Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ...

  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ...

  • ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ...

  • ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ...

  • ୫୨୬ କିଲୋଗ୍ରାମ ହେରୋଇନ ଓ ...

  • ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ...

  • ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ ...

  • କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

  • ରୋଗ ସହ ଯୁଝୁଛନ୍ତି ପୂର୍ବତନ କ୍ରିକେଟର୍‌ ...

  • ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ...

ବିଶେଷ
Home ›› ବିଶେଷ ››କ୍ରୋଧକୁ କିପରି କରିବେ ନିୟନ୍ତ୍ରଣ, ଜାଣନ୍ତୁ ଉପାୟ

କ୍ରୋଧକୁ କିପରି କରିବେ ନିୟନ୍ତ୍ରଣ, ଜାଣନ୍ତୁ ଉପାୟ

2022-11-01 06:55:54
15087
Share:
Facebook
Twitter
E-Mail
WhatsApp
Telegram
କ୍ରୋଧକୁ କିପରି କରିବେ ନିୟନ୍ତ୍ରଣ, ଜାଣନ୍ତୁ ଉପାୟ

କୁହାଯାଏ, ରାଗ ହେଉଛି ବ୍ରହ୍ମଚଣ୍ଡାଳ । ସାଧାରଣ ଜୀବନଜାପନଶୈଳୀରେ ପରିବର୍ତ୍ତନ ଆସିବା ଫଳରେ ଲୋକେ ଅତ୍ୟଧିକ ଚିନ୍ତାଗ୍ରସ୍ତ ହୋଇଯାଆନ୍ତି । ଯାହା ଆମ ଉପରେ ବହୁତ ପ୍ରଭାବ ପକାଇଥାଏ ।  ଏହି ରାଗ ଆପଣଙ୍କ ପାଇଁ ହୋଇପାରେ ବହୁ କ୍ଷତିକାରକ ।  କ୍ରୋଧଠାରୁ ସର୍ବଦା ଦୁରେଇ ରହିବା ଆବଶ୍ୟକ । ଭଗବାନ ଶ୍ରୀ କୃଷ୍ଣ ଗୀତାର ଉପଦେଶରେ ଅର୍ଜୁନଙ୍କୁ କ୍ରୋଧଠାରୁ ଦୁରେଇ ରହିବ ପାଇଁ ସନ୍ଦେଶ ଦେଇଛନ୍ତି । ତେବେ ନୀତି ଶାସ୍ତ୍ର ଓ ପୁରଣ ଶାସ୍ତ୍ରରେ ବର୍ଣ୍ଣିତ ଅଛି ଯେ ବିଦ୍ୱାନ ମାନଙ୍କ ମତରେ ଯୋଗ୍ୟ ବ୍ୟକ୍ତି କଦାପି କ୍ରୋଧ କରି ନଥାଏ ।

କ୍ରୋଧରେ ମଣିଷ କଣ କରେ :
- କ୍ରୋଧରେ ବ୍ୟକ୍ତିର ଚେତନା ଶକ୍ତି ନଷ୍ଟ ହୋଇଯାଏ ଯାହା ତା ପାଇଁ କ୍ଷତିକାରକ ଅଟେ ।
- କ୍ରୋଧ ସମୟରେ ବ୍ୟକ୍ତିର ଏପରି କିଛି କାର୍ଯ୍ୟକଳାପ ତାକୁ ଅସୁବିଧାରେ ପକାଇଥାଏ ଯାହା ଜୀବନରେ ଉଚିତ ଶିକ୍ଷା ପାଇବା ଭଳି ହୋଇଥାଏ ।
- ବିଦ୍ୱାନ ମାନେ କହିଛନ୍ତି ମଣିଷର ବଡ଼ ଶତ୍ରୁ ହେଉଛି କ୍ରୋଧ କାରଣ କ୍ରୋଧ ଅହଂକାରକୁ ବଢ଼ିଥାଏ । ଅହଂକାରୀ ବ୍ୟକ୍ତି ନିଜର ସର୍ବନାଶ କରିବା ସହିତ ଅନ୍ୟ ମାନଙ୍କର ମଧ୍ୟ ସର୍ବନାଶ କରେ ।
- କ୍ରୋଧଠାରୁ ସର୍ବଦା ଦୁରେଇ ରହିବ ପାଇଁ ପ୍ରୟାସ କରିବା ଆବଶ୍ୟକ କାରଣ କ୍ରୋଧୀ ବ୍ୟକ୍ତି ଠାରୁ ସମସ୍ତେ ଦୂରତା ରଖି ସମ୍ପର୍କ ରଖନ୍ତି ।
- କ୍ରୋଧ କରୁଥିବା ବ୍ୟକ୍ତିକୁ ଅନ୍ୟମାନେ ଭୟ କରିଥାନ୍ତି । କାରଣ ସେ ଅନ୍ୟ ମାନଙ୍କ ଉପରେ ପ୍ରଭୁତ୍ୱ ଜାହିର କରି ଡରଇ ରଖିବାକୁ ଚେଷ୍ଟା କରିଥାଏ ।
- କ୍ରୋଧକୁ ଜ୍ଞାନ ,ସଂସ୍କାର ଓ ଆଧ୍ୟାତ୍ମିକ ଭାବ ଦ୍ୱାରା ଦୂର କରାଯାଇ ପାରିବ । ଯେଉଁ ବ୍ୟକ୍ତି ମାନବ ଜୀବନକୁ ଠିକରେ ଉପଯୋଗ କରି ପାରିଲା ସେଭଳି ବ୍ୟକ୍ତି କ୍ରୋଧଠାରୁ ଦୁରେଇ ରହିବ ।

କ୍ରୋଧକୁ କିପରି କରିବେ ନିୟନ୍ତ୍ରଣ:
- ଆପଣ କହିବା ପୂର୍ବରୁ ଭାବନ୍ତୁ ।
- ଥରେ ଶାନ୍ତ ହୋଇଗଲା ପରେ ତୁମର କ୍ରୋଧ ପ୍ରକାଶ କର ।
- କ୍ରୋଧକୁ ନିୟନ୍ତ୍ରଣ କରିବା ପାଇଁ କିଛି ବ୍ୟାୟାମ କରନ୍ତୁ ।
- କ୍ରୋଧକୁ ଫୁଜୁଥିବା ସମ୍ଭାବ୍ୟ ସମାଧାନଗୁଡିକ ଚିହ୍ନଟ କରନ୍ତୁ ।
- ଟେନସନ ମୁକ୍ତ କରିବାକୁ ସବୁବେଳେ ହସିବାକୁ ଓ ଖୁସି ରହିବାକୁ ଚେଷ୍ଟା କରନ୍ତୁ ।

Powered by Froala Editor

Tags Krodha

Related articles Odisha News Lens 4.1

  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ
    ଦେଶ-ଦେଶାନ୍ତର

    ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ

    14429
    Oct 01, 2026
  • ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ଆତଙ୍କୀ ହାଶିମ ମୂସା ନିହତ
    ଦେଶ-ଦେଶାନ୍ତର

    ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ଆତଙ୍କୀ ହାଶିମ ମୂସା ନିହତ

    15025
    Sep 30, 2026
  • ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ
    ଦେଶ-ଦେଶାନ୍ତର

    ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ

    15575
    Oct 01, 2026
  • ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ବୃଦ୍ଧି
    ଦେଶ-ଦେଶାନ୍ତର

    ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ବୃଦ୍ଧି

    15126
    Oct 01, 2026
  • ରୋଗ ସହ ଯୁଝୁଛନ୍ତି ପୂର୍ବତନ କ୍ରିକେଟର୍‌ ବିନୋଦ କାମ୍ବଲି
    ଦେଶ-ଦେଶାନ୍ତର

    ରୋଗ ସହ ଯୁଝୁଛନ୍ତି ପୂର୍ବତନ କ୍ରିକେଟର୍‌ ବିନୋଦ କାମ୍ବଲି

    14478
    Sep 30, 2026
  • ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’
    ଜିଲ୍ଲା ପରିକ୍ରମା

    ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’

    14788
    Sep 30, 2026
  •  ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ବଞ୍ଚାଇଲେ ସ୍ମିତ, ଚାରିଆଡୁ ଛୁଟୁଛି ...
    ଦେଶ-ଦେଶାନ୍ତର

    ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ବଞ୍ଚାଇଲେ ସ୍ମିତ, ଚାରିଆଡୁ ଛୁଟୁଛି ...

    15346
    Oct 01, 2026
  • ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ
    ଦେଶ-ଦେଶାନ୍ତର

    ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ

    15066
    Sep 30, 2026
  • କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ
    ଦେଶ-ଦେଶାନ୍ତର

    କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

    14975
    Sep 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

    14975
    Sep 30, 2026
  • ଦେଶ-ଦେଶାନ୍ତର

    ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ବଞ୍ଚାଇଲେ ସ୍ମିତ, ଚାରିଆଡୁ ଛୁଟୁଛି ପ୍ରଶଂସାର ସୁଅ

    15346
    Oct 01, 2026
  • ଦେଶ-ଦେଶାନ୍ତର

    ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ

    14429
    Oct 01, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17140
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17829
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17794
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18210
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15171
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14012
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15751
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15317
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14692
    Sep 18, 2026

ବାଣିଜ୍ୟ

ଭାରତରେ ‘Apple Pay’ ପ୍ରବେଶ

ପ୍ରାୟ ୧୨ ବର୍ଷର ଦୀର୍ଘ ଅପେକ୍ଷା ପରେ ଭାରତୀୟ ବଜାରରେ ‘ଆପଲ୍ ପେ’ ପ୍ରବେଶ କରିଛି । ଏହି ସେବା ଆସିବା ପରେ ଏବେ ଦେଶର ଆଇଫୋନ୍, ଆଇପ୍ୟାଡ୍ ଏବଂ ଆପଲ୍ ୱାଚ୍ ୟୁଜର୍ସମାନେ ଅତି ସହଜରେ ଡିଜିଟାଲ୍ ପେମେଣ୍ଟ କରିପାରିବେ । ବର୍ତ୍ତମାନ ପାଇଁ ଏହା କେବଳ ଏକ୍ସିସ୍ ବ୍ୟାଙ୍କର ଭିସା ଏବଂ ମାଷ୍ଟରକାର୍ଡ କ୍ରେଡିଟ୍ ...

  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14385
    Sep 28, 2026
  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14340
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15953
    Sep 23, 2026
  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14437
    Sep 17, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ଆତଙ୍କୀ ହାଶିମ ମୂସା ନିହତ

    15025
    Sep 30, 2026
  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ

    14429
    Oct 01, 2026
  • କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

    14975
    Sep 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In