Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, December 26, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିଶ୍ୱରେ ଭାରତୀୟ ପାସପୋର୍ଟର ସ୍ଥିତି ...

  • ଜାତୀୟ ବୀର ବାଳ ପୁରସ୍କାର ପ୍ରଦାନ କଲେ ...

  • ଯାତ୍ରା ଖଳନାୟକ ନରେନ୍ଦ୍ର ଦାସଙ୍କ ପରଲୋକ

  • ପୂର୍ବ ଅପେକ୍ଷା ଅଧିକ ଖର୍ଚ୍ଚ କରିବାକୁ ...

  • ଏହି ସମସ୍ୟା ଥିଲେ ଖାଆନ୍ତୁନି କଦଳୀ

  • ଏହି ୩ ଏୟାରଲାଇନ୍ସକୁ ସରକାରଙ୍କ ଅନୁମତି ...

  • ବାଜପେୟୀଙ୍କ ୯୪ତମ ଜନ୍ମବାର୍ଷିକୀ, ‘ସଦୈବ ...

  • ବାଂଲାଦେଶରେ ବୋମା ବିସ୍ଫୋରଣ, ଜଣେ ମୃତ

  • ୪୩୦୦ କୋଟି ଟଙ୍କାରେ ବିକ୍ରି ହେଲା ...

  • ୪ଟି ଲେଖାଏଁ ପିଲା ଜନ୍ମ କର, ଏଭଳି କହି ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››“ଯଦି ମୁଁ ଦୋଷୀ, ମୋତେ ଗିରଫ କରନ୍ତୁ : ହେମନ୍ତ ସୋରେନ

“ଯଦି ମୁଁ ଦୋଷୀ, ମୋତେ ଗିରଫ କରନ୍ତୁ : ହେମନ୍ତ ସୋରେନ

2022-11-03 18:26:10
14358
Share:
Facebook
Twitter
E-Mail
WhatsApp
Telegram
“ଯଦି ମୁଁ ଦୋଷୀ, ମୋତେ ଗିରଫ କରନ୍ତୁ : ହେମନ୍ତ ସୋରେନ

କୋଇଲା ଦୁର୍ନୀତି ଘଟଣାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ହେମନ୍ତ ସୋରେନଙ୍କୁ ଆଜି ରାଞ୍ଚି କାର୍ଯ୍ୟାଳୟରେ ହାଜର ହେବାକୁ ସମନ କରିଥିଲା। ତେବେ ସେ ସମନ ଅନୁସାରେ ଆଜି ଇଡି କାର୍ଯ୍ୟାଳୟରେ ହାଜର ହୋଇନାହାନ୍ତି। ସେ ହାଜର ନ ହୋଇ କେନ୍ଦ୍ର ସରକାର ଓ ଇଡିକୁ ଗିରଫ ପାଇଁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ କେନ୍ଦ୍ରୀୟ ଏଜେନ୍ସିକୁ ଚ୍ୟାଲେଞ୍ଜ କରି କହିଛନ୍ତି ଯେ, ଯଦି ମୁଁ ଦୋଷୀ ତେବେ ଆପଣ ଆସି ମୋତେ ଗିରଫ କରି ଦେଖାଅ। ଜଣେ ଆଦିବାସୀ ମୁଖ୍ୟମନ୍ତ୍ରୀଙ୍କୁ ହଇରାଣ କରିବାକୁ ହୋଇଥିବା ଷଡ଼ଯନ୍ତ୍ରର ଏହା ଏକ ଉଦାହରଣ।

ବିଜେପି କେନ୍ଦ୍ରୀୟ ଏଜେନ୍ସି ଗୁଡ଼ିକର ଅପବ୍ୟବହାର କରି ଗଣତାନ୍ତ୍ରିକ ଉପାୟରେ ନିର୍ବାଚିତ ଝାରଖଣ୍ଡ ସରକାରରେ ଅସ୍ଥିରତା ସୃଷ୍ଟି କରୁଛି। ମୁଁ ଇଡି ଓ ସିବିଆଇକୁ ଆଦୌ ଡରେନାହିଁ। ବିରୋଧୀଙ୍କ ସ୍ୱରକୁ ଚାପି ଦେବା ପାଇଁ କେନ୍ଦ୍ର ସରକାର ସାମ୍ବିଧାନିକ ସଂସ୍ଥାର ଅପବ୍ୟବହାର କରୁଛନ୍ତି। କିନ୍ତୁ ଏହି ଷଡ଼ଯନ୍ତ୍ରକୁ ଉଚିତ ଜବାବ ମିଳିବ।”

କୋଇଲା ମାଇନିଂ ଦୁର୍ନୀତି ଘଟଣାରେ ନିଜେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ସାମିଲ ଥିବା ଇଡି ଆଶଙ୍କା କରିଛି। ଏଥିପାଇଁ ଆଜି ତାଙ୍କୁ ଏ ପ୍ରସଙ୍ଗରେ ଇଡିର ଅଧିକାରୀମାନେ ଜେରା କରିବାକୁ ଚାହୁଁଥିଲେ। ଖଣି ଦୁର୍ନୀତି ମାମଲାରେ ମାମଲାରେ ପ୍ରବର୍ତ୍ତନ ନିର୍ଦେଶାଳୟ ସୋରେନ୍‌ଙ୍କ ସହଯୋଗୀ ପଙ୍କଜ ମିଶ୍ରାଙ୍କୁ ଗିରଫ କରି ସାରିଛି। ପଙ୍କଜ ମିଶ୍ରାଙ୍କ ସହିତ ସମ୍ପୃକ୍ତ ଥିବା ୧୮ଟି ସ୍ଥାନ ଏବଂ ତାଙ୍କର ବ୍ୟାବସାୟିକ ସହଯୋଗୀମାନଙ୍କ ପ୍ରତିଷ୍ଠାନ ଉପରେ ମଧ୍ୟ ପ୍ରବର୍ତ୍ତନ ନିର୍ଦେଶାଳୟ ଜୁଲାଇ ୮ ତାରିଖ ଦିନ ଚଢ଼ଉ କରିଥିଲା। ମାର୍ଚ୍ଚ ମାସରେ ମିଶ୍ରା ଏବଂ ଅନ୍ୟମାନଙ୍କ ନାମରେ ‘ପ୍ରବର୍ତ୍ତନ ନିର୍ଦେଶାଳୟ ‘ପ୍ରିଭେନ୍‌ସନ୍‌ ଅଫ୍‌ ମିନି ଲଣ୍ଡରିଙ୍ଗ୍‌ ଆକ୍ଟ’ (ପିଏମ୍‌ଏଲ୍‌ଏ) ଅନୁସାରେ ମାମଲା ରୁଜୁ କରିବା ପରେ ଚଢ଼ଉ ଆରମ୍ଭ ହୋଇଥିଲା। ଅଭିଯୋଗ ଥିଲା, ମିଶ୍ରା ବେଆଇନ ଭାବେ ବିପୁଳ ସମ୍ପତ୍ତି କରାୟତ୍ତ କରିଛନ୍ତି।



Powered by Froala Editor

Tags hemant

Related articles Odisha News Lens 4.1

  • ୪ଟି ଲେଖାଏଁ ପିଲା ଜନ୍ମ କର, ଏଭଳି କହି ବିବାଦରେ ନେତ୍ରୀ
    ରାଜନୀତି

    ୪ଟି ଲେଖାଏଁ ପିଲା ଜନ୍ମ କର, ଏଭଳି କହି ବିବାଦରେ ନେତ୍ରୀ

    14078
    Dec 24, 2025
  • ଯାତ୍ରା ଖଳନାୟକ ନରେନ୍ଦ୍ର ଦାସଙ୍କ ପରଲୋକ
    ରାଜନୀତି

    ଯାତ୍ରା ଖଳନାୟକ ନରେନ୍ଦ୍ର ଦାସଙ୍କ ପରଲୋକ

    13355
    Dec 26, 2025
  • ୪୩୦୦ କୋଟି ଟଙ୍କାରେ ବିକ୍ରି ହେଲା ପାକିସ୍ତାନ ଏୟାରଲାଇନ୍ସ
    ଦେଶ-ଦେଶାନ୍ତର

    ୪୩୦୦ କୋଟି ଟଙ୍କାରେ ବିକ୍ରି ହେଲା ପାକିସ୍ତାନ ଏୟାରଲାଇନ୍ସ

    15403
    Dec 24, 2025
  • ପୂର୍ବ ଅପେକ୍ଷା ଅଧିକ ଖର୍ଚ୍ଚ କରିବାକୁ ପଡିବ ଟ୍ରେନ ଯାତ୍ରା
    ଦେଶ-ଦେଶାନ୍ତର

    ପୂର୍ବ ଅପେକ୍ଷା ଅଧିକ ଖର୍ଚ୍ଚ କରିବାକୁ ପଡିବ ଟ୍ରେନ ଯାତ୍ରା

    14290
    Dec 26, 2025
  • ବାଂଲାଦେଶରେ ବୋମା ବିସ୍ଫୋରଣ, ଜଣେ ମୃତ
    ଦେଶ-ଦେଶାନ୍ତର

    ବାଂଲାଦେଶରେ ବୋମା ବିସ୍ଫୋରଣ, ଜଣେ ମୃତ

    14777
    Dec 25, 2025
  • ବାଜପେୟୀଙ୍କ ୯୪ତମ ଜନ୍ମବାର୍ଷିକୀ, ‘ସଦୈବ ଅଟଳ’କୁ ଯାଇ ପୁଷ୍ପମାଲ୍ୟ ଅର୍ପଣ କଲେ ମୋଦୀ
    ଦେଶ-ଦେଶାନ୍ତର

    ବାଜପେୟୀଙ୍କ ୯୪ତମ ଜନ୍ମବାର୍ଷିକୀ, ‘ସଦୈବ ଅଟଳ’କୁ ଯାଇ ପୁଷ୍ପମାଲ୍ୟ ଅର୍ପଣ କଲେ ମୋଦୀ

    15183
    Dec 25, 2025
  • ଜାତୀୟ ବୀର ବାଳ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି
    ଦେଶ-ଦେଶାନ୍ତର

    ଜାତୀୟ ବୀର ବାଳ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

    13626
    Dec 26, 2025
  • ବିଶ୍ୱରେ ଭାରତୀୟ ପାସପୋର୍ଟର ସ୍ଥିତି ଦୁର୍ବଳ
    ଦେଶ-ଦେଶାନ୍ତର

    ବିଶ୍ୱରେ ଭାରତୀୟ ପାସପୋର୍ଟର ସ୍ଥିତି ଦୁର୍ବଳ

    15060
    Dec 26, 2025
  •  ଏହି ୩ ଏୟାରଲାଇନ୍ସକୁ ସରକାରଙ୍କ ଅନୁମତି ପ୍ରଦାନ
    ଦେଶ-ଦେଶାନ୍ତର

    ଏହି ୩ ଏୟାରଲାଇନ୍ସକୁ ସରକାରଙ୍କ ଅନୁମତି ପ୍ରଦାନ

    14844
    Dec 25, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଜାତୀୟ ବୀର ବାଳ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

    13626
    Dec 26, 2025
  • ରାଜନୀତି

    ୪ଟି ଲେଖାଏଁ ପିଲା ଜନ୍ମ କର, ଏଭଳି କହି ବିବାଦରେ ନେତ୍ରୀ

    14078
    Dec 24, 2025
  • ରାଜନୀତି

    ଯାତ୍ରା ଖଳନାୟକ ନରେନ୍ଦ୍ର ଦାସଙ୍କ ପରଲୋକ

    13355
    Dec 26, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17269
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17350
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17697
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16168
    Apr 03, 2021

ବିଶେଷ

  • ଏହି ସମସ୍ୟା ଥିଲେ ଖାଆନ୍ତୁନି କଦଳୀ

    14313
    Dec 26, 2025
  • ଉଚ୍ଚ ରକ୍ତଚାପର ସଙ୍କେତ ଜାଣିବେ କିପରି?

    14747
    Dec 24, 2025
  • କାହିଁକି ଚିନି ସ୍ୱାସ୍ଥ୍ୟ ପାଇଁ କ୍ଷତିକାରକ ଜାଣନ୍ତୁ?

    14362
    Dec 23, 2025
  • ଏକ ଘଣ୍ଟା ଚାଲିଲେ ମିଳିଥାଏ ଏହିସବୁ ଫାଇଦା

    14777
    Dec 22, 2025
  • ଶରୀରକୁ ଅନେକ ରୋଗରୁ ଦୂରେଇ ରଖିଥାଏ ହଳଦୀ

    15126
    Dec 21, 2025

ବାଣିଜ୍ୟ

୨୪ ଶହ ଟଙ୍କା ବଢ଼ିଲା ସୁନା

ବିଶ୍ୱ ସୁନା ମୂଲ୍ୟ ପ୍ରଥମ ଥର ପାଇଁ ପ୍ରତି ଆଉନ୍ସ ୪,୪୦୦ ଅତିକ୍ରମ କରି ନୂତନ ରେକର୍ଡ ସ୍ଥାପନ କରିଥିଲା। ଭାରତରେ ୨୪ କ୍ୟାରେଟ୍ ସୁନାର ମୂଲ୍ୟ ପ୍ରତି ଦଶ ଗ୍ରାମ ୧୩୩,୯୭୦ ଟଙ୍କା ଥିଲା। ସୁନା ମୂଲ୍ୟ ୩ ପ୍ରତିଶତ ବୃଦ୍ଧି ପାଇ ଆଉନ୍ସ ୪,୪୮୮.୬୧ ରେ ପହଞ୍ଚିଛି । ୧୦ ଗ୍ରାମ୍‌କୁ ଲକ୍ଷେ ୩୮ ହଜାର ୫ ଶହ ୫୦ ଟଙ୍କା ହ ...

  • ସିମେଣ୍ଟ ମାନୁଫାକ୍‌ଚରର୍ସ ଆସୋସିଏସନ (ସିଏମ୍‌ଏ) ପ୍ରେସିଡେଣ୍ଟ ଭାବରେ ଶ୍ରୀ ପାର୍ଥ ଜିନ୍ଦଲଙ୍କ ନାମ ଘୋଷଣା କଲା; ଡ. ରାଘବପତ୍‌ ସିଂଘାଣିଆ ଭାଇସ୍‌ ପ୍ରେସିଡେଣ୍ଟ ଘୋଷିତ

    14196
    Dec 18, 2025
  • ରୂପା ମୂଲ୍ୟରେ ବଡ଼ ବୃଦ୍ଧି

    15231
    Dec 15, 2025
  • ଲଞ୍ଚ ହେଲା ଟାଟା ସିଏରାର ଲାଟେଷ୍ଟ ମଡେଲ

    16005
    Dec 08, 2025
  • ୟୁଡବ୍ଲୁ୍ଏ ଭୁବନେଶ୍ୱରରେ ପ୍ରମୁଖ ନୂଆ ସହଭାଗିତା ସହିତ ବୈଶ୍ୱିକ ଗତିଶୀଳତା ଜରିଆରେ ଆନ୍ତଃପିଢିଗତ ପରିବର୍ତ୍ତନ ଆଣିବା ଲକ୍ଷ୍ୟ ଆଗକୁ ବଢାଉଛି

    15169
    Dec 08, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଯାତ୍ରା ଖଳନାୟକ ନରେନ୍ଦ୍ର ଦାସଙ୍କ ପରଲୋକ

    13355
    Dec 26, 2025
  • ବାଂଲାଦେଶରେ ବୋମା ବିସ୍ଫୋରଣ, ଜଣେ ମୃତ

    14777
    Dec 25, 2025
  • ପୂର୍ବ ଅପେକ୍ଷା ଅଧିକ ଖର୍ଚ୍ଚ କରିବାକୁ ପଡିବ ଟ୍ରେନ ଯାତ୍ରା

    14290
    Dec 26, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In