Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, June 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପାକିସ୍ତାନୀ ସାମରିକ ଆକ୍ରମଣରେ ୧୩ ମୃତ

  • ପରମାଣୁ ରଣନୀତିରେ ବଡ ପରିବର୍ତ୍ତନ : ୧୨ଟି ...

  • ଇସ୍ରାଏଲ୍ ସେନା ପକ୍ଷରୁ ବଡ଼ଧରଣର ବିମାନ ...

  • ରିଲିଜ୍ ପୂର୍ବରୁ ଦିଲ୍ଲୀରେ ଟିକସମୁକ୍ତ ...

  • ନେହେରୁଙ୍କ ରେକର୍ଡ ଭାଙ୍ଗିଲେ ମୋଦି

  • ମହଙ୍ଗା ସେଲିବ୍ରିଟିଙ୍କ ତାଲିକାରେ ବିରାଟ ...

  • ଇନଷ୍ଟାଗ୍ରାମରେ ‘ବଣ୍ଟଓ୍ବାରା ୧୯୪୭’ର ...

  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ ...

  • ‘ଦୀଘା ଜଗନ୍ନାଥ ଧାମ’ ନାମରୁ ‘ଧାମ’ ଶବ୍ଦ ...

  • ସାବାସ୍ ଚାରୁ, ୨୩ ବର୍ଷରେ ୧୯ ଟି ଚାକିରିରେ ...

Home ›› ››ଶାଶୁ ଘର ଚାବି ଫେରସ୍ତ କରିବାକୁ ବର୍ଷାଙ୍କୁ କୋର୍ଟଙ୍କ ନିର୍ଦ୍ଦେଶ

ଶାଶୁ ଘର ଚାବି ଫେରସ୍ତ କରିବାକୁ ବର୍ଷାଙ୍କୁ କୋର୍ଟଙ୍କ ନିର୍ଦ୍ଦେଶ

2022-10-28 06:23:06
14839
Share:
Facebook
Twitter
E-Mail
WhatsApp
Telegram
ଶାଶୁ ଘର ଚାବି ଫେରସ୍ତ କରିବାକୁ ବର୍ଷାଙ୍କୁ କୋର୍ଟଙ୍କ ନିର୍ଦ୍ଦେଶ

କଟକ: ସାଂସଦ ଅନୁଭବ ମହାନ୍ତି ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ନଭେମ୍ବର ୨ ତାରିଖ ସୁଦ୍ଧା ଶାଶୁ ଘର ଚାବି ଫେରସ୍ତ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହି ଚାବି ଅନୁଭବ କିମ୍ବା ତାଙ୍କ ଓକିଲଙ୍କୁ ପ୍ରଦାନ କରିବାକୁ ଏସ୍‌ଡିଜେଏମ୍ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଯଦି ଅନୁଭବ ଏହି ଚାବିକୁ ଗ୍ରହଣ ନ କରନ୍ତି ତେବେ ସେହି ଚାବିକୁ ବର୍ଷା କୋର୍ଟରେ ଜମା କରିବାକୁ ଏସ୍‌ଡିଜେଏମ୍ କୋର୍ଟ ନିର୍ଦ୍ଦେଶରେ ଉଲ୍ଲେଖ କରିଛନ୍ତି।
କୋର୍ଟଙ୍କ ପୂର୍ବ ଆଦେଶ ସତ୍ତ୍ୱେ ବର୍ଷା ତାଙ୍କ ଶାଶୁଘର ଚାବି ପ୍ରଦାନ ନ କରିବାରୁ ଅନୁଭବ କୋର୍ଟରେ ବର୍ଷାଙ୍କ ବିରୋଧରେ ମାମଲା ରୁଜୁ କରିଥିଲେ। ଉଭୟ ପକ୍ଷଙ୍କୁ ଶୁଣିବା ପରେ ଏହି ନିର୍ଦ୍ଦେଶ ଦେଇଛନ୍ତି ଅଦାଲତ। ଏହାସହ ବର୍ଷା ରୁଜୁ କରିଥିବା ଅନ୍ୟ ୨ ମାମଲାକୁ ମଧ୍ୟ କୋର୍ଟ ଖାରଜ କରି ଦେଇଛନ୍ତି।

ସୋସିଆଲ ମିଡିଆରେ ବିଭିନ୍ନ ମନ୍ତବ୍ୟ ନେଇ ଅନୁଭବ ଭିଡିଓ ସେୟାର କରିଥିଲେ। ଏହା ବର୍ଷାଙ୍କ ପ୍ରତିଷ୍ଠା କ୍ଷୁର୍ଣ୍ଣ କରିଥିବାରୁ ଏହାକୁ ନେଇ ଏକ ମାନହାନୀ ମକଦ୍ଦମା କରିବାକୁ କୋର୍ଟ ଆଦେଶ ଦେବାକୁ ବର୍ଷା ଏସଡିଜେଏମ୍ କୋର୍ଟରେ ଆବେଦନ କରିଥିଲେ। ତେବେ ଏହି ପ୍ରସଙ୍ଗକୁ ନେଇ ପୂର୍ବରୁ ହାଇକୋର୍ଟରେ ମାମଲା ବିଚାରାଧୀନ ଥିବାରୁ ଏହି ଆବେଦନକୁ ଖାରଜ କରି ଦେଇଛନ୍ତି କୋର୍ଟ। ସେହିପରି ବର୍ଷାଙ୍କ ପକ୍ଷରୁ କୋର୍ଟରେ ଆଉ ଏକ ଆବେଦନ କରାଯାଇ ମୂଳ ଆବେଦନରେ କିଛି ସଂଶୋଧନ କରିବାକୁ ପ୍ରାର୍ଥନା କରାଯାଇଥିଲା। ମୂଳ ଆବେଦନରେ ପୁଣିଥରେ ସଂଶୋଧନ କଲେ ଅଯଥା ମାମଲା ବିଳମ୍ବିତ ହେବ ବୋଲି କହିବା ସହ ଆବେଦନକୁ କୋର୍ଟ ଖାରଜ କରିଦେଇଛନ୍ତି।

Powered by Froala Editor

Tags Barsa anubhab

Related articles Odisha News Lens 4.1

  • ପରମାଣୁ ରଣନୀତିରେ ବଡ ପରିବର୍ତ୍ତନ : ୧୨ଟି ପରମାଣୁ ଯୁଦ୍ଧାସ୍ତ୍ରକୁ ଆଇଏନଏସ୍‌ ...
    ଦେଶ-ଦେଶାନ୍ତର

    ପରମାଣୁ ରଣନୀତିରେ ବଡ ପରିବର୍ତ୍ତନ : ୧୨ଟି ପରମାଣୁ ଯୁଦ୍ଧାସ୍ତ୍ରକୁ ଆଇଏନଏସ୍‌ ...

    14758
    Jun 10, 2026
  • ‘ଦୀଘା ଜଗନ୍ନାଥ ଧାମ’ ନାମରୁ ‘ଧାମ’ ଶବ୍ଦ ହଟାଯିବ
    ଦେଶ-ଦେଶାନ୍ତର

    ‘ଦୀଘା ଜଗନ୍ନାଥ ଧାମ’ ନାମରୁ ‘ଧାମ’ ଶବ୍ଦ ହଟାଯିବ

    14217
    Jun 09, 2026
  • ମହଙ୍ଗା ସେଲିବ୍ରିଟିଙ୍କ ତାଲିକାରେ ବିରାଟ କୋହଲିଙ୍କ ସ୍ଥାନ ପ୍ରଥମ
    ମନୋରଞ୍ଜନ

    ମହଙ୍ଗା ସେଲିବ୍ରିଟିଙ୍କ ତାଲିକାରେ ବିରାଟ କୋହଲିଙ୍କ ସ୍ଥାନ ପ୍ରଥମ

    13312
    Jun 10, 2026
  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....
    ବିଶେଷ

    ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13329
    Jun 10, 2026
  • ପାକିସ୍ତାନୀ ସାମରିକ ଆକ୍ରମଣରେ ୧୩ ମୃତ
    ଦେଶ-ଦେଶାନ୍ତର

    ପାକିସ୍ତାନୀ ସାମରିକ ଆକ୍ରମଣରେ ୧୩ ମୃତ

    14702
    Jun 10, 2026
  • ଇସ୍ରାଏଲ୍ ସେନା ପକ୍ଷରୁ ବଡ଼ଧରଣର ବିମାନ ଆକ୍ରମଣ, ୮ ମୃତ
    ଦେଶ-ଦେଶାନ୍ତର

    ଇସ୍ରାଏଲ୍ ସେନା ପକ୍ଷରୁ ବଡ଼ଧରଣର ବିମାନ ଆକ୍ରମଣ, ୮ ମୃତ

    13389
    Jun 10, 2026
  • ସାବାସ୍ ଚାରୁ, ୨୩ ବର୍ଷରେ ୧୯ ଟି ଚାକିରିରେ ଉତ୍ତୀର୍ଣ୍ଣ
    ଦେଶ-ଦେଶାନ୍ତର

    ସାବାସ୍ ଚାରୁ, ୨୩ ବର୍ଷରେ ୧୯ ଟି ଚାକିରିରେ ଉତ୍ତୀର୍ଣ୍ଣ

    15060
    Jun 09, 2026
  • ନେହେରୁଙ୍କ ରେକର୍ଡ ଭାଙ୍ଗିଲେ ମୋଦି
    ଦେଶ-ଦେଶାନ୍ତର

    ନେହେରୁଙ୍କ ରେକର୍ଡ ଭାଙ୍ଗିଲେ ମୋଦି

    13701
    Jun 10, 2026
  • ଇନଷ୍ଟାଗ୍ରାମରେ ‘ବଣ୍ଟଓ୍ବାରା ୧୯୪୭’ର ପ୍ରଥମ ଝଲକ
    ମନୋରଞ୍ଜନ

    ଇନଷ୍ଟାଗ୍ରାମରେ ‘ବଣ୍ଟଓ୍ବାରା ୧୯୪୭’ର ପ୍ରଥମ ଝଲକ

    14462
    Jun 10, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ମହଙ୍ଗା ସେଲିବ୍ରିଟିଙ୍କ ତାଲିକାରେ ବିରାଟ କୋହଲିଙ୍କ ସ୍ଥାନ ପ୍ରଥମ

    13312
    Jun 10, 2026
  • ଦେଶ-ଦେଶାନ୍ତର

    ପରମାଣୁ ରଣନୀତିରେ ବଡ ପରିବର୍ତ୍ତନ : ୧୨ଟି ପରମାଣୁ ଯୁଦ୍ଧାସ୍ତ୍ରକୁ ଆଇଏନଏସ୍‌ ଅରିଘାତରେ ମୁତୟନ କଲା ଭାରତ

    14758
    Jun 10, 2026
  • ଦେଶ-ଦେଶାନ୍ତର

    ପାକିସ୍ତାନୀ ସାମରିକ ଆକ୍ରମଣରେ ୧୩ ମୃତ

    14702
    Jun 10, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16917
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17536
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17582
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17974
    Sep 06, 2023

ବିଶେଷ

  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13329
    Jun 10, 2026
  • ଥାଇରଏଡ୍‌କୁ ସୁସ୍ଥ କରିବା ପାଇଁ ଯୋଗ ନିହାତି ଜରୁରୀ

    15225
    Jun 09, 2026
  • ଶରୀରରେ ରକ୍ତ କମିଯାଉଥିଲେ ଖାଆନ୍ତୁ ଏହି ଖାଦ୍ୟ

    14140
    Jun 07, 2026
  • ଏହି ମସଲା ଖାଇଲେ ହେବନି ପେଟ ଗରମ

    14037
    Jun 05, 2026
  • ପିଲାଙ୍କ ମାନସିକତାକୁ ବୁଝି ଦିଅନ୍ତୁ ଖାଇବା

    14965
    Jun 03, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15458
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15201
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15687
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14027
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସାବାସ୍ ଚାରୁ, ୨୩ ବର୍ଷରେ ୧୯ ଟି ଚାକିରିରେ ଉତ୍ତୀର୍ଣ୍ଣ

    15060
    Jun 09, 2026
  • ପାକିସ୍ତାନୀ ସାମରିକ ଆକ୍ରମଣରେ ୧୩ ମୃତ

    14702
    Jun 10, 2026
  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13329
    Jun 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In