Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, May 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ...

  • ଭାରତ ନିଜ ଇଚ୍ଛା ଏବଂ ସର୍ତ୍ତରେ ଅପରେସନ ...

  • ପାକିସ୍ତାନକୁ ଜମ୍ମୁ ଏବଂ କାଶ୍ମୀରରେ ...

  • କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ ...

  • କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ...

  • ଏକଜିଟ ପୋଲ, ବାଜିମାରି ନେବେ ବିଜୟ

  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ...

  • ବାଂଲାଦେଶରେ ମିଳିମିଳା ମହାମାରୀ !୨୫୦ ...

  • ଖଡଗପୁରରେ ପୁଣି ଛାତ୍ର ମୃତ୍ୟୁ, ୧୦ ଦିନରେ ...

  • ଏକଜିଟ୍ ପୋଲ୍ ରିପୋର୍ଟ : ବେଙ୍ଗଲରେ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››୭୦ ବର୍ଷରେ ସିଭିଲ ଡିପ୍ଲୋମା ଟପ୍ପର

୭୦ ବର୍ଷରେ ସିଭିଲ ଡିପ୍ଲୋମା ଟପ୍ପର

2022-11-01 19:16:52
15815
Share:
Facebook
Twitter
E-Mail
WhatsApp
Telegram
୭୦ ବର୍ଷରେ ସିଭିଲ ଡିପ୍ଲୋମା ଟପ୍ପର

ବୟସ ୭୦ । ଏ ବୟସରେ ଲୋକେ ଅବସର ଜୀବନ କାଟନ୍ତି । କିନ୍ତୁ ଜଣେ ୭୦ ବର୍ଷୀୟ ବୃଦ୍ଧ ଡିପ୍ଲୋମା ସିଭିଲ ପରୀକ୍ଷାରେ ଟପ୍ପର ହୋଇଛନ୍ତି । ବୃଦ୍ଧଙ୍କ ନାମ ହେଉଛି ନାରାୟଣ ଏସ ଭଟ୍ଟ। କିନ୍ତୁ ବୟସ ଅଧିକ ହୋଇଥିବାରୁ ତାଙ୍କୁ ଅନେକ ପୋଲିଟେକ୍ନିକ ଇନଷ୍ଟିଚ୍ୟୁଟ୍ ଅର୍ଥାତ ଇଞ୍ଜିନିୟରିଂ କଲେଜ୍‌ଗୁଡିକ ନାମ ଲେଖାଇବାକୁ ଅନୁମତି ଦେଇନଥିଲେ। ଶେଷରେ ତାଙ୍କୁ ଉତ୍ତର କନ୍ନଡର ଶିରସି  ଆରଏନ ସେଟ୍ଟି ପୋଲିଟେକ୍ନିକ  କଲେଜ୍‌ରେ ନାମ ଲେଖାଇବାକୁ ସୁଯୋଗ ମିଳିଛି। ଏବେ ସେ ପିଲାଙ୍କ ସହ କ୍ଲାସ୍‌ କରୁଛନ୍ତି, ଯାହାଙ୍କର ବୟସ ହାରାହାରି ୧୭ ବର୍ଷ ରହିଛି। ଅର୍ଥାତ ନାରାୟଣ ନିଜ ନାତିଙ୍କ ବୟସର ପିଲାଙ୍କ ସହ ପାଠ ପଢୁଛନ୍ତି।

ନାରାୟଣ ସିଭିଲ ଇଞ୍ଜିନିୟରିଂ ଏବଂ ଏହା ସମ୍ବନ୍ଧିତ ବୈଷେୟିକ କ୍ଷେତ୍ରର ଘରୋଇ କମ୍ପାନିରେ କାମ କରିଛନ୍ତି। ନିଜର ଚାକିରି ଜୀବନର ଅଧିକାଂଶ ସମୟ ସେ ଗୁଜରାଟ ଏବଂ କର୍ଣ୍ଣାଟକରେ କଟାଇଛନ୍ତି। ଶେଷରେ ନିଜ ସହର ଶିରସି ଫେରିଛନ୍ତି। ହେଲେ ସିଭିଲ ଇଞ୍ଜିନିୟରିଂରେ ଜ୍ଞାନ ଆହରଣ କରିବାର କ୍ଷୁଧା ତାଙ୍କ ମନରୁ ମେଣ୍ଟିନଥିଲା। ସେହି ସମୟରେ ତାଙ୍କର ବୟସ ଥିଲା ୬୬ ବର୍ଷ। ବୟସ ସୀମା ଅତିକ୍ରମ କରି ସାରିଥିବାରୁ ଅନେକ ଇଞ୍ଜିନିୟରିଂ କଲେଜ୍ ନାମ ଲେଖାଇବାକୁ ଅନୁମତି ଦେଇନଥିଲେ। ତେବେ ୨୦୨୨ ସିଭିଲ ଡିପ୍ଲୋମା ପରୀକ୍ଷାରେ ନିଜର ଅଧ୍ୟବସାୟ ବଳରେ ଟପ୍ପର ହୋଇଥିଲେ।

Powered by Froala Editor

Tags narayan

Related articles Odisha News Lens 4.1

  • କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ନିଶ୍ୱାସ ନେଇପାରିଲେନି ଲୋକେ
    ଦେଶ-ଦେଶାନ୍ତର

    କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ନିଶ୍ୱାସ ନେଇପାରିଲେନି ଲୋକେ

    14301
    Apr 30, 2026
  • ବାଂଲାଦେଶରେ ମିଳିମିଳା ମହାମାରୀ  !୨୫୦ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ବାଂଲାଦେଶରେ ମିଳିମିଳା ମହାମାରୀ !୨୫୦ ଜଣଙ୍କ ମୃତ୍ୟୁ

    14565
    Apr 29, 2026
  • ଏକଜିଟ୍ ପୋଲ୍ ରିପୋର୍ଟ :  ବେଙ୍ଗଲରେ କ୍ଷମତାକୁ ଆସିପାରେ ବିଜେପି
    ଦେଶ-ଦେଶାନ୍ତର

    ଏକଜିଟ୍ ପୋଲ୍ ରିପୋର୍ଟ : ବେଙ୍ଗଲରେ କ୍ଷମତାକୁ ଆସିପାରେ ବିଜେପି

    15112
    Apr 29, 2026
  • ପାକିସ୍ତାନକୁ ଜମ୍ମୁ ଏବଂ କାଶ୍ମୀରରେ ହିଂସା ବନ୍ଦ କରିବାକୁ ଅନୁରୋଧ କଲେ ଫାରୁକ ...
    ଦେଶ-ଦେଶାନ୍ତର

    ପାକିସ୍ତାନକୁ ଜମ୍ମୁ ଏବଂ କାଶ୍ମୀରରେ ହିଂସା ବନ୍ଦ କରିବାକୁ ଅନୁରୋଧ କଲେ ଫାରୁକ ...

    15413
    Apr 30, 2026
  • ଭାରତ ନିଜ ଇଚ୍ଛା ଏବଂ ସର୍ତ୍ତରେ ଅପରେସନ ସିନ୍ଦୂର ବନ୍ଦ କରିବାକୁ ନିଷ୍ପତ୍ତି ...
    ଦେଶ-ଦେଶାନ୍ତର

    ଭାରତ ନିଜ ଇଚ୍ଛା ଏବଂ ସର୍ତ୍ତରେ ଅପରେସନ ସିନ୍ଦୂର ବନ୍ଦ କରିବାକୁ ନିଷ୍ପତ୍ତି ...

    15316
    Apr 30, 2026
  • ଖଡଗପୁରରେ ପୁଣି ଛାତ୍ର ମୃତ୍ୟୁ, ୧୦ ଦିନରେ ଦ୍ୱିତୀୟ ଘଟଣା
    ଦେଶ-ଦେଶାନ୍ତର

    ଖଡଗପୁରରେ ପୁଣି ଛାତ୍ର ମୃତ୍ୟୁ, ୧୦ ଦିନରେ ଦ୍ୱିତୀୟ ଘଟଣା

    15127
    Apr 29, 2026
  • କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ କରିଦେବ ଇଥାନଲ
    ଦେଶ-ଦେଶାନ୍ତର

    କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ କରିଦେବ ଇଥାନଲ

    13499
    Apr 30, 2026
  • ଏକଜିଟ ପୋଲ, ବାଜିମାରି ନେବେ ବିଜୟ
    ଦେଶ-ଦେଶାନ୍ତର

    ଏକଜିଟ ପୋଲ, ବାଜିମାରି ନେବେ ବିଜୟ

    15284
    Apr 30, 2026
  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ
    ବିଶେଷ

    ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ

    13691
    Apr 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ନିଶ୍ୱାସ ନେଇପାରିଲେନି ଲୋକେ

    14301
    Apr 30, 2026
  • ଦେଶ-ଦେଶାନ୍ତର

    କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ କରିଦେବ ଇଥାନଲ

    13499
    Apr 30, 2026
  • ଦେଶ-ଦେଶାନ୍ତର

    ଖଡଗପୁରରେ ପୁଣି ଛାତ୍ର ମୃତ୍ୟୁ, ୧୦ ଦିନରେ ଦ୍ୱିତୀୟ ଘଟଣା

    15127
    Apr 29, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17446
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17496
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17854
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16326
    Apr 03, 2021

ବିଶେଷ

  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ

    13691
    Apr 30, 2026
  • ଶରୀରରେ ଇନ୍‌ସୁଲିନ୍‌କୁ ନିୟନ୍ତ୍ରଣରେ ରଖେ ହଳଦୀ

    15998
    Apr 28, 2026
  • ଅତ୍ୟଧିକ ପାଣି ପିଇଲେ ହୋଇଥାଏ ଏହି ଅସୁବିଧା

    15947
    Apr 27, 2026
  • ଶୋଇବା ପୂର୍ବରୁ ସେବନ କରନ୍ତୁ ଅଳେଇଚ

    14563
    Apr 25, 2026
  • ଶଜନା ଶାଗରେ ଭରି ରହିଛି ବହୁ ଔଷଧୀୟ ଗୁଣ

    14368
    Apr 24, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15365
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15099
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15595
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13905
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ପରିବର୍ତ୍ତନ ପ୍ରସଙ୍ଗରେ ଏହା କହିଲେ ଖଡ୍‌ଗେ

    15481
    Apr 30, 2026
  • ଏକଜିଟ୍ ପୋଲ୍ ରିପୋର୍ଟ : ବେଙ୍ଗଲରେ କ୍ଷମତାକୁ ଆସିପାରେ ବିଜେପି

    15112
    Apr 29, 2026
  • ଏକଜିଟ ପୋଲ, ବାଜିମାରି ନେବେ ବିଜୟ

    15284
    Apr 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In