Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, July 01, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୨.୫ କୋଟି ଖର୍ଚ୍ଚ କରି ବାହା କରିଥିଲେ ବାପା, ...

  • ବିଜେପିରୁ ଇସ୍ତଫା ଦେଲେ କଠୋରପନ୍ଥୀ ନେତା ...

  • ମଣିପୁରରେ ପୁଣି ହିଂସା, ଆଖିବୁଜା ଗୁଳି ...

  • ଜନ୍ମ କରିଛୁ, କିନ୍ତୁ ପୋଷି ପାରିବୁନି ‘Sorry’

  • ଘରେ ବାସ୍ତୁ ଦୋଷ ଥିଲେ, ଠିକ୍ କରିବାର ଉପାୟ ...

  • ଏକାଧିକ ଥର ପ୍ରେମରେ ପଡ଼ିଥାନ୍ତି ଏହି ୩ ...

  • ରାସାୟନିକ କାରଖାନାରେ ବଡ ବିସ୍ଫୋରଣ, ୧୦ ...

  • ହିନ୍ଦୁ ଯୁବତୀଙ୍କ ଘରେ ପଶି ଦୁଷ୍କର୍ମ ...

  • ଖେଳିବାକୁ ଜିଦ୍‌ କଲା ବୋଲି ବାପା ନେଇଗଲା ...

  • ପୂରା ପରିବାରକୁ ଭସାଇ ନେଲା ବନ୍ୟା

ରାଜ୍ୟ
Home ›› ରାଜ୍ୟ ›› ଆଜି ରାଧାପାଦ ଦର୍ଶନ

ଆଜି ରାଧାପାଦ ଦର୍ଶନ

2022-11-02 04:55:39
15604
Share:
Facebook
Twitter
E-Mail
WhatsApp
Telegram
 ଆଜି ରାଧାପାଦ ଦର୍ଶନ

ପୁରୀ: ଆଜି ପବିତ୍ର ଅଁଳା ନବମୀ। ଅଁଳା ନବମୀରେ ରାଧାପାଦ ଦର୍ଶନ ପାଇଁ ପୁରୀ ସାକ୍ଷୀଗୋପାଳରେ ଲାଗିଛି ଶ୍ରଦ୍ଧାଳୁଙ୍କ ଭିଡ଼। ଲମ୍ବା ଧାଡ଼ିରେ ଯାଇ ଶ୍ରଦ୍ଧାଳୁମାନେ ରାଧାପାଦ ଦର୍ଶନ କରୁଛନ୍ତି। କରୋନା ପାଇଁ ଦୁଇ ବର୍ଷ ପରେ ଦର୍ଶନର ସୁଯୋଗ ମିଳିଥିବାରୁ ଏ ସୁଯୋଗକୁ ଭକ୍ତମାନେ ହାତଛଡ଼ା କରିବାକୁ ଚାହିଁନାହାନ୍ତି। ଶୃଙ୍ଖଳିତ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି। ୨୦ ପ୍ଲାଟୁନ ଫୋର୍ସ ଓ ୫୦ ଜଣ ଅଫିସରଙ୍କୁ ମୁତୟନ କରାଯାଇଛି।

ଧାର୍ୟ୍ୟ ନୀତି ନିର୍ଘଣ୍ଟ ଅନୁଯାୟୀ ରାତ୍ରି ଗୋଟାଏ ସମୟରେ ଦ୍ୱାରଫିଟା ନୀତି ପାଳନ ହୋଇଥିଲା। ଏହାପରେ ସାଢେ ଗୋଟାଏରେ ମଙ୍ଗଳ ଆଳତି, ସାଢେ ଗୋଟାଏରୁ ୩ଟା ମଧ୍ୟରେ ବେଶ, ମଇଲମ, ମର୍ଦ୍ଦନ, ଅବକାଶ, ନଟବର ବେଶ ଅନୁଷ୍ଠିତ ହୋଇଥିଲା। ଭୋର ସାଢେ ୫ଟାରେ ମନ୍ଦିର କର୍ମଚାରୀ ଓ ସେବାୟତ ଦର୍ଶନ କରିଥିଲେ। ଏହାପରେ ସକାଳ ୬ଟା ପରଠାରୁ ସାହାଣମେଲା ଦର୍ଶନ ଚାଲିଛି। ଧାଡ଼ିରେ ଆସି ଦର୍ଶନ କରୁଛନ୍ତି ସାଧାରଣ ଭକ୍ତ। ଏହି ଦର୍ଶନ ସଂଧ୍ୟା ୫ଟା ପର୍ୟ୍ୟନ୍ତ ଚାଲିବ। ଏହାପରେ ପାଳିଆ ପରିବର୍ତ୍ତନ ଲାଗି ଅପରାହ୍ନ ୫ଟାରୁ ଅପରାହ୍ନ ୬ଟା ପର୍ୟ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ। ପୁଣିଥରେ ସଂଧ୍ୟା ୬ଟାରୁ ରାତି ସାଢେ ୧୧ଟା ପର୍ୟ୍ୟନ୍ତ ଚାଲିବ ସାହାଣମେଲା ଦର୍ଶନ।

Powered by Froala Editor

Tags Radha pada darshan

Related articles Odisha News Lens 4.1

  • ବିଜେପିରୁ ଇସ୍ତଫା ଦେଲେ କଠୋରପନ୍ଥୀ ନେତା ଟି. ରାଜା ସିଂହ
    ଦେଶ-ଦେଶାନ୍ତର

    ବିଜେପିରୁ ଇସ୍ତଫା ଦେଲେ କଠୋରପନ୍ଥୀ ନେତା ଟି. ରାଜା ସିଂହ

    13569
    Jun 30, 2025
  • ପୂରା ପରିବାରକୁ ଭସାଇ ନେଲା ବନ୍ୟା
    ଦେଶ-ଦେଶାନ୍ତର

    ପୂରା ପରିବାରକୁ ଭସାଇ ନେଲା ବନ୍ୟା

    15448
    Jun 29, 2025
  • ଜନ୍ମ କରିଛୁ, କିନ୍ତୁ ପୋଷି ପାରିବୁନି ‘Sorry’
    ଦେଶ-ଦେଶାନ୍ତର

    ଜନ୍ମ କରିଛୁ, କିନ୍ତୁ ପୋଷି ପାରିବୁନି ‘Sorry’

    14291
    Jun 30, 2025
  • ୨.୫ କୋଟି ଖର୍ଚ୍ଚ କରି ବାହା କରିଥିଲେ ବାପା, ଯୌତୁକ ପାଇଁ ଜୀବନ ହାରିଦେଲା ଝିଅ
    ଦେଶ-ଦେଶାନ୍ତର

    ୨.୫ କୋଟି ଖର୍ଚ୍ଚ କରି ବାହା କରିଥିଲେ ବାପା, ଯୌତୁକ ପାଇଁ ଜୀବନ ହାରିଦେଲା ଝିଅ

    15546
    Jun 30, 2025
  • ରାସାୟନିକ କାରଖାନାରେ ବଡ ବିସ୍ଫୋରଣ, ୧୦ ମୃତ
    ଦେଶ-ଦେଶାନ୍ତର

    ରାସାୟନିକ କାରଖାନାରେ ବଡ ବିସ୍ଫୋରଣ, ୧୦ ମୃତ

    13496
    Jun 30, 2025
  • ଖେଳିବାକୁ ଜିଦ୍‌ କଲା ବୋଲି ବାପା ନେଇଗଲା ପୁଅ ଜୀବନ
    ଦେଶ-ଦେଶାନ୍ତର

    ଖେଳିବାକୁ ଜିଦ୍‌ କଲା ବୋଲି ବାପା ନେଇଗଲା ପୁଅ ଜୀବନ

    13616
    Jun 30, 2025
  • ହିନ୍ଦୁ ଯୁବତୀଙ୍କ ଘରେ ପଶି ଦୁଷ୍କର୍ମ ଘଟଣାରେ ନେତା ସହ ୫ ଗିରଫ
    ଦେଶ-ଦେଶାନ୍ତର

    ହିନ୍ଦୁ ଯୁବତୀଙ୍କ ଘରେ ପଶି ଦୁଷ୍କର୍ମ ଘଟଣାରେ ନେତା ସହ ୫ ଗିରଫ

    15635
    Jun 30, 2025
  • ମଣିପୁରରେ ପୁଣି ହିଂସା, ଆଖିବୁଜା ଗୁଳି ମାଡ଼ରେ ୪ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ମଣିପୁରରେ ପୁଣି ହିଂସା, ଆଖିବୁଜା ଗୁଳି ମାଡ଼ରେ ୪ ଜଣଙ୍କ ମୃତ୍ୟୁ

    14731
    Jun 30, 2025
  • ଏକାଧିକ ଥର ପ୍ରେମରେ ପଡ଼ିଥାନ୍ତି ଏହି ୩ ରାଶିର ପୁରୁଷ
    ବିଶେଷ

    ଏକାଧିକ ଥର ପ୍ରେମରେ ପଡ଼ିଥାନ୍ତି ଏହି ୩ ରାଶିର ପୁରୁଷ

    15342
    Jun 30, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ରାସାୟନିକ କାରଖାନାରେ ବଡ ବିସ୍ଫୋରଣ, ୧୦ ମୃତ

    13496
    Jun 30, 2025
  • ଦେଶ-ଦେଶାନ୍ତର

    ମଣିପୁରରେ ପୁଣି ହିଂସା, ଆଖିବୁଜା ଗୁଳି ମାଡ଼ରେ ୪ ଜଣଙ୍କ ମୃତ୍ୟୁ

    14731
    Jun 30, 2025
  • ଦେଶ-ଦେଶାନ୍ତର

    ହିନ୍ଦୁ ଯୁବତୀଙ୍କ ଘରେ ପଶି ଦୁଷ୍କର୍ମ ଘଟଣାରେ ନେତା ସହ ୫ ଗିରଫ

    15635
    Jun 30, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16598
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16715
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17029
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15518
    Apr 03, 2021

ବିଶେଷ

  • ଘରେ ବାସ୍ତୁ ଦୋଷ ଥିଲେ, ଠିକ୍ କରିବାର ଉପାୟ ଜାଣନ୍ତୁ....

    14957
    Jun 30, 2025
  • ଏକାଧିକ ଥର ପ୍ରେମରେ ପଡ଼ିଥାନ୍ତି ଏହି ୩ ରାଶିର ପୁରୁଷ

    15342
    Jun 30, 2025
  • ଦିନକୁ କେତେ ଥର ପିଇବେ ଗ୍ରୀନ୍‌-ଟି ?

    15577
    Jun 29, 2025
  • ଡାଇବେଟିସ୍‌ ରୋଗୀ ଖାଇପାରିବେ ଏହି ମିଠା

    15471
    Jun 29, 2025
  • ହୃତ୍‌ପିଣ୍ଡ ସୁସ୍ଥ ରଖେ ଅମୃତଭଣ୍ଡା

    15969
    Jun 28, 2025

ବାଣିଜ୍ୟ

ରଥଯାତ୍ରା ୨୦୨୫ରେ ସନ୍‌ଫିଷ୍ଟ ମାରୀ ଲାଇଟ୍‌ ଭକ୍ତମାନଙ୍କ ପାଇଁ ଆଣିଛି ଶୀତଳ ‘ସୂର୍ଯ୍ୟ ବରଦାନ’

ହଜାର ହଜାର ସଂଖ୍ୟାରେ ସନ୍‌ଫିଷ୍ଟ ସୂର୍ଯ୍ୟ ବରଦାନ ଟୋପି ଚଳିତ ବର୍ଷ ଐଶ୍ୱରୀୟ ଯାତ୍ରାରେ ଭକ୍ତମାନଙ୍କ ପାଇଁ ଆଶ୍ୱସ୍ତି ଆଣିଦେଇଛି

ପୁରୀ: ପୁରୀ ରଥଯାତ୍ରା ଭାରତର ଅନ୍ୟତମ ସର୍ବାଧିକ ପୂଜ୍ୟ ଆଧ୍ୟ ...

  • ଭାସମଲ୍‌ ଏକ କଳାକୃତି ସହିତ ରଥଯାତ୍ରାକୁ ସମ୍ମାନ ପ୍ରଦର୍ଶନ କରୁଛି ଏବଂ ଶୁଭାରମ୍ଭ କରୁଛି ହେନା କ୍ରିମ ହେୟାର କଲର୍‌

    15560
    Jun 25, 2025
  • ଏସିୟାନ୍ ପେଣ୍ଟସ୍ ନେଇଆସିଛି ‘ରୋୟାଲ୍ ଗ୍ଲିଟ୍ସ – ଟ୍ରିବ୍ୟୁଟ୍ ଟୁ ଓଡିଶା’ ସ୍ପେସିଆଲ୍ ଏଡିସନ୍ ପ୍ୟାକ୍

    15539
    Jun 20, 2025
  • ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି

    15009
    Jun 19, 2025
  • ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ନୁ୍ୟଟ୍ରିଲାଇଟ ଟ୍ରପିଲ ପ୍ରୋଟେକ୍ଟ

    14830
    Jun 19, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଜନ୍ମ କରିଛୁ, କିନ୍ତୁ ପୋଷି ପାରିବୁନି ‘Sorry’

    14291
    Jun 30, 2025
  • ଖେଳିବାକୁ ଜିଦ୍‌ କଲା ବୋଲି ବାପା ନେଇଗଲା ପୁଅ ଜୀବନ

    13616
    Jun 30, 2025
  • ଏକାଧିକ ଥର ପ୍ରେମରେ ପଡ଼ିଥାନ୍ତି ଏହି ୩ ରାଶିର ପୁରୁଷ

    15342
    Jun 30, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In