Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, June 13, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନିୟମିତ ପଢାପଢି କରୁଥିବା ବ୍ୟକ୍ତିଙ୍କ ...

  • ମମତା ବାନାର୍ଜୀଙ୍କୁ ଆଉ ଏକ ଝଟକା, ଜାଣନ୍ତୁ ...

  • ନିଟ୍‌ ପରୀକ୍ଷା ସମୟ ଅବଧି ୧୯୫ ମିନିଟ୍‌କୁ ...

  • ଯୁଦ୍ଧକୁ ନେଇ ବଡ ବୟାନ ଦେଲେ ଟ୍ରମ୍ପ, ଇରାନ ...

  • ଓମାନ ଉପକୂଳରେ ଜାହାଜ ଆକ୍ରମଣ: ୩ ଜଣଙ୍କ ...

  • ରାଜ୍ୟସଭା ସଦସ୍ୟତାରୁ ସାଂସଦ ପ୍ରକାଶ ...

  • ୪୩୦୦ ଖସିଲା ସୁନା ଦର

  • ଗୁରୁ ରନ୍ଧାୱାଙ୍କ "୨୪ ଆୱାର୍ସ ଫିଟନେସ୍" ...

  • ବିବାଦ ପରେ ଇନଷ୍ଟା ଆକାଉଣ୍ଟ ଡିଲିଟ କଲେ ...

  • ପୁଣି ଥରେ ଉତ୍ତେଜନା, ହୋର୍ମୁଜ ବନ୍ଦ କଲା ...

Home ›› ››ବଢିବାରେ ଲାଗିଛି ପରମାଣୁ ଆକ୍ରମଣ ଆଶଙ୍କା, ମୁଣ୍ଡବିନ୍ଧାର କାରଣ ହୋଇଛି ଡାର୍ଟି ବମ

ବଢିବାରେ ଲାଗିଛି ପରମାଣୁ ଆକ୍ରମଣ ଆଶଙ୍କା, ମୁଣ୍ଡବିନ୍ଧାର କାରଣ ହୋଇଛି ଡାର୍ଟି ବମ

2022-10-27 07:53:25
14694
Share:
Facebook
Twitter
E-Mail
WhatsApp
Telegram
ବଢିବାରେ ଲାଗିଛି ପରମାଣୁ ଆକ୍ରମଣ ଆଶଙ୍କା, ମୁଣ୍ଡବିନ୍ଧାର କାରଣ ହୋଇଛି ଡାର୍ଟି ବମ

ରୁଷ: ରୁଷ-ୟୁକ୍ରେନ ଯୁଦ୍ଧ ଭିତରେ ପରମାଣୁ ଆକ୍ରମଣ ଆଶଙ୍କା ବଢିବାରେ ଲାଗିଛି । କିଛି ଦିନ ହେବ ୟୁକ୍ରେନ ଉପରେ ପରମାଣୁ ଆକ୍ରମଣ କରିବା ନେଇ ବାରମ୍ବାର ରୁଷ ଧମକଚମକ ଦେଇ ଆସୁଛି । ଏହା ଭିତରେ କିନ୍ତୁ ରୁଷର ମୁଣ୍ଡବିନ୍ଧାର କାରଣ ହୋଇଛି ଡାର୍ଟି ବମ୍ । ରୁଷ ସେନା ଓ ରୁଷ ଅକ୍ତିଆର କରିଥିବା ସ୍ଥାନମାନଙ୍କରେ ୟୁକ୍ରେନ ଡାର୍ଟି ବମର ପ୍ରୟୋଗ କରୁଥିବା ଅଭିଯୋଗ ଆଣିଛି ରୁଷ । ଏହା ଭିତରେ ଆମେରିକା ରୁଷକୁ ପୁଣି ଥରେ ଚେତାବନୀ ଦେଇ କହିଛନ୍ତି କି ଯଦି ରୁଷ ପରମାଣୁ ଆକ୍ରମଣ କରେ ଏହାର ବଡ ପରିଣାମ ଭୋଗିବାକୁ ପଡିବ ।

ରୁଷ ପ୍ରତିରକ୍ଷାମନ୍ତ୍ରୀ ଅଭିଯୋଗ କରିଛନ୍ତି ରୁଷ ସେନା ଅକ୍ତିଆର କରିଥିବା ସ୍ଥାନରେ ୟୁକ୍ରେନ ଡାର୍ଟି ବୋମାରେ ଆକ୍ରମଣ କରୁଛି । ରୁଷ ପ୍ରତିରକ୍ଷାମନ୍ତ୍ରୀ ସଗେଇ ଶୋଝୁଙ୍ଗ ୟୁକ୍ରେନ ଉପରେ ଏହି ଅଭିଯୋଗ ଆଣିବା ସହ ବ୍ରିଟେନ, ଫ୍ରାନ୍ସ ଓ ତୁର୍କୀର ନେତାଙ୍କୁ ଫୋନରେ ଏହି ସମ୍ବନ୍ଧରେ ଜଣାଇଛନ୍ତି । ଏଥିସହ ଆମେରିକା ପ୍ରତିରକ୍ଷାମନ୍ତ୍ରୀ ଲାଏଡ ଆଷ୍ଟିନଙ୍କୁ ମଧ୍ୟ ଏହା ବିଷୟରେ ଅବଗତ କରାଇଛି ରୁଷ । କେବଳ ୟୁକ୍ରେନ ଉପରେ ରୁଷ ଅଭିଯୋଗ ଆଣିନି ବରଂ ଏକଥା ମଧ୍ୟ କହିଛି ୟୁକ୍ରେନ ନାଟୋ ଇସାରାରେ ଏଭଳି କରୁଛି । ୟୁକ୍ରେନ ମଧ୍ୟ ରୁଷର ଏହି ଅଭିଯୋଗକୁ ଖଣ୍ଡନ କରିଛି  । ଘଟଣାକୁ ନେଇ ମିଳିତ ଜାତିସଂଘର ପରମାଣୁ ନୀରିକ୍ଷଣ ସଂସ୍ଥା ଆଇ.ଇ.ଏ କହିଛି ରୁଷ ଯେଉଁ ଅଭିଯୋଗ ୟୁକ୍ରେନ ଉପରେ ଆଣୁଛି ତାର ପ୍ରମାଣ କିଛି ବି ଉପସ୍ଥାପନ କରୁନି । ତେଣୁ ନାଟୋ ଏହାକୁ ଖାରଜ କରୁଛି ।
ସେପଟେ ରୁଷର ଅଭିଯୋଗକୁ ଖଣ୍ଡନ କରିଛନ୍ତି ୟୁକ୍ରେନ ରାଷ୍ଟ୍ରପତି ଭୋଲଡମୀର ଜେଲେନସ୍କି । ଜେଲେନସ୍କି କହିଛନ୍ତି , ଏଭଳି ମିଛ ଅଭିଯୋଗ ଆଣିବା ପଛରେ ରୁଷର ଏକ ବଡ ଷଡଯନ୍ତ୍ର ରହିଛି । ପୁଟିନ ୟୁକ୍ରେନ ଉପରେ ପରମାଣୁ ଆକ୍ରମଣ କରିବାକୁ ଯୋଜନା କରୁଛି । ତେଣୁ ଏଭଳି ମିଛ ଅଭିଯୋଗ ଆଣି ପାଲଟା ଆକ୍ରମଣରେ ପରମାଣୁ ହତିଆର ବ୍ୟବହାର କରିବାକୁ ପ୍ଲାନ କରୁଛନ୍ତି ରୁଷ ରାଷ୍ଟ୍ରପତି ପୁଟିନ ।

ରୁଷକୁ କଡ଼ା ଚେତାବନୀ ଦେଇଛି ଆମେରିକା । ରାଷ୍ଟ୍ରପତି ଜୋ ବାଇଡେନ କହିଛନ୍ତି ରୁଷର ଏଭଳି ଅଭିଯୋଗ ଭିତିହୀନ ଓ ନିଜର ଷଡଯନ୍ତ୍ରକୁ ସଫଳ କରିବା ପାଇଁ ଏଭଳି ମିଛ ଅଭିଯୋଗ କରୁଛି ରୁଷ । ଏଥିସହ ଆମେରିକା କହିଛି ଯୁଦ୍ଧ ଭିତରେ ଯଦି ରୁଷ ପରମାଣୁ ଆକ୍ରମଣ କରେ ତେବେ ଏହାର ବଡ ପରିଣାମ ରୁଷକୁ ଭୋଗିବାକୁ ପଡିବ ।
ପ୍ରାୟ ୮ମାସରୁ ଅଧିକ ସମୟ ହେବ ରୁଷ-ୟୁକ୍ରେନ ମଧ୍ୟରେ ଚାଲିଛି ଯୁଦ୍ଧ । ଚଳିତବର୍ଷ ଫେବୃଆରୀ ମାସରୁ ଆରମ୍ଭ ହୋଇଥିବା ଏହି ଯୁଦ୍ଧରେ କେତେ କଣ ଯେ କ୍ଷତି ହୋଇଛି ତାକୁ ଆକଳନ କରିବା ଏକ ପ୍ରକାର ମୁସ୍କିଲ । ଉଭୟ ଦେଶ ସହୁଛନ୍ତି ଅଗଣିତ କ୍ଷତି । ଏହା ଭିତରେ ଡାର୍ଟି ବମକୁ ନେଇ ଶକ୍ତିଶାଳୀ ରୁଷ କୁଆଡେ ଭୟଭୀତ ହୋଇପଡିଛି ।

Powered by Froala Editor

Tags Dirty bom

Related articles Odisha News Lens 4.1

  • ରାଜ୍ୟସଭା ସଦସ୍ୟତାରୁ ସାଂସଦ ପ୍ରକାଶ ଚିକ୍ ବାରାଇକଙ୍କ ଇସ୍ତଫା
    ଦେଶ-ଦେଶାନ୍ତର

    ରାଜ୍ୟସଭା ସଦସ୍ୟତାରୁ ସାଂସଦ ପ୍ରକାଶ ଚିକ୍ ବାରାଇକଙ୍କ ଇସ୍ତଫା

    13312
    Jun 11, 2026
  • ନିଟ୍‌ ପରୀକ୍ଷା ସମୟ ଅବଧି ୧୯୫ ମିନିଟ୍‌କୁ ବୃଦ୍ଧି
    ଦେଶ-ଦେଶାନ୍ତର

    ନିଟ୍‌ ପରୀକ୍ଷା ସମୟ ଅବଧି ୧୯୫ ମିନିଟ୍‌କୁ ବୃଦ୍ଧି

    14222
    Jun 12, 2026
  • ୪୩୦୦ ଖସିଲା ସୁନା ଦର
    ଦେଶ-ଦେଶାନ୍ତର

    ୪୩୦୦ ଖସିଲା ସୁନା ଦର

    14122
    Jun 11, 2026
  • ଓମାନ ଉପକୂଳରେ ଜାହାଜ ଆକ୍ରମଣ: ୩ ଜଣଙ୍କ ମିଳୁନି ପତ୍ତା
    ଦେଶ-ଦେଶାନ୍ତର

    ଓମାନ ଉପକୂଳରେ ଜାହାଜ ଆକ୍ରମଣ: ୩ ଜଣଙ୍କ ମିଳୁନି ପତ୍ତା

    13971
    Jun 11, 2026
  • ନିୟମିତ ପଢାପଢି କରୁଥିବା ବ୍ୟକ୍ତିଙ୍କ ପାଖରେ ବଢ଼ିଥାଏ କାର୍ଯ୍ୟଦକ୍ଷତା
    ବିଶେଷ

    ନିୟମିତ ପଢାପଢି କରୁଥିବା ବ୍ୟକ୍ତିଙ୍କ ପାଖରେ ବଢ଼ିଥାଏ କାର୍ଯ୍ୟଦକ୍ଷତା

    14925
    Jun 13, 2026
  • ପୁଣି ଥରେ ଉତ୍ତେଜନା, ହୋର୍ମୁଜ ବନ୍ଦ କଲା ଇରାନ
    ଦେଶ-ଦେଶାନ୍ତର

    ପୁଣି ଥରେ ଉତ୍ତେଜନା, ହୋର୍ମୁଜ ବନ୍ଦ କଲା ଇରାନ

    13609
    Jun 11, 2026
  • ଯୁଦ୍ଧକୁ ନେଇ ବଡ ବୟାନ ଦେଲେ ଟ୍ରମ୍ପ, ଇରାନ ଉପରେ ଆକ୍ରମଣ କରିବନି ଆମେରିକା
    ଦେଶ-ଦେଶାନ୍ତର

    ଯୁଦ୍ଧକୁ ନେଇ ବଡ ବୟାନ ଦେଲେ ଟ୍ରମ୍ପ, ଇରାନ ଉପରେ ଆକ୍ରମଣ କରିବନି ଆମେରିକା

    13802
    Jun 12, 2026
  • ମମତା ବାନାର୍ଜୀଙ୍କୁ ଆଉ ଏକ ଝଟକା, ଜାଣନ୍ତୁ କ’ଣ?
    ଦେଶ-ଦେଶାନ୍ତର

    ମମତା ବାନାର୍ଜୀଙ୍କୁ ଆଉ ଏକ ଝଟକା, ଜାଣନ୍ତୁ କ’ଣ?

    14188
    Jun 12, 2026
  • ବିବାଦ ପରେ ଇନଷ୍ଟା ଆକାଉଣ୍ଟ ଡିଲିଟ କଲେ ପ୍ରଣିତ
    ମନୋରଞ୍ଜନ

    ବିବାଦ ପରେ ଇନଷ୍ଟା ଆକାଉଣ୍ଟ ଡିଲିଟ କଲେ ପ୍ରଣିତ

    15294
    Jun 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ବିବାଦ ପରେ ଇନଷ୍ଟା ଆକାଉଣ୍ଟ ଡିଲିଟ କଲେ ପ୍ରଣିତ

    15294
    Jun 11, 2026
  • ବିଶେଷ

    ନିୟମିତ ପଢାପଢି କରୁଥିବା ବ୍ୟକ୍ତିଙ୍କ ପାଖରେ ବଢ଼ିଥାଏ କାର୍ଯ୍ୟଦକ୍ଷତା

    14925
    Jun 13, 2026
  • ଦେଶ-ଦେଶାନ୍ତର

    ନିଟ୍‌ ପରୀକ୍ଷା ସମୟ ଅବଧି ୧୯୫ ମିନିଟ୍‌କୁ ବୃଦ୍ଧି

    14222
    Jun 12, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16922
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17541
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17589
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17981
    Sep 06, 2023

ବିଶେଷ

  • ନିୟମିତ ପଢାପଢି କରୁଥିବା ବ୍ୟକ୍ତିଙ୍କ ପାଖରେ ବଢ଼ିଥାଏ କାର୍ଯ୍ୟଦକ୍ଷତା

    14925
    Jun 13, 2026
  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13541
    Jun 10, 2026
  • ଥାଇରଏଡ୍‌କୁ ସୁସ୍ଥ କରିବା ପାଇଁ ଯୋଗ ନିହାତି ଜରୁରୀ

    15420
    Jun 09, 2026
  • ଶରୀରରେ ରକ୍ତ କମିଯାଉଥିଲେ ଖାଆନ୍ତୁ ଏହି ଖାଦ୍ୟ

    14209
    Jun 07, 2026
  • ଏହି ମସଲା ଖାଇଲେ ହେବନି ପେଟ ଗରମ

    14102
    Jun 05, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15464
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15209
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15693
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14036
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଗୁରୁ ରନ୍ଧାୱାଙ୍କ "୨୪ ଆୱାର୍ସ ଫିଟନେସ୍" ଜିମ୍‌ରେ ଗୁଳିମାଡ଼

    14860
    Jun 11, 2026
  • ରାଜ୍ୟସଭା ସଦସ୍ୟତାରୁ ସାଂସଦ ପ୍ରକାଶ ଚିକ୍ ବାରାଇକଙ୍କ ଇସ୍ତଫା

    13312
    Jun 11, 2026
  • ନିୟମିତ ପଢାପଢି କରୁଥିବା ବ୍ୟକ୍ତିଙ୍କ ପାଖରେ ବଢ଼ିଥାଏ କାର୍ଯ୍ୟଦକ୍ଷତା

    14925
    Jun 13, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In