Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, June 24, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସନ୍ଧ୍ୟାରେ ବୁଲିବାକୁ ଯାଇ ହଜିଗଲେ ବୃଦ୍ଧ, ...

  • ‘ରେଟ୍ରୋ’ ଅଡିଓ ଲଞ୍ଚ ବେଳେ ବିଜୟ ଦେଇଥିଲେ ...

  • ଦଲଜିତଙ୍କ ସହ ହାନିଆଙ୍କୁ ଦେଖି ଖପ୍ପା ...

  • ଇସ୍ରାଏଲକୁ ଦଣ୍ଡ ଦେବା ପାଇଁ ଶପଥ : ଖାମନେଇ

  • ଝିଅର ନିଟ୍‍ ପରୀକ୍ଷାରେ ମାର୍କ କମ୍‍ ଥିଲା ...

  • ରାସନ୍‌ ଦୋକାନରେ ହଙ୍ଗାମା: ଗେଟ୍‌ ଭାଙ୍ଗି ...

  • ଭୟଙ୍କର ରୋଗ ପରେ ବି କାମ କରିବାକୁ ପଡୁଛି : ...

  • ‘ଅନୁପମା’ର ସେଟ୍‌ରେ ଅଗ୍ନିକାଣ୍ଡ

  • ରାତିରେ ଏହି ଖାଦ୍ୟ ଖାଇଲେ ଭୋଗିବେ ...

  • ଶରୀରରେ ଆଲର୍ଜି ହେବାକୁ ଦେଇ ନଥାଏ କଲରା

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ବଢିବାରେ ଲାଗିଛି ପରମାଣୁ ଆକ୍ରମଣ ଆଶଙ୍କା, ମୁଣ୍ଡବିନ୍ଧାର କାରଣ ହୋଇଛି ଡାର୍ଟି ବମ

ବଢିବାରେ ଲାଗିଛି ପରମାଣୁ ଆକ୍ରମଣ ଆଶଙ୍କା, ମୁଣ୍ଡବିନ୍ଧାର କାରଣ ହୋଇଛି ଡାର୍ଟି ବମ

2022-10-27 07:53:25
14627
Share:
Facebook
Twitter
E-Mail
WhatsApp
Telegram
ବଢିବାରେ ଲାଗିଛି ପରମାଣୁ ଆକ୍ରମଣ ଆଶଙ୍କା, ମୁଣ୍ଡବିନ୍ଧାର କାରଣ ହୋଇଛି ଡାର୍ଟି ବମ

ରୁଷ: ରୁଷ-ୟୁକ୍ରେନ ଯୁଦ୍ଧ ଭିତରେ ପରମାଣୁ ଆକ୍ରମଣ ଆଶଙ୍କା ବଢିବାରେ ଲାଗିଛି । କିଛି ଦିନ ହେବ ୟୁକ୍ରେନ ଉପରେ ପରମାଣୁ ଆକ୍ରମଣ କରିବା ନେଇ ବାରମ୍ବାର ରୁଷ ଧମକଚମକ ଦେଇ ଆସୁଛି । ଏହା ଭିତରେ କିନ୍ତୁ ରୁଷର ମୁଣ୍ଡବିନ୍ଧାର କାରଣ ହୋଇଛି ଡାର୍ଟି ବମ୍ । ରୁଷ ସେନା ଓ ରୁଷ ଅକ୍ତିଆର କରିଥିବା ସ୍ଥାନମାନଙ୍କରେ ୟୁକ୍ରେନ ଡାର୍ଟି ବମର ପ୍ରୟୋଗ କରୁଥିବା ଅଭିଯୋଗ ଆଣିଛି ରୁଷ । ଏହା ଭିତରେ ଆମେରିକା ରୁଷକୁ ପୁଣି ଥରେ ଚେତାବନୀ ଦେଇ କହିଛନ୍ତି କି ଯଦି ରୁଷ ପରମାଣୁ ଆକ୍ରମଣ କରେ ଏହାର ବଡ ପରିଣାମ ଭୋଗିବାକୁ ପଡିବ ।

ରୁଷ ପ୍ରତିରକ୍ଷାମନ୍ତ୍ରୀ ଅଭିଯୋଗ କରିଛନ୍ତି ରୁଷ ସେନା ଅକ୍ତିଆର କରିଥିବା ସ୍ଥାନରେ ୟୁକ୍ରେନ ଡାର୍ଟି ବୋମାରେ ଆକ୍ରମଣ କରୁଛି । ରୁଷ ପ୍ରତିରକ୍ଷାମନ୍ତ୍ରୀ ସଗେଇ ଶୋଝୁଙ୍ଗ ୟୁକ୍ରେନ ଉପରେ ଏହି ଅଭିଯୋଗ ଆଣିବା ସହ ବ୍ରିଟେନ, ଫ୍ରାନ୍ସ ଓ ତୁର୍କୀର ନେତାଙ୍କୁ ଫୋନରେ ଏହି ସମ୍ବନ୍ଧରେ ଜଣାଇଛନ୍ତି । ଏଥିସହ ଆମେରିକା ପ୍ରତିରକ୍ଷାମନ୍ତ୍ରୀ ଲାଏଡ ଆଷ୍ଟିନଙ୍କୁ ମଧ୍ୟ ଏହା ବିଷୟରେ ଅବଗତ କରାଇଛି ରୁଷ । କେବଳ ୟୁକ୍ରେନ ଉପରେ ରୁଷ ଅଭିଯୋଗ ଆଣିନି ବରଂ ଏକଥା ମଧ୍ୟ କହିଛି ୟୁକ୍ରେନ ନାଟୋ ଇସାରାରେ ଏଭଳି କରୁଛି । ୟୁକ୍ରେନ ମଧ୍ୟ ରୁଷର ଏହି ଅଭିଯୋଗକୁ ଖଣ୍ଡନ କରିଛି  । ଘଟଣାକୁ ନେଇ ମିଳିତ ଜାତିସଂଘର ପରମାଣୁ ନୀରିକ୍ଷଣ ସଂସ୍ଥା ଆଇ.ଇ.ଏ କହିଛି ରୁଷ ଯେଉଁ ଅଭିଯୋଗ ୟୁକ୍ରେନ ଉପରେ ଆଣୁଛି ତାର ପ୍ରମାଣ କିଛି ବି ଉପସ୍ଥାପନ କରୁନି । ତେଣୁ ନାଟୋ ଏହାକୁ ଖାରଜ କରୁଛି ।
ସେପଟେ ରୁଷର ଅଭିଯୋଗକୁ ଖଣ୍ଡନ କରିଛନ୍ତି ୟୁକ୍ରେନ ରାଷ୍ଟ୍ରପତି ଭୋଲଡମୀର ଜେଲେନସ୍କି । ଜେଲେନସ୍କି କହିଛନ୍ତି , ଏଭଳି ମିଛ ଅଭିଯୋଗ ଆଣିବା ପଛରେ ରୁଷର ଏକ ବଡ ଷଡଯନ୍ତ୍ର ରହିଛି । ପୁଟିନ ୟୁକ୍ରେନ ଉପରେ ପରମାଣୁ ଆକ୍ରମଣ କରିବାକୁ ଯୋଜନା କରୁଛି । ତେଣୁ ଏଭଳି ମିଛ ଅଭିଯୋଗ ଆଣି ପାଲଟା ଆକ୍ରମଣରେ ପରମାଣୁ ହତିଆର ବ୍ୟବହାର କରିବାକୁ ପ୍ଲାନ କରୁଛନ୍ତି ରୁଷ ରାଷ୍ଟ୍ରପତି ପୁଟିନ ।

ରୁଷକୁ କଡ଼ା ଚେତାବନୀ ଦେଇଛି ଆମେରିକା । ରାଷ୍ଟ୍ରପତି ଜୋ ବାଇଡେନ କହିଛନ୍ତି ରୁଷର ଏଭଳି ଅଭିଯୋଗ ଭିତିହୀନ ଓ ନିଜର ଷଡଯନ୍ତ୍ରକୁ ସଫଳ କରିବା ପାଇଁ ଏଭଳି ମିଛ ଅଭିଯୋଗ କରୁଛି ରୁଷ । ଏଥିସହ ଆମେରିକା କହିଛି ଯୁଦ୍ଧ ଭିତରେ ଯଦି ରୁଷ ପରମାଣୁ ଆକ୍ରମଣ କରେ ତେବେ ଏହାର ବଡ ପରିଣାମ ରୁଷକୁ ଭୋଗିବାକୁ ପଡିବ ।
ପ୍ରାୟ ୮ମାସରୁ ଅଧିକ ସମୟ ହେବ ରୁଷ-ୟୁକ୍ରେନ ମଧ୍ୟରେ ଚାଲିଛି ଯୁଦ୍ଧ । ଚଳିତବର୍ଷ ଫେବୃଆରୀ ମାସରୁ ଆରମ୍ଭ ହୋଇଥିବା ଏହି ଯୁଦ୍ଧରେ କେତେ କଣ ଯେ କ୍ଷତି ହୋଇଛି ତାକୁ ଆକଳନ କରିବା ଏକ ପ୍ରକାର ମୁସ୍କିଲ । ଉଭୟ ଦେଶ ସହୁଛନ୍ତି ଅଗଣିତ କ୍ଷତି । ଏହା ଭିତରେ ଡାର୍ଟି ବମକୁ ନେଇ ଶକ୍ତିଶାଳୀ ରୁଷ କୁଆଡେ ଭୟଭୀତ ହୋଇପଡିଛି ।

Powered by Froala Editor

Tags Dirty bom

Related articles Odisha News Lens 4.1

  • ‘ରେଟ୍ରୋ’ ଅଡିଓ ଲଞ୍ଚ ବେଳେ ବିଜୟ ଦେଇଥିଲେ ବିବାଦୀୟ ବୟାନ, ଏବେ ମାମଲା ରୁଜୁ
    ମନୋରଞ୍ଜନ

    ‘ରେଟ୍ରୋ’ ଅଡିଓ ଲଞ୍ଚ ବେଳେ ବିଜୟ ଦେଇଥିଲେ ବିବାଦୀୟ ବୟାନ, ଏବେ ମାମଲା ରୁଜୁ

    14813
    Jun 24, 2025
  • ଝିଅର ନିଟ୍‍ ପରୀକ୍ଷାରେ ମାର୍କ କମ୍‍ ଥିଲା ବୋଲି ନୃସଂଶ ଭାବେ ପିଟି ପିଟି ହତ୍ୟା କଲେ ...
    ଦେଶ-ଦେଶାନ୍ତର

    ଝିଅର ନିଟ୍‍ ପରୀକ୍ଷାରେ ମାର୍କ କମ୍‍ ଥିଲା ବୋଲି ନୃସଂଶ ଭାବେ ପିଟି ପିଟି ହତ୍ୟା କଲେ ...

    15374
    Jun 23, 2025
  • ‘ଅନୁପମା’ର ସେଟ୍‌ରେ ଅଗ୍ନିକାଣ୍ଡ
    ମନୋରଞ୍ଜନ

    ‘ଅନୁପମା’ର ସେଟ୍‌ରେ ଅଗ୍ନିକାଣ୍ଡ

    15405
    Jun 23, 2025
  • ଦଲଜିତଙ୍କ ସହ ହାନିଆଙ୍କୁ ଦେଖି ଖପ୍ପା ହେଲେ ଦର୍ଶକ
    ମନୋରଞ୍ଜନ

    ଦଲଜିତଙ୍କ ସହ ହାନିଆଙ୍କୁ ଦେଖି ଖପ୍ପା ହେଲେ ଦର୍ଶକ

    13770
    Jun 24, 2025
  • ଭୟଙ୍କର ରୋଗ ପରେ ବି କାମ କରିବାକୁ ପଡୁଛି : ସଲମାନ
    ମନୋରଞ୍ଜନ

    ଭୟଙ୍କର ରୋଗ ପରେ ବି କାମ କରିବାକୁ ପଡୁଛି : ସଲମାନ

    14060
    Jun 23, 2025
  • ଶରୀରରେ ଆଲର୍ଜି ହେବାକୁ ଦେଇ ନଥାଏ କଲରା
    ବିଶେଷ

    ଶରୀରରେ ଆଲର୍ଜି ହେବାକୁ ଦେଇ ନଥାଏ କଲରା

    15063
    Jun 23, 2025
  • ରାସନ୍‌ ଦୋକାନରେ ହଙ୍ଗାମା: ଗେଟ୍‌ ଭାଙ୍ଗି ଅନିୟନ୍ତ୍ରିତ ହୋଇ ପଶିଲେ ଲୋକେ
    ଦେଶ-ଦେଶାନ୍ତର

    ରାସନ୍‌ ଦୋକାନରେ ହଙ୍ଗାମା: ଗେଟ୍‌ ଭାଙ୍ଗି ଅନିୟନ୍ତ୍ରିତ ହୋଇ ପଶିଲେ ଲୋକେ

    15235
    Jun 23, 2025
  • ଇସ୍ରାଏଲକୁ ଦଣ୍ଡ ଦେବା ପାଇଁ ଶପଥ : ଖାମନେଇ
    ଦେଶ-ଦେଶାନ୍ତର

    ଇସ୍ରାଏଲକୁ ଦଣ୍ଡ ଦେବା ପାଇଁ ଶପଥ : ଖାମନେଇ

    14637
    Jun 23, 2025
  • ରାତିରେ ଏହି ଖାଦ୍ୟ ଖାଇଲେ ଭୋଗିବେ ସାଂଘାତିକ ଅବସ୍ଥା
    ବିଶେଷ

    ରାତିରେ ଏହି ଖାଦ୍ୟ ଖାଇଲେ ଭୋଗିବେ ସାଂଘାତିକ ଅବସ୍ଥା

    15737
    Jun 23, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଶରୀରରେ ଆଲର୍ଜି ହେବାକୁ ଦେଇ ନଥାଏ କଲରା

    15063
    Jun 23, 2025
  • ଜିଲ୍ଲା ପରିକ୍ରମା

    ସନ୍ଧ୍ୟାରେ ବୁଲିବାକୁ ଯାଇ ହଜିଗଲେ ବୃଦ୍ଧ, ୧୪ ମାସ ପରେ ଏମିତି ମିଳିଲେ...

    13833
    Jun 24, 2025
  • ଦେଶ-ଦେଶାନ୍ତର

    ଇସ୍ରାଏଲକୁ ଦଣ୍ଡ ଦେବା ପାଇଁ ଶପଥ : ଖାମନେଇ

    14637
    Jun 23, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16707
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17013
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15508
    Apr 03, 2021

ବିଶେଷ

  • ରାତିରେ ଏହି ଖାଦ୍ୟ ଖାଇଲେ ଭୋଗିବେ ସାଂଘାତିକ ଅବସ୍ଥା

    15737
    Jun 23, 2025
  • ଶରୀରରେ ଆଲର୍ଜି ହେବାକୁ ଦେଇ ନଥାଏ କଲରା

    15063
    Jun 23, 2025
  • ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି

    15934
    Jun 22, 2025
  • ଆଶ୍ଚର୍ଯ୍ୟ: ଲିଟର ପିଛା ଗୋଲାପ ତେଲର ଦାମ୍ ୧୩ ଲକ୍ଷ ଟଙ୍କା

    14526
    Jun 21, 2025
  • ଦାମ୍ପତ୍ୟ ଜୀବନରେ ଖୁସି ରହିବେ କେମିତି ଜାଣନ୍ତୁ ?

    14790
    Jun 19, 2025

ବାଣିଜ୍ୟ

ଏସିୟାନ୍ ପେଣ୍ଟସ୍ ନେଇଆସିଛି ‘ରୋୟାଲ୍ ଗ୍ଲିଟ୍ସ – ଟ୍ରିବ୍ୟୁଟ୍ ଟୁ ଓଡିଶା’ ସ୍ପେସିଆଲ୍ ଏଡିସନ୍ ପ୍ୟାକ୍

ଭୁବନେଶ୍ୱର : ଓଡିଶାରେ ପାରମ୍ପରିକତା କେବଳ ସଂରକ୍ଷିତ ହୋଇନଥାଏ, ସେହିଟି ଲୋକଙ୍କ ଦୈନନ୍ଦିନ ଜୀବନ, ପାର୍ବଣ, ଓ ଅଭିବ୍ୟକ୍ତିର ଅଂଶ ଅଟୁଟ ଭାବରେ ରହିଛି। ଘୁମୁରା ନୃତ୍ୟର ଗାମ୍ଭୀର୍ୟପୂର୍ଣ୍ଣ ପଦକ୍ଷେପରୁ ଆରମ୍ଭ କରି ...

  • ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି

    14998
    Jun 19, 2025
  • ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ନୁ୍ୟଟ୍ରିଲାଇଟ ଟ୍ରପିଲ ପ୍ରୋଟେକ୍ଟ

    14821
    Jun 19, 2025
  • ଓଡ଼ିଶାରେ ଚକ୍ଷୁ ଚିକିତ୍ସାର ଅଗ୍ରଦୂତ: ଏଲଭିପିଇଆଇ ଭୁବନେଶ୍ୱର ତରଫରୁ ଆରମ୍ଭ ହୋଇଛି ଆଭ୍ୟନ୍ତରୀଣ ଜେନେଟିକ୍ ପରୀକ୍ଷଣ ସହିତ ବଂଶାନୁକ୍ରମିକ ରେଟିନା ଡିଷ୍ଟ୍ରୋଫି କ୍ଲିନିକ୍

    14823
    Jun 19, 2025
  • ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ୍ ଘୋଷଣା

    13793
    Jun 17, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ‘ଅନୁପମା’ର ସେଟ୍‌ରେ ଅଗ୍ନିକାଣ୍ଡ

    15405
    Jun 23, 2025
  • ଭୟଙ୍କର ରୋଗ ପରେ ବି କାମ କରିବାକୁ ପଡୁଛି : ସଲମାନ

    14060
    Jun 23, 2025
  • ସନ୍ଧ୍ୟାରେ ବୁଲିବାକୁ ଯାଇ ହଜିଗଲେ ବୃଦ୍ଧ, ୧୪ ମାସ ପରେ ଏମିତି ମିଳିଲେ...

    13833
    Jun 24, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In