Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, October 19, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ...

  • ଆଖି ଭ୍ରୁଲତାରେ ଦାନ୍ତ

  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ...

  • ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ...

  • ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ...

  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ...

  • ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ...

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ...

  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ...

ରାଜ୍ୟ
Home ›› ରାଜ୍ୟ ››ବିକାଶର ନୂଆ ଅଧ୍ୟାୟ ଆରମ୍ଭ, ପଦ୍ମପୁରରେ ୪୮୮ କୋଟି ଟଙ୍କାର ପ୍ରକଳ୍ପ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ବିକାଶର ନୂଆ ଅଧ୍ୟାୟ ଆରମ୍ଭ, ପଦ୍ମପୁରରେ ୪୮୮ କୋଟି ଟଙ୍କାର ପ୍ରକଳ୍ପ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

2022-10-30 04:35:11
13775
Share:
Facebook
Twitter
E-Mail
WhatsApp
Telegram
ବିକାଶର ନୂଆ ଅଧ୍ୟାୟ ଆରମ୍ଭ, ପଦ୍ମପୁରରେ ୪୮୮ କୋଟି ଟଙ୍କାର ପ୍ରକଳ୍ପ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବରଗଡ ଜିଲ୍ଲାର ପଦ୍ମପୁର ନିର୍ବାଚନ ମଣ୍ଡଳୀରେ ବିକାଶର ଏକ ନୂଆ ଅଧ୍ୟାୟ ଆରମ୍ଭ ହୋଇଛି। ସମସ୍ତଙ୍କ ସହଯୋଗରେ ପଦ୍ମପୁର ଅଞ୍ଚଳ ବିକାଶର ଏକ ମଡେଲ ହୋଇପାରିବ  ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ  ବରଗଡ ଜିଲ୍ଲାର ପଦ୍ମପୁର  ନିର୍ବାଚନ ମଣ୍ଡଳୀ ପାଇଁ ୪୮୮ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଲୋକାର୍ପିତ କରିଛନ୍ତି।
ପଦ୍ମପୁର ଅଞ୍ଚଳର ବିକାଶକୁ ଆଗେଇ ନେବାରେ ଏ ସବୁ ପ୍ରକଳ୍ପ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ମୁଖ୍ୟମନ୍ତ୍ରୀ ଏହି ଅବସରରେ କହିଛନ୍ତି। ବିକାଶର ଏହି ଧାରା ଆହୁରି ଆଗକୁ ବଢିବ ବୋଲି ମଧ୍ୟ ସେ କହିଛନ୍ତି ।ବିକାଶ ହେଉଛି ଆମର ପରିଚୟ। ଚାଷୀ, ମହିଳା, ଯୁବବର୍ଗ ମାନଙ୍କୁ ସଶକ୍ତ କରି  ସାରା ଓଡିଶାକୁ ସଶକ୍ତ କରିବା ପାଇଁ ରାଜ୍ୟ ସରକାର କାମ କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମତବ୍ୟକ୍ତ କରିଛନ୍ତି। ପଦ୍ମପୁର ଓଡିଶାର ଭାତହାଣ୍ଡି ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶାକୁ ସବୁଠାରୁ ଅଧିକ ଚାଉଳ ପଦ୍ମପୁର ହିଁ ଯୋଗାଇ ଦେଉଛି ।  ପଦ୍ମପୁରର ଚାଷୀମାନଙ୍କ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ୧୦ କୋଟି ଟଙ୍କାର ୨୦ଟି ଉଠା ଜଳସେଚନ ପ୍ରକଳ୍ପ ଲୋକାର୍ପିତ କରିଥିଲେ । ତା ସହିତ କୃଷି ବଜାର ଭିତ୍ତିଭୂମି ବିକାଶ ପାଇଁ ୧୮ କୋଟି ୪୮ ଲକ୍ଷ ଟଙ୍କାର ପ୍ରକଳ୍ପ କାମ ମଧ୍ୟ ଆରମ୍ଭ କରିଥିଲେ ।

ଏହାସହିତ ପଦ୍ମପୁରରେ ଯୋଗାଯୋଗର ବିକାଶ ପାଇଁ ୨୬୦ କୋଟି ଟଙ୍କାରେ ୩୮ଟି ସେତୁ ଓ ୧୩୬ କୋଟି ଟଙ୍କାରେ ୨୫ଟି ରାସ୍ତା କାମର ଶୁଭାରମ୍ଭ  କରାଯିବା ସହିତ ୯ କୋଟି ଟଙ୍କାରେ ଗ୍ରାମ୍ୟ ଭିତ୍ତିଭୂମି ପ୍ରକଳ୍ପ, ୬୦ ଲକ୍ଷ ଟଙ୍କାରେ ୪ଟି ଗ୍ରାମୀଣ ବଜାର ଓ ୪ କୋଟି ୨୨ ଲକ୍ଷ ଟଙ୍କାରେ ୧୬ଟି ପୌରାଞ୍ଚଳ ଭିତ୍ତିଭୂମି ଯୋଜନା ମଧ୍ୟ ଆରମ୍ଭ କରାଯାଇଛି ।ପ୍ରଭୁ ନୃସିଂହନାଥଙ୍କ ଆଶୀର୍ବାଦ ପଦ୍ମପୁର ମାଟିକୁ ପବିତ୍ର କରିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍ଥାନୀୟ ଲୋକଙ୍କ ରୋଜଗାର ବଢାଇବା ପାଇଁ ଏ ପୀଠର ବିକାଶ ପାଇଁ କାମ ଆରମ୍ଭ ହୋଇଛି। ନୃସିଂହନାଥ ଓ ବେଦ ବରାହ ପୀଠର ବିକାଶ ପାଇଁ ୨୬ କୋଟି ଟଙ୍କା ଖର୍ଚ୍ଚ କରାଯିବ ବୋଲି ସେ କହିଥିଲେ ।

          ସେହିପରି ଶିକ୍ଷାର ବିକାଶରେ ୫-ଟି ସ୍କୁଲ ରୂପାନ୍ତର ବିଶେଷ ଭୂମିକା ନେଇଛି ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି କାର୍ୟ୍ୟକ୍ରମରେ ପଦ୍ମପୁରର ୩୦ଟି ହାଇସ୍କୁଲର ରୂପାନ୍ତର ହୋଇଛି । ଆଉ ୪୪ଟି ପାଇଁ କାମ ଆରମ୍ଭ ହୋଇଛି ବୋଲି ସେ କହିଥିଲେ। ଏହା ସହିତ ଆଜି ପଦ୍ମପୁର ଅଞ୍ଚଳର ୩ଟି ବ୍ଲକ୍‌ ଓ ସହରାଞ୍ଚଳ  ପାଇଁ ୩୦ କୋଟି ଟଙ୍କାର ପ୍ରକଳ୍ପ ମଧ୍ୟ ଉଦ୍‌ଘାଟିତ ହୋଇଥିଲା।  ଏଥିରେ ୨୦ଟି କଲ୍ୟାଣମଣ୍ଡପ ସହିତ ପଞ୍ଚାୟତ ଭବନ, ଗ୍ରାମୀଣ ବଜାର ଓ କମନ୍ ଫାସିଲିଟି ସେଣ୍ଟର କରାଯାଇଛି ।

Powered by Froala Editor

Tags Naveen pattanaik

Related articles Odisha News Lens 4.1

  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ

    14075
    Oct 18, 2026
  • ଆଖି ଭ୍ରୁଲତାରେ ଦାନ୍ତ
    ଦେଶ-ଦେଶାନ୍ତର

    ଆଖି ଭ୍ରୁଲତାରେ ଦାନ୍ତ

    14891
    Oct 19, 2026
  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା
    ବିଶେଷ

    ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14463
    Oct 18, 2026
  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ
    ଦେଶ-ଦେଶାନ୍ତର

    ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ

    14511
    Oct 17, 2026
  • ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ
    ଦେଶ-ଦେଶାନ୍ତର

    ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ

    15209
    Oct 19, 2026
  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ
    ଦେଶ-ଦେଶାନ୍ତର

    ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ

    15120
    Oct 17, 2026
  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ
    ଦେଶ-ଦେଶାନ୍ତର

    ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ

    14014
    Oct 19, 2026
  •  ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ
    ଦେଶ-ଦେଶାନ୍ତର

    ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ

    14041
    Oct 18, 2026
  •  ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ପିନାରାଇ ବିଜୟନ୍‌ଙ୍କୁ ଇଡି ସମନ
    ଦେଶ-ଦେଶାନ୍ତର

    ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ପିନାରାଇ ବିଜୟନ୍‌ଙ୍କୁ ଇଡି ସମନ

    15217
    Oct 18, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ

    15571
    Oct 19, 2026
  • ଦେଶ-ଦେଶାନ୍ତର

    ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ

    14014
    Oct 19, 2026
  • ଦେଶ-ଦେଶାନ୍ତର

    ଆଖି ଭ୍ରୁଲତାରେ ଦାନ୍ତ

    14891
    Oct 19, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17196
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17891
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17838
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18260
    Sep 06, 2023

ବିଶେଷ

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14463
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15379
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14717
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14816
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15817
    Sep 29, 2026

ବାଣିଜ୍ୟ

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

କଳାହାଣ୍ଡିରେ ୩୩୮ଟି ବିଦ୍ୟୁତ୍ ଚାଳିତ ସ୍ପ୍ରେୟର ବଣ୍ଟନ ମାଧ୍ୟମରେ କୃଷି ଯାନ୍ତ୍ରିକୀକରଣକୁ ଆଗକୁ ବଢ଼ାଉଛି ପ୍ରକଳ୍ପ ସଙ୍ଗମ

ଭୁବନେଶ୍ୱର;୧୬, ୨୦୨୬: ସ୍ଥାୟୀ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14625
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13992
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15110
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15818
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ

    15571
    Oct 19, 2026
  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14463
    Oct 18, 2026
  • ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ

    14041
    Oct 18, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In