Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, June 02, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସୁପ୍ରିମକୋର୍ଟରେ ଶପଥ ନେଲେ ୫ ନୂଆ ...

  • କଳା କୋଟ୍ ସହ ଧଳା ସାର୍ଟ ଲୁକ୍ ପଛର ରାଜ୍ ...

  • ଖୁବଶୀଘ୍ର କେରଳ ଛୁଇଁବ ମୌସୁମୀ

  • ସିବିଏସଇ ୱେବସାଇଟ୍ ଖୋଲୁନି; ବର୍ଷିଲେ ...

  • ପଶ୍ଚିମବଙ୍ଗରେ ବିଜେପି ସରକାରଙ୍କ ପ୍ରଥମ ...

  • ବୃଦ୍ଧି ହେଲା ବାଣିଜ୍ୟିକ ସିଲିଣ୍ଡର ...

  • ​ଆଇପିଏଲ୍‌ ମୁକୁଟ ବଜାୟ ରଖିଲା ରୋୟାଲ ...

  • ଡିକେ ଶିବକୁମାର କର୍ଣ୍ଣାଟକର ପରବର୍ତ୍ତୀ ...

  • ୫ ମହଲା କୋଠା ଭୁଶୁଡ଼ିବା ଦୁର୍ଘଟଣାସ୍ଥଳ ...

  • ଅଭିଷେକ ବାନାର୍ଜୀଙ୍କୁ ଆକ୍ରମଣ ଘଟଣା, ...

Home ›› ››ମାଲ୍‌ଗାଡି ଦୁର୍ଘଟଣାଗ୍ରସ୍ତ : ଧାରଣାଚ୍ୟୁତ ହେଲା ୫୩ ୱାଗନ

ମାଲ୍‌ଗାଡି ଦୁର୍ଘଟଣାଗ୍ରସ୍ତ : ଧାରଣାଚ୍ୟୁତ ହେଲା ୫୩ ୱାଗନ

2022-10-26 18:05:09
15589
Share:
Facebook
Twitter
E-Mail
WhatsApp
Telegram
ମାଲ୍‌ଗାଡି ଦୁର୍ଘଟଣାଗ୍ରସ୍ତ : ଧାରଣାଚ୍ୟୁତ ହେଲା ୫୩ ୱାଗନ

ଝାଡଖଣ୍ଡର କୋଡର୍ମା ନିକଟରେ ବଡ ଦୁର୍ଘଟଣା ହୋଇଛି। ପୂର୍ବ କେନ୍ଦ୍ରୀୟ ରେଳବାଇର ଗୟା-ଧାନବାଦ ସେକ୍‌ସନ୍‌ରେ କୋଇଲା ନେଇ ଯାଉଥିବା ଗୋଟାଏ ମାଲ୍‌ଗାଡ଼ିର ୫୮ଟି ୱାଗନ୍‌ରୁ ୫୩ଟି ୱାଗନ୍‌ ଧାରଣାଚ୍ୟୁତ ହେବାରୁ ଡଜନାଧିକ ‌ଦୂରଗାମୀ ଯାତ୍ରୀବାହୀ ଟ୍ରେନ୍‌ଗୁଡ଼ିକର ଗତିପଥ ପରିବର୍ତ୍ତନ କରାଯାଇଛି। ଏହି ପୂରା ଘଟଣାର ଭିଡିଓ ଏବେ ସୋଶାଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।

ସରକାରୀ ଅଧିକାରୀମାନଙ୍କ କହିବା ଅନୁସାରେ, ଏହି ଦୁର୍ଘଟଣାରେ କେହି ମୃତାହତ ‌ହୋଇଥିବା କଥା ହଠାତ୍‌ ଜଣାପଡ଼ିନାହିଁ। ପାହାଡ଼ିଆ ଅଞ୍ଚଳ ଅତିକ୍ରମ କରୁଥିବା ବେଳେ ବ୍ରେକ୍‌ କାମ ନ କରିବାରୁ ମାଲ୍‌ଗାଡ଼ି ଗୋଟାଏ ବିଜୁଳି ଖୁଣ୍ଟରେ ଧକ୍କା ଖାଇବା ପରେ ଧାରଣାଚ୍ୟୁତ ହୋଇଛି। ଏହାକୁ ନେଇ ଷ୍ଟେସନରେ ଆତଙ୍କ ଖେଳିଯାଇଛି। ରେଳ ଷ୍ଟେସନରେ ଉପସ୍ଥିତ ଥିବା କିଛି ଯାତ୍ରୀ ଟ୍ରେନ୍‌ର ଏଭଳି ଅବସ୍ଥା ଦେଖି ଭୟଭୀତ ହୋଇପଡିଛନ୍ତି।

ସେପଟେ ଟ୍ରେନ୍ ଲାଇନଚ୍ୟୁତ ହେବା ପରେ ଏହି ଲାଇନ୍‌ରେ ଅପ୍ ଆଣ୍ଡ ଡାଇନ୍ ଟ୍ରେନ୍ ଚଳାଚଳରେ ବାଧା ସୃଷ୍ଟି ହୋଇଛି। ବରବାଡିହ, ଗୟା, ନେସୁଚବୋ ଗୋମୋ ଓ ଧାନବାଦର ଏକ ଅଧିକାରୀଙ୍କ ଟିମ୍ ଘଟଣାସ୍ଥଳରେ ପହଞ୍ଚିଛି।



Powered by Froala Editor

Tags train

Related articles Odisha News Lens 4.1

  • ୫ ମହଲା କୋଠା ଭୁଶୁଡ଼ିବା ଦୁର୍ଘଟଣାସ୍ଥଳ ପରିଦର୍ଶନ କଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ୫ ମହଲା କୋଠା ଭୁଶୁଡ଼ିବା ଦୁର୍ଘଟଣାସ୍ଥଳ ପରିଦର୍ଶନ କଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

    14342
    May 31, 2026
  • ସିବିଏସଇ ୱେବସାଇଟ୍  ଖୋଲୁନି; ବର୍ଷିଲେ ଛାତ୍ରଛାତ୍ରୀ
    ଦେଶ-ଦେଶାନ୍ତର

    ସିବିଏସଇ ୱେବସାଇଟ୍ ଖୋଲୁନି; ବର୍ଷିଲେ ଛାତ୍ରଛାତ୍ରୀ

    14009
    Jun 02, 2026
  • ଅଭିଷେକ ବାନାର୍ଜୀଙ୍କୁ ଆକ୍ରମଣ ଘଟଣା, ଗିରଫ ହେଲେ ୫
    ଦେଶ-ଦେଶାନ୍ତର

    ଅଭିଷେକ ବାନାର୍ଜୀଙ୍କୁ ଆକ୍ରମଣ ଘଟଣା, ଗିରଫ ହେଲେ ୫

    14280
    May 31, 2026
  • ସୁପ୍ରିମକୋର୍ଟରେ ଶପଥ ନେଲେ ୫ ନୂଆ ବିଚାରପତି
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ ଶପଥ ନେଲେ ୫ ନୂଆ ବିଚାରପତି

    14543
    Jun 02, 2026
  • ପଶ୍ଚିମବଙ୍ଗରେ ବିଜେପି ସରକାରଙ୍କ ପ୍ରଥମ କ୍ୟାବିନେଟ୍ ବିସ୍ତାର, ୩୫ ଜଣ ନୂତନ ମନ୍ତ୍ରୀ ...
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗରେ ବିଜେପି ସରକାରଙ୍କ ପ୍ରଥମ କ୍ୟାବିନେଟ୍ ବିସ୍ତାର, ୩୫ ଜଣ ନୂତନ ମନ୍ତ୍ରୀ ...

    14204
    Jun 01, 2026
  • ଖୁବଶୀଘ୍ର କେରଳ ଛୁଇଁବ ମୌସୁମୀ
    ଦେଶ-ଦେଶାନ୍ତର

    ଖୁବଶୀଘ୍ର କେରଳ ଛୁଇଁବ ମୌସୁମୀ

    14133
    Jun 02, 2026
  •  ବୃଦ୍ଧି ହେଲା ବାଣିଜ୍ୟିକ ସିଲିଣ୍ଡର ମୂଲ୍ୟ
    ଦେଶ-ଦେଶାନ୍ତର

    ବୃଦ୍ଧି ହେଲା ବାଣିଜ୍ୟିକ ସିଲିଣ୍ଡର ମୂଲ୍ୟ

    14316
    Jun 01, 2026
  • ଡିକେ ଶିବକୁମାର କର୍ଣ୍ଣାଟକର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ଡିକେ ଶିବକୁମାର କର୍ଣ୍ଣାଟକର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ

    15926
    May 31, 2026
  • କଳା କୋଟ୍ ସହ ଧଳା ସାର୍ଟ ଲୁକ୍ ପଛର ରାଜ୍ କହିଲେ ଥାଲାପତି
    ଦେଶ-ଦେଶାନ୍ତର

    କଳା କୋଟ୍ ସହ ଧଳା ସାର୍ଟ ଲୁକ୍ ପଛର ରାଜ୍ କହିଲେ ଥାଲାପତି

    15471
    Jun 02, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସିବିଏସଇ ୱେବସାଇଟ୍ ଖୋଲୁନି; ବର୍ଷିଲେ ଛାତ୍ରଛାତ୍ରୀ

    14009
    Jun 02, 2026
  • ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ ଶପଥ ନେଲେ ୫ ନୂଆ ବିଚାରପତି

    14543
    Jun 02, 2026
  • ଦେଶ-ଦେଶାନ୍ତର

    ଖୁବଶୀଘ୍ର କେରଳ ଛୁଇଁବ ମୌସୁମୀ

    14133
    Jun 02, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16899
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17519
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17569
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17956
    Sep 06, 2023

ବିଶେଷ

  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    14983
    May 31, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    15096
    May 30, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14813
    May 29, 2026
  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    15400
    May 27, 2026
  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14979
    May 26, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15445
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15191
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15672
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14012
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଡିକେ ଶିବକୁମାର କର୍ଣ୍ଣାଟକର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ

    15926
    May 31, 2026
  • ଅଭିଷେକ ବାନାର୍ଜୀଙ୍କୁ ଆକ୍ରମଣ ଘଟଣା, ଗିରଫ ହେଲେ ୫

    14280
    May 31, 2026
  • ସିବିଏସଇ ୱେବସାଇଟ୍ ଖୋଲୁନି; ବର୍ଷିଲେ ଛାତ୍ରଛାତ୍ରୀ

    14009
    Jun 02, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In