Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, January 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସିଇଓ ପଦରୁ ଇସ୍ତଫା ଦେଲେ ଦୀପିନ୍ଦର ଗୋୟଲ

  • ଲିଭ୍‌-ଇନ୍‌ ରିଲେସନ୍‌ସିପ୍‌ରେ ରହୁଥିବା ...

  • ରାଜ୍ୟସଭା ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ...

  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ...

  • ଦେଢ଼ ଲକ୍ଷ ପାର୍ କଲା ସୁନା ଦାମ୍

  • ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ

  • ଶୀତଦିନେ ଏପରି କରନ୍ତୁ ମେକଅପ

  • ଦେଶର ଉନ୍ନତ ଭବିଷ୍ୟତ ଲାଗି ନୂଆ ପିଢ଼ିକୁ ...

  • ଅଫିସ୍ ଭିତର ରାସଲୀଳା ଭିଡ଼ିଓ ଭାଇରାଲ: ...

  • ବିଜେପିର ୧୨ତମ ଅଧ୍ୟକ୍ଷଙ୍କ ନାଁ ଘୋଷଣା, ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଦେଖିଛନ୍ତି କେବେ ହସକୁରା ‘ସୂର୍ଯ୍ୟ’?

ଦେଖିଛନ୍ତି କେବେ ହସକୁରା ‘ସୂର୍ଯ୍ୟ’?

2022-10-30 18:58:56
14797
Share:
Facebook
Twitter
E-Mail
WhatsApp
Telegram
ଦେଖିଛନ୍ତି କେବେ ହସକୁରା ‘ସୂର୍ଯ୍ୟ’?
ହସକୁରା ସୂର୍ଯ୍ୟ ଦେଖିଛନ୍ତି କେବେ? ଯଦି ଦେଖିନାହାନ୍ତି ନାସା ଜାରି କରିଛି ସୂର୍ଯ୍ୟଙ୍କ ହସୁଥିବା ଫଟୋ । ଏ ଫଟୋକୁ ଦେଖି କିଛି ଲୋକ ଏହାକୁ ଏକ କଳ୍ପନାମାତ୍ର ବୋଲି କହିଛନ୍ତି । ନାସା ଟ୍ୱିଟ୍‌ରେ ସୋଲାର ଡାୟନାମିକ୍ସ ଅବଜରଭେଟରୀ ସୂର୍ଯ୍ୟଙ୍କୁ ହସୁଥିବାର ଦେଖିଛି ବୋଲି ଉଲ୍ଲେଖ କରିଛନ୍ତି। ଆମେରିକୀୟ ଅନ୍ତରୀକ୍ଷ ଏଜେନ୍ସୀ ଏହି ଛବିକୁ ସେୟାର କରି ଏହାକୁ ‘ସ୍ମାଇଲିଂ ସନ’ ଅର୍ଥାତ ହସକୁରା ସୂର୍ଯ୍ୟ ବୋଲି କହିଛନ୍ତି।

ନାସା ଏହି ଛବି ସେୟାର କରିବା ପରେ ଲୋକଙ୍କ ନାନା ପ୍ରତିକ୍ରିୟା ମିଳିଛି। ଅନେକ ଲୋକ ଏହି ଛବିକୁ ହେଲୋୱିନ କଖାରୁ ସହ ତୁଳନା କରିଥିବା ବେଳେ ଭାରତରେ ଛଟ୍ ପୂଜା ଚାଲିଥିବାରୁ ଲୋକେ ପୂଜା ସହ ଛବିକୁ ମିସାଇ ଦେଖୁଛନ୍ତି। କିନ୍ତୁ ଯାହାବି ହେଉ ଫଟୋଟି ଦେଖିବାକୁ ମଜାଦାର ।

ସୂଚନାଯୋଗ୍ୟ ଯେ, ସୋଲାର ଡାୟନାମିକ୍ସ ଅବଜରଭେଟରୀ ସୂର୍ଯ୍ୟଙ୍କ ଗତିବିଧିରୁ ଅନ୍ତରୀକ୍ଷର ପାଣିପାଗ ପୂର୍ବାନୁମାନ କରିଥାନ୍ତି। ଏହି ମିସନ ୧୧ ଫେବୃଆରୀ ୨୦୧୦ରେ ଲଞ୍ଚ କରାଯାଇଥିଲା। ଅବଜରଭେଟରୀର ସ୍ପେସ୍‌ କ୍ରାଫ୍ଟ ସୂର୍ଯ୍ୟଙ୍କ ଆଭ୍ୟନ୍ତରୀଣ ସଂରଚନା, ବାୟୁମଣ୍ଡଳ, ଚୁମ୍ବକୀୟ କ୍ଷେତ୍ର ଓ ଶକ୍ତି ଉତ୍ପାଦନର ମାପ କରିଥାଏ।

Powered by Froala Editor

Tags sun

Related articles Odisha News Lens 4.1

  • ଅଫିସ୍ ଭିତର ରାସଲୀଳା ଭିଡ଼ିଓ ଭାଇରାଲ: ସସ୍‌ପେଣ୍ଡ ହେଲେ କର୍ଣ୍ଣାଟକ ପୁଲିସ୍ ...
    ଦେଶ-ଦେଶାନ୍ତର

    ଅଫିସ୍ ଭିତର ରାସଲୀଳା ଭିଡ଼ିଓ ଭାଇରାଲ: ସସ୍‌ପେଣ୍ଡ ହେଲେ କର୍ଣ୍ଣାଟକ ପୁଲିସ୍ ...

    15953
    Jan 20, 2026
  • ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ

    13608
    Jan 21, 2026
  • ଲିଭ୍‌-ଇନ୍‌ ରିଲେସନ୍‌ସିପ୍‌ରେ ରହୁଥିବା ଦମ୍ପତିଙ୍କୁ ନେଇ ଏହି ଟିପ୍ପଣୀ ଦେଲେ ...
    ଦେଶ-ଦେଶାନ୍ତର

    ଲିଭ୍‌-ଇନ୍‌ ରିଲେସନ୍‌ସିପ୍‌ରେ ରହୁଥିବା ଦମ୍ପତିଙ୍କୁ ନେଇ ଏହି ଟିପ୍ପଣୀ ଦେଲେ ...

    15273
    Jan 22, 2026
  • ଦେଶର ଉନ୍ନତ ଭବିଷ୍ୟତ ଲାଗି ନୂଆ ପିଢ଼ିକୁ ଠିକ୍ ସମୟରେ ବଡ଼ ଦାୟିତ୍ୱ ଦିଆଯିବା କଥା: ନୀତିନ ...
    ଦେଶ-ଦେଶାନ୍ତର

    ଦେଶର ଉନ୍ନତ ଭବିଷ୍ୟତ ଲାଗି ନୂଆ ପିଢ଼ିକୁ ଠିକ୍ ସମୟରେ ବଡ଼ ଦାୟିତ୍ୱ ଦିଆଯିବା କଥା: ନୀତିନ ...

    15783
    Jan 20, 2026
  • ବିଜେପିର ୧୨ତମ ଅଧ୍ୟକ୍ଷଙ୍କ ନାଁ ଘୋଷଣା, ଜାଣନ୍ତୁ କିଏ ?
    ଦେଶ-ଦେଶାନ୍ତର

    ବିଜେପିର ୧୨ତମ ଅଧ୍ୟକ୍ଷଙ୍କ ନାଁ ଘୋଷଣା, ଜାଣନ୍ତୁ କିଏ ?

    14864
    Jan 20, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ...
    ବାଣିଜ୍ୟ

    ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ...

    14466
    Jan 22, 2026
  • ରାଜ୍ୟସଭା ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ଲାଗି ...
    ଦେଶ-ଦେଶାନ୍ତର

    ରାଜ୍ୟସଭା ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ଲାଗି ...

    15689
    Jan 22, 2026
  • ଦେଢ଼ ଲକ୍ଷ ପାର୍ କଲା ସୁନା ଦାମ୍
    ଦେଶ-ଦେଶାନ୍ତର

    ଦେଢ଼ ଲକ୍ଷ ପାର୍ କଲା ସୁନା ଦାମ୍

    14556
    Jan 21, 2026
  • ସିଇଓ ପଦରୁ ଇସ୍ତଫା ଦେଲେ ଦୀପିନ୍ଦର ଗୋୟଲ
    ଦେଶ-ଦେଶାନ୍ତର

    ସିଇଓ ପଦରୁ ଇସ୍ତଫା ଦେଲେ ଦୀପିନ୍ଦର ଗୋୟଲ

    13512
    Jan 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଅଫିସ୍ ଭିତର ରାସଲୀଳା ଭିଡ଼ିଓ ଭାଇରାଲ: ସସ୍‌ପେଣ୍ଡ ହେଲେ କର୍ଣ୍ଣାଟକ ପୁଲିସ୍ ମହାନିର୍ଦ୍ଦେଶକ

    15953
    Jan 20, 2026
  • ଦେଶ-ଦେଶାନ୍ତର

    ସିଇଓ ପଦରୁ ଇସ୍ତଫା ଦେଲେ ଦୀପିନ୍ଦର ଗୋୟଲ

    13512
    Jan 22, 2026
  • ଦେଶ-ଦେଶାନ୍ତର

    ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ

    13608
    Jan 21, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17300
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17382
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17726
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16202
    Apr 03, 2021

ବିଶେଷ

  • ଶୀତଦିନେ ଏପରି କରନ୍ତୁ ମେକଅପ

    15355
    Jan 21, 2026
  • ସକାଳୁ ଖାଲି ପେଟରେ ଚା ପିଇବା ଦ୍ବାରା ହୋଇଥାଏ ଏହିସବୁ ସମସ୍ୟା

    15957
    Jan 19, 2026
  • ଅତ୍ୟଧିକ ମାତ୍ରାରେ ରସୁଣ ଖାଇବା ଶରୀର ପାଇଁ ହୋଇଥାଏ କ୍ଷତିକାରକ

    15670
    Jan 17, 2026
  • ଶୀତଦିନେ ଓଠ ଫାଟିବାର କାରଣ ଓ ନିରାକରଣ ଜାଣନ୍ତୁ.....

    16400
    Jan 16, 2026
  • ଶୀତଦିନେ ଏହି ଖାଦ୍ୟ ପ୍ରତି ରୁହନ୍ତୁ ସାବଧାନ!

    15224
    Jan 15, 2026

ବାଣିଜ୍ୟ

ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

ଭୁବନେଶ୍ୱର: ସାମ୍ପ୍ରତିକ ସମୟର ବିଳମ୍ବିତ ରାତି, ଅଧିକ ଚାପ ଏବଂ ପୋଷଣ ହ୍ରାସ ଖାଦ୍ୟ ଯୁଗରେ ସବୁଠାରୁ ସୁସ୍ଥ କେଶ, ତ୍ୱଚା ଏବଂ ନଖ ମଧ୍ୟ ସେଗୁଡିକର ମଜଭୁତପଣ ହରାଇପାରେ । ଉପଭୋକ୍ତାମାନେ ସମାଧାନଗୁଡିକ ଭିତରେ ଅଧିକର ...

  • ୧.୪୦ ଲକ୍ଷ ଟପିଲା ସୁନା

    15723
    Jan 12, 2026
  • ଆମୱେ ଇଣ୍ଡିଆ ଦ୍ରୁତ ଓ ସହଜ ସେବା ସହିତ ହୋମ୍‌ ଡେଲିଭରି ଅନୁଭୂତିକୁ ନୂଆ ରୂପ ପ୍ରଦାନ କରିଛି

    15474
    Jan 08, 2026
  • ଆଇଟିସି 'ଭିଟାମିନ୍ ଡି' ସହିତ ସନଫିଷ୍ଟ ମାରି ଲାଇଟ୍ ଶୁଭାରମ୍ଭ କରିଛି

    14439
    Jan 07, 2026
  • ୨୪ ଶହ ଟଙ୍କା ବଢ଼ିଲା ସୁନା

    14541
    Dec 23, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ

    13608
    Jan 21, 2026
  • ଦେଶର ଉନ୍ନତ ଭବିଷ୍ୟତ ଲାଗି ନୂଆ ପିଢ଼ିକୁ ଠିକ୍ ସମୟରେ ବଡ଼ ଦାୟିତ୍ୱ ଦିଆଯିବା କଥା: ନୀତିନ ଗଡ଼କରୀ

    15783
    Jan 20, 2026
  • ଶୀତଦିନେ ଏପରି କରନ୍ତୁ ମେକଅପ

    15355
    Jan 21, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In