ନକଲି ନୋଟ୍ ଛାପିଲେ, ୬.୭୮ କୋଟି ଜବତ

    15031
    Nov 05, 2026
  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା କୋଠା, ୨ ମୃତ
    ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା କୋଠା, ୨ ମୃତ

    13556
    Nov 05, 2026
  • ଭାରତୀୟ ସେୟାର ବଜାରରେ ଉତ୍ସାହ, ସେନସେକ୍ସ ୧୬୦୦ ପଏଣ୍ଟ ଉପରକୁ ଉଠିଲା
    ଦେଶ-ଦେଶାନ୍ତର

    ଭାରତୀୟ ସେୟାର ବଜାରରେ ଉତ୍ସାହ, ସେନସେକ୍ସ ୧୬୦୦ ପଏଣ୍ଟ ଉପରକୁ ଉଠିଲା

    13800
    Nov 05, 2026
  • ଏହି ଚାରି ଦେଶର ପଣ୍ୟବାହୀ ଜାହାଜକୁ ହର୍ମୁଜ ପ୍ରଣାଳୀ ଦେଇ ଯାତାୟାତ କରିବାକୁ ନେଇ ...
    ଦେଶ-ଦେଶାନ୍ତର

    ଏହି ଚାରି ଦେଶର ପଣ୍ୟବାହୀ ଜାହାଜକୁ ହର୍ମୁଜ ପ୍ରଣାଳୀ ଦେଇ ଯାତାୟାତ କରିବାକୁ ନେଇ ...

    13956
    Nov 05, 2026
  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ  ଏହି ସ୍ୱତନ୍ତ୍ର ଖାଦ୍ୟ
    ବିଶେଷ

    ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ ଏହି ସ୍ୱତନ୍ତ୍ର ଖାଦ୍ୟ

    13785
    Nov 05, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭାରତୀୟ ସେୟାର ବଜାରରେ ଉତ୍ସାହ, ସେନସେକ୍ସ ୧୬୦୦ ପଏଣ୍ଟ ଉପରକୁ ଉଠିଲା

    13800
    Nov 05, 2026
  • ଦେଶ-ଦେଶାନ୍ତର

    ପତ୍ନୀକୁ ପତି ବୋକା’ ଓ ‘ଅଦରକାରୀ’ କହି ଗାଳିଦେଲେ ଏହାକୁ ନିଷ୍ଠୁରତା କୁହାଯାଇପାରିବ ନାହିଁ: ସୁପ୍ରିମକୋର୍ଟ

    15332
    Nov 04, 2026
  • ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା କୋଠା, ୨ ମୃତ

    13556
    Nov 05, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17253
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17953
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17896
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18316
    Sep 06, 2023

ବିଶେଷ

  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ ଏହି ସ୍ୱତନ୍ତ୍ର ଖାଦ୍ୟ

    13785
    Nov 05, 2026
  • କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    14838
    Nov 01, 2026
  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

    15821
    Oct 30, 2026
  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

    15001
    Oct 27, 2026
  • ଶୀତରେ ଶରୀରକୁ ଗରମ ରଖିବ ଏହି ଖାଦ୍ୟ, ଆଜି ହିଁ ଡାଇଟ୍‌ରେ କରନ୍ତୁ ସାମିଲ

    16192
    Oct 26, 2026

ବାଣିଜ୍ୟ

ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ସେୟାରରେ ରେକର୍ଡ ବୃଦ୍ଧି

ମୁକେଶ ଅମ୍ବାନୀଙ୍କ ସମ୍ପତ୍ତିରେ ହୋଇଛି ଜବରଦସ୍ତ ବୃଦ୍ଧି। ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ସେୟାରରେ ରେକର୍ଡ ଉଛାଳ ଯୋଗୁଁ ମାତ୍ର ଗୋଟିଏ ଦିନରେ ମୁକେଶ ଅମ୍ବାନୀଙ୍କୁ ପ୍ରାୟ ୭୯,୭୦୦ କୋଟି ଟଙ୍କାର ଲାଭ ହୋଇଛି। ସୋମବାର ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ସେୟାରରେ ଜୋରଦାର କ୍ରୟ ଦେଖିବାକୁ ମିଳିଥିଲା। କମ୍ପାନୀର ସେୟାର ପ୍ରାୟ ୧୨ ପ ...

  • ଭି.ଏ.ଏମ୍.ଏଲ୍ କୋଇଲା ଖଣି ସୁରଭି ୨୦୨୬କୁ ସମର୍ଥନ କରିବା ସହିତ ଯୁବ ପ୍ରତିଭାଙ୍କ ପାଇଁ ଏକ ବ୍ୟାପକ ମଞ୍ଚ ସୃଷ୍ଟି କରିଛି

    13937
    Nov 03, 2026
  • ୨୦ ପ୍ରତିଶତ ଶସ୍ତା ହେଲା ସୁନା

    14414
    Nov 01, 2026
  • ଲାଞ୍ଜିଗଡ଼ ସ୍ଥିତ ଭିଏଏମ୍ଏଲ୍ ଦକ୍ଷତା କେନ୍ଦ୍ରର ସଦ୍ୟତମ ବ୍ୟାଚ୍ ଅଗ୍ରଣୀ କମ୍ପାନୀଗୁଡ଼ିକରେ ନିଯୁକ୍ତି ସୁନିଶ୍ଚିତ କରିଛି

    15857
    Oct 31, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ‘ଧନତେରସ୍ ଧନବର୍ଷା’ ଉନ୍ମୋଚିତ, ସମଗ୍ର କଲେକ୍ସନସ୍ ଉପରେ ଉତ୍ସବ ଅଫର ବର୍ଷା

    14111
    Oct 31, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା କୋଠା, ୨ ମୃତ

    13556
    Nov 05, 2026
  • ଏହି ଚାରି ଦେଶର ପଣ୍ୟବାହୀ ଜାହାଜକୁ ହର୍ମୁଜ ପ୍ରଣାଳୀ ଦେଇ ଯାତାୟାତ କରିବାକୁ ନେଇ କୌଣସି କଟକଣା ନାହିଁ: ଇରାନ

    13956
    Nov 05, 2026
  • ବର୍ଷକ ମଧ୍ୟରେ ଚିନି ଦର ୧୨ରୁ ୧୩ ଟଙ୍କା ବୃଦ୍ଧି

    14482
    Nov 05, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In