Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, March 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନେପାଳର ନୂଆ ପ୍ରଧାନମନ୍ତ୍ରୀ ଭାବରେ ଶପଥ ...

  • ଲକଡାଉନ ଗୁଜବର ଜବାବ ଦେଲେ ନିର୍ମଳା ...

  • ବନ୍ଦେ ଭାରତ ଯାତ୍ରୀଙ୍କ ଦହି ପ୍ୟାକେଟରେ ...

  • ସୋସିଆଲ ମିଡିଆ ବ୍ୟବହାର ପାଇଁ ...

  • ସାହସିକତା ଯବାନଙ୍କ ପାଇଁ ଭାରତୀୟ ରେଲୱେ ...

  • ଟ୍ରାଭେଲ୍ସ ବସ୍‌ - ଟିପ୍ପର ଟ୍ରକ ଧକ୍କା, ୧୩ ...

  • ବୀର ଯୋଦ୍ଧାଙ୍କ ପାଇଁ ରେଳବାଇର ବଡ଼ ଘୋଷଣା

  • ଜ୍ୱର, ମୁଣ୍ଡବିନ୍ଧା, ଆଣ୍ଟିବାୟୋଟିକ ...

  • ପେଟ୍ରୋଲ୍‌ ଦାମ୍‌ ୫ ଟଙ୍କା ବଢ଼ାଇଲା ...

  • ହିମାଚଳରେ ବର୍ଷା ସହ ବଜ୍ରପାତ ଆଶଙ୍କା

Home ›› ››ଧବଳେଶ୍ଵର ଝୁଲାପୋଲକୁ ନେଇ ଆସିଲା ଏହି ଖବର, ଜାଣନ୍ତୁ କ’ଣ

ଧବଳେଶ୍ଵର ଝୁଲାପୋଲକୁ ନେଇ ଆସିଲା ଏହି ଖବର, ଜାଣନ୍ତୁ କ’ଣ

2022-10-31 07:42:13
15006
Share:
Facebook
Twitter
E-Mail
WhatsApp
Telegram
ଧବଳେଶ୍ଵର ଝୁଲାପୋଲକୁ ନେଇ ଆସିଲା ଏହି ଖବର, ଜାଣନ୍ତୁ କ’ଣ

କଟକ:କଟକ ଜିଲ୍ଲା ଆଠଗଡ଼ରେ ପ୍ରସିଦ୍ଧ ଧବଳେଶ୍ୱର ଝୁଲା ପୋଲର କ୍ଷମତା କମିଥିବାରୁ ଯାତ୍ରୀଙ୍କର ଯିବାଆସିବା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ କଟକଣା ଲଗାଯାଇଛି। ଧବଳେଶ୍ୱର ଝୁଲା ପୋଲ ଉପରେ ଏକାବେଳେ ୨୦୦ ଯାତ୍ରୀଙ୍କୁ ଯିବା ଆସିବା କରିବା ପାଇଁ ଅନୁମତି ଦିଆଯାଇଥିବା ଆଠଗଡ଼ ଉପ ଜିଲ୍ଲାପାଳ ସୂଚନା ଦେଇଛନ୍ତି।

ସେ କହିଛନ୍ତି, ଧବଳେଶ୍ୱର ଝୁଲା ପୋଲର କ୍ଷମତା କମିଥିବା ଯାଞ୍ଚ ପରେ ଜଣାପଡ଼ିଥିଲା। ଝୁଲାପୋଲରେ ୬୦୦ ଲୋକ ଆଗରୁ ଯିବାଆସିବା କରୁଥିଲେ। ଝୁଲା ପୋଲର କ୍ଷମତା କମିଥିବାରୁ ଥରକେ୨୦୦ ଯାତ୍ରୀଙ୍କୁ ଯିବା ଆସିବା କରିବା ପାଇଁ ଅନୁମତି ଦିଆଯାଇଛି।

ଉପ ଜିଲ୍ଲାପାଳ ଆହୁରି କହିଛନ୍ତି, ଦିନକରେ ଝୁଲା ପୋଲରେ ୧୫ରୁ ୨୦ହଜାର ଲୋକ ଯାତାୟାତ କରିପାରିବେ। କେବଳ ବଡ଼ଓଷା ବ୍ରତଧାରୀମାନେ ଧବଳେଶ୍ୱର ଆସି ଦର୍ଶନ କରନ୍ତୁ। ସାଧାରଣ ଭକ୍ତମାନେ ନ ଆସନ୍ତୁ, ସେମାନେ ପରେ ଧବଳେଶ୍ୱର ଆସି ଦର୍ଶନ କରିପାରିବେ। ଯେଉଁମାନେ ଧବଳେଶ୍ୱର ଆସୁଛନ୍ତି ଶାନ୍ତିଶୃଙ୍ଖଳା ସହ ଦଶର୍ନ କରନ୍ତୁ, ପୁଲିସର ନିର୍ଦ୍ଦେଶ ମାନି ଚଳନ୍ତୁ। ବଡ଼ଓଷା ସମୟରେ ଧବଳେଶ୍ୱରରେ ଅନେକ ଭକ୍ତଙ୍କ ସମାଗମ ହୋଇଥାଏ। ଏହି ସମୟରେ ଭକ୍ତମାନଙ୍କୁ ଝୁଲା ପୋଲ ସହ ଡଙ୍ଗାରେ ମଧ୍ୟ ଯିବା ଆସିବା ପାଇଁ ବ୍ୟବସ୍ଥା କରାଯାଇଥିବା ଆଠଗଡ଼ ଉପ ଜିଲ୍ଲାପାଳ ସୂଚନା ଦେଇଛନ୍ତି। ଗତକାଲି କୋଲକାତାର ଏକ ଟିମ୍ ଆସି ପୋଲର ସୁରକ୍ଷା ନେଇ ଯାଞ୍ଚ କରିଥିଲେ। ଟିମ୍‌ ଯାଞ୍ଚ ପରେ ଧବଳେଶ୍ଵରଙ୍କ ଝୁଲାପୋଲ ସେତୁର କ୍ଷମତା କମିଥିବା ସୂଚନା ଦେଇଥିଲେ। ପରେ ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଥିଲା। କାର୍ତ୍ତିକ ମାସ ଚାଲିଥିବାରୁ ଧବଳେଶ୍ୱରରେ ଭକ୍ତଙ୍କ ଭିଡ଼ ଜମୁଛି। ଆଜି କାର୍ତ୍ତିକ ମାସର ଶେଷ ସୋମବାର ହୋଇ ଥିବାରୁ ବହୁସଂଖ୍ୟାର ଭକ୍ତ ବାବାଙ୍କ ଦର୍ଶନ ପାଇଁ ପହଞ୍ଚିଛନ୍ତି। ଭୋରରୁ ଦ୍ୱାରଫିଟା ସହ ମଙ୍ଗଳଆଳତୀ ପରେ ସର୍ବସାଧାରଣ ଦର୍ଶନ ଚାଲିଛି। ପୋଲ ଉପରେ ଥରକେ ୨୦୦ ଲେଖାଏଁ ଶ୍ରଦ୍ଧାଳଙ୍କୁ ଛଡ଼ାଯାଉଛି।

ଗୁଜରାଟର ମୋର୍ବିର ମାଚ୍ଛୁ ନଦୀରେ ବହୁ ପୁରୁଣା ଝୁଲା ପୋଲ ଛିଡି ଯିବାରୁ ୧୪୧ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଗତକାଲି ସନ୍ଧ୍ୟାରେ ଶ୍ରଦ୍ଧାଳୁମାନେ ଛଟ୍ ପୂଜା ପାଇଁ ମାଛୁ ନଦୀରେ ଥିବା ଝୁଲା ପୋଲ ପାର ହେଉଥିବା ବେଳେ ତାହା ଅଚାନକ ଭୁଶୁଡି ପଡିଥିଲା।

Powered by Froala Editor

Tags Dhabaleswar bridge

Related articles Odisha News Lens 4.1

  • ପେଟ୍ରୋଲ୍‌ ଦାମ୍‌ ୫ ଟଙ୍କା ବଢ଼ାଇଲା ନାୟରା
    ଦେଶ-ଦେଶାନ୍ତର

    ପେଟ୍ରୋଲ୍‌ ଦାମ୍‌ ୫ ଟଙ୍କା ବଢ଼ାଇଲା ନାୟରା

    13658
    Mar 26, 2026
  • ସୋସିଆଲ ମିଡିଆ ବ୍ୟବହାର ପାଇଁ ବାଧ୍ୟତାମୂଳକ ହେବ କେଓ୍ବାଇସି
    ଦେଶ-ଦେଶାନ୍ତର

    ସୋସିଆଲ ମିଡିଆ ବ୍ୟବହାର ପାଇଁ ବାଧ୍ୟତାମୂଳକ ହେବ କେଓ୍ବାଇସି

    15038
    Mar 26, 2026
  • ବନ୍ଦେ ଭାରତ ଯାତ୍ରୀଙ୍କ ଦହି ପ୍ୟାକେଟରେ ପୋକ, ୫୦ ଲକ୍ଷ ଟଙ୍କାର ଜୋରିମାନା ଲାଗୁ
    ଦେଶ-ଦେଶାନ୍ତର

    ବନ୍ଦେ ଭାରତ ଯାତ୍ରୀଙ୍କ ଦହି ପ୍ୟାକେଟରେ ପୋକ, ୫୦ ଲକ୍ଷ ଟଙ୍କାର ଜୋରିମାନା ଲାଗୁ

    14424
    Mar 27, 2026
  • ସାହସିକତା ଯବାନଙ୍କ ପାଇଁ ଭାରତୀୟ ରେଲୱେ ପକ୍ଷରୁ ଦେୟମୁକ୍ତ ଯାତ୍ରା
    ଦେଶ-ଦେଶାନ୍ତର

    ସାହସିକତା ଯବାନଙ୍କ ପାଇଁ ଭାରତୀୟ ରେଲୱେ ପକ୍ଷରୁ ଦେୟମୁକ୍ତ ଯାତ୍ରା

    15118
    Mar 26, 2026
  • ହିମାଚଳରେ ବର୍ଷା ସହ ବଜ୍ରପାତ ଆଶଙ୍କା
    ଦେଶ-ଦେଶାନ୍ତର

    ହିମାଚଳରେ ବର୍ଷା ସହ ବଜ୍ରପାତ ଆଶଙ୍କା

    15144
    Mar 26, 2026
  • ନେପାଳର ନୂଆ ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ବାଲେନ ଶାହ
    ଦେଶ-ଦେଶାନ୍ତର

    ନେପାଳର ନୂଆ ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ବାଲେନ ଶାହ

    13558
    Mar 27, 2026
  • ବୀର ଯୋଦ୍ଧାଙ୍କ ପାଇଁ ରେଳବାଇର ବଡ଼ ଘୋଷଣା
    ଦେଶ-ଦେଶାନ୍ତର

    ବୀର ଯୋଦ୍ଧାଙ୍କ ପାଇଁ ରେଳବାଇର ବଡ଼ ଘୋଷଣା

    13924
    Mar 26, 2026
  • ଜ୍ୱର, ମୁଣ୍ଡବିନ୍ଧା, ଆଣ୍ଟିବାୟୋଟିକ ମହଙ୍ଗା ହେବ
    ଦେଶ-ଦେଶାନ୍ତର

    ଜ୍ୱର, ମୁଣ୍ଡବିନ୍ଧା, ଆଣ୍ଟିବାୟୋଟିକ ମହଙ୍ଗା ହେବ

    14230
    Mar 26, 2026
  • ଟ୍ରାଭେଲ୍ସ ବସ୍‌ - ଟିପ୍ପର ଟ୍ରକ ଧକ୍କା, ୧୩ ଜୀବନ୍ତ ଦଗ୍ଧ
    ଦେଶ-ଦେଶାନ୍ତର

    ଟ୍ରାଭେଲ୍ସ ବସ୍‌ - ଟିପ୍ପର ଟ୍ରକ ଧକ୍କା, ୧୩ ଜୀବନ୍ତ ଦଗ୍ଧ

    14238
    Mar 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବୀର ଯୋଦ୍ଧାଙ୍କ ପାଇଁ ରେଳବାଇର ବଡ଼ ଘୋଷଣା

    13924
    Mar 26, 2026
  • ଦେଶ-ଦେଶାନ୍ତର

    ବନ୍ଦେ ଭାରତ ଯାତ୍ରୀଙ୍କ ଦହି ପ୍ୟାକେଟରେ ପୋକ, ୫୦ ଲକ୍ଷ ଟଙ୍କାର ଜୋରିମାନା ଲାଗୁ

    14424
    Mar 27, 2026
  • ଦେଶ-ଦେଶାନ୍ତର

    ହିମାଚଳରେ ବର୍ଷା ସହ ବଜ୍ରପାତ ଆଶଙ୍କା

    15144
    Mar 26, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17386
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17450
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17798
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16270
    Apr 03, 2021

ବିଶେଷ

  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    15111
    Mar 25, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    14991
    Mar 23, 2026
  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

    13975
    Mar 22, 2026
  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    15126
    Mar 20, 2026
  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15673
    Mar 19, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15020
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15528
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13828
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14268
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଟ୍ରାଭେଲ୍ସ ବସ୍‌ - ଟିପ୍ପର ଟ୍ରକ ଧକ୍କା, ୧୩ ଜୀବନ୍ତ ଦଗ୍ଧ

    14238
    Mar 26, 2026
  • ସୋସିଆଲ ମିଡିଆ ବ୍ୟବହାର ପାଇଁ ବାଧ୍ୟତାମୂଳକ ହେବ କେଓ୍ବାଇସି

    15038
    Mar 26, 2026
  • ବନ୍ଦେ ଭାରତ ଯାତ୍ରୀଙ୍କ ଦହି ପ୍ୟାକେଟରେ ପୋକ, ୫୦ ଲକ୍ଷ ଟଙ୍କାର ଜୋରିମାନା ଲାଗୁ

    14424
    Mar 27, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In