Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, April 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଲଦାଖକୁ ମିଳିଲା ସ୍ବତନ୍ତ୍ର ଆଧାର ପରିଚୟ

  • ଗାୟିକା ଆଶା ଭୋସଲେଙ୍କର ପରଲୋକ

  • ମୁକ୍ତିଲାଭ ପୂର୍ବରୁ ଲିକ୍ ହେଲା ‘ଜନ ...

  • ଏଚ୍‌ଆଇଭି ଇଞ୍ଜେକସନ୍ ଫୋଡିଦେଲା ବୋଲି ...

  • ପ୍ରଥମ ଥର ଏନ୍‌କ୍ଲୋଜର ବାହାରେ ୪ଟି ଚିତା ...

  • ଆଶା ଭୋସଲେଙ୍କୁ ହୃଦଘାତ

  • ଦୁଇଚକିଆ ପେଟ୍ରୋଲ ଯାନ ଉପରେ ଲାଗିବ ରୋକ୍

  • ପଶ୍ଚିମବଙ୍ଗରେ ଏକ ବଡ଼ ରାଜନୈତିକ ...

  • ହିଙ୍ଗୋଲି ଜିଲ୍ଲାରେ ୪.୭ ତୀବ୍ରତାର ...

  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ...

ରାଜ୍ୟ
Home ›› ରାଜ୍ୟ ››ସୋମବାରଠାରୁ ହୋମ ଡେଲିଭରି ମାଧ୍ୟମରେ ପାଇପାରିବେ ମଦ

ସୋମବାରଠାରୁ ହୋମ ଡେଲିଭରି ମାଧ୍ୟମରେ ପାଇପାରିବେ ମଦ

2021-05-16 06:56:16
14942
Share:
Facebook
Twitter
E-Mail
WhatsApp
Telegram
ସୋମବାରଠାରୁ ହୋମ ଡେଲିଭରି ମାଧ୍ୟମରେ ପାଇପାରିବେ ମଦ


ଭୁବନେଶ୍ୱର : ଲକଡାଉନରେ ମଦର ହୋମ ଡେଲିଭରି ପାଇଁ ଅବକାରୀ ବିଭାଗ ଅନୁମତି ପ୍ରଦାନ କରିବା ପରେ ଖୋର୍ଦ୍ଧା ଜିଲ୍ଲାରେ ଆରମ୍ଭ ହେବାକୁ ଯାଉଛି । ଖୋର୍ଦ୍ଧା ଜିଲ୍ଲାପାଳ ଏ ହୋମ ଡେଲିଭରି ପାଇଁ ଅନୁମତି ପ୍ରଦାନ କରିଛନ୍ତି । ସୋମବାରଠାରୁ ଭୁବନେଶ୍ୱର ସହର ସମେତ ଖୋର୍ଦ୍ଧା ଜିଲ୍ଲାରେ ଲୋକ ହୋମ ଡେଲିଭରି ମାଧ୍ୟମରେ ମଦ ପାଇପାରିବେ । ଓଡ଼ିଶା ରାଜ୍ୟ ପାନୀୟ ନିଗମ (ଓଏସବିସି) ୱେବସାଇଟକୁ ଯାଇ ସେଠାରେ ଉପଲବ୍ଧ ହୋମ ଡେଲିଭରି ଅପନସକୁ କ୍ଲିକ କଲେ ମଦ ଦୋକାନର ନାଁ ଏବଂ ନମ୍ବର ଉପଲବ୍ଧ ରହିଛି । ସେହି ନମ୍ବରରେ ଫୋନ କରି ଅର୍ଡର କଲେ ଡେଲିଭରି ବଏ ଘରେ ନେଇ ମଦ ପହଞ୍ଚାଇପାରିବେ । ସୋମବାରଠାରୁ ଶୁକ୍ରବାର ପର୍ଯ୍ୟନ୍ତ ସକାଳ ୭ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ହୋମ ଡେଲିଭରି ହେବ । ସଟଡାଉନରେ ମଦ ଦୋକାନ ବନ୍ଦ ରହିବ । ସେହିପରି କଣ୍ଟେନମେଣ୍ଟ ଜୋନରେ ଥିବା ମଦ ଦୋକାନ ବନ୍ଦ ରହିବ ବୋଲି ଜଣାପଡ଼ିଛି । ମିଳିଥିବା ସୂଚନା ଅନୁସାରେ, ମଦର ହୋମ ଡେଲିଭରି ପାଇଁ ଅବକାରୀ ବିଭାଗ ସଚିବ ଗତ ୧୩ ତାରିଖରେ ଅବକାରୀ କମିସନରଙ୍କୁ ଅନୁମତି ପ୍ରଦାନ କରିଥିଲେ । ଜିଲ୍ଲାପାଳମାନେ ନିଜ ନିଜ ଅଞ୍ଚଳର ସ୍ଥିତି ଦେଖି ହୋମ ଡେଲିଭରି ପାଇଁ ଅନୁମତି ଦେଇପାରିବେବୋଲି ଚିଠିରେ ଉଲ୍ଲେଖ ରହିଥିଲା । ଖୋର୍ଦ୍ଧା ଜିଲ୍ଲାପାଳ ଅନୁମତି ପ୍ରଦାନ କରିଛନ୍ତି । ଅଫ ସପ, ଅନ ସପ, ସିଏଲ ଦୋକାନୀ ହୋମ ଡେଲିଭରି କରିପାରିବେ ବୋଲି ଜଣାପଡ଼ିଛି । ସରକାରଙ୍କ ଗାଇଡଲାଇନ ଅନୁସାରେ ଏହି ହୋମ ଡେଲିଭରି ହେବ ବୋଲି ଜଣାପଡ଼ିଛି ।

Powered by Froala Editor

Tags liquior

Related articles Odisha News Lens 4.1

  • ପ୍ରଥମ ଥର ଏନ୍‌କ୍ଲୋଜର ବାହାରେ ୪ଟି ଚିତା ଶାବକ ଜନ୍ମ
    ଦେଶ-ଦେଶାନ୍ତର

    ପ୍ରଥମ ଥର ଏନ୍‌କ୍ଲୋଜର ବାହାରେ ୪ଟି ଚିତା ଶାବକ ଜନ୍ମ

    14623
    Apr 12, 2026
  • ଗାୟିକା ଆଶା ଭୋସଲେଙ୍କର ପରଲୋକ
    ଦେଶ-ଦେଶାନ୍ତର

    ଗାୟିକା ଆଶା ଭୋସଲେଙ୍କର ପରଲୋକ

    13854
    Apr 12, 2026
  • ଦୁଇଚକିଆ ପେଟ୍ରୋଲ ଯାନ ଉପରେ ଲାଗିବ ରୋକ୍
    ଦେଶ-ଦେଶାନ୍ତର

    ଦୁଇଚକିଆ ପେଟ୍ରୋଲ ଯାନ ଉପରେ ଲାଗିବ ରୋକ୍

    15370
    Apr 11, 2026
  • ପଶ୍ଚିମବଙ୍ଗରେ ଏକ ବଡ଼ ରାଜନୈତିକ ମୁକାବିଲା ହେବାକୁ ଯାଉଛି: ମୋଦୀ
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗରେ ଏକ ବଡ଼ ରାଜନୈତିକ ମୁକାବିଲା ହେବାକୁ ଯାଉଛି: ମୋଦୀ

    14600
    Apr 11, 2026
  • ଏଚ୍‌ଆଇଭି ଇଞ୍ଜେକସନ୍ ଫୋଡିଦେଲା ବୋଲି ଆତ୍ମହତ୍ୟା କଲେ ଯୁବତୀ
    ଦେଶ-ଦେଶାନ୍ତର

    ଏଚ୍‌ଆଇଭି ଇଞ୍ଜେକସନ୍ ଫୋଡିଦେଲା ବୋଲି ଆତ୍ମହତ୍ୟା କଲେ ଯୁବତୀ

    13321
    Apr 12, 2026
  • ଆଶା ଭୋସଲେଙ୍କୁ ହୃଦଘାତ
    ମନୋରଞ୍ଜନ

    ଆଶା ଭୋସଲେଙ୍କୁ ହୃଦଘାତ

    13913
    Apr 12, 2026
  • ଲଦାଖକୁ ମିଳିଲା ସ୍ବତନ୍ତ୍ର ଆଧାର ପରିଚୟ
    ଦେଶ-ଦେଶାନ୍ତର

    ଲଦାଖକୁ ମିଳିଲା ସ୍ବତନ୍ତ୍ର ଆଧାର ପରିଚୟ

    13960
    Apr 12, 2026
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....
    ବିଶେଷ

    ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14324
    Apr 11, 2026
  • ହିଙ୍ଗୋଲି ଜିଲ୍ଲାରେ ୪.୭ ତୀବ୍ରତାର ଭୂମିକମ୍ପ ଅନୁଭୂତ
    ଦେଶ-ଦେଶାନ୍ତର

    ହିଙ୍ଗୋଲି ଜିଲ୍ଲାରେ ୪.୭ ତୀବ୍ରତାର ଭୂମିକମ୍ପ ଅନୁଭୂତ

    15447
    Apr 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗରେ ଏକ ବଡ଼ ରାଜନୈତିକ ମୁକାବିଲା ହେବାକୁ ଯାଉଛି: ମୋଦୀ

    14600
    Apr 11, 2026
  • ଦେଶ-ଦେଶାନ୍ତର

    ଗାୟିକା ଆଶା ଭୋସଲେଙ୍କର ପରଲୋକ

    13854
    Apr 12, 2026
  • ବିଶେଷ

    ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14324
    Apr 11, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17413
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17470
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17823
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16299
    Apr 03, 2021

ବିଶେଷ

  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14324
    Apr 11, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15566
    Apr 09, 2026
  • ଭାଙ୍ଗି ଯାଇଥିବା କାଚ ଘରେ ରଖିବା ଶୁଭଙ୍କର ନୁହେଁ

    14420
    Apr 08, 2026
  • ଆଳୁ ରସ କରିବ ତ୍ଵଚାକୁ ଗୋରା

    14605
    Apr 07, 2026
  • ତ୍ୱଚାକୁ ପ୍ରାକୃତିକ ଚମକ ଦେବ ଏହି ଫଳ

    15765
    Apr 06, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15325
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15055
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15559
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13856
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14324
    Apr 11, 2026
  • ଗାୟିକା ଆଶା ଭୋସଲେଙ୍କର ପରଲୋକ

    13854
    Apr 12, 2026
  • ଆଶା ଭୋସଲେଙ୍କୁ ହୃଦଘାତ

    13913
    Apr 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In