Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, November 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏଆଇ ଯୋଗୁଁ କୋଡିଂ ଛାଡ଼ି ଚାଷ କରୁଛନ୍ତି ...

  • ଆଖିରେ ଗଜା ହେଲା ମଞ୍ଜି, ଡାକ୍ତର ଦେଖି ...

  • ୨୦୨୭ ଏପ୍ରିଲ୍ ୧ରୁ ପ୍ଲାଷ୍ଟିକ୍ ନୋଟ୍‌ ...

  • ୨୦ ପ୍ରତିଶତ ଶସ୍ତା ହେଲା ସୁନା

  • ଇନ୍ଦ୍ରପାଲ ସିଂହ ୱାଲିଆ ଭାରତୀୟ ...

  • ନିଧି ରାଜଦାନଙ୍କ ସହ ବିବାହ ବନ୍ଧନରେ ...

  • ଜାତିସଂଘରେ ଭାରତର ଅସନ୍ତୋଷ: ...

  • ବିରୋଧୀଙ୍କୁ ନିଶାଣ କରି ଏହା କହିଲେ ମୋଦୀ

  • କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ...

  • ଲାଞ୍ଜିଗଡ଼ ସ୍ଥିତ ଭିଏଏମ୍ଏଲ୍ ଦକ୍ଷତା ...

ବାଣିଜ୍ୟ
Home ›› ବାଣିଜ୍ୟ ››ପ୍ରଚଳନ ହେବ ପ୍ରଥମ ଡିଜିଟାଲ କରେନ୍ସି, ୯ ବ୍ୟାଙ୍କରୁ ଆରମ୍ଭ ପାଇଲଟ ପ୍ରୋଜେକ୍ଟ

ପ୍ରଚଳନ ହେବ ପ୍ରଥମ ଡିଜିଟାଲ କରେନ୍ସି, ୯ ବ୍ୟାଙ୍କରୁ ଆରମ୍ଭ ପାଇଲଟ ପ୍ରୋଜେକ୍ଟ

2022-10-31 19:17:26
18982
Share:
Facebook
Twitter
E-Mail
WhatsApp
Telegram
ପ୍ରଚଳନ ହେବ ପ୍ରଥମ ଡିଜିଟାଲ କରେନ୍ସି, ୯ ବ୍ୟାଙ୍କରୁ ଆରମ୍ଭ ପାଇଲଟ ପ୍ରୋଜେକ୍ଟ

ମଙ୍ଗଳବାରଦିନ ଭାରତର ପ୍ରଥମ ଡିଜିଟାଲ କରେନ୍ସି ଆରମ୍ଭ ହେବାକୁ ଯାଉଛି । ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ ପକ୍ଷରୁ ପରୀକ୍ଷାମୂଳକ ଭାବେ ଏହି କରେନ୍ସିର ଶୁଭାରମ୍ଭ ହେବ । ଏହି ପାଇଲଟ ପ୍ରକଳ୍ପରେ ୯ଟି ବ୍ୟାଙ୍କ- ଷ୍ଟେଟ ବ୍ୟାଙ୍କ, ବ୍ୟାଙ୍କ ଅଫ ବରୋଦା, ୟୁନିୟନ ବ୍ୟାଙ୍କ, ଏଚଡିଏଫସି ବ୍ୟାଙ୍କ, ଆଇସିଆଇସିଆଇ ବ୍ୟାଙ୍କ, କୋଟକ ମହିନ୍ଦ୍ରା ବ୍ୟାଙ୍କ, ୟେସ ବ୍ୟାଙ୍କ, ଆଇଡିଏଫସି ବ୍ୟାଙ୍କ ଓ ଏଚଏସବିସିକୁ ସାମିଲ କରାଯାଇଛି । ଆଗକୁ ଏହି ପରୀକ୍ଷାମୂଳକ ପ୍ରୟୋଗର ପରିସର ବଢାଯାଇ ଅନ୍ତର୍ଜାତୀୟ ନେଣଦେଣ, ହୋଲସେଲ କାରବାର ପାଇଁ ଏହାର ବ୍ୟବହାର କରାଯିବ ।

ପ୍ରଥମ ପର୍ଯ୍ୟାୟରେ ହୋଲସେଲ ସେଗମେଣ୍ଟରେ ଏହି କରେନ୍ସିର ବ୍ୟବହାର ହେବ । ମାସେ ମଧ୍ୟରେ ଖୁଚୁରା କ୍ଷେତ୍ର ଲାଗି ଏହାକୁ ପ୍ରସ୍ତୁତ କରିବାକୁ ଆରବିଆଇ ଯୋଜନା ପ୍ରସ୍ତୁତ କରିଛି । ଆନ୍ତଃବ୍ୟାଙ୍କ କାରବାର ଖର୍ଚ୍ଚ କମାଇବା, ଭାରତରେ ବିଦେଶୀ ନାଗରିକଙ୍କ ଲାଗି ସହଜ କାରବାର, ବିଭିନ୍ନ ସରକାରୀ ବ୍ୟାଙ୍କ ଗ୍ୟାରେଣ୍ଟି ପାଇଁ ଏହି କରେନ୍ସି ସହାୟକ ହୋଇପାରିବେ । ଦିନକୁ ଦିନ ବଢ଼ିଚାଲିଥିବା ଡିଜିଟାଲ ଇକୋନୋମି ସହ ତାଳ ଦେଇ ଆରବିଆଇ ନିଜର ଏହି କରେନ୍ସିକୁ ସାମନାକୁ ଆଣିଛି । ବଡ କାରବାରରେ ଅର୍ଥ ପରିବର୍ତ୍ତେ ଡିଜିଟାଲ କରେନ୍ସିକୁ ପ୍ରାଧାନ୍ୟ ଦେବାକୁ ଲକ୍ଷ୍ୟ ରଖିଛି କେନ୍ଦ୍ରୀୟ ବ୍ୟାଙ୍କ ।

Powered by Froala Editor

Tags digital currency

Related articles Odisha News Lens 4.1

  • ଏଆଇ ଯୋଗୁଁ କୋଡିଂ ଛାଡ଼ି ଚାଷ କରୁଛନ୍ତି ଇଞ୍ଜିନିୟର
    ଦେଶ-ଦେଶାନ୍ତର

    ଏଆଇ ଯୋଗୁଁ କୋଡିଂ ଛାଡ଼ି ଚାଷ କରୁଛନ୍ତି ଇଞ୍ଜିନିୟର

    15234
    Nov 01, 2026
  • ୨୦ ପ୍ରତିଶତ ଶସ୍ତା ହେଲା ସୁନା
    ବାଣିଜ୍ୟ

    ୨୦ ପ୍ରତିଶତ ଶସ୍ତା ହେଲା ସୁନା

    13929
    Nov 01, 2026
  • ଲାଞ୍ଜିଗଡ଼ ସ୍ଥିତ ଭିଏଏମ୍ଏଲ୍ ଦକ୍ଷତା କେନ୍ଦ୍ରର ସଦ୍ୟତମ ବ୍ୟାଚ୍ ଅଗ୍ରଣୀ ...
    ବାଣିଜ୍ୟ

    ଲାଞ୍ଜିଗଡ଼ ସ୍ଥିତ ଭିଏଏମ୍ଏଲ୍ ଦକ୍ଷତା କେନ୍ଦ୍ରର ସଦ୍ୟତମ ବ୍ୟାଚ୍ ଅଗ୍ରଣୀ ...

    15555
    Oct 31, 2026
  •  କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ
    ବିଶେଷ

    କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    14438
    Nov 01, 2026
  • ନିଧି ରାଜଦାନଙ୍କ ସହ ବିବାହ ବନ୍ଧନରେ ବାନ୍ଧି ହେଲେ ଓମାର ଅବଦୁଲ୍ଲା
    ଦେଶ-ଦେଶାନ୍ତର

    ନିଧି ରାଜଦାନଙ୍କ ସହ ବିବାହ ବନ୍ଧନରେ ବାନ୍ଧି ହେଲେ ଓମାର ଅବଦୁଲ୍ଲା

    13935
    Nov 01, 2026
  • ୨୦୨୭ ଏପ୍ରିଲ୍ ୧ରୁ ପ୍ଲାଷ୍ଟିକ୍ ନୋଟ୍‌ ଟ୍ରାଏଲ୍ ଆରମ୍ଭ
    ଦେଶ-ଦେଶାନ୍ତର

    ୨୦୨୭ ଏପ୍ରିଲ୍ ୧ରୁ ପ୍ଲାଷ୍ଟିକ୍ ନୋଟ୍‌ ଟ୍ରାଏଲ୍ ଆରମ୍ଭ

    14987
    Nov 01, 2026
  • ବିରୋଧୀଙ୍କୁ ନିଶାଣ କରି ଏହା କହିଲେ ମୋଦୀ
    ଦେଶ-ଦେଶାନ୍ତର

    ବିରୋଧୀଙ୍କୁ ନିଶାଣ କରି ଏହା କହିଲେ ମୋଦୀ

    13735
    Nov 01, 2026
  • ଆଖିରେ ଗଜା ହେଲା ମଞ୍ଜି, ଡାକ୍ତର ଦେଖି ଆଶ୍ଚର୍ଯ୍ୟ
    ଦେଶ-ଦେଶାନ୍ତର

    ଆଖିରେ ଗଜା ହେଲା ମଞ୍ଜି, ଡାକ୍ତର ଦେଖି ଆଶ୍ଚର୍ଯ୍ୟ

    13912
    Nov 01, 2026
  •  ଜାତିସଂଘରେ ଭାରତର ଅସନ୍ତୋଷ: ମାନବାଧିକାରକୁ ରାଜନୈତିକ ଅସ୍ତ୍ର ଭାବେ ବ୍ୟବହାର ...
    ଦେଶ-ଦେଶାନ୍ତର

    ଜାତିସଂଘରେ ଭାରତର ଅସନ୍ତୋଷ: ମାନବାଧିକାରକୁ ରାଜନୈତିକ ଅସ୍ତ୍ର ଭାବେ ବ୍ୟବହାର ...

    13673
    Nov 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆଖିରେ ଗଜା ହେଲା ମଞ୍ଜି, ଡାକ୍ତର ଦେଖି ଆଶ୍ଚର୍ଯ୍ୟ

    13912
    Nov 01, 2026
  • ଦେଶ-ଦେଶାନ୍ତର

    ଏଆଇ ଯୋଗୁଁ କୋଡିଂ ଛାଡ଼ି ଚାଷ କରୁଛନ୍ତି ଇଞ୍ଜିନିୟର

    15234
    Nov 01, 2026
  • ବିଶେଷ

    କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    14438
    Nov 01, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17243
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17941
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17884
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18307
    Sep 06, 2023

ବିଶେଷ

  • କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    14438
    Nov 01, 2026
  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

    15612
    Oct 30, 2026
  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

    14894
    Oct 27, 2026
  • ଶୀତରେ ଶରୀରକୁ ଗରମ ରଖିବ ଏହି ଖାଦ୍ୟ, ଆଜି ହିଁ ଡାଇଟ୍‌ରେ କରନ୍ତୁ ସାମିଲ

    16086
    Oct 26, 2026
  • ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ

    15014
    Oct 25, 2026

ବାଣିଜ୍ୟ

୨୦ ପ୍ରତିଶତ ଶସ୍ତା ହେଲା ସୁନା

ଧନତେରସରେ ସୁନା ବଜାରରେ ଆସିଥିବା ବଡ଼ କରେକ୍ସନ୍ ଗ୍ରାହକ ଓ ନିବେଶକଙ୍କ ପାଇଁ ନୂଆ ସୁଯୋଗ ସୃଷ୍ଟି କରିଛି। ୨୪ କ୍ୟାରେଟ୍ ସୁନାର ଦାମ ପ୍ରତି ୧୦ ଗ୍ରାମ ୧,୪୦,୦୫୪ ଟଙ୍କା ରହିଛି। ୨୯ ଜାନୁଆରୀରେ ଏହି ଦାମ ୧,୭୫,୩୪୦ ଟଙ୍କା ଥିଲା। ଅର୍ଥାତ୍ ରେକର୍ଡ ସ୍ତରରୁ ସୁନା ପ୍ରାୟ ୨୦ ପ୍ରତିଶତ ଶସ୍ତା ହୋଇଛି।

ଜାନୁଆରୀର ...

  • ଲାଞ୍ଜିଗଡ଼ ସ୍ଥିତ ଭିଏଏମ୍ଏଲ୍ ଦକ୍ଷତା କେନ୍ଦ୍ରର ସଦ୍ୟତମ ବ୍ୟାଚ୍ ଅଗ୍ରଣୀ କମ୍ପାନୀଗୁଡ଼ିକରେ ନିଯୁକ୍ତି ସୁନିଶ୍ଚିତ କରିଛି

    15555
    Oct 31, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ‘ଧନତେରସ୍ ଧନବର୍ଷା’ ଉନ୍ମୋଚିତ, ସମଗ୍ର କଲେକ୍ସନସ୍ ଉପରେ ଉତ୍ସବ ଅଫର ବର୍ଷା

    13846
    Oct 31, 2026
  • ଶିଶୁମାନଙ୍କ ପାଇଁ ମୌଳିକ ଭେଣ୍ଟିଲେସନ୍‌ କର୍ମଶାଳା- ଆଇଏପି ଓଡ଼ିପେଡିକନ୍‌ ୨୦୨୬ର ଏକ ପ୍ରାକ୍‌-ସମ୍ମିଳନୀ କର୍ମଶାଳା

    13593
    Oct 31, 2026
  • କିଓରବେ ଦ୍ଵାରା ପରିଚାଳିତ ଶ୍ରୀ ଉଷା ଡାଏଗ୍ନୋଷ୍ଟିକ୍ସ ସ୍ତନ କର୍କଟ ସଚେତନତା ମାସ ନିମନ୍ତେ ଟଙ୍କପାଣି ରୋଡ କୋଠାକୁ ଗୋଲାପି ରଙ୍ଗରେ ଆଲୋକିତ କଲା

    15175
    Oct 26, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଲାଞ୍ଜିଗଡ଼ ସ୍ଥିତ ଭିଏଏମ୍ଏଲ୍ ଦକ୍ଷତା କେନ୍ଦ୍ରର ସଦ୍ୟତମ ବ୍ୟାଚ୍ ଅଗ୍ରଣୀ କମ୍ପାନୀଗୁଡ଼ିକରେ ନିଯୁକ୍ତି ସୁନିଶ୍ଚିତ କରିଛି

    15555
    Oct 31, 2026
  • ଏଆଇ ଯୋଗୁଁ କୋଡିଂ ଛାଡ଼ି ଚାଷ କରୁଛନ୍ତି ଇଞ୍ଜିନିୟର

    15234
    Nov 01, 2026
  • ଇନ୍ଦ୍ରପାଲ ସିଂହ ୱାଲିଆ ଭାରତୀୟ ବାୟୁସେନାର ନୂତନ ଉପପ୍ରମୁଖ ନିଯୁକ୍ତ

    15277
    Nov 01, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In