Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, October 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସ୍ବାସ୍ଥ୍ୟଗତ ସମସ୍ୟା ଯୋଗୁ ବିଶ୍ରାମ ...

  • ୨୩୮ ଜଣ ଭାରତୀୟ କଏଦୀ ଅଛନ୍ତି ବାଂଲାଦେଶ ...

  • ଆମେରିକାରେ ଗ୍ୟାଙ୍ଗଷ୍ଟର ହିମାଂଶୁ ଭାଉ ...

  • ଛାତ୍ର ଆତ୍ମହତ୍ୟା ରୋକିବ ...

  • ଦଶହରା ପରେ ଦିଲ୍ଲୀରେ ବାୟୁ ପ୍ରଦୂଷଣ ...

  • ଅମିତାଭଙ୍କ ବାସଭବନ ‘ଜଲସା’କୁ ଆକ୍ରମଣ ଧମକ

  • ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ...

  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ...

  • ଇସ୍ରାଏଲର ସ୍ୱାଧୀନତା ଦିବସ ସମାରୋହରେ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ମୋରବିରେ ବଡ ଅଘଟଣ : ଭୁଶୁଡିଲା ଝୁଲା ପୋଲ, ୭୭ରୁ ଅଧିକ ଲୋକଙ୍କ ମୃତ୍ୟ

ମୋରବିରେ ବଡ ଅଘଟଣ : ଭୁଶୁଡିଲା ଝୁଲା ପୋଲ, ୭୭ରୁ ଅଧିକ ଲୋକଙ୍କ ମୃତ୍ୟ

2022-10-30 18:56:09
14679
Share:
Facebook
Twitter
E-Mail
WhatsApp
Telegram
ମୋରବିରେ ବଡ ଅଘଟଣ : ଭୁଶୁଡିଲା ଝୁଲା ପୋଲ, ୭୭ରୁ ଅଧିକ ଲୋକଙ୍କ ମୃତ୍ୟ

ଗୁଜରାଟର ମୋରବିରେ ରବିବାର ସନ୍ଧ୍ୟାରେ ବଡ ଅଘଟଣ ଘଟିଛି। ମଚ୍ଛୁ ନଦୀରେ ନିର୍ମିତ ଝୁଲା ପୋଲ ଭୁଶୁଡି ଯିବାରୁ ଏ ପର୍ଯ୍ୟନ୍ତ ୭୭ରୁ ଅଧିକ ଲୋକଙ୍କ ମୃତ୍ୟ ଘଟିଛି। ଏହି ବ୍ରିଜଟି ୫ ଦିନ ତଳେ ପୁନଃ ମରାମତି କରାଯାଇଥିଲା। ଏକାଥରକେ ବହୁ ଲୋକ ଏହି ଝୁଲାପୋଲ ଉପରକୁ ଚାଲିଯିବାରୁ ଏଭଳି ଅଘଟଣ ଘଟିଥିବା ଗୁଜରାଟ ଗୃହ ମନ୍ତ୍ରୀ ହର୍ଷ ସାଙ୍ଗଭି କହିଛନ୍ତି। ୭୦ରୁ ଅଧିକ ଲୋକଙ୍କୁ ଉଦ୍ଧାର କରାଯାଇଛି।

ତେବେ ଏହାର ସ୍ପଷ୍ଟ ସୂଚନା ମିଳି ପାରିନାହିଁ ଯେ, ଦୁର୍ଘଟଣା ସମୟରେ ପୋଲରେ କେତେ ଲୋକ ଥିଲେ। କିନ୍ତୁ କୁହାଯାଉଛି ଯେ, ଦୁର୍ଘଟଣା ସମୟରେ ବଡ ସଂଖ୍ୟାରେ ଲୋକ ପୋଲରେ ଥିଲେ। ପୋଲିସ ଏବଂ ପ୍ରଶାସନ ସହିତ ସ୍ଥାନୀୟ ଲୋକ ବି ଉଦ୍ଧାର କାର୍ଯ୍ୟରେ ଜୁଟିଛନ୍ତି।

ଭାରତୀୟ ବାୟୁସେନାର ଦୁଇଟି ହେଲିକପ୍ଟର ଉଦ୍ଧାର କାର୍ଯ୍ୟରେ ନିୟୋଜିତ କରାଯାଇଛି। ଏଥି ସହିତ ଏନଡିଆରଏଫ ଟିମ ବି ଉଦ୍ଧାର କାର୍ଯ୍ୟରେ ଲାଗିଛନ୍ତି। ଗାନ୍ଧୀ ନଗର ଓ ବୋରାଦାରୁ ଆଉ ୩ ଏନଡିଆରଏଫ ଟିମକୁ ଉକ୍ତ ଅଞ୍ଚଳକୁ ପଠାଯାଇଥିବା ଏନଡିଆରଏଫ ଡିଜି ଅତୁଲ କରୱାଲ କହିଛନ୍ତି।

ତେବେ ମୃତ ଓ ଗୁରୁତରଙ୍କ ସଂଖ୍ୟା ବଢ଼ିପାରେ ବୋଲି କୁହାଯାଉଛି। ଏହି ପରିପ୍ରେକ୍ଷୀରେ ମୃତକଙ୍କ ପରିବାରକୁ ରାଜ୍ୟ ସରକାର ୪ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ସେହିଭଳି ଗୁରୁତରଙ୍କୁ ୫୦ ହଜାର ଟଙ୍କା ସହାୟତା ପ୍ରଦାନ ପାଇଁ ଘୋଷଣା କରାଯାଇଛି। ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଘଟଣାରେ ଦୁଃଖ ପ୍ରକାଶ କରି ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ମୂଳକ ରାଶି ପ୍ରଦାନ କରିବାକୁ ଘୋଷଣା କରିଛନ୍ତି।

Powered by Froala Editor

Tags morbi

Related articles Odisha News Lens 4.1

  • ଦଶହରା ପରେ ଦିଲ୍ଲୀରେ ବାୟୁ ପ୍ରଦୂଷଣ ବୃଦ୍ଧି
    ଦେଶ-ଦେଶାନ୍ତର

    ଦଶହରା ପରେ ଦିଲ୍ଲୀରେ ବାୟୁ ପ୍ରଦୂଷଣ ବୃଦ୍ଧି

    14259
    Oct 24, 2026
  • ୨୩୮ ଜଣ ଭାରତୀୟ କଏଦୀ ଅଛନ୍ତି ବାଂଲାଦେଶ ଜେଲରେ
    ଦେଶ-ଦେଶାନ୍ତର

    ୨୩୮ ଜଣ ଭାରତୀୟ କଏଦୀ ଅଛନ୍ତି ବାଂଲାଦେଶ ଜେଲରେ

    13839
    Oct 24, 2026
  •  ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ
    ବିଶେଷ

    ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15297
    Oct 23, 2026
  • ଇସ୍ରାଏଲର ସ୍ୱାଧୀନତା ଦିବସ ସମାରୋହରେ ଯୋଗଦେବାକୁ ମୋଦୀଙ୍କୁ ନିମନ୍ତ୍ରଣ କଲେ ...
    ଦେଶ-ଦେଶାନ୍ତର

    ଇସ୍ରାଏଲର ସ୍ୱାଧୀନତା ଦିବସ ସମାରୋହରେ ଯୋଗଦେବାକୁ ମୋଦୀଙ୍କୁ ନିମନ୍ତ୍ରଣ କଲେ ...

    13855
    Oct 23, 2026
  • ଅମିତାଭଙ୍କ ବାସଭବନ ‘ଜଲସା’କୁ ଆକ୍ରମଣ ଧମକ
    ମନୋରଞ୍ଜନ

    ଅମିତାଭଙ୍କ ବାସଭବନ ‘ଜଲସା’କୁ ଆକ୍ରମଣ ଧମକ

    14243
    Oct 24, 2026
  • ଆମେରିକାରେ ଗ୍ୟାଙ୍ଗଷ୍ଟର ହିମାଂଶୁ ଭାଉ ଗିରଫ
    ଦେଶ-ଦେଶାନ୍ତର

    ଆମେରିକାରେ ଗ୍ୟାଙ୍ଗଷ୍ଟର ହିମାଂଶୁ ଭାଉ ଗିରଫ

    15476
    Oct 24, 2026
  • ସ୍ବାସ୍ଥ୍ୟଗତ ସମସ୍ୟା ଯୋଗୁ ବିଶ୍ରାମ ନେଲେ ଅମିତାଭ, ପ୍ରଶଂସକଙ୍କୁ କହିଲେ ଏହା...
    ଦେଶ-ଦେଶାନ୍ତର

    ସ୍ବାସ୍ଥ୍ୟଗତ ସମସ୍ୟା ଯୋଗୁ ବିଶ୍ରାମ ନେଲେ ଅମିତାଭ, ପ୍ରଶଂସକଙ୍କୁ କହିଲେ ଏହା...

    14317
    Oct 24, 2026
  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ...
    ବାଣିଜ୍ୟ

    ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ...

    14570
    Oct 23, 2026
  • ଛାତ୍ର ଆତ୍ମହତ୍ୟା ରୋକିବ ଆଣ୍ଟି-ସୁଇସାଇଡ୍ ଫ୍ୟାନ୍
    ଦେଶ-ଦେଶାନ୍ତର

    ଛାତ୍ର ଆତ୍ମହତ୍ୟା ରୋକିବ ଆଣ୍ଟି-ସୁଇସାଇଡ୍ ଫ୍ୟାନ୍

    14714
    Oct 24, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଦଶହରା ପରେ ଦିଲ୍ଲୀରେ ବାୟୁ ପ୍ରଦୂଷଣ ବୃଦ୍ଧି

    14259
    Oct 24, 2026
  • ବାଣିଜ୍ୟ

    ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

    14570
    Oct 23, 2026
  • ଦେଶ-ଦେଶାନ୍ତର

    ୨୩୮ ଜଣ ଭାରତୀୟ କଏଦୀ ଅଛନ୍ତି ବାଂଲାଦେଶ ଜେଲରେ

    13839
    Oct 24, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17212
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17910
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17853
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18277
    Sep 06, 2023

ବିଶେଷ

  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15297
    Oct 23, 2026
  • ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ

    15639
    Oct 23, 2026
  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    15058
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15523
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14858
    Oct 06, 2026

ବାଣିଜ୍ୟ

ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

ଭାରତୀୟ ସେୟାର ବଜାର ଇତିହାସରେ ପ୍ରଥମ ଥର ପାଇଁ ଜିଓ ଆଇପିଓ ପାଇଁ ଆବେଦନ ସଂଖ୍ୟା ୧ କୋଟି ଅତିକ୍ରମ କରିଛି। ଜିଓ ପ୍ଲାଟଫର୍ମ୍ସର ୩୦,୨୧୩ କୋଟି ଟଙ୍କାର ଆଇପିଓ ଶୁକ୍ରବାର ତୃତୀୟ ତଥା ଶେଷ ଦିନରେ ଏହି ରେକର୍ଡ ସୃଷ୍ଟି କରିଛି। ନିବେଶକଙ୍କ ଅଭୂତପୂର୍ବ ଉତ୍ସାହ ମଧ୍ୟରେ ଆଇପିଓ ମୋଟ ୬.୮୯ ଗୁଣ ସବସ୍କ୍ରାଇବ୍ ହୋଇସାରିଛି। ...

  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

    14570
    Oct 23, 2026
  • ମହଙ୍ଗା ହେବ ତେଲ, ଅଶୋଧିତ ତୈଳ ବ୍ୟାରେଲ୍‌ ପିଛା ୧୪୦ ଡଲାର ଛୁଇଁବ

    15191
    Oct 22, 2026
  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ମଧ୍ୟପ୍ରଦେଶରେ ୨୫ଟି ସମ୍ପ୍ରଦାୟରେ ୧୦୦୦ରୁ ଅଧିକ ମହିଳାଙ୍କ ନିକଟରେ ପହଞ୍ଚିଲା

    14420
    Oct 21, 2026
  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

    14613
    Oct 16, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇସ୍ରାଏଲର ସ୍ୱାଧୀନତା ଦିବସ ସମାରୋହରେ ଯୋଗଦେବାକୁ ମୋଦୀଙ୍କୁ ନିମନ୍ତ୍ରଣ କଲେ ନେତାନ୍ୟାହୁ

    13855
    Oct 23, 2026
  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15297
    Oct 23, 2026
  • ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

    14858
    Oct 24, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In