Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, March 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନେପାଳର ନୂଆ ପ୍ରଧାନମନ୍ତ୍ରୀ ଭାବରେ ଶପଥ ...

  • ବନ୍ଦେ ଭାରତ ଯାତ୍ରୀଙ୍କ ଦହି ପ୍ୟାକେଟରେ ...

  • ସୋସିଆଲ ମିଡିଆ ବ୍ୟବହାର ପାଇଁ ...

  • ସାହସିକତା ଯବାନଙ୍କ ପାଇଁ ଭାରତୀୟ ରେଲୱେ ...

  • ଟ୍ରାଭେଲ୍ସ ବସ୍‌ - ଟିପ୍ପର ଟ୍ରକ ଧକ୍କା, ୧୩ ...

  • ବୀର ଯୋଦ୍ଧାଙ୍କ ପାଇଁ ରେଳବାଇର ବଡ଼ ଘୋଷଣା

  • ଜ୍ୱର, ମୁଣ୍ଡବିନ୍ଧା, ଆଣ୍ଟିବାୟୋଟିକ ...

  • ପେଟ୍ରୋଲ୍‌ ଦାମ୍‌ ୫ ଟଙ୍କା ବଢ଼ାଇଲା ...

  • ହିମାଚଳରେ ବର୍ଷା ସହ ବଜ୍ରପାତ ଆଶଙ୍କା

  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ...

ରାଜ୍ୟ
Home ›› ରାଜ୍ୟ ››ଜାତୀୟ ଭିଜିଲାନ୍ସ ସଚେତନତା ସପ୍ତାହ ଆଜିଠୁ, ଉଦ୍‌ଘାଟନ କରିବେ ନବୀନ

ଜାତୀୟ ଭିଜିଲାନ୍ସ ସଚେତନତା ସପ୍ତାହ ଆଜିଠୁ, ଉଦ୍‌ଘାଟନ କରିବେ ନବୀନ

2022-10-31 05:50:44
15379
Share:
Facebook
Twitter
E-Mail
WhatsApp
Telegram
ଜାତୀୟ ଭିଜିଲାନ୍ସ ସଚେତନତା ସପ୍ତାହ ଆଜିଠୁ, ଉଦ୍‌ଘାଟନ କରିବେ ନବୀନ

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହେଉଛି ଜାତୀୟ ଭିଜିଲାନ୍ସ ସଚେତନତା ସପ୍ତାହ । “ଏକ ଉନ୍ନତ ରାଷ୍ଟ୍ର ପାଇଁ ଦୁର୍ନୀତି ମୁକ୍ତ ଭାରତ ଗଠନ’ ଥୀମ୍‌ରେ ଓଡି଼ଶା ଦୁର୍ନୀତି ନିବାରଣ ନିର୍ଦ୍ଦେଶାଳୟ ସପ୍ତାହେ ବ୍ୟାପୀ ରାଜ୍ୟସ୍ତରୀୟ ସଚେତନତା କାର୍ୟ୍ୟକ୍ରମ ପାଇଁ ସଜବାଜ ହୋଇଛି । ଏଥର ଜିଲ୍ଲା ଓ ବ୍ଲକ ସ୍ତରରେ ସଚେତନ ବାର୍ତ୍ତା ବାଣ୍ଟିବାକୁ ନିର୍ଦ୍ଦେଶାଳୟ ସୂଚନା ଦେଇଛି ।

ଲୋକସେବା ଭବନର ସମ୍ମିଳନୀ କକ୍ଷରେ ସୋମବାର ପୂର୍ବାହ୍ନ ୧୧ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ୟ୍ୟକ୍ରମର ଉଦ୍‌ଘାଟନ କରିବେ । ଦୁର୍ନୀତି ମୁକ୍ତ ଭାରତ ଗଠନ ପାଇଁ ଭିଜିଲାନ୍ସ ଅଧିକାରୀମାନେ ଶପଥ ନେବେ । ଏଥିରେ ସ୍ୱୟଂ ସ୍ୱହାୟକ ଗୋଷ୍ଠୀର ପ୍ରାୟ ୭୦ ଲକ୍ଷ ସଦସ୍ୟା ଭିଡିଓ କନଫରେନ୍ସିଂରେ ଯୋଡ଼ି ହେବେ । ସବୁ ଜିଲ୍ଲାପାଳ ଓ ବ୍ଲକ ଅଫିସରମାନେ ମଧ୍ୟ ଯୋଗ ଦେବେ । ସର୍ବୋତ୍ତମ ଭିଜିଲାନ୍ସ ଡିଭିଜନ୍‌, ଭିଜିଲାନ୍ସ ୟୁନିଟ୍‌, ଅନୁସନ୍ଧାନକାରୀ ଅଧିକାରୀ, ମହିଳା ଅନୁସନ୍ଧାନ ଅଧିକାରୀ ଏବଂ ସରକାରୀ ଓକିଲଙ୍କୁ ପୁରସ୍କୃତ କରାଯିବ ।

ଭିଜିଲାନ୍ସ ପକ୍ଷରୁ କୁହାଯାଇଛି, ଆସନ୍ତା ନଭେମ୍ବର ୬ ତାରିଖ ଯାଏଁ ସପ୍ତାହେ ବ୍ୟାପୀ ସବୁ ଜିଲ୍ଲା ଏବଂ ବ୍ଲକ ସ୍ତରରେ ସାଧାରଣ ସଭାର ଆୟୋଜନ ହେବ । ଛାତ୍ର, ଯୁବକ, ଶିକ୍ଷାବିତ, ସେବା ଏବଂ ଅବସରପ୍ରାପ୍ତ ସରକାରୀ ଅଧିକାରୀ, ସ୍ୱୟଂ ସହାୟକ ଗୋଷ୍ଠୀ, ଏନଜିଓ ଏବଂ ନାଗରିକ ସମାଜର ସଦସ୍ୟମାନଙ୍କୁ ଦୁର୍ନୀତି ବିରୋଧରେ ସଚେତନା କରାଯିବ । ବିଦ୍ୟାଳୟ ଏବଂ କଲେଜରେ ବିତର୍କ, କୁଇଜ୍‌, କାର୍ଟୁନ୍‌, ଦୁର୍ନୀତି ନିବାରଣ ପ୍ରସଙ୍ଗ ଉପରେ ସ୍ଲୋଗାନ, ପେଣ୍ଟିଂ, ରଙ୍ଗୋଲି ଏବଂ ପୋଷ୍ଟର ଆଦି ପ୍ରତିଯୋଗିତା କରାଯିବ । 

Powered by Froala Editor

Tags Naveen pattanaik

Related articles Odisha News Lens 4.1

  • ହିମାଚଳରେ ବର୍ଷା ସହ ବଜ୍ରପାତ ଆଶଙ୍କା
    ଦେଶ-ଦେଶାନ୍ତର

    ହିମାଚଳରେ ବର୍ଷା ସହ ବଜ୍ରପାତ ଆଶଙ୍କା

    15130
    Mar 26, 2026
  • ଜ୍ୱର, ମୁଣ୍ଡବିନ୍ଧା, ଆଣ୍ଟିବାୟୋଟିକ ମହଙ୍ଗା ହେବ
    ଦେଶ-ଦେଶାନ୍ତର

    ଜ୍ୱର, ମୁଣ୍ଡବିନ୍ଧା, ଆଣ୍ଟିବାୟୋଟିକ ମହଙ୍ଗା ହେବ

    14211
    Mar 26, 2026
  • ପେଟ୍ରୋଲ୍‌ ଦାମ୍‌ ୫ ଟଙ୍କା ବଢ଼ାଇଲା ନାୟରା
    ଦେଶ-ଦେଶାନ୍ତର

    ପେଟ୍ରୋଲ୍‌ ଦାମ୍‌ ୫ ଟଙ୍କା ବଢ଼ାଇଲା ନାୟରା

    13644
    Mar 26, 2026
  • ବନ୍ଦେ ଭାରତ ଯାତ୍ରୀଙ୍କ ଦହି ପ୍ୟାକେଟରେ ପୋକ, ୫୦ ଲକ୍ଷ ଟଙ୍କାର ଜୋରିମାନା ଲାଗୁ
    ଦେଶ-ଦେଶାନ୍ତର

    ବନ୍ଦେ ଭାରତ ଯାତ୍ରୀଙ୍କ ଦହି ପ୍ୟାକେଟରେ ପୋକ, ୫୦ ଲକ୍ଷ ଟଙ୍କାର ଜୋରିମାନା ଲାଗୁ

    14410
    Mar 27, 2026
  • ସୋସିଆଲ ମିଡିଆ ବ୍ୟବହାର ପାଇଁ ବାଧ୍ୟତାମୂଳକ ହେବ କେଓ୍ବାଇସି
    ଦେଶ-ଦେଶାନ୍ତର

    ସୋସିଆଲ ମିଡିଆ ବ୍ୟବହାର ପାଇଁ ବାଧ୍ୟତାମୂଳକ ହେବ କେଓ୍ବାଇସି

    15024
    Mar 26, 2026
  • ସାହସିକତା ଯବାନଙ୍କ ପାଇଁ ଭାରତୀୟ ରେଲୱେ ପକ୍ଷରୁ ଦେୟମୁକ୍ତ ଯାତ୍ରା
    ଦେଶ-ଦେଶାନ୍ତର

    ସାହସିକତା ଯବାନଙ୍କ ପାଇଁ ଭାରତୀୟ ରେଲୱେ ପକ୍ଷରୁ ଦେୟମୁକ୍ତ ଯାତ୍ରା

    15104
    Mar 26, 2026
  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....
    ବିଶେଷ

    କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    15096
    Mar 25, 2026
  • ନେପାଳର ନୂଆ ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ବାଲେନ ଶାହ
    ଦେଶ-ଦେଶାନ୍ତର

    ନେପାଳର ନୂଆ ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ବାଲେନ ଶାହ

    13537
    Mar 27, 2026
  • ଟ୍ରାଭେଲ୍ସ ବସ୍‌ - ଟିପ୍ପର ଟ୍ରକ ଧକ୍କା, ୧୩ ଜୀବନ୍ତ ଦଗ୍ଧ
    ଦେଶ-ଦେଶାନ୍ତର

    ଟ୍ରାଭେଲ୍ସ ବସ୍‌ - ଟିପ୍ପର ଟ୍ରକ ଧକ୍କା, ୧୩ ଜୀବନ୍ତ ଦଗ୍ଧ

    14224
    Mar 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଜ୍ୱର, ମୁଣ୍ଡବିନ୍ଧା, ଆଣ୍ଟିବାୟୋଟିକ ମହଙ୍ଗା ହେବ

    14211
    Mar 26, 2026
  • ଦେଶ-ଦେଶାନ୍ତର

    ସାହସିକତା ଯବାନଙ୍କ ପାଇଁ ଭାରତୀୟ ରେଲୱେ ପକ୍ଷରୁ ଦେୟମୁକ୍ତ ଯାତ୍ରା

    15104
    Mar 26, 2026
  • ଦେଶ-ଦେଶାନ୍ତର

    ବୀର ଯୋଦ୍ଧାଙ୍କ ପାଇଁ ରେଳବାଇର ବଡ଼ ଘୋଷଣା

    13910
    Mar 26, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17386
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17450
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17798
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16270
    Apr 03, 2021

ବିଶେଷ

  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    15096
    Mar 25, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    14990
    Mar 23, 2026
  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

    13974
    Mar 22, 2026
  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    15125
    Mar 20, 2026
  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15672
    Mar 19, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15020
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15528
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13827
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14268
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଟ୍ରାଭେଲ୍ସ ବସ୍‌ - ଟିପ୍ପର ଟ୍ରକ ଧକ୍କା, ୧୩ ଜୀବନ୍ତ ଦଗ୍ଧ

    14224
    Mar 26, 2026
  • ବନ୍ଦେ ଭାରତ ଯାତ୍ରୀଙ୍କ ଦହି ପ୍ୟାକେଟରେ ପୋକ, ୫୦ ଲକ୍ଷ ଟଙ୍କାର ଜୋରିମାନା ଲାଗୁ

    14410
    Mar 27, 2026
  • ନେପାଳର ନୂଆ ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ବାଲେନ ଶାହ

    13537
    Mar 27, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In