Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, July 13, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଗୌରୀଙ୍କ ସହ ହନିମୁନରେ ଅଷ୍ଟ୍ରେଲିଆ ଗଲେ ...

  • ‘ଜନ ନାୟକନ୍‌’କୁ ମିଳିଲା ‘A’ ...

  • ନିର୍ବାଚନ କମିଶନରଙ୍କୁ କହିଥିଲେ ମନମୋହନ ...

  • ମୌସୁମୀ ଅଧିବେଶନର ପୂର୍ବରୁ ସର୍ବଦଳୀୟ ...

  • ପାର୍ସଲ ଦେବାକୁ ଆସି ମହିଳାଙ୍କୁ ଅଶ୍ଳୀଳ ...

  • ଇରାନକୁ ମାଟିରେ ମିଶାଇ ଦେବାକୁ ଆମେରିକା ...

  • ଭିଏନତାମରେ ବୋଟ୍ ଦୁର୍ଘଟଣାରେ ଶୋକ ...

  • ଏସ. ଜାନକୀଙ୍କ ବିୟୋଗରେ ମୋଦୀଙ୍କ ଶୋକ ...

  • ଷ୍ଟ୍ରେଟ୍ ଅଫ୍ ହର୍ମୁଜ ପ୍ରଣାଳୀ ବନ୍ଦ

  • ତାଜ ହୋଟେଲକୁ ବୋମା ଧମକ

ରାଜ୍ୟ
Home ›› ରାଜ୍ୟ ››ପିଜିଆଇ ରିପୋର୍ଟ: ଶ୍ରେଷ୍ଠ ରାଜ୍ୟ ମଧ୍ୟରେ ରହିଛି ଓଡ଼ିଶା

ପିଜିଆଇ ରିପୋର୍ଟ: ଶ୍ରେଷ୍ଠ ରାଜ୍ୟ ମଧ୍ୟରେ ରହିଛି ଓଡ଼ିଶା

2022-11-05 04:55:26
14125
Share:
Facebook
Twitter
E-Mail
WhatsApp
Telegram
ପିଜିଆଇ ରିପୋର୍ଟ: ଶ୍ରେଷ୍ଠ ରାଜ୍ୟ ମଧ୍ୟରେ ରହିଛି ଓଡ଼ିଶା

ଭୁବନେଶ୍ୱର : କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ଅଧିନସ୍ଥ ବିଦ୍ୟାଳୟ ଶିକ୍ଷା ବିଭାଗ ପକ୍ଷରୁ ପ୍ରକାଶିତ ପର୍ଫମାନ୍ସ ଗ୍ରେଡିଂ ଇନଡେକ୍ସ(ପିଜିଆଇ) ୨୦୨୦-୨୧ ରିପୋର୍ଟରେ ଶ୍ରେଷ୍ଠ ୧୦ରାଜ୍ୟ ମଧ୍ୟରେ ରହିଛି ଓଡ଼ିଶା। ଗୁଣାତ୍ମକ ଶିକ୍ଷା, ସୁଦୃଢ ଭିତ୍ତିଭୂମି, ବିଦ୍ୟାଳୟ ପ୍ରବେଶ ସୁବିଧା, ଛାତ୍ରଛାତ୍ରୀଙ୍କ ମୂଲ୍ୟାୟନ ଓ ବିଦ୍ୟାଳୟ ପରିଚାଳନା ଭଳି ୫ଟି ବିଷୟକୁ ଆଧାର କରି କରାଯାଇଥିବା ପର୍ଫମାନ୍ସ ଗ୍ରେଡିଂ ତଥା ମୂଲ୍ୟାୟନ ପ୍ରକ୍ରିୟାରେ ଦେଶର ସମସ୍ତ ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳକୁ ଅନ୍ତର୍ଭୁକ୍ତ କରାଯାଇଥିଲା ।
ରିପୋର୍ଟ ମୁତାବକ ୨୦୧୯-୨୦ ଶିକ୍ଷାବର୍ଷ ତୁଳନାରେ ୨୦୨୦-୨୧ ଶିକ୍ଷାବର୍ଷରେ ଓଡ଼ିଶା ସମସ୍ତ ୫ଟି ମାଟ୍ରିକ୍ସରେ ଭଲ ପ୍ରଦର୍ଶନ କରିବା ସହ ଦେଶର ଆଗଧାଡ଼ିର ରାଜ୍ୟମାନଙ୍କ ମଧ୍ୟରେ ନିଜର ସ୍ଥିତିକୁ ସୁଦୃଢ଼ ରଖିଛି । ଗୁଣାତ୍ମକ ଶିକ୍ଷା, ସୁଦୃଢ ଭିତ୍ତିଭୂମି, ବିଦ୍ୟାଳୟ ପ୍ରବେଶ ସୁବିଧା, ଛାତ୍ରଛାତ୍ରୀଙ୍କ ମୂଲ୍ୟାୟନ ଓ ବିଦ୍ୟାଳୟ ପରିଚାଳନା କ୍ଷେତ୍ରରେ ଓଡ଼ିଶା ବେଶ୍‌ ଆଗକୁ ବଢ଼ିବା ସହ ସ୍କୁଲ୍‌ ଶିକ୍ଷାର ରୂପାନ୍ତରୀକରଣରେ ପ୍ରମୁଖ ଭୂମିକା ଗ୍ରହଣ କରିଛି । ପିଜିଆଇ ୨୦୨୦-୨୧ରେ ୧୦୦୦ ପଏଣ୍ଟ୍‌ରୁ ଓଡ଼ିଶା ମୋଟ ୮୭୭ ପଏଣ୍ଟ୍‌ ସ୍କୋର୍‌ କରିଥିବାବେଳେ ଦିଲ୍ଲୀ, କର୍ଣ୍ଟାଟକ, ପଶ୍ଚିମବଙ୍ଗ, ହିମାଚଳ ପ୍ରଦେଶ, ଉତ୍ତରପ୍ରଦେଶ, ହରିୟାଣା, ପଣ୍ଡିଚେରୀ, ଲାକ୍ଷାଦ୍ୱୀପ, ଆଣ୍ଡାମାନ ନିକୋବର, ଦାଦ୍ରା ନଗର ହାବେଳୀ ଏବଂ ଦାମନ ଡିଉ ସହ ଲେବୁଲ୍‌-୩ରେ ରହିଛି । ଗୁଣାତ୍ମକ ଶିକ୍ଷା କ୍ଷେତ୍ରରେ ୧୮୦ରୁ ୧୩୮, ବିଦ୍ୟାଳୟ ପ୍ରବେଶ ସୁବିଧାରେ ୮୦ରୁ ୭୧, ସୁଦୃଢ ଭିତ୍ତିଭୂମିରେ ୧୫୦ରୁ ୧୩୩, ଛାତ୍ରଛାତ୍ରୀଙ୍କ ମୂଲ୍ୟାୟନରେ ୨୩୦ରୁ ୨୨୧ ଏବଂ ବିଦ୍ୟାଳୟ ପରିଚାଳନା କ୍ଷେତ୍ରରେ ଓଡ଼ିଶା ୩୬୦ରୁ ୩୧୪ ପଏଣ୍ଟ ପାଇଛି ।

ପିଜିଆଇ ଫ୍ରେମ୍‌ୱାର୍କରେ ଲାଗାତାର ଭାବରେ ଓଡ଼ିଶାର ରାଙ୍କ୍ ଉପରକୁ ଉଠୁଥିବାବେଳେ ମାତ୍ର ୪ବର୍ଷ ମଧ୍ୟରେ ଏହା ଲେବୁଲ୍‌-୬ରୁ ଲେବୁଲ୍‌-୩କୁ ଉନ୍ନିତ ହୋଇଛି । ରାଜ୍ୟର ଶିକ୍ଷା ଭିତ୍ତିଭୂମିରେ ବ୍ୟାପକ ପରିବର୍ତ୍ତନ ହୋଇଛି । ରାଜ୍ୟର ପ୍ରଗତିଶୀଳ ନୀତି ସହ ‘ମୋ ସ୍କୁଲ୍‌ ଅଭିଯାନ’, ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନ, କୋଭିଡ୍‌ ମହାମାରୀ ସମୟରେ ଅନ୍‌ଲାଇନ୍‌ ଶିକ୍ଷଣ କାର୍ୟ୍ୟକ୍ରମର ପ୍ରଣୟନ, ୫-‘ଟି’ ହାଇସ୍କୁଲ୍‌ ରୂପାନ୍ତରୀକରଣ କାର୍ୟ୍ୟକ୍ରମ ଅଧୀନରେ ହୋଇଥିବା ସ୍କୁଲ୍‌ ଭିତ୍ତିଭୂମିର ରୂପାନ୍ତରଣ ଏବଂ ଯୋଜନାର ସଠିକ୍‌ କାର୍ୟ୍ୟକାରିତା ଦ୍ୱାରା ଓଡ଼ିଶା ଶିକ୍ଷା କ୍ଷେତ୍ରରେ ଅଭୂତପୂର୍ବ ସଫଳତା ହାସଲ କରିଛି । ଉନ୍ନତ ଭିତ୍ତିଭୂମି ସହ ଗୁଣାତ୍ମକ ଶିକ୍ଷାଦାନ ଯୋଗୁ ପୂର୍ବବର୍ଷ ଅପେକ୍ଷା ଛାତ୍ରଛାତ୍ରୀମାନଙ୍କ ପ୍ରଦର୍ଶନରେ ମଧ୍ୟ ଅଭିବୃଦ୍ଧି ପରିଲକ୍ଷିତ ହୋଇଛି ।

ସୂଚନାଯୋଗ୍ୟ, ୨୦୧୭-୧୮ ଓ ୨୦୧୮-୧୯ ଶିକ୍ଷାବର୍ଷରେ ଓଡିଶା ଲେବୁଲ୍‌-୬ରେ ଥିବାବେଳେ ୨୦୧୯-୨୦ରେ ଲେବୁଲ୍‌-୪ ଏବଂ ୨୦୨୦-୨୧ରେ ଲେବୁଲ୍‌-୩ରେ ରହିଛି । ଚଳିତ ବର୍ଷ ପିଜିଆଇ ରିପୋର୍ଟ ଅନୁଯାୟୀ ତାଲିକାର ଶ୍ରେଷ୍ଠରେ ମହାରାଷ୍ଟ୍ର ସ୍ଥାନ ପାଇଛି । ୨ୟ ସ୍ଥାନରେ ପଞ୍ଜାବ ଥିବାବେଳେ ତୃତୀୟ ଓ ଚତୁର୍ଥ ସ୍ଥାନରେ କେରଳ ଓ ଚଣ୍ଡିଗଡ ରହିଛନ୍ତି । ସେହିପରି ରାଜଧାନୀ ଦିଲ୍ଲୀ ୮୯୯ ପଏଣ୍ଟ ସହ ୮ମ ସ୍ଥାନ ହାସଲ କରିଛି ।

Powered by Froala Editor

Tags Pgi report odisha

Related articles Odisha News Lens 4.1

  • ଇରାନକୁ ମାଟିରେ ମିଶାଇ ଦେବାକୁ ଆମେରିକା ପଛାଇବ ନାହିଁ: ଟ୍ରମ୍ପ
    ଦେଶ-ଦେଶାନ୍ତର

    ଇରାନକୁ ମାଟିରେ ମିଶାଇ ଦେବାକୁ ଆମେରିକା ପଛାଇବ ନାହିଁ: ଟ୍ରମ୍ପ

    15523
    Jul 12, 2026
  • ଗୌରୀଙ୍କ ସହ ହନିମୁନରେ ଅଷ୍ଟ୍ରେଲିଆ ଗଲେ ଆମିର୍ ଖାନ୍
    ମନୋରଞ୍ଜନ

    ଗୌରୀଙ୍କ ସହ ହନିମୁନରେ ଅଷ୍ଟ୍ରେଲିଆ ଗଲେ ଆମିର୍ ଖାନ୍

    14346
    Jul 13, 2026
  • ନିର୍ବାଚନ କମିଶନରଙ୍କୁ କହିଥିଲେ ମନମୋହନ ସିଂ ‘ମୁଁ ଆତ୍ମହତ୍ୟା କରିଦେବି….’
    ଦେଶ-ଦେଶାନ୍ତର

    ନିର୍ବାଚନ କମିଶନରଙ୍କୁ କହିଥିଲେ ମନମୋହନ ସିଂ ‘ମୁଁ ଆତ୍ମହତ୍ୟା କରିଦେବି….’

    13241
    Jul 13, 2026
  • ପାର୍ସଲ ଦେବାକୁ ଆସି ମହିଳାଙ୍କୁ ଅଶ୍ଳୀଳ ଆଚରଣ କଲା ଡେଲିଭରି ବୟ
    ଦେଶ-ଦେଶାନ୍ତର

    ପାର୍ସଲ ଦେବାକୁ ଆସି ମହିଳାଙ୍କୁ ଅଶ୍ଳୀଳ ଆଚରଣ କଲା ଡେଲିଭରି ବୟ

    13259
    Jul 13, 2026
  • ‘ଜନ ନାୟକନ୍‌’କୁ ମିଳିଲା ‘A’ ସାର୍ଟିଫିକେଟ୍
    ମନୋରଞ୍ଜନ

    ‘ଜନ ନାୟକନ୍‌’କୁ ମିଳିଲା ‘A’ ସାର୍ଟିଫିକେଟ୍

    13520
    Jul 13, 2026
  • ଷ୍ଟ୍ରେଟ୍ ଅଫ୍ ହର୍ମୁଜ ପ୍ରଣାଳୀ ବନ୍ଦ
    ଦେଶ-ଦେଶାନ୍ତର

    ଷ୍ଟ୍ରେଟ୍ ଅଫ୍ ହର୍ମୁଜ ପ୍ରଣାଳୀ ବନ୍ଦ

    14566
    Jul 12, 2026
  • ତାଜ ହୋଟେଲକୁ ବୋମା ଧମକ
    ଦେଶ-ଦେଶାନ୍ତର

    ତାଜ ହୋଟେଲକୁ ବୋମା ଧମକ

    15169
    Jul 12, 2026
  • ଏସ. ଜାନକୀଙ୍କ ବିୟୋଗରେ ମୋଦୀଙ୍କ ଶୋକ ପ୍ରକାଶ
    ଦେଶ-ଦେଶାନ୍ତର

    ଏସ. ଜାନକୀଙ୍କ ବିୟୋଗରେ ମୋଦୀଙ୍କ ଶୋକ ପ୍ରକାଶ

    14169
    Jul 12, 2026
  • ଭିଏନତାମରେ ବୋଟ୍ ଦୁର୍ଘଟଣାରେ ଶୋକ ପ୍ରକାଶ କଲେ ମୋଦୀ
    ଦେଶ-ଦେଶାନ୍ତର

    ଭିଏନତାମରେ ବୋଟ୍ ଦୁର୍ଘଟଣାରେ ଶୋକ ପ୍ରକାଶ କଲେ ମୋଦୀ

    13654
    Jul 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଏସ. ଜାନକୀଙ୍କ ବିୟୋଗରେ ମୋଦୀଙ୍କ ଶୋକ ପ୍ରକାଶ

    14169
    Jul 12, 2026
  • ଦେଶ-ଦେଶାନ୍ତର

    ତାଜ ହୋଟେଲକୁ ବୋମା ଧମକ

    15169
    Jul 12, 2026
  • ମନୋରଞ୍ଜନ

    ଗୌରୀଙ୍କ ସହ ହନିମୁନରେ ଅଷ୍ଟ୍ରେଲିଆ ଗଲେ ଆମିର୍ ଖାନ୍

    14346
    Jul 13, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16973
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17585
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17639
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18039
    Sep 06, 2023

ବିଶେଷ

  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14330
    Jul 12, 2026
  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    14811
    Jul 10, 2026
  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15562
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15671
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15483
    Jul 05, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15844
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15711
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13818
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14939
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପାର୍ସଲ ଦେବାକୁ ଆସି ମହିଳାଙ୍କୁ ଅଶ୍ଳୀଳ ଆଚରଣ କଲା ଡେଲିଭରି ବୟ

    13259
    Jul 13, 2026
  • ‘ଜନ ନାୟକନ୍‌’କୁ ମିଳିଲା ‘A’ ସାର୍ଟିଫିକେଟ୍

    13520
    Jul 13, 2026
  • ଏସ. ଜାନକୀଙ୍କ ବିୟୋଗରେ ମୋଦୀଙ୍କ ଶୋକ ପ୍ରକାଶ

    14169
    Jul 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In