Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, April 13, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ...

  • ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ...

  • ନାରୀ ଶକ୍ତି ବନ୍ଦନ ସମ୍ମେଳନରେ ...

  • ଓଭରଟାଇମ୍ କଲେ ମିଳିବ ଦୁଇଗୁଣ ମଜୁରୀ

  • ୧୫ ଏପ୍ରିଲରୁ ଅମରନାଥ ଯାତ୍ରା ପଞ୍ଜିକରଣ

  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ...

  • ଠକାମୀ କରି ଆସନ କବଜା କରିବାକୁ ଯୋଜନା ...

  • ୧୬ ରୁ ୧୮ ପର୍ଯ୍ୟନ୍ତ ସମସ୍ତ ସାଂସଦ ଗୃହରେ ...

  • ପରଲୋକରେ କିମ୍ବଦନ୍ତୀ ଗାୟିକା ଆଶା ...

  • ଲଦାଖକୁ ମିଳିଲା ସ୍ବତନ୍ତ୍ର ଆଧାର ପରିଚୟ

Home ›› ››ଡିଜିପିଙ୍କୁ ଏନଏଚଆରସିଙ୍କ ନୋଟିସ

ଡିଜିପିଙ୍କୁ ଏନଏଚଆରସିଙ୍କ ନୋଟିସ

2021-04-05 07:51:16
14406
Share:
Facebook
Twitter
E-Mail
WhatsApp
Telegram
ଡିଜିପିଙ୍କୁ ଏନଏଚଆରସିଙ୍କ ନୋଟିସ
ଭୁବନେଶ୍ୱର: ଯାଁଳା ଫାଣ୍ଡି ପରିସରସ୍ଥ ଏକ କାରରୁ କଙ୍କାଳ ମିଳିବା ଘଟଣାରେ ପୁଣି ଏକ ବଡ଼ ଖବର ସାମାନାକୁ ଆସିଛି । କଙ୍କାଳ ମିଳିବା ଘଟଣାରେ ଜାତୀୟ ମାନବାଧିକାର କମିଶନ ହସ୍ତକ୍ଷେପ କରିଛନ୍ତି । ଏନେଇ ଜାତୀୟ ମାନବାଧିକାର କମିଶନ ପୁଲିସ ଡିପି ଅଭୟଙ୍କୁ ନୋଟିସ ଜାରି କରିଛନ୍ତି । ୮ ସପ୍ତାହ ମଧ୍ୟରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଲାଗି ଜାତୀୟ ମାନବାଧିକାର କମିଶନ ନିଦେ୍ର୍ଧଶ ଦେଇଛନ୍ତି । ତଦନ୍ତରେ ଅବହେଳା ଦର୍ଶାଇ ଜଣେ ମାନବାଧିକାର କର୍ମୀ ଜାତୀୟ ମାନବାଧିକାର କମିଶନଙ୍କ ଦ୍ୱାରସ୍ଥ ହେବା ପରେ ଏନଏଚଆରସି ପୁଲିସ ଡିଜିଙ୍କୁ ନୋଟିସ କରିଛନ୍ତି । ଅନ୍ୟପକ୍ଷରେ ଯାଆଁଳା ଫାଣ୍ଡିରୁ କଙ୍କାଳ ଜବତ ଘଟଣାରେ କମିସନରେଟ ପୁଲିସ୍‌ ରାଜ୍ୟ ବାହାରକୁ ପୋଷ୍ଟର୍‌ ପଠାଇଛି। ପୋଷ୍ଟର ପଠାଯାଇଥିବା ରାଜ୍ୟଗୁଡ଼ିକ ମଧ୍ୟରେ ରହିିଛି ପଶ୍ଚିମବଙ୍ଗ, ବିହାର, ଆନ୍ଧ୍ର ପ୍ରଦେଶ ଓ ଛତିଶଗଡ଼। କମିସନରେଟ୍‌ ପୁଲିସ୍‌ ଏ ନେଇ ୪ ରାଜ୍ୟର ଏଡିଜିଙ୍କ ସହ କଥା ହୋଇଥିବା ସୂଚନା ରହିଛି। କେବଳ ସେତିକି ନୁହେଁ, ଏସ୍‌ସିଆର୍‌ବି ୱେବ୍‌ସାଇଟ୍‌ରେ ମଧ୍ୟ କଙ୍କାଳର ସ୍କେଚ ଜାରି କରାଯାଇଛି। ପୋଷ୍ଟ୍‌ର ମାରିବା ପରେ ପୁଲିସ୍‌କୁ ୫୦୦ରୁ ଅଧିକ କଲ୍‌ ମିଳି ସାରିଲାଣି। କଙ୍କାଳଟି ଖୋର୍ଦ୍ଧା ଅଞ୍ଚଳର ଜଣେ ମହିଳାଙ୍କର ବୋଲି ଚର୍ଚ୍ଚା ହେଉଛି।
Tags NHRC notice

Related articles Odisha News Lens 4.1

  • ୧୬ ରୁ ୧୮ ପର୍ଯ୍ୟନ୍ତ ସମସ୍ତ ସାଂସଦ ଗୃହରେ ରହିବା ବାଧ୍ୟତାମୂଳକ
    ଦେଶ-ଦେଶାନ୍ତର

    ୧୬ ରୁ ୧୮ ପର୍ଯ୍ୟନ୍ତ ସମସ୍ତ ସାଂସଦ ଗୃହରେ ରହିବା ବାଧ୍ୟତାମୂଳକ

    14703
    Apr 12, 2026
  •  ଓଭରଟାଇମ୍ କଲେ ମିଳିବ ଦୁଇଗୁଣ ମଜୁରୀ
    ଦେଶ-ଦେଶାନ୍ତର

    ଓଭରଟାଇମ୍ କଲେ ମିଳିବ ଦୁଇଗୁଣ ମଜୁରୀ

    13241
    Apr 13, 2026
  • ଠକାମୀ କରି ଆସନ କବଜା କରିବାକୁ ଯୋଜନା କରୁଛି: ବିଜେପି
    ଦେଶ-ଦେଶାନ୍ତର

    ଠକାମୀ କରି ଆସନ କବଜା କରିବାକୁ ଯୋଜନା କରୁଛି: ବିଜେପି

    14404
    Apr 12, 2026
  • ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ଗିରଫ
    ଦେଶ-ଦେଶାନ୍ତର

    ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ଗିରଫ

    13931
    Apr 13, 2026
  • ଲଦାଖକୁ ମିଳିଲା ସ୍ବତନ୍ତ୍ର ଆଧାର ପରିଚୟ
    ଦେଶ-ଦେଶାନ୍ତର

    ଲଦାଖକୁ ମିଳିଲା ସ୍ବତନ୍ତ୍ର ଆଧାର ପରିଚୟ

    14182
    Apr 12, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି
    ବିଶେଷ

    ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    15464
    Apr 12, 2026
  • ୧୫ ଏପ୍ରିଲରୁ ଅମରନାଥ ଯାତ୍ରା ପଞ୍ଜିକରଣ
    ଦେଶ-ଦେଶାନ୍ତର

    ୧୫ ଏପ୍ରିଲରୁ ଅମରନାଥ ଯାତ୍ରା ପଞ୍ଜିକରଣ

    14310
    Apr 13, 2026
  •  ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ
    ବିଶେଷ

    ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    14739
    Apr 13, 2026
  • ନାରୀ ଶକ୍ତି ବନ୍ଦନ ସମ୍ମେଳନରେ ଦେଶବାସୀଙ୍କୁ ସମ୍ବୋଧିତ କରି ମୋଦୀ କହିଲେ ଏହା
    ଦେଶ-ଦେଶାନ୍ତର

    ନାରୀ ଶକ୍ତି ବନ୍ଦନ ସମ୍ମେଳନରେ ଦେଶବାସୀଙ୍କୁ ସମ୍ବୋଧିତ କରି ମୋଦୀ କହିଲେ ଏହା

    13884
    Apr 13, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଓଭରଟାଇମ୍ କଲେ ମିଳିବ ଦୁଇଗୁଣ ମଜୁରୀ

    13241
    Apr 13, 2026
  • ଦେଶ-ଦେଶାନ୍ତର

    ୧୫ ଏପ୍ରିଲରୁ ଅମରନାଥ ଯାତ୍ରା ପଞ୍ଜିକରଣ

    14310
    Apr 13, 2026
  • ଦେଶ-ଦେଶାନ୍ତର

    ନାରୀ ଶକ୍ତି ବନ୍ଦନ ସମ୍ମେଳନରେ ଦେଶବାସୀଙ୍କୁ ସମ୍ବୋଧିତ କରି ମୋଦୀ କହିଲେ ଏହା

    13884
    Apr 13, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17414
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17471
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17825
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16299
    Apr 03, 2021

ବିଶେଷ

  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    14740
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    15464
    Apr 12, 2026
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14539
    Apr 11, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15592
    Apr 09, 2026
  • ଭାଙ୍ଗି ଯାଇଥିବା କାଚ ଘରେ ରଖିବା ଶୁଭଙ୍କର ନୁହେଁ

    14445
    Apr 08, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15328
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15058
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15561
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13857
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଲଦାଖକୁ ମିଳିଲା ସ୍ବତନ୍ତ୍ର ଆଧାର ପରିଚୟ

    14182
    Apr 12, 2026
  • ଠକାମୀ କରି ଆସନ କବଜା କରିବାକୁ ଯୋଜନା କରୁଛି: ବିଜେପି

    14404
    Apr 12, 2026
  • ପରଲୋକରେ କିମ୍ବଦନ୍ତୀ ଗାୟିକା ଆଶା ଭୋସ୍‌ଲେ

    14278
    Apr 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In