Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, October 18, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ...

  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ...

  • ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ...

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ...

  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ...

  • ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ...

  • ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ...

  • ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ...

  • ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ...

ରାଜ୍ୟ
Home ›› ରାଜ୍ୟ ››ଦୁର୍ନୀତିରେ ସମ୍ପୃକ୍ତ ଥିବା ଅଭିଯୋଗ: ୧୪ ସରକାରୀ ଅଫିସରଙ୍କ ବିରୁଦ୍ଧରେ କାର୍ୟ୍ୟାନୁଷ୍ଠାନ

ଦୁର୍ନୀତିରେ ସମ୍ପୃକ୍ତ ଥିବା ଅଭିଯୋଗ: ୧୪ ସରକାରୀ ଅଫିସରଙ୍କ ବିରୁଦ୍ଧରେ କାର୍ୟ୍ୟାନୁଷ୍ଠାନ

2022-11-02 05:22:08
15420
Share:
Facebook
Twitter
E-Mail
WhatsApp
Telegram
ଦୁର୍ନୀତିରେ ସମ୍ପୃକ୍ତ ଥିବା ଅଭିଯୋଗ:  ୧୪ ସରକାରୀ ଅଫିସରଙ୍କ ବିରୁଦ୍ଧରେ କାର୍ୟ୍ୟାନୁଷ୍ଠାନ

ଭୁବନେଶ୍ୱର: ଦୁର୍ନୀତିରେ ସମ୍ପୃକ୍ତ ଥିବା ଅଭିଯୋଗରେ ରାଜ୍ୟ ସରକାର ୧୪ଜଣ ସରକାରୀ ଅଫିସରଙ୍କ ବିରୁଦ୍ଧରେ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ୪ଜଣ ଅଫିସରଙ୍କୁ ଚାକିରିରୁ ବହିଷ୍କାର କରିଥିବାବେଳେ ଅନ୍ୟ ୪ଜଣଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି । ସେହିପରି ଅନ୍ୟ ୬ଜଣଙ୍କର ପେନସନ୍ ଓ ଅବସରକାଳୀନ ସୁବିଧାସୁଯୋଗକୁ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛନ୍ତି । ରାଜ୍ୟ ସରକାର ଏପର୍ୟ୍ୟନ୍ତ ମୋଟ ୧୮୭ଜଣ ଦୁର୍ନୀତିଗ୍ରସ୍ତ ସରକାରୀ ଅଫିସର ଓ କର୍ମଚାରୀଙ୍କ ବିରୁଦ୍ଧରେ ଏଭଳି କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ।
ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟରୁ ଜାରି ସୂଚନା ଅନୁସାରେ, କୋରାପୁଟ ଲମତାପୁଟ ବ୍ଲକର ପୂର୍ବତନ ସିଡିପିଓ ସ୍ୱର୍ଣ୍ଣଭା ଦାସ,ବୌଦ ଜିଲ୍ଲା କଂଟାମାଳ ବ୍ଲକର ପୂର୍ବତନ ବିଡିଓ ଦାମୋଦର ମହାଲିକ, ଦଶମନ୍ତପୁର ବ୍ଲକର ଜୁନିଅର ଇଞ୍ଜିନିୟର ମନୋଜ କୁମାର ବେଉରା ଓ ସୁନ୍ଦରଗଡ଼ ବଡଗାଁ ରେଞ୍ଜରେ ଅବସ୍ଥାପିତ ଫରେଷ୍ଟ ରେଞ୍ଜର ଦିଲ୍ଲିପ କୁମାର ଦିଗଲଙ୍କୁ ଦୁର୍ନୀତି ଓ ଅପାରଗତା କାରଣରୁ ଚାକିରୀରୁ ବହିଷ୍କାର କରାଯାଇଛି ।

ସେହିପରି କଟକ ଜନସ୍ୱାସ୍ଥ୍ୟ ଡିଭିଜନର ସୁପରିଟେଣ୍ଡିଂ ଇଞ୍ଜିନିୟର ନବକିଶୋର ସାମଲ, ପୂର୍ବତନ ପୁଲିସ୍ ଡିଏସପି ମଳୟ କିଶୋର ନାୟକ, ସୁନ୍ଦରଗଡ଼ ମ୍ୟୁନିସପାଲଟିର ଆସିଷ୍ଟାଂଟ ଇଞ୍ଜିନିୟର ଜୟନ୍ତ ନାରାୟଣ ପଣ୍ଡା, ତାଳଚେର ମ୍ୟୁନିସପାଲଟିର ପୂର୍ବତନ ଟ୍ୟାକ୍ସ କଲେକ୍ଟର କ୍ଷୀରୋଧ ଚନ୍ଦ୍ର ରାଉତଙ୍କୁ ଅପାରଗତା କାରଣରୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ନୟାଗଡ଼ ଖଣ୍ଡପଡ଼ା ତହସିଲର ପୂର୍ବତନ ତହସିଲଦାର ପଂଚାନନ ବାରିକ, ଗଜପତି ଜିଲ୍ଲା ମୋହନା ବ୍ଲକ୍ ପୂର୍ବତନ ସପ୍ଲାଇ ଇନ୍ସପେକ୍ଟର ପ୍ରକାଶ ଚନ୍ଦ୍ର ପାତ୍ର, ପୂର୍ବତନ ଆସିଷ୍ଟାଂଟ୍ ଇଞ୍ଜିନିୟର ପ୍ରସନ୍ନ କୁମାର ପାଣି, କୋରାପୁଟ ନନ୍ଦପୁର ବ୍ଲକ ଦାୟିତ୍ୱରେ ଥିବା ପୂର୍ବତନ ଜୁନିଅର ଇଞ୍ଜିନିୟର ଦୁଷ୍ମନ୍ତ କୁମାର ନାୟକ,ଭୁବନେଶ୍ୱର ଓବିସିସିର ପୂର୍ବତନ ସିନିଅର ମ୍ୟାନେଜର ସୋମନାଥ ପଣ୍ଡା, ଭୁବନେଶ୍ୱର ଆଇଆରସି ଭିଲେଜ ମେଣ୍ଟେନାନ୍ସ ସେକ୍ସନର ପୂର୍ବତନ ଜୁନିଅର ଇଞ୍ଜିନିୟର କୁଞ୍ଜବିହାରୀ ମହାପାତ୍ରଙ୍କ ପେନସନକୁ ସ୍ଥାୟୀ ଭାବେ ବନ୍ଦ ରଖାଯାଇଛି ।

Powered by Froala Editor

Tags Action taken against 14 officials

Related articles Odisha News Lens 4.1

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା
    ବିଶେଷ

    ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14226
    Oct 18, 2026
  • ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ବର୍ଷୀୟ ବ୍ଲଗର
    ଦେଶ-ଦେଶାନ୍ତର

    ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ବର୍ଷୀୟ ବ୍ଲଗର

    13796
    Oct 17, 2026
  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ

    13837
    Oct 18, 2026
  • ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ଶେୟାର୍ କରିବେ ସାରା ଅର୍ଜୁନ
    ମନୋରଞ୍ଜନ

    ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ଶେୟାର୍ କରିବେ ସାରା ଅର୍ଜୁନ

    15568
    Oct 17, 2026
  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ
    ଦେଶ-ଦେଶାନ୍ତର

    ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ

    14280
    Oct 17, 2026
  •  ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ପିନାରାଇ ବିଜୟନ୍‌ଙ୍କୁ ଇଡି ସମନ
    ଦେଶ-ଦେଶାନ୍ତର

    ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ପିନାରାଇ ବିଜୟନ୍‌ଙ୍କୁ ଇଡି ସମନ

    14978
    Oct 18, 2026
  •  ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ
    ଦେଶ-ଦେଶାନ୍ତର

    ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ

    13798
    Oct 18, 2026
  • ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ବ୍ୟକ୍ତିଙ୍କର ଏକ ମୌଳିକ ଅଧିକାର: ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ବ୍ୟକ୍ତିଙ୍କର ଏକ ମୌଳିକ ଅଧିକାର: ସୁପ୍ରିମକୋର୍ଟ

    13975
    Oct 17, 2026
  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ
    ଦେଶ-ଦେଶାନ୍ତର

    ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ

    14891
    Oct 17, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ପିନାରାଇ ବିଜୟନ୍‌ଙ୍କୁ ଇଡି ସମନ

    14978
    Oct 18, 2026
  • ଦେଶ-ଦେଶାନ୍ତର

    ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ

    14891
    Oct 17, 2026
  • ଦେଶ-ଦେଶାନ୍ତର

    ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ବର୍ଷୀୟ ବ୍ଲଗର

    13796
    Oct 17, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17193
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17888
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17833
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18257
    Sep 06, 2023

ବିଶେଷ

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14226
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15261
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14688
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14787
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15789
    Sep 29, 2026

ବାଣିଜ୍ୟ

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

କଳାହାଣ୍ଡିରେ ୩୩୮ଟି ବିଦ୍ୟୁତ୍ ଚାଳିତ ସ୍ପ୍ରେୟର ବଣ୍ଟନ ମାଧ୍ୟମରେ କୃଷି ଯାନ୍ତ୍ରିକୀକରଣକୁ ଆଗକୁ ବଢ଼ାଉଛି ପ୍ରକଳ୍ପ ସଙ୍ଗମ

ଭୁବନେଶ୍ୱର;୧୬, ୨୦୨୬: ସ୍ଥାୟୀ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14620
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13987
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15105
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15814
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14226
    Oct 18, 2026
  • ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ପିନାରାଇ ବିଜୟନ୍‌ଙ୍କୁ ଇଡି ସମନ

    14978
    Oct 18, 2026
  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ

    14891
    Oct 17, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In