Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, August 20, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୟୁକେ ଫେରିବେ ପ୍ରିନ୍ସ ହ୍ୟାରି ଏବଂ ମେଘାନ

  • ବୃଦ୍ଧ ବାପା-ମାଆଙ୍କୁ ଅସମ୍ମାନ କଲେ ...

  • ପ୍ରିନ୍ସପାଲଙ୍କୁ ଛୁରୀ ଭୂସି ମାରିଦେଲେ ୨ ...

  • ୪୬ ପଇସା ପାଇଁ ୧୨୦୦ ଟଙ୍କାର ଜରିମାନା

  • ଅଲଗା ହେବାର ପ୍ରଶ୍ନ ନାହିଁ : ସୁନିତା ଆହୁଜା

  • ଶାହରୁଖ, ସଲମାନଙ୍କୁ ଟକ୍କର ଦେବେ ଟମ୍ ...

  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ...

  • ବିଧାୟକଙ୍କ ପାଇଁ ମୁଖ୍ୟମନ୍ତ୍ରୀ ବିଜୟଙ୍କ ...

  • ସୋନିଆଙ୍କ ସହ ଗାନ୍ଧୀ ପରିବାର ବିରୋଧରେ ...

  • ପ୍ରାଣୀ ଚିକିତ୍ସକ ନିଯୁକ୍ତିରେ ...

ରାଜ୍ୟ
Home ›› ରାଜ୍ୟ ››ବିଏମଡି ଇଣ୍ଟରସେପ୍ଟର ପର୍ଯ୍ୟାୟ-୨ର ପ୍ରଥମ ସଫଳ ପରୀକ୍ଷଣ

ବିଏମଡି ଇଣ୍ଟରସେପ୍ଟର ପର୍ଯ୍ୟାୟ-୨ର ପ୍ରଥମ ସଫଳ ପରୀକ୍ଷଣ

2022-11-02 18:44:16
13851
Share:
Facebook
Twitter
E-Mail
WhatsApp
Telegram
ବିଏମଡି ଇଣ୍ଟରସେପ୍ଟର ପର୍ଯ୍ୟାୟ-୨ର ପ୍ରଥମ ସଫଳ ପରୀକ୍ଷଣ

ପ୍ରତିରକ୍ଷା ଗବେଷଣା ଓ ବିକାଶ ସଂଗଠନ ପକ୍ଷରୁ ପ୍ରତିରକ୍ଷା ବାଲିଷ୍ଟିକ କ୍ଷେପଣାସ୍ତ୍ର (ବିଏମଡି) ଇଣ୍ଟରସେପ୍ଟର ପର୍ଯ୍ୟାୟ-୨ର ପ୍ରଥମ ସଫଳ ପରୀକ୍ଷଣ ହୋଇଛି । ବୁଧବାର ଏପିଜେ ଅବଦୁଲ କାଲାମ ଦ୍ବୀପରୁ ଅଧିକ ମାରକ ଉଚ୍ଚତା ପରିଧି ସହିତ ଏହି ଇଣ୍ଟରସେପ୍ଟର ଏଡି-୧ କ୍ଷେପଣାସ୍ତ୍ରର ପରୀକ୍ଷଣ କରାଯାଇଥିଲା ।

ଡିଆରଡିଓ ଏବଂ ଏଡି-୧ର ସଫଳ ଫ୍ଲାଇଟ୍‌ ପରୀକ୍ଷଣ ସହ ଜଡ଼ିତ ସବୁ ସହଯୋଗୀମାନଙ୍କୁ ପ୍ରତିରକ୍ଷା ମନ୍ତ୍ରୀ ଶ୍ରୀ ରାଜନାଥ ସିଂହ ଅଭିନନ୍ଦନ ଜଣାଇଛନ୍ତି । ଏହା ଦେଶର ବାଲିଷ୍ଟିକ କ୍ଷେପଣାସ୍ତ୍ର ପ୍ରତିରକ୍ଷା କ୍ଷମତାକୁ ଆହୁରି ସୁଦୃଢ଼ କରିବ ବୋଲି ପ୍ରତିରକ୍ଷା ମନ୍ତ୍ରୀ ବିଶ୍ବାସ ପ୍ରକଟ କରିଛନ୍ତି ।

ଏଡି-୧ ହେଉଛି ଏକ ଦୀର୍ଘ ଦୂରଗାମୀ ଇଣ୍ଟରସେପ୍ଟର ବା ପ୍ରତିରୋଧୀ କ୍ଷେପଣାସ୍ତ୍ର । ଏହାକୁ ଉଭୟ ନିମ୍ନ ବାହ୍ୟବାୟୁମଣ୍ଡଳୀୟ (ଏକ୍ସୋ-ଏଟମୋସଫିୟରିକ) ଏବଂ ଆଭ୍ୟନ୍ତରୀଣ (ଏଣ୍ଡୋ-ଏଟମୋସଫିୟରିକ) ଇଣ୍ଟରସେପ୍ସନ ବା ପ୍ରତିରୋଧ ପାଇଁ ଡିଜାଇନ କରାଯାଇଛି । ଏହା ଦୀର୍ଘ ଦୂରଗାମୀ ବାଲିଷ୍ଟିକ କ୍ଷେପଣାସ୍ତ୍ର ସହିତ ବିମାନର ଇଣ୍ଟରସେପ୍ସନ ବା ବିଧ୍ବଂସ କରିବାକୁ ସକ୍ଷମ । ଏଥିରେ ସ୍ବଦେଶୀ ଭାବେ ବିକଶିତ ଉନ୍ନତ ନିୟନ୍ତ୍ରଣ ପ୍ରଣାଳୀ, ନାଭିଗେସନ ବା ଦିଗ ନିର୍ଣ୍ଣୟ ବ୍ୟବସ୍ଥା ଏବଂ ମାର୍ଗଦର୍ଶୀ ଆଲଗୋରିଦିମ ଏଥିରେ ଖଞ୍ଜା ଯାଇଛି । ବିଭିନ୍ନ ଭୌଗଳିକ ସ୍ଥାନରେ ରହିଥିବା ସବୁ ବିଏମଡି ଅସ୍ତ୍ର ପ୍ରଣାଳୀ ଉପକରଣକୁ ସାମିଲ କରାଯାଇ ଏହି ଫ୍ଲାଇଟ୍‌ ଟେଷ୍ଟ ସମ୍ପାଦନ କରାଯାଇଥିଲା ।

Powered by Froala Editor

Tags BMD

Related articles Odisha News Lens 4.1

  • ବିଧାୟକଙ୍କ ପାଇଁ ମୁଖ୍ୟମନ୍ତ୍ରୀ ବିଜୟଙ୍କ ବଡ ଉପହାର, ଜାଣନ୍ତୁ କ’ଣ ?
    ଦେଶ-ଦେଶାନ୍ତର

    ବିଧାୟକଙ୍କ ପାଇଁ ମୁଖ୍ୟମନ୍ତ୍ରୀ ବିଜୟଙ୍କ ବଡ ଉପହାର, ଜାଣନ୍ତୁ କ’ଣ ?

    14207
    Aug 19, 2026
  • ବୃଦ୍ଧ ବାପା-ମାଆଙ୍କୁ ଅସମ୍ମାନ କଲେ ସମ୍ପତ୍ତିରୁ ବେଦଖଲ
    ଦେଶ-ଦେଶାନ୍ତର

    ବୃଦ୍ଧ ବାପା-ମାଆଙ୍କୁ ଅସମ୍ମାନ କଲେ ସମ୍ପତ୍ତିରୁ ବେଦଖଲ

    14518
    Aug 20, 2026
  • ୪୬ ପଇସା ପାଇଁ ୧୨୦୦ ଟଙ୍କାର ଜରିମାନା
    ଦେଶ-ଦେଶାନ୍ତର

    ୪୬ ପଇସା ପାଇଁ ୧୨୦୦ ଟଙ୍କାର ଜରିମାନା

    14874
    Aug 19, 2026
  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15603
    Aug 19, 2026
  • ଶାହରୁଖ, ସଲମାନଙ୍କୁ ଟକ୍କର ଦେବେ ଟମ୍ ହଲାଣ୍ଡ
    ମନୋରଞ୍ଜନ

    ଶାହରୁଖ, ସଲମାନଙ୍କୁ ଟକ୍କର ଦେବେ ଟମ୍ ହଲାଣ୍ଡ

    13925
    Aug 19, 2026
  • ସୋନିଆଙ୍କ ସହ ଗାନ୍ଧୀ ପରିବାର ବିରୋଧରେ ମିଥ୍ୟା ଅଭିଯୋଗ ଆଣିବା ଶାହାଙ୍କ ଅଭ୍ୟାସ: ...
    ଦେଶ-ଦେଶାନ୍ତର

    ସୋନିଆଙ୍କ ସହ ଗାନ୍ଧୀ ପରିବାର ବିରୋଧରେ ମିଥ୍ୟା ଅଭିଯୋଗ ଆଣିବା ଶାହାଙ୍କ ଅଭ୍ୟାସ: ...

    14678
    Aug 19, 2026
  • ୟୁକେ ଫେରିବେ ପ୍ରିନ୍ସ ହ୍ୟାରି ଏବଂ ମେଘାନ
    ଦେଶ-ଦେଶାନ୍ତର

    ୟୁକେ ଫେରିବେ ପ୍ରିନ୍ସ ହ୍ୟାରି ଏବଂ ମେଘାନ

    13783
    Aug 20, 2026
  • ଅଲଗା ହେବାର ପ୍ରଶ୍ନ ନାହିଁ : ସୁନିତା ଆହୁଜା
    ମନୋରଞ୍ଜନ

    ଅଲଗା ହେବାର ପ୍ରଶ୍ନ ନାହିଁ : ସୁନିତା ଆହୁଜା

    13824
    Aug 19, 2026
  •  ପ୍ରାଣୀ ଚିକିତ୍ସକ ନିଯୁକ୍ତିରେ ଅନିୟମିତତା ଅଭିଯୋଗ: କର୍ଣ୍ଣାଟକ ଓ ଅହମଦାବାଦ୍‌ର ୨୧ ...
    ଦେଶ-ଦେଶାନ୍ତର

    ପ୍ରାଣୀ ଚିକିତ୍ସକ ନିଯୁକ୍ତିରେ ଅନିୟମିତତା ଅଭିଯୋଗ: କର୍ଣ୍ଣାଟକ ଓ ଅହମଦାବାଦ୍‌ର ୨୧ ...

    14075
    Aug 19, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୪୬ ପଇସା ପାଇଁ ୧୨୦୦ ଟଙ୍କାର ଜରିମାନା

    14874
    Aug 19, 2026
  • ଦେଶ-ଦେଶାନ୍ତର

    ପ୍ରାଣୀ ଚିକିତ୍ସକ ନିଯୁକ୍ତିରେ ଅନିୟମିତତା ଅଭିଯୋଗ: କର୍ଣ୍ଣାଟକ ଓ ଅହମଦାବାଦ୍‌ର ୨୧ ସ୍ଥାନରେ ଇଡି ଚଢ଼ଉ

    14075
    Aug 19, 2026
  • ମନୋରଞ୍ଜନ

    ଅଲଗା ହେବାର ପ୍ରଶ୍ନ ନାହିଁ : ସୁନିତା ଆହୁଜା

    13824
    Aug 19, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17043
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17661
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17712
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18110
    Sep 06, 2023

ବିଶେଷ

  • ଏହା କଲେ ହେବ ନାହିଁ ଗ୍ୟାସ୍

    15946
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13865
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14896
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14667
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14505
    Aug 07, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

ଶିକ୍ଷା, ନେତୃତ୍ୱ ଓ ବିକାଶର ସୁଯୋଗ ମାଧ୍ୟମରେ ଭବିଷ୍ୟତ ଗଢ଼ିବା

ଭୁବନେଶ୍ୱର : ବେଦାନ୍ତ ଆଲୁମିନିୟମ କୋଇଲା ଖଣିର ପରିଚାଳନାଗତ ସଫଳତା ପଛରେ ଏକ ଦୃଢ କାର୍ଯ୍ୟବଳ ରହିଛି ଯାହା ବ୍ୟବସାୟ ସହିତ ତାଳଦେଇ ...

  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    13998
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14261
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14378
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15277
    Aug 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୪୬ ପଇସା ପାଇଁ ୧୨୦୦ ଟଙ୍କାର ଜରିମାନା

    14874
    Aug 19, 2026
  • ପ୍ରାଣୀ ଚିକିତ୍ସକ ନିଯୁକ୍ତିରେ ଅନିୟମିତତା ଅଭିଯୋଗ: କର୍ଣ୍ଣାଟକ ଓ ଅହମଦାବାଦ୍‌ର ୨୧ ସ୍ଥାନରେ ଇଡି ଚଢ଼ଉ

    14075
    Aug 19, 2026
  • ପ୍ରିନ୍ସପାଲଙ୍କୁ ଛୁରୀ ଭୂସି ମାରିଦେଲେ ୨ ଛାତ୍ର

    13387
    Aug 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In