Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, July 29, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ...

  • ଲୋକସଭାରେ ପାରିତ ହେଲା ଆଣ୍ଟି ପେପର ଲିକ୍ ...

  • ଜାପାନରେ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ

  • ଆସାମରେ ଭୟଙ୍କର ବନ୍ୟା ପରିସ୍ଥିତି: ସଲମାନ ...

  • ସରକାରଙ୍କୁ କ୍ଷମା ମାଗିଲା ମେଟା, ଜାଣନ୍ତୁ ...

  • ରାଜଧାନୀ ମହିଳାଙ୍କ ପାଇଁ ବଡ ଖବର, ପ୍ରତି ...

  • PUC ନିୟମରେ ବଡ଼ ପରିବର୍ତ୍ତନ ହେବ, ବୈଧତା ୩ ...

  • CJP ଆନ୍ଦୋଳନରେ ସୁପ୍ରିମକୋର୍ଟଙ୍କ ଟିପ୍ପଣୀ ...

  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ...

  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ରାସାୟନିକ କମ୍ପାନୀରେ ବଏଲର ବିସ୍ଫୋରଣ : ୩ ମୃତ, ୧୨ ଆହତ

ରାସାୟନିକ କମ୍ପାନୀରେ ବଏଲର ବିସ୍ଫୋରଣ : ୩ ମୃତ, ୧୨ ଆହତ

2022-10-26 19:49:26
15710
Share:
Facebook
Twitter
E-Mail
WhatsApp
Telegram
ରାସାୟନିକ କମ୍ପାନୀରେ ବଏଲର ବିସ୍ଫୋରଣ : ୩ ମୃତ, ୧୨ ଆହତ

ମହାରାଷ୍ଟ୍ରର ପାଲଘରଠାରେ ଥିବା ଏକ ରାସାୟନିକ କମ୍ପାନୀରେ ଅଗ୍ନିକାଣ୍ଡ ଘଟି ତିନି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୨ ଜଣ ଆହତ ହୋଇଛନ୍ତି । ଦମକଳ ଗାଡି ପହଞ୍ଚିଥିବା ବେଳେ ନିଆଁକୁ ଆୟତ୍ତ କରିବା ପାଇଁ ଉଦ୍ୟମ ଆରମ୍ଭ ହୋଇଛି। ମଧ୍ୟାହ୍ନ ପରେ ନିଆଁ ଲାଗିଥିଲା, ଫଳରେ ଫ୍ୟାକ୍ଟ୍ରି ଭିତରେ କର୍ମଚାରୀ ଫଶି ରହିଥିବାର ଆଶଙ୍କା କରାଯାଉଛି।

ପାଲଘର ଜିଲ୍ଲାର ବୋଇସର ଏମଆଇଡିସି ଅଞ୍ଚଳରେ ବଏଲର ବିସ୍ଫୋରଣ ହେବାରୁ ଉକ୍ତ ରାସାୟନିକ କମ୍ପାନୀରେ ନିଆଁ ଲାଗିଯାଇଥିଲା । ପୁଲିସ ପକ୍ଷରୁ କୁହାଯାଇଛି ଯେ ଅପରାହ୍ଣ ୪ଟା ୧୫ ମିନିଟ୍ ବେଳେ ସହରର ତାରାପୁର-ବୋଇସର ଅଂଚଳରେ ଥିବା ଭାଗେରିଆ ଇଣ୍ଡଷ୍ଟ୍ରିଜର ଏକ ରାସାୟନିକ କାରଖାନାରେ ନିଆଁ ଲାଗିଥିଲା ।

ଦମକଳ ବିଭାଗ ନିଆଁ ଲିଭାଇବାକୁ ଉଦ୍ୟମ କରୁଛି, ଯାହା ଦ୍ୱାରା ଭିତରେ ଅଟକି ରହିଥିବା ଲୋକଙ୍କୁ ବାହାରକୁ ବାହାର କରାଯାଇ ପାରିବ ବୋଲି ଅଧିକାରୀ କହିଛନ୍ତି। ସେପଟେ ମଧ୍ୟପ୍ରଦେଶ ଖରଗୋନ ଜିଲ୍ଲାରେ ବୁଧବାର ସକାଳେ ବିପିସିଏଲର ଏକ ପେଟ୍ରୋଲ ଟ୍ୟାଙ୍କର ଓଲଟି ପଡିବା ସହ ନିଆଁ ଲାଗିଯାଇଥିଲା। ପେଟ୍ରୋଲ ଟାଙ୍କିରେ ବିସ୍ପୋରଣ ହେବା ଯୋଗୁ ନିକଟରେ ଥିବା ଜନୈକା ଯୁବତୀଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା।

Powered by Froala Editor

Tags palghar

Related articles Odisha News Lens 4.1

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ...

    13525
    Jul 29, 2026
  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....
    ବିଶେଷ

    ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    13981
    Jul 28, 2026
  • ଆସାମରେ ଭୟଙ୍କର ବନ୍ୟା ପରିସ୍ଥିତି: ସଲମାନ ଖାନ୍ ପଠାଇଲେ ରିଲିଫ୍
    ଦେଶ-ଦେଶାନ୍ତର

    ଆସାମରେ ଭୟଙ୍କର ବନ୍ୟା ପରିସ୍ଥିତି: ସଲମାନ ଖାନ୍ ପଠାଇଲେ ରିଲିଫ୍

    13911
    Jul 29, 2026
  • ଜାପାନରେ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ
    ଦେଶ-ଦେଶାନ୍ତର

    ଜାପାନରେ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ

    14502
    Jul 29, 2026
  • PUC ନିୟମରେ ବଡ଼ ପରିବର୍ତ୍ତନ ହେବ, ବୈଧତା ୩ ବର୍ଷ ପର୍ଯ୍ୟନ୍ତ କରାଯାଇପାରେ
    ଦେଶ-ଦେଶାନ୍ତର

    PUC ନିୟମରେ ବଡ଼ ପରିବର୍ତ୍ତନ ହେବ, ବୈଧତା ୩ ବର୍ଷ ପର୍ଯ୍ୟନ୍ତ କରାଯାଇପାରେ

    14333
    Jul 28, 2026
  • CJP ଆନ୍ଦୋଳନରେ ସୁପ୍ରିମକୋର୍ଟଙ୍କ ଟିପ୍ପଣୀ : 'ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ସାମ୍ବିଧାନିକ ...
    ଦେଶ-ଦେଶାନ୍ତର

    CJP ଆନ୍ଦୋଳନରେ ସୁପ୍ରିମକୋର୍ଟଙ୍କ ଟିପ୍ପଣୀ : 'ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ସାମ୍ବିଧାନିକ ...

    13941
    Jul 28, 2026
  • ରାଜଧାନୀ ମହିଳାଙ୍କ ପାଇଁ ବଡ ଖବର, ପ୍ରତି ମାସରେ ୨,୫୦୦ ଟଙ୍କା ପାଇବେ ମହିଳା
    ଦେଶ-ଦେଶାନ୍ତର

    ରାଜଧାନୀ ମହିଳାଙ୍କ ପାଇଁ ବଡ ଖବର, ପ୍ରତି ମାସରେ ୨,୫୦୦ ଟଙ୍କା ପାଇବେ ମହିଳା

    14196
    Jul 28, 2026
  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ...
    ବାଣିଜ୍ୟ

    କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ...

    14736
    Jul 28, 2026
  • ଲୋକସଭାରେ ପାରିତ ହେଲା ଆଣ୍ଟି ପେପର ଲିକ୍ ସଂଶୋଧନ ବିଲ୍
    ଦେଶ-ଦେଶାନ୍ତର

    ଲୋକସଭାରେ ପାରିତ ହେଲା ଆଣ୍ଟି ପେପର ଲିକ୍ ସଂଶୋଧନ ବିଲ୍

    15244
    Jul 29, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ସହାୟତାକୁ ବ୍ୟାପକ କରିଛି

    13525
    Jul 29, 2026
  • ଦେଶ-ଦେଶାନ୍ତର

    PUC ନିୟମରେ ବଡ଼ ପରିବର୍ତ୍ତନ ହେବ, ବୈଧତା ୩ ବର୍ଷ ପର୍ଯ୍ୟନ୍ତ କରାଯାଇପାରେ

    14333
    Jul 28, 2026
  • ଦେଶ-ଦେଶାନ୍ତର

    ସରକାରଙ୍କୁ କ୍ଷମା ମାଗିଲା ମେଟା, ଜାଣନ୍ତୁ କାହିଁକି ?

    14735
    Jul 28, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17005
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17610
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17663
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18062
    Sep 06, 2023

ବିଶେଷ

  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    13981
    Jul 28, 2026
  • ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ଜାଣନ୍ତୁ.....

    15640
    Jul 27, 2026
  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15783
    Jul 25, 2026
  • ଗର୍ଲଫ୍ରେଣ୍ଡ ସହ କେମିତି କରିବେ ପ୍ରଥମ କଥାବାର୍ତ୍ତା ଜାଣନ୍ତୁ...

    15436
    Jul 22, 2026
  • କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ଫାଇଦା

    16095
    Jul 21, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ସହାୟତାକୁ ବ୍ୟାପକ କରିଛି

ଭୁବନେଶ୍ୱର, ୨୮/୦୭/୨୦୨୬ : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ଏହାର ସହାୟତା ପଦକ୍ଷେପକୁ ବ୍ୟାପକ କରିଛି, ଯାହା ସମାବେଶୀ ...

  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

    14736
    Jul 28, 2026
  • ଫିକା ପଡିବ ସୁନାର ଚମକ

    14050
    Jul 27, 2026
  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି

    15758
    Jul 23, 2026
  • ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା

    15939
    Jul 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    13981
    Jul 28, 2026
  • ସରକାରଙ୍କୁ କ୍ଷମା ମାଗିଲା ମେଟା, ଜାଣନ୍ତୁ କାହିଁକି ?

    14735
    Jul 28, 2026
  • ଆସାମରେ ଭୟଙ୍କର ବନ୍ୟା ପରିସ୍ଥିତି: ସଲମାନ ଖାନ୍ ପଠାଇଲେ ରିଲିଫ୍

    13911
    Jul 29, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In