Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, March 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

  • ନେପାଳର ନୂଆ ପ୍ରଧାନମନ୍ତ୍ରୀ ଭାବରେ ଶପଥ ...

  • ଲକଡାଉନ ଗୁଜବର ଜବାବ ଦେଲେ ନିର୍ମଳା ...

  • ବନ୍ଦେ ଭାରତ ଯାତ୍ରୀଙ୍କ ଦହି ପ୍ୟାକେଟରେ ...

  • ସୋସିଆଲ ମିଡିଆ ବ୍ୟବହାର ପାଇଁ ...

  • ସାହସିକତା ଯବାନଙ୍କ ପାଇଁ ଭାରତୀୟ ରେଲୱେ ...

  • ଟ୍ରାଭେଲ୍ସ ବସ୍‌ - ଟିପ୍ପର ଟ୍ରକ ଧକ୍କା, ୧୩ ...

  • ବୀର ଯୋଦ୍ଧାଙ୍କ ପାଇଁ ରେଳବାଇର ବଡ଼ ଘୋଷଣା

  • ଜ୍ୱର, ମୁଣ୍ଡବିନ୍ଧା, ଆଣ୍ଟିବାୟୋଟିକ ...

  • ପେଟ୍ରୋଲ୍‌ ଦାମ୍‌ ୫ ଟଙ୍କା ବଢ଼ାଇଲା ...

Home ›› ››ମତଦାନ ଦେଲେ ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସ

ମତଦାନ ଦେଲେ ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସ

2022-11-03 05:14:40
13622
Share:
Facebook
Twitter
E-Mail
WhatsApp
Telegram
ମତଦାନ ଦେଲେ ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସ

ଭଦ୍ରକ:   ଭୋଟ ଦେଲେ ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସ ।  କିଛି ସମର୍ଥକଙ୍କ ସହ ୭୮ ନମ୍ବର ବୁଥରେ ପହଞ୍ଚି ମତଦାନ କରିଛନ୍ତି ଅବନ୍ତୀ । ଧାମନଗରବାସୀଙ୍କ ମତଦାନକୁ ନେଇ ବେଶ ଆଶାୟୀ ଅଛନ୍ତି ବୋଲି ଅବନ୍ତୀ କହିଛନ୍ତି । ତେବେ ନିଷେଧାଞ୍ଚଳରେ ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସଙ୍କ ପ୍ରଚାର ଗାଡ଼ି ବୁଲୁଥିବା ଦେଖିବାକୁ ମିଳିଛି । ଦଳୀୟ ଚିହ୍ନ ଲାଗିଥିବା ଗାଡ଼ିକୁ ଲୋକେ ପ୍ରବଳ ବିରୋଧ କରିଛନ୍ତି । ଯାହାକୁ ନେଇ ଅସନ୍ତୋଷ ଦେଖିବାକୁ ମିଳିଛି ।  କାଁପଡ଼ା ୭୫ ଓ ୭୭ ନଂ ବୁଥରେ ଅବନ୍ତୀଙ୍କ ଦଳୀୟ ଚିହ୍ନ ଥିବା ଗାଡ଼ିକୁ ଲୋକେ ବିରୋଧ କରିଛନ୍ତି ।  ବିରୋଧ ପରେ ଉକ୍ତ ଗାଡ଼ି ପଳାଇଥିବାବେଳେ ଅବନ୍ତୀ ଚାଲି ଚାଲି ଯାଇଥିଲେ । 

ପ୍ରକାଶଯେ ଧାମନଗର ଉପନିର୍ବାଚନ ପରିପ୍ରେକ୍ଷୀରେ ଆଜି ମତଦାନ ଜାରି ରହିଛି । ଆଜି ଧାମନଗର ଉପନିର୍ବାଚନ । ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି ।ଏହା ସନ୍ଧ୍ୟା ୬ଟା ପର୍ୟ୍ୟନ୍ତ ଚାଲିବ।। ନିଜ ବିଧାୟକ ବାଛୁଛନ୍ତି ଧାମନଗର ବାସୀ।  ତେବେ ସକାଳ ୯ଟା ସୁଦ୍ଧା ୧୦.୨୫ ପ୍ରତିଶତ ମତଦାନ ହୋଇଥିବା ସୂଚନା ମିଳିଛି । 

ଧାମନଗର ଉପନିର୍ବାଚନ ପାଇଁ ୨୫୨ ବୁଥ୍‌ରେ ୧୦୦୮ ପୋଲିଂ ପାର୍ଟି ନିୟୋଜିତ ହୋଇଛନ୍ତି । ପ୍ରତି ବୁଥ୍‌ରେ ୪ ଜଣ ନିୟୋଜିତ ହୋଇଥିବା ବେଳେ ଶହେ ଜଣ ପୋଲିଂ ଅଫିସରଙ୍କୁ ଯେ କୌଣସି ପରିସ୍ଥିତି ମୁକାବିଲା ପାଇଁ ପ୍ରସ୍ତୁତ କରି ରଖାଯାଇଛି । ବୁଥ୍‌ର ଶହେ ମିଟର ମଧ୍ୟରେ କେହି ବି କଥାବାର୍ତ୍ତା ହୋଇ ପାରିବେ ନାହିଁ । କୌଣସି ବ୍ୟାନର୍‌ କିମ୍ବା ପୋଷ୍ଟର୍‌ ଲଗାଇ ପାରିବେ ନାହିଁ । ନିୟମ ଭଙ୍ଗ କଲେ ଗିରଫ କରାଯିବ ।
ଭୋଟର ପରିଚୟ ପତ୍ର, ଡ୍ରାଇଭିଂ ଲାଇସେନ୍ସ୍‌, ପାନ୍‌ କାର୍ଡ଼, ଆଧାର କାର୍ଡ଼ ସମେତ ୧୨ଟି ଅନ୍ୟ ପ୍ରମାଣପତ୍ର ଦେଖାଇ ଭୋଟ ଦେଇପାରିବେ । ୨୫୨ ବୁଥ୍‌ ମଧ୍ୟରୁ ୧୧୦ ସମ୍ୱେଦନଶୀଳ ବୁଥ ରହିଛି । ସେଥିରୁ ୧୨୬ଟିରେ ୱେବକାଷ୍ଟିଂ ହେବ । ୧୫ଟି ମଡେଲ ବୁଥ ଓ ସହରାଞ୍ଚଳରେ ୫ଟି ପିଙ୍କ୍‌ ବୁଥ କରାଯାଇଛି । ଯାହା କେବଳ ମହିଳା ଅଧିକାରୀଙ୍କ ଦ୍ୱାରା ପରିଚାଳନା କରାଯାଉଛି ।
 ଏହି ନିର୍ବାଚନରେ ବିଜେଡିରୁ ଅବନ୍ତୀ ଦାସ, ବିଜେପିରୁ ଦିବଂଗତ ବିଧାୟକ ବିଷ୍ଣୁ ସେଠୀଙ୍କ ପୁତ୍ର ସୂର୍ୟ୍ୟବଂଶୀ ସୂରଜ, କଂଗ୍ରେସରୁ ବାବା ହରେକୃଷ୍ଣ ସେଠୀ ଓ ବିଜେଡି ଟିକେଟ୍‌ ନପାଇ ସ୍ୱାଧୀନ ଭାବେ ରାଜେନ୍ଦ୍ର ଦାସ ପ୍ରାର୍ଥୀ ହୋଇଛନ୍ତି । ଏହି ୪ ଜଣଙ୍କ ବ୍ୟତୀତ ଅନ୍ୟ ଜଣେ ପ୍ରାର୍ଥୀ ସ୍ୱାଧୀନ ଭାବେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି । ୨୫୨ଟି ବୁଥ୍‌ରେ ମୋଟ ୨ ଲକ୍ଷ ୩୮ହଜାର ୪୧୭ ମତଦାତା ସେମାନଙ୍କ ମତ ସାବ୍ୟସ୍ତ କରିବେ । ଏମାନଙ୍କ ମଧ୍ୟରେ ୧ ଲକ୍ଷ ୨୩ ହଜାର ୩୮ ପୁରୁଷ, ୧ ଲକ୍ଷ ୧୫ ହଜାର ୩୪୬ ମହିଳା ଓ ୩୩ ଜଣ ଟ୍ରାନ୍ସଜେଣ୍ଡର ରହିଛନ୍ତି ।

Powered by Froala Editor

Tags Dhamnagar by election

Related articles Odisha News Lens 4.1

  • ନେପାଳର ନୂଆ ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ବାଲେନ ଶାହ
    ଦେଶ-ଦେଶାନ୍ତର

    ନେପାଳର ନୂଆ ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ବାଲେନ ଶାହ

    13573
    Mar 27, 2026
  • ଲକଡାଉନ ଗୁଜବର ଜବାବ ଦେଲେ ନିର୍ମଳା ସୀତାରମଣ, କହିଲେ ଏହା....
    ଦେଶ-ଦେଶାନ୍ତର

    ଲକଡାଉନ ଗୁଜବର ଜବାବ ଦେଲେ ନିର୍ମଳା ସୀତାରମଣ, କହିଲେ ଏହା....

    13961
    Mar 27, 2026
  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା
    ବିଶେଷ

    ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

    14685
    Mar 27, 2026
  • ଜ୍ୱର, ମୁଣ୍ଡବିନ୍ଧା, ଆଣ୍ଟିବାୟୋଟିକ ମହଙ୍ଗା ହେବ
    ଦେଶ-ଦେଶାନ୍ତର

    ଜ୍ୱର, ମୁଣ୍ଡବିନ୍ଧା, ଆଣ୍ଟିବାୟୋଟିକ ମହଙ୍ଗା ହେବ

    14244
    Mar 26, 2026
  • ସାହସିକତା ଯବାନଙ୍କ ପାଇଁ ଭାରତୀୟ ରେଲୱେ ପକ୍ଷରୁ ଦେୟମୁକ୍ତ ଯାତ୍ରା
    ଦେଶ-ଦେଶାନ୍ତର

    ସାହସିକତା ଯବାନଙ୍କ ପାଇଁ ଭାରତୀୟ ରେଲୱେ ପକ୍ଷରୁ ଦେୟମୁକ୍ତ ଯାତ୍ରା

    15132
    Mar 26, 2026
  • ବୀର ଯୋଦ୍ଧାଙ୍କ ପାଇଁ ରେଳବାଇର ବଡ଼ ଘୋଷଣା
    ଦେଶ-ଦେଶାନ୍ତର

    ବୀର ଯୋଦ୍ଧାଙ୍କ ପାଇଁ ରେଳବାଇର ବଡ଼ ଘୋଷଣା

    13938
    Mar 26, 2026
  • ଟ୍ରାଭେଲ୍ସ ବସ୍‌ - ଟିପ୍ପର ଟ୍ରକ ଧକ୍କା, ୧୩ ଜୀବନ୍ତ ଦଗ୍ଧ
    ଦେଶ-ଦେଶାନ୍ତର

    ଟ୍ରାଭେଲ୍ସ ବସ୍‌ - ଟିପ୍ପର ଟ୍ରକ ଧକ୍କା, ୧୩ ଜୀବନ୍ତ ଦଗ୍ଧ

    14252
    Mar 26, 2026
  • ସୋସିଆଲ ମିଡିଆ ବ୍ୟବହାର ପାଇଁ ବାଧ୍ୟତାମୂଳକ ହେବ କେଓ୍ବାଇସି
    ଦେଶ-ଦେଶାନ୍ତର

    ସୋସିଆଲ ମିଡିଆ ବ୍ୟବହାର ପାଇଁ ବାଧ୍ୟତାମୂଳକ ହେବ କେଓ୍ବାଇସି

    15057
    Mar 26, 2026
  • ପେଟ୍ରୋଲ୍‌ ଦାମ୍‌ ୫ ଟଙ୍କା ବଢ଼ାଇଲା ନାୟରା
    ଦେଶ-ଦେଶାନ୍ତର

    ପେଟ୍ରୋଲ୍‌ ଦାମ୍‌ ୫ ଟଙ୍କା ବଢ଼ାଇଲା ନାୟରା

    13672
    Mar 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସାହସିକତା ଯବାନଙ୍କ ପାଇଁ ଭାରତୀୟ ରେଲୱେ ପକ୍ଷରୁ ଦେୟମୁକ୍ତ ଯାତ୍ରା

    15132
    Mar 26, 2026
  • ଦେଶ-ଦେଶାନ୍ତର

    ବନ୍ଦେ ଭାରତ ଯାତ୍ରୀଙ୍କ ଦହି ପ୍ୟାକେଟରେ ପୋକ, ୫୦ ଲକ୍ଷ ଟଙ୍କାର ଜୋରିମାନା ଲାଗୁ

    14440
    Mar 27, 2026
  • ବିଶେଷ

    ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

    14685
    Mar 27, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17386
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17450
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17798
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16270
    Apr 03, 2021

ବିଶେଷ

  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

    14685
    Mar 27, 2026
  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    15126
    Mar 25, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    14993
    Mar 23, 2026
  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

    13977
    Mar 22, 2026
  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    15128
    Mar 20, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15020
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15528
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13828
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14268
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପେଟ୍ରୋଲ୍‌ ଦାମ୍‌ ୫ ଟଙ୍କା ବଢ଼ାଇଲା ନାୟରା

    13672
    Mar 26, 2026
  • ବନ୍ଦେ ଭାରତ ଯାତ୍ରୀଙ୍କ ଦହି ପ୍ୟାକେଟରେ ପୋକ, ୫୦ ଲକ୍ଷ ଟଙ୍କାର ଜୋରିମାନା ଲାଗୁ

    14440
    Mar 27, 2026
  • ନେପାଳର ନୂଆ ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ବାଲେନ ଶାହ

    13573
    Mar 27, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In