Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, November 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନିଧି ରାଜଦାନଙ୍କ ସହ ବିବାହ ବନ୍ଧନରେ ...

  • ଜାତିସଂଘରେ ଭାରତର ଅସନ୍ତୋଷ: ...

  • ବିରୋଧୀଙ୍କୁ ନିଶାଣ କରି ଏହା କହିଲେ ମୋଦୀ

  • କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ...

  • ଲାଞ୍ଜିଗଡ଼ ସ୍ଥିତ ଭିଏଏମ୍ଏଲ୍ ଦକ୍ଷତା ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ‘ଧନତେରସ୍ ...

  • ଶିଶୁମାନଙ୍କ ପାଇଁ ମୌଳିକ ଭେଣ୍ଟିଲେସନ୍‌ ...

  • ନାଭିଗେସନ ଉପଗ୍ରହ ଏନ୍‌ଭିଏସ୍-୦୩ର ...

  • ୬ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ...

  • ଜାନୁଆରୀ ୨୫ ରୁ ଫେବୃଆରୀ ୨୮ ପର୍ଯ୍ୟନ୍ତ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଗୁଗଲ୍‍ ଉପରେ ୯୩୬ କୋଟି ଜୋରିମାନା, ଜାଣନ୍ତୁ କାହିଁକ?

ଗୁଗଲ୍‍ ଉପରେ ୯୩୬ କୋଟି ଜୋରିମାନା, ଜାଣନ୍ତୁ କାହିଁକ?

2022-10-26 08:59:58
14316
Share:
Facebook
Twitter
E-Mail
WhatsApp
Telegram
ଗୁଗଲ୍‍ ଉପରେ ୯୩୬ କୋଟି ଜୋରିମାନା, ଜାଣନ୍ତୁ କାହିଁକ?

ନୂଆଦିଲ୍ଲୀ: ଅସାଧୁ ବ୍ୟବସାୟିକ ନୀତି ପାଇଁ କମ୍ପିଟିସନ କମିଶନ ଅଫ ଇଣ୍ଡିଆ (ସିସିଆଇ) ଗୁଗୁଲ ଉପରେ ୯୩୬.୪୪ କୋଟି ଟଙ୍କା ଜୋରିମାନା କରିଛନ୍ତି। ସପ୍ତାହେରୁ କମ୍‍ ସମୟ ମଧ୍ୟରେ ଗୁଗଲ ଉପରେ ଏହା ଦ୍ୱିତୀୟ ବୃହତ ଜୋରିମାନା ହୋଇଛି। ଏଥିସହିତ କମ୍ପାନୀ ଅସାଧୁ ବ୍ୟବସାୟିକ କାର୍ୟ୍ୟକଳାପ ତୁରନ୍ତ ବନ୍ଦ କରିବା ଏବଂ ସେଥିରୁ ନିବୃତ୍ତ ରହିବା ସହିତ ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ନିରୋଧୀ ପ୍ରସଙ୍ଗଗୁଡିକର ସମାଧାନ କରିବାକୁ ସିସିଆଇ ନିର୍ଦେଶ ଦେିଛି। ସୂଚନାଯୋଗ୍ୟ ଯେ ଚଳିତ ଅକ୍ଟୋବର ୨୦ ତାରିଖରେ ସିସିଆଇ ପକ୍ଷରୁ ଗୁଗଲ୍‍ ଉପରେ ୧୩୩୭.୭୬ କୋଟି ଟଙ୍କା ଜୋରିମାନା କରାଯାଇଥିଲା। ଆଣ୍ଡ୍ରଏଡ ମୋବାଇଲ ହ୍ୟାଣ୍ଡ୍‍ସେଟକୁ ନେଇ ବିଶ୍ୱର ଅନେକ ବଜାରେ ଗୁଗଲ ଆଧିପତ୍ୟ ଜାହିର କରୁଥିବାବେଳେ କମ୍ପାନୀ ସେହି ସ୍ଥିତିର ଅପବ୍ୟବହାର କରୁଥିବା ଅଭିଯୋଗରେ ସିସିଆଇ ଏଭଳି ନିର୍ଦେଶ ଦେବା ସହିତ ଉକ୍ତ କମ୍ପାନୀ ବିଭିନ୍ନ ଅସାଧୁ ବ୍ୟବସାୟିକ କାର୍ୟ୍ୟକଳାପରୁ ଦୂରେଇ ରହିବାକୁ କହିଥିଲା।
ସିସିଆଇ ପକ୍ଷରୁ  କୁହାଯାଇଛି ଯେ ପ୍ଲେ ଷ୍ଟୋର ନୀତି ନେଇ ଗୁଗଲ ନିଜ ଆଧିପତ୍ୟର ଦୁରୂପଯୋଗ କରିଥିବାରୁ ତାହା ଉପରେ ୯୩୬.୪୪ କୋଟି ଟଙ୍କା ଜୋରିମାନା କରାଯାଇଛି। ଜୋରିମାନା ସହିତ ସିସିଆଇ କହିଛି ଯେ ଆପ୍‍ ଡେଭଲପରମାନେ କୌଣସି ତୃତୀୟ ପକ୍ଷ ବିଲିଂ/ପେମେଣ୍ଟ ପ୍ରୋସେସିଂ ସେବାକୁ ଆପ୍‍ କ୍ରୟ ନିମନ୍ତେ ବ୍ୟବହାର କରିବା ଉପରେ ଗୁଗଲ କଟକଣା ଲଗାଇବା ଅନୁଚିତ। ନ୍ୟୁଜ କଣ୍ଟେଣ୍ଟ ଏବଂ ସ୍ମାର୍ଟ ଟିଭି ଆଦିକୁ ନେଇ ଗୁଗଲ ପକ୍ଷରୁ ପ୍ରତିଦ୍ୱନ୍ଦ୍ୱିତା ନିରୋଧୀ କାର୍ୟ୍ୟଭ୍ୟାସ ସମେତ ଏହା ବିରୋଧରେ ଆସିଥିବା ଅନ୍ୟାନ୍ୟ ଅଭିଯୋଗ ଉପରେ ମଧ୍ୟ ସିସିଆଇ ପକ୍ଷରୁ ତଦନ୍ତ ଜାରି ରହିଛି। ଏହା ପୂର୍ବରୁ ୨୦୧୮ରେ ଭାରତୀୟ ବଜାରରେ ଅନ୍‍ଲାଇନ ସର୍ଚ୍ଚ କ୍ଷେତ୍ରରେ ଅସାଧୁ ବ୍ୟବସାୟିକ କାର୍ୟ୍ୟକଳାପ ପାଇଁ ସିସିଆଇ ଗୁଗଲ ଉପରେ ୧୩୬ କୋଟି ଟଙ୍କା ଜୋରିମାନା କରିଥିଲା।

Powered by Froala Editor

Tags fine on google

Related articles Odisha News Lens 4.1

  • ଶିଶୁମାନଙ୍କ ପାଇଁ ମୌଳିକ ଭେଣ୍ଟିଲେସନ୍‌ କର୍ମଶାଳା- ଆଇଏପି ଓଡ଼ିପେଡିକନ୍‌ ୨୦୨୬ର ଏକ ...
    ବାଣିଜ୍ୟ

    ଶିଶୁମାନଙ୍କ ପାଇଁ ମୌଳିକ ଭେଣ୍ଟିଲେସନ୍‌ କର୍ମଶାଳା- ଆଇଏପି ଓଡ଼ିପେଡିକନ୍‌ ୨୦୨୬ର ଏକ ...

    13558
    Oct 31, 2026
  •  ୬ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ ତଥା ଏସଆଇଆର ତାରିଖ ପରିବର୍ତ୍ତନ
    ଦେଶ-ଦେଶାନ୍ତର

    ୬ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ ତଥା ଏସଆଇଆର ତାରିଖ ପରିବର୍ତ୍ତନ

    15251
    Oct 31, 2026
  • ଲାଞ୍ଜିଗଡ଼ ସ୍ଥିତ ଭିଏଏମ୍ଏଲ୍ ଦକ୍ଷତା କେନ୍ଦ୍ରର ସଦ୍ୟତମ ବ୍ୟାଚ୍ ଅଗ୍ରଣୀ ...
    ବାଣିଜ୍ୟ

    ଲାଞ୍ଜିଗଡ଼ ସ୍ଥିତ ଭିଏଏମ୍ଏଲ୍ ଦକ୍ଷତା କେନ୍ଦ୍ରର ସଦ୍ୟତମ ବ୍ୟାଚ୍ ଅଗ୍ରଣୀ ...

    15519
    Oct 31, 2026
  •  ଜାତିସଂଘରେ ଭାରତର ଅସନ୍ତୋଷ: ମାନବାଧିକାରକୁ ରାଜନୈତିକ ଅସ୍ତ୍ର ଭାବେ ବ୍ୟବହାର ...
    ଦେଶ-ଦେଶାନ୍ତର

    ଜାତିସଂଘରେ ଭାରତର ଅସନ୍ତୋଷ: ମାନବାଧିକାରକୁ ରାଜନୈତିକ ଅସ୍ତ୍ର ଭାବେ ବ୍ୟବହାର ...

    13629
    Nov 01, 2026
  • ଖିମଜୀ ଜୁଏଲର୍ସ  ପକ୍ଷରୁ ‘ଧନତେରସ୍ ଧନବର୍ଷା’ ଉନ୍ମୋଚିତ, ସମଗ୍ର କଲେକ୍ସନସ୍ ଉପରେ ...
    ବାଣିଜ୍ୟ

    ଖିମଜୀ ଜୁଏଲର୍ସ ପକ୍ଷରୁ ‘ଧନତେରସ୍ ଧନବର୍ଷା’ ଉନ୍ମୋଚିତ, ସମଗ୍ର କଲେକ୍ସନସ୍ ଉପରେ ...

    13811
    Oct 31, 2026
  • ଜାନୁଆରୀ ୨୫ ରୁ ଫେବୃଆରୀ ୨୮ ପର୍ଯ୍ୟନ୍ତ ଦେଶରେ କରାଯିବ ଜନଗଣନା
    ଦେଶ-ଦେଶାନ୍ତର

    ଜାନୁଆରୀ ୨୫ ରୁ ଫେବୃଆରୀ ୨୮ ପର୍ଯ୍ୟନ୍ତ ଦେଶରେ କରାଯିବ ଜନଗଣନା

    14211
    Oct 31, 2026
  • ନାଭିଗେସନ ଉପଗ୍ରହ ଏନ୍‌ଭିଏସ୍-୦୩ର ସଫଳତାର ସହ ମହାକାଶକୁ ପ୍ରକ୍ଷେପଣ
    ଦେଶ-ଦେଶାନ୍ତର

    ନାଭିଗେସନ ଉପଗ୍ରହ ଏନ୍‌ଭିଏସ୍-୦୩ର ସଫଳତାର ସହ ମହାକାଶକୁ ପ୍ରକ୍ଷେପଣ

    14861
    Oct 31, 2026
  • ବିରୋଧୀଙ୍କୁ ନିଶାଣ କରି ଏହା କହିଲେ ମୋଦୀ
    ଦେଶ-ଦେଶାନ୍ତର

    ବିରୋଧୀଙ୍କୁ ନିଶାଣ କରି ଏହା କହିଲେ ମୋଦୀ

    13692
    Nov 01, 2026
  •  କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ
    ବିଶେଷ

    କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    14396
    Nov 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୬ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ ତଥା ଏସଆଇଆର ତାରିଖ ପରିବର୍ତ୍ତନ

    15251
    Oct 31, 2026
  • ବାଣିଜ୍ୟ

    ଶିଶୁମାନଙ୍କ ପାଇଁ ମୌଳିକ ଭେଣ୍ଟିଲେସନ୍‌ କର୍ମଶାଳା- ଆଇଏପି ଓଡ଼ିପେଡିକନ୍‌ ୨୦୨୬ର ଏକ ପ୍ରାକ୍‌-ସମ୍ମିଳନୀ କର୍ମଶାଳା

    13558
    Oct 31, 2026
  • ଦେଶ-ଦେଶାନ୍ତର

    ଜାନୁଆରୀ ୨୫ ରୁ ଫେବୃଆରୀ ୨୮ ପର୍ଯ୍ୟନ୍ତ ଦେଶରେ କରାଯିବ ଜନଗଣନା

    14211
    Oct 31, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17242
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17940
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17883
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18306
    Sep 06, 2023

ବିଶେଷ

  • କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    14396
    Nov 01, 2026
  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

    15580
    Oct 30, 2026
  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

    14888
    Oct 27, 2026
  • ଶୀତରେ ଶରୀରକୁ ଗରମ ରଖିବ ଏହି ଖାଦ୍ୟ, ଆଜି ହିଁ ଡାଇଟ୍‌ରେ କରନ୍ତୁ ସାମିଲ

    16080
    Oct 26, 2026
  • ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ

    15007
    Oct 25, 2026

ବାଣିଜ୍ୟ

ଲାଞ୍ଜିଗଡ଼ ସ୍ଥିତ ଭିଏଏମ୍ଏଲ୍ ଦକ୍ଷତା କେନ୍ଦ୍ରର ସଦ୍ୟତମ ବ୍ୟାଚ୍ ଅଗ୍ରଣୀ କମ୍ପାନୀଗୁଡ଼ିକରେ ନିଯୁକ୍ତି ସୁନିଶ୍ଚିତ କରିଛି

ଭୁବନେଶ୍ୱର : ଯୁବ ସଶକ୍ତିକରଣ, ଗ୍ରାମୀଣ ବିକାଶ ଏବଂ ସ୍ଥାୟୀ ଜୀବିକା ସୃଷ୍ଟି ପ୍ରତି ନିଜର ପ୍ରତିବଦ୍ଧତାକୁ ସୁଦୃଢ଼ କରି ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ ନିଜର ଲାଞ୍ଜିଗଡ ସ୍ଥିତ ବେଦାନ୍ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ‘ଧନତେରସ୍ ଧନବର୍ଷା’ ଉନ୍ମୋଚିତ, ସମଗ୍ର କଲେକ୍ସନସ୍ ଉପରେ ଉତ୍ସବ ଅଫର ବର୍ଷା

    13811
    Oct 31, 2026
  • ଶିଶୁମାନଙ୍କ ପାଇଁ ମୌଳିକ ଭେଣ୍ଟିଲେସନ୍‌ କର୍ମଶାଳା- ଆଇଏପି ଓଡ଼ିପେଡିକନ୍‌ ୨୦୨୬ର ଏକ ପ୍ରାକ୍‌-ସମ୍ମିଳନୀ କର୍ମଶାଳା

    13558
    Oct 31, 2026
  • କିଓରବେ ଦ୍ଵାରା ପରିଚାଳିତ ଶ୍ରୀ ଉଷା ଡାଏଗ୍ନୋଷ୍ଟିକ୍ସ ସ୍ତନ କର୍କଟ ସଚେତନତା ମାସ ନିମନ୍ତେ ଟଙ୍କପାଣି ରୋଡ କୋଠାକୁ ଗୋଲାପି ରଙ୍ଗରେ ଆଲୋକିତ କଲା

    15174
    Oct 26, 2026
  • ଆମୱେ ଇଣ୍ଡିଆ ବ୍ରହ୍ମପୁର ଓ ବାଲେଶ୍ୱରରେ ନବୀକୃତ ଓ ଉନ୍ନୀତ ଷ୍ଟୋରଗୁଡିକ ଖୋଲିଲା

    16107
    Oct 26, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନିଧି ରାଜଦାନଙ୍କ ସହ ବିବାହ ବନ୍ଧନରେ ବାନ୍ଧି ହେଲେ ଓମାର ଅବଦୁଲ୍ଲା

    13892
    Nov 01, 2026
  • ୬ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ ତଥା ଏସଆଇଆର ତାରିଖ ପରିବର୍ତ୍ତନ

    15251
    Oct 31, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ‘ଧନତେରସ୍ ଧନବର୍ଷା’ ଉନ୍ମୋଚିତ, ସମଗ୍ର କଲେକ୍ସନସ୍ ଉପରେ ଉତ୍ସବ ଅଫର ବର୍ଷା

    13811
    Oct 31, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In