Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, June 22, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଟ୍ରେନରେ ଧୁମ୍ରପାନ କଲେ ଜରିମାନା

  • ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ...

  • ଇନଷ୍ଟାମାର୍ଟରେ ଚା’ ଅର୍ଡର କରିବାରେ ...

  • ନୋଟ୍‌ରେ ମାଉସୀର ମୃତ୍ୟୁ ଲେଖି ...

  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ...

  • ବାହାରିନ୍ ଓଡିଆ ସମାଜ ଦ୍ୱାରା ୧୨ତମ ...

  • ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ...

  • ଦେଶର ୫୫୧ ସହର ଓ ବିଦେଶର ୧୪ଟି ସହରରେ ...

  • ଏଣିକି କୌଣସି ଯାତ୍ରୀ ବୈଧ ଟିକେଟ ବିନା ...

  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ...

Home ›› ››ଦିଲ୍ଲୀକୁ ଏଣ୍ଟ୍ରି କରିପାରିବନି ବିଏସ୍-୪ ଡିଜେଲ୍ ଗାଡ଼ି

ଦିଲ୍ଲୀକୁ ଏଣ୍ଟ୍ରି କରିପାରିବନି ବିଏସ୍-୪ ଡିଜେଲ୍ ଗାଡ଼ି

2022-11-03 18:24:33
14895
Share:
Facebook
Twitter
E-Mail
WhatsApp
Telegram
ଦିଲ୍ଲୀକୁ ଏଣ୍ଟ୍ରି କରିପାରିବନି ବିଏସ୍-୪ ଡିଜେଲ୍ ଗାଡ଼ି
ଦିଲ୍ଲୀର ପ୍ରଦୂଷଣ ବଢ଼ିବାର ଲାଗିଛି। ବାୟୁର ଗୁଣବତ୍ତା ସୂଚକାଙ୍କ ହ୍ରାସ ପାଇ ୪୫୦ରେ ପହଞ୍ଚିବାରୁ ବଡ଼ ପଦକ୍ଷେପ ନିଆଯାଇଛି। ଅତି ଜରୁରୀ ସାମଗ୍ରୀ ନେଇଯାଉଥିବା ଟ୍ରକ୍ ଓ ସିଏନ୍‌ଜି କିମ୍ବା ଇଲେକ୍ଟ୍ରିକ୍‌ ଶକ୍ତିରେ ପରିଚାଳିତ ଗାଡ଼ିଗୁଡ଼ିକୁ ଦିଲ୍ଲୀରେ ଯାତାୟତ ପାଇଁ ଅନୁମତି ମିଳିବ ବୋଲି ସରକାର ନିର୍ଦ୍ଦେଶ ଦେଇଛନ୍ତି। ତେବେ ଅତି ଜରୁରୀ ସାମଗ୍ରୀ ପରିବହନ ହେଉ ନଥିଲେ ବଡ଼ କିମ୍ବା ମଧ୍ୟମ ଧରଣର ଯାନବାହନକୁ ବି ଦିଲ୍ଲୀରେ ଚାଲିବାକୁ ବନ୍ଦ କରାଯାଇଛି। ପ୍ରଦୂଷିତ ଏରିଆରେ ବିଏସ୍-୪ ଡିଜେଲ୍ ଗାଡ଼ି ବି ଚାଲିବା ବନ୍ଦ କରାଯାଇଛି।

ପ୍ରଦୂଷଣର ମାତ୍ରା ହ୍ରାସ କରିବାକୁ ରାଜଧାନୀରେ ବିଶୋଧିତ ତେଲରେ ପରିଚାଳିତ ହେଉ ନଥିବା ଇଣ୍ଡଷ୍ଟ୍ରୀ ଉପରେ ମଧ୍ୟ ରୋକ ଲଗାଯାଇଛି। ଇଣ୍ଡଷ୍ଟ୍ରୀ ଥିବା ଅଞ୍ଚଳରେ ଯଦି ପିଏନଜି ଭିତ୍ତିଭୂମି କିମ୍ବା ସପ୍ଲାଏ ନାହିଁ, ତଥାପି ବି ଅଶୋଧିତ ତୈଳ ବ୍ୟବହାର କରି ଏପରି ଇଣ୍ଡଷ୍ଟ୍ରୀ ଚାଲି ପାରିବ ନାହିଁ। ତେବେ କ୍ଷୀର, ଗୋ-ଖାଦ୍ୟ, ମେଡିସିନ ଓ ମେଡିକାଲ ସାମଗ୍ରୀ ଉତ୍ପାଦନ ହେଉଥିବା ଇଣ୍ଡଷ୍ଟ୍ରୀ ପାଇଁ ଏହି ନିୟମ ଲାଗୁ ହେବନି।

ସେହିପରି ପ୍ରଦୂଷଣ ରୋକିକାକୁ ବଡ଼ ପ୍ରୋଜେକ୍ଟ ଯଥା ହାଇୱେ ନିର୍ମାଣ, ରାସ୍ତା, ଫ୍ଲାଏଓଭର, ଓଭରବ୍ରିଜ୍, ଶକ୍ତି ପ୍ରକଳ୍ପ ଏବଂ ପାଇପ୍‌ଲାଇନ୍ସ ଆଦି କାମ ବନ୍ଦ ରଖାଯାଇଛି। ପ୍ରଦୂଷଣକୁ ଦେଖି ସମସ୍ତ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟରେ ୫୦ ପ୍ରତିଶତ କ୍ଷମତାରେ କାମ କରିବାକୁ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଛନ୍ତି। ଦିଲ୍ଲୀ ସରକାରୀ ସ୍କୁଲଗୁଡ଼ିକରେ ଅଡ୍‌-ଇଭନ ଗାଡ଼ି ଚଳାଇବାକୁ ଦିଲ୍ଲୀ ସରକାର ନିଷ୍ପତ୍ତି ନେଇଛନ୍ତି।

Powered by Froala Editor

Tags truck

Related articles Odisha News Lens 4.1

  • ଇନଷ୍ଟାମାର୍ଟରେ ଚା’ ଅର୍ଡର କରିବାରେ ଭୁବନେଶ୍ୱର ଆଗରେ
    ଦେଶ-ଦେଶାନ୍ତର

    ଇନଷ୍ଟାମାର୍ଟରେ ଚା’ ଅର୍ଡର କରିବାରେ ଭୁବନେଶ୍ୱର ଆଗରେ

    14655
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ
    ବିଶେଷ

    ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14407
    Jun 21, 2026
  • ବାହାରିନ୍ ଓଡିଆ ସମାଜ ଦ୍ୱାରା ୧୨ତମ ଅନ୍ତରାଷ୍ଟ୍ରିୟ ଯୋଗ ଉତ୍ସବ ପାଳନ
    ଦେଶ-ଦେଶାନ୍ତର

    ବାହାରିନ୍ ଓଡିଆ ସମାଜ ଦ୍ୱାରା ୧୨ତମ ଅନ୍ତରାଷ୍ଟ୍ରିୟ ଯୋଗ ଉତ୍ସବ ପାଳନ

    14047
    Jun 22, 2026
  • ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ
    ଦେଶ-ଦେଶାନ୍ତର

    ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ

    14596
    Jun 22, 2026
  • ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସ
    ଦେଶ-ଦେଶାନ୍ତର

    ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସ

    13669
    Jun 21, 2026
  • ଦେଶର ୫୫୧ ସହର ଓ ବିଦେଶର ୧୪ଟି ସହରରେ ଚାଲିଛି ନିଟ୍‌-ୟୁଜି ପୁନଃପରୀକ୍ଷା
    ଦେଶ-ଦେଶାନ୍ତର

    ଦେଶର ୫୫୧ ସହର ଓ ବିଦେଶର ୧୪ଟି ସହରରେ ଚାଲିଛି ନିଟ୍‌-ୟୁଜି ପୁନଃପରୀକ୍ଷା

    15660
    Jun 21, 2026
  • ଟ୍ରେନରେ ଧୁମ୍ରପାନ କଲେ ଜରିମାନା
    ଦେଶ-ଦେଶାନ୍ତର

    ଟ୍ରେନରେ ଧୁମ୍ରପାନ କଲେ ଜରିମାନା

    14406
    Jun 22, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ
    ବିଶେଷ

    ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    14526
    Jun 22, 2026
  • ନୋଟ୍‌ରେ ମାଉସୀର ମୃତ୍ୟୁ ଲେଖି ଭଗବାନଙ୍କୁ ଗୁହାରି
    ଦେଶ-ଦେଶାନ୍ତର

    ନୋଟ୍‌ରେ ମାଉସୀର ମୃତ୍ୟୁ ଲେଖି ଭଗବାନଙ୍କୁ ଗୁହାରି

    14311
    Jun 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନୋଟ୍‌ରେ ମାଉସୀର ମୃତ୍ୟୁ ଲେଖି ଭଗବାନଙ୍କୁ ଗୁହାରି

    14311
    Jun 22, 2026
  • ଦେଶ-ଦେଶାନ୍ତର

    ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ

    14596
    Jun 22, 2026
  • ବିଶେଷ

    ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    14526
    Jun 22, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16937
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17556
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17606
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18002
    Sep 06, 2023

ବିଶେଷ

  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    14526
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14407
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15542
    Jun 20, 2026
  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    14415
    Jun 19, 2026
  • ସତେଜ ରହିବ ଚର୍ମ, କରନ୍ତୁ ଏହି ୫ଟି ଅଭ୍ୟାସ

    15744
    Jun 18, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13767
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14869
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15483
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15232
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବାହାରିନ୍ ଓଡିଆ ସମାଜ ଦ୍ୱାରା ୧୨ତମ ଅନ୍ତରାଷ୍ଟ୍ରିୟ ଯୋଗ ଉତ୍ସବ ପାଳନ

    14047
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14407
    Jun 21, 2026
  • ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସ

    13669
    Jun 21, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In