Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ...

  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ...

  • ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ...

  • ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ...

  • ୫୨୬ କିଲୋଗ୍ରାମ ହେରୋଇନ ଓ ...

  • ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ...

  • ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ ...

  • କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

  • ରୋଗ ସହ ଯୁଝୁଛନ୍ତି ପୂର୍ବତନ କ୍ରିକେଟର୍‌ ...

  • ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ...

ବିଶେଷ
Home ›› ବିଶେଷ ››ବ୍ରଣ ଦୂର କରେ ଆଲୋବେରା

ବ୍ରଣ ଦୂର କରେ ଆଲୋବେରା

2022-11-02 04:21:11
14326
Share:
Facebook
Twitter
E-Mail
WhatsApp
Telegram
ବ୍ରଣ ଦୂର କରେ ଆଲୋବେରା

 ଆଲୋବେରା ବା ଘିକୁଆଁରୀରେ ଥିବା ଔଷଧିୟ ଗୁଣ ବିଷୟରେ ସମସ୍ତେ ଅଳ୍ପ ବହୁତ ଜାଣିଥିବେ। ଘରେ ସମସ୍ତଙ୍କ ବାଡ଼ି ବଗିଚାରେ ଘିକୁଆଁରୀ ରହିଛି। ଘି କୁଆଁରୀରେ ଆମିନୋଏସିଡ୍‌, ଆଇରନ୍, ପଟାସିୟମ୍‌, କ୍ୟାଲ୍‌ସିୟମ୍‌ ରହିଛି। ଏଥିରେ ଭିଟାମିନ୍‌ B, C, E ଓ ଫଲିକ୍‌ ଏସିଡ୍‌ ମଧ୍ୟ ରହିଛି। ଏହାର ଆନାଲ୍‌ଜେସିକ୍‌ ଓ ଆଣ୍ଟିବ୍ୟାକ୍ଟେରିଆଲ୍‌ ଗୁଣ ମଧ୍ୟ ରହିଛି। ଏହାର ବିଶେଷ ଔଷଧୀୟ ଗୁଣ ପାଇଁ ଏହା ଉପରେ ଏବେ ମଧ୍ୟ ଗବେଷଣା ଜାରି ରହିଛି।

ବ୍ରଣ ଦୂର କରିଥାଏ- ଅନେକଙ୍କର ବ୍ରଣ ସମସ୍ୟା ରହିଥାଏ। ତେଣୁ ଆଲୋବେରା ଜୁସ୍‌ ପିଇବା ଦ୍ୱାରା ବ୍ରଣ ଭଲ ହେବା ସହ ତ୍ୱଚାର ଔଜଲ୍ୟ ବୃଦ୍ଧି ପାଇଥାଏ। ମୁହଁରେ ଅଲୋବେରା ଜେଲି ଲଗାଇବା ଦ୍ୱାରା ତ୍ୱଚା ଉଜ୍ୱଳ ଦିଶିଥାଏ।

ଖଣ୍ଡିଆ ବା ଘା’ ଭଲକରେ- ଯଦି ଆପଣଙ୍କର କେଉଁଠି ଖଣ୍ଡିଆ ହେଇଯାଇଛି ବା କୌଣସି ବିଷାକ୍ତ ପୋକ କାମୁଡ଼ି ଦେଇଛି ତାହାଲେ ଜଳା ପୋଡ଼ାରୁ ରକ୍ଷା ପାଇବା ପାଇଁ ଆଲୋବେରା ଖାଆନ୍ତୁ। ଏକ ପତ୍ରକୁ କାଟି ଏହାର ରସ କ୍ଷତ ସ୍ଥାନରେ ମଧ୍ୟ ଲଗାନ୍ତୁ। ଏହା ଦ୍ୱାରା କ୍ଷତ ସ୍ଥାନ ଶୀଘ୍ର ଶୁଖିଯିବ।

ଚୁଟି ଝଡ଼ିବା ଦୂର କରେ- ପ୍ରାୟ ସମସ୍ତଙ୍କର କମ୍‌ ବୟସରୁ ଚୁଟି ଝଡ଼ିବା ସମସ୍ୟା ଦେଖାଦେଇଥାଏ। ଅନେକ ଏଥିପାଇଁ ଉପଚାର କରି ବଫଳ ମଧ୍ୟ ହୋଇଥାନ୍ତି। ଆଲୋବେରା ଆମ ଚୁଟି ପାଇଁ ଅନେକ ଉପକାରୀ ହୋଇଥାଏ। ଏହାକୁ ଆପଣ ଚୁଟିର ମୁଳରେ ଲଗାଇ କିଛି ସମୟ ପରେ ଧୋଇ ଦିଅନ୍ତୁ। ଧୀରେ ଧୀରେ ଚୁଟି ଝଡ଼ିବା ବନ୍ଦ ହେବା ସହ ଉଜ୍ୱଳ ମଧ୍ୟ ଦେଖାଯିବ। ମୁଣ୍ଡରେ ରୁପି ହୋଇଥିଲେ ମଧ୍ୟ ଏହି ଉପାୟରେ ଉପକାର ମିଳିବ।

ଆଣ୍ଠୁଗଣ୍ଠି ପୀଡ଼ା ବନ୍ଦ କରେ- ଯଦି ଆପଣଙ୍କର ଆଣ୍ଠୁଗଣ୍ଠି ଦରଜ ହେଉଛି ବା ପୀଡ଼ା ହେଉଛି ତାହଲେ ସେହି ସ୍ଥାନରେ ଆଲୋବେରା ଲଗାନ୍ତୁ। ଏହା ଆପଣଙ୍କୁ ଆରାମ ଦେବ।

ମୋଟାପଣ କମାଏ- ଆପଣ ମୋଟାପଣ କମାଇବାକୁ ଅନେକ କସରତ ବା ଡାଏଟିଂ କରି ଥକି ଯାଇଛନ୍ତି କି? ତାହାଲେ ଆପଣ ଆଲୋବେରା ଖଆନ୍ତୁ। ଏଥିରେ ଥିବା ପ୍ରାକୃତିକ ଗୁଣ ଓଜନ କମାଇବାକୁ ସାହାଯ୍ୟ କରିବ।

ଦାନ୍ତ ସମସ୍ୟା ଦୂର କରେ- ଦାନ୍ତରେ ହେଉଥିବା ବିଭିନ୍ନ ସମସ୍ୟା ଯେମିତିକି ଦାନ୍ତ ମୂଳ ଦରଜ, ଦାନ୍ତ ବିନ୍ଧିବା, ପୋକ ଖାଇବା ଇତ୍ୟାଦି ସମସ୍ୟା ଦୂର କରିଥାଏ। ଏହା ସହ ଆଲୋବେରାରେ ଆଣ୍ଟି ଅକ୍ସିଡାଣ୍ଟ ଗୁଣ ଥିବାରୁ ଏହାକୁ ଖାଇବା ଦ୍ୱାରା ଶରୀରର ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇଥାଏ। ଥିବାରୁ ଏହାକୁ ଖାଇବା ଦ୍ୱାରା ଶରୀରର ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇଥାଏ।

କୋଷ୍ଠକାଠିନ୍ୟ ସମସ୍ୟା ଦୂର କରେ- ଆଲୋବେରା ଜୁସ୍‌ ପିଇବା ଦ୍ୱାରା ଏହା କୋଷ୍ଠକାଠିନ୍ୟ ସମସ୍ୟା ଦୂର କରିବା ସହ ପାଚନ ସମସ୍ୟା ସମାଧାନ କରିଥାଏ। ଶରୀରର ପିଏଚ୍‌ ସ୍ତର ଉପରେ ଆମର ସୁସ୍ଥତା ନିର୍ଭର କରିଥାଏ। ଏହି ଜୁସ୍‌ର ଆଲ୍‌କାଲାଇନ୍‌ ଗୁଣ ରହିଥିବାରୁ ଶରୀରର ପିଏଚ୍‌ ସ୍ତରକୁ ଠିକ୍‌ ରଖିଥାଏ ବୋଲି ଗବେଷଣାରୁ ଜଣାପଡ଼ିଛି।

ଡାଇବେଟିସ୍‌ ରୋଗୀଙ୍କ ପାଇଁ ଉପକାରୀ- ଆଲୋବେରା ଡାଇବେଟିସ ରୋଗୀଙ୍କ ପାଇଁ ବରଦାନ ସଦୃଶ କାମ କରିଥାଏ। ଏହାର ଜୁସ୍‌ ପିଇଲେ ରକ୍ତରେ ଶର୍କରାସ୍ତର ନିୟନ୍ତ୍ରିତ ରହିଥାଏ। ଏହା କିଡ୍‌ନୀ ଓ ଲିଭର ସହ ଶରୀରର ଅନ୍ୟ ଅଙ୍ଗକୁ ମଧ୍ୟ ସୁସ୍ଥ ରଖିଥାଏ। ଏହା କୋଲେଷ୍ଟ୍ରୋଲ ମଧ୍ୟ କମ୍‌ କରିଥାଏ।ତେବେ ଏହାର ଜୁସ୍‌ ପିଇବା ଆଗରୁ ଆପଣ ଆୟୁର୍ବେଦିକ୍‌ ଡାକ୍ତରଙ୍କ ସହ ପରାମର୍ଶ କରିବା ଉଚିତ୍‌। ଏହାର ଜୁସ୍‌ ବଜାରରେ ଔଷଧ ଆକାରରେ ମଧ୍ୟ ଉପଲବ୍ଧ ହେଲାଣି। ବଡ଼ ବଡ଼ ଆୟୁର୍ବେଦିକ୍‌ ଔଷଧ ନିର୍ମାତା ଏହାର ଜୁସ୍‌ ପ୍ରସ୍ତୁତ କରି ବଜାରକୁ ଛାଡ଼ିଛନ୍ତି।

Powered by Froala Editor

Tags Alovera

Related articles Odisha News Lens 4.1

  • ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ଫିଙ୍ଗିଲା
    ଅପରାଧ

    ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ଫିଙ୍ଗିଲା

    15358
    Sep 30, 2026
  •  ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ବଞ୍ଚାଇଲେ ସ୍ମିତ, ଚାରିଆଡୁ ଛୁଟୁଛି ...
    ଦେଶ-ଦେଶାନ୍ତର

    ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ବଞ୍ଚାଇଲେ ସ୍ମିତ, ଚାରିଆଡୁ ଛୁଟୁଛି ...

    15341
    Oct 01, 2026
  • କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ
    ଦେଶ-ଦେଶାନ୍ତର

    କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

    14972
    Sep 30, 2026
  • ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ଆତଙ୍କୀ ହାଶିମ ମୂସା ନିହତ
    ଦେଶ-ଦେଶାନ୍ତର

    ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ଆତଙ୍କୀ ହାଶିମ ମୂସା ନିହତ

    15022
    Sep 30, 2026
  • ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ
    ଦେଶ-ଦେଶାନ୍ତର

    ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ

    15571
    Oct 01, 2026
  • ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ବୃଦ୍ଧି
    ଦେଶ-ଦେଶାନ୍ତର

    ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ବୃଦ୍ଧି

    15122
    Oct 01, 2026
  • ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ
    ଦେଶ-ଦେଶାନ୍ତର

    ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ

    15062
    Sep 30, 2026
  • ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’
    ଜିଲ୍ଲା ପରିକ୍ରମା

    ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’

    14786
    Sep 30, 2026
  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ
    ଦେଶ-ଦେଶାନ୍ତର

    ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ

    14425
    Oct 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ

    15062
    Sep 30, 2026
  • ଦେଶ-ଦେଶାନ୍ତର

    ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ବୃଦ୍ଧି

    15122
    Oct 01, 2026
  • ଦେଶ-ଦେଶାନ୍ତର

    ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ

    14425
    Oct 01, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17140
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17829
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17794
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18210
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15168
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14011
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15750
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15316
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14691
    Sep 18, 2026

ବାଣିଜ୍ୟ

ଭାରତରେ ‘Apple Pay’ ପ୍ରବେଶ

ପ୍ରାୟ ୧୨ ବର୍ଷର ଦୀର୍ଘ ଅପେକ୍ଷା ପରେ ଭାରତୀୟ ବଜାରରେ ‘ଆପଲ୍ ପେ’ ପ୍ରବେଶ କରିଛି । ଏହି ସେବା ଆସିବା ପରେ ଏବେ ଦେଶର ଆଇଫୋନ୍, ଆଇପ୍ୟାଡ୍ ଏବଂ ଆପଲ୍ ୱାଚ୍ ୟୁଜର୍ସମାନେ ଅତି ସହଜରେ ଡିଜିଟାଲ୍ ପେମେଣ୍ଟ କରିପାରିବେ । ବର୍ତ୍ତମାନ ପାଇଁ ଏହା କେବଳ ଏକ୍ସିସ୍ ବ୍ୟାଙ୍କର ଭିସା ଏବଂ ମାଷ୍ଟରକାର୍ଡ କ୍ରେଡିଟ୍ ...

  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14385
    Sep 28, 2026
  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14340
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15953
    Sep 23, 2026
  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14437
    Sep 17, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

    14972
    Sep 30, 2026
  • ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ଆତଙ୍କୀ ହାଶିମ ମୂସା ନିହତ

    15022
    Sep 30, 2026
  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ

    14425
    Oct 01, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In