Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, July 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ ...

  • ୧୪ ରେ ପ୍ରଥମ ଥର ସ୍ପେଶ୍‌ ‌ଷ୍ଟେସନ ଯିବେ ...

  • ଗୁଳି ବିନିମୟ: ଚାରି ଅପରାଧୀ ନିହତ

  • ଏହି ଔଷଧ ପାଇଁ ଆବଶ୍ୟକ ହେବ ଡାକ୍ତରଙ୍କ ...

  • କ୍ଲର୍କ ଚାକିରି ପାଇଁ ମା’କୁ ଟ୍ରକ୍ ଚଢ଼ାଇ ...

  • ମହାମହିମ, ମୁଁ ଜଣେ ଭାଙ୍ଗିପଡ଼ିଥିବା ପିତା ...

  • ମଧୁମେହରେ ପୀଡ଼ିତ ଲୋକଙ୍କ ପାଇଁ ଖୁସି ଖବର, ...

  • ଇଣ୍ଡୋନେସିଆର ପ୍ରମ୍ବାନନ ହିନ୍ଦୁ ...

  • ମମତାଙ୍କ ଶୋଭାଯାତ୍ରା ସମୟରେ ପ୍ରବଳ ...

  • ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ...

Home ›› ››ମେ’ ୧୫ ଯାଏ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ, ନୀତିକାନ୍ତି ଜାରି ରହିବ

ମେ’ ୧୫ ଯାଏ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ, ନୀତିକାନ୍ତି ଜାରି ରହିବ

2021-05-16 18:51:44
13856
Share:
Facebook
Twitter
E-Mail
WhatsApp
Telegram
ମେ’ ୧୫ ଯାଏ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ, ନୀତିକାନ୍ତି ଜାରି ରହିବ

ବଢୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ପଦକ୍ଷେପ ନେଇଛନ୍ତି। ଜୁନ ୧୫ ଯାଏଁ ଶ୍ରୀମନ୍ଦିର ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ବସିଥିବା ସମୀକ୍ଷା ବୈଠକରେ ଏନେଇ ନିଷ୍ପତ୍ତି ନିଆଯାଇଛି । ତେବେ ଶ୍ରୀଜୀଉଙ୍କ ଦୈନନ୍ଦିନ ନୀତିକାନ୍ତି ପୂର୍ବ ପରି ଚାଲୁ ରହିବା ନେଇ କହିଛି ଶ୍ରୀମନ୍ଦିର ପ୍ରଶାସନ । 

ପୂର୍ବରୁ କେବଳ ଶନିବାର ଓ ରବିବାର ଦିନ ଭକ୍ତଙ୍କ ଦର୍ଶନ ବନ୍ଦ ରହିଥିଲା। ପରେ ମେ ୧୫ ଯାଏଁ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିରରେ କଟକଣା ଜାରି ରହିଥିଲା। ତେବେ ଏହି ସମୟରେ ସୀମିତ ସେବାୟତଙ୍କୁ ନେଇ ନୀତିକାନ୍ତି ଜାରି ରହିବ। 

ସେପଟେ ବିନା ଭକ୍ତ ଓ ସୀମିତ ସେବାୟତଙ୍କ ଚନ୍ଦନ ଯାତ୍ରା ଆୟୋଜନ କରାଯାଇଛି । ଗତକାଲି ଠାରୁ ଅର୍ଥାତ ଅକ୍ଷୟ ତୃତୀୟା ଠାରୁ ରଥ ନିର୍ମାଣ ମଧ୍ୟ ଆରମ୍ଭ କରାଯାଇଛି । କୋଭିଡ଼ ନିୟମ ଅନୁଯାୟୀ ରଥ କାର୍ଯ୍ୟ ଜାରି ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।  

ସୂଚନାଯୋଗ୍ୟ, ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ବଢିବାରେ ଲାଗିଛି । ଖାସ୍‌ କରି କିଛି ସେବାୟତ କରୋନାରେ ସଂକ୍ରମିତ ହୋଇଛନ୍ତି । ଯାହା ପ୍ରଶାସନ ପାଇଁ ମୁଣ୍ଡ ବିନ୍ଧାର କାରଣ ପାଲିଛି। ସେହିପରି ପୁରୀରେ ମଧ୍ୟ ପ୍ରତିଦିନ କୋଭିଡ଼ ସଂକ୍ରମଣର ୩୦୦ ଉପରେ ରହୁଛି। କରୋନା ସ୍ଥିତିକୁ ଦେଖି ଶ୍ରୀମନ୍ଦିର ପ୍ରଶାସନ ଓ ଜିଲ୍ଲା ପ୍ରଶାସନର ବୈଠକ ବସିଥିଲା। 

Powered by Froala Editor

Tags SRIMANDIR

Related articles Odisha News Lens 4.1

  • ମହାମହିମ, ମୁଁ ଜଣେ ଭାଙ୍ଗିପଡ଼ିଥିବା ପିତା : ପୁଅ ପାଇଁ ନ୍ୟାୟ ଚାହୁଁଛି
    ଦେଶ-ଦେଶାନ୍ତର

    ମହାମହିମ, ମୁଁ ଜଣେ ଭାଙ୍ଗିପଡ଼ିଥିବା ପିତା : ପୁଅ ପାଇଁ ନ୍ୟାୟ ଚାହୁଁଛି

    14017
    Jul 10, 2026
  • ମଧୁମେହରେ ପୀଡ଼ିତ ଲୋକଙ୍କ ପାଇଁ ଖୁସି ଖବର, ସପ୍ତାହକୁ ଥରେ ଇନ୍‌ସୁନିଲ୍‌ ନେବେ
    ଦେଶ-ଦେଶାନ୍ତର

    ମଧୁମେହରେ ପୀଡ଼ିତ ଲୋକଙ୍କ ପାଇଁ ଖୁସି ଖବର, ସପ୍ତାହକୁ ଥରେ ଇନ୍‌ସୁନିଲ୍‌ ନେବେ

    14212
    Jul 10, 2026
  • ଗୁଳି ବିନିମୟ: ଚାରି ଅପରାଧୀ ନିହତ
    ଦେଶ-ଦେଶାନ୍ତର

    ଗୁଳି ବିନିମୟ: ଚାରି ଅପରାଧୀ ନିହତ

    14664
    Jul 10, 2026
  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?
    ବିଶେଷ

    ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    14219
    Jul 10, 2026
  • ଇଣ୍ଡୋନେସିଆର ପ୍ରମ୍ବାନନ ହିନ୍ଦୁ ମନ୍ଦିରରେ ପୂଜାର୍ଚ୍ଚନା କଲେ ମୋଦୀ
    ଦେଶ-ଦେଶାନ୍ତର

    ଇଣ୍ଡୋନେସିଆର ପ୍ରମ୍ବାନନ ହିନ୍ଦୁ ମନ୍ଦିରରେ ପୂଜାର୍ଚ୍ଚନା କଲେ ମୋଦୀ

    15454
    Jul 09, 2026
  •  ଏହି ଔଷଧ ପାଇଁ ଆବଶ୍ୟକ ହେବ ଡାକ୍ତରଙ୍କ ପ୍ରେସକ୍ରିପସନ୍, ନହଲେ ମିଳିବନି
    ଦେଶ-ଦେଶାନ୍ତର

    ଏହି ଔଷଧ ପାଇଁ ଆବଶ୍ୟକ ହେବ ଡାକ୍ତରଙ୍କ ପ୍ରେସକ୍ରିପସନ୍, ନହଲେ ମିଳିବନି

    14714
    Jul 10, 2026
  •  ୧୪ ରେ ପ୍ରଥମ ଥର ସ୍ପେଶ୍‌ ‌ଷ୍ଟେସନ ଯିବେ ଅନିଲ ମେନନ
    ଦେଶ-ଦେଶାନ୍ତର

    ୧୪ ରେ ପ୍ରଥମ ଥର ସ୍ପେଶ୍‌ ‌ଷ୍ଟେସନ ଯିବେ ଅନିଲ ମେନନ

    14534
    Jul 10, 2026
  • ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା
    ଦେଶ-ଦେଶାନ୍ତର

    ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା

    15539
    Jul 08, 2026
  • କ୍ଲର୍କ ଚାକିରି ପାଇଁ ମା’କୁ ଟ୍ରକ୍ ଚଢ଼ାଇ ମାରିଦେଲା ଝିଅ
    ଅପରାଧ

    କ୍ଲର୍କ ଚାକିରି ପାଇଁ ମା’କୁ ଟ୍ରକ୍ ଚଢ଼ାଇ ମାରିଦେଲା ଝିଅ

    13734
    Jul 10, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇଣ୍ଡୋନେସିଆର ପ୍ରମ୍ବାନନ ହିନ୍ଦୁ ମନ୍ଦିରରେ ପୂଜାର୍ଚ୍ଚନା କଲେ ମୋଦୀ

    15454
    Jul 09, 2026
  • ଦେଶ-ଦେଶାନ୍ତର

    ମହାମହିମ, ମୁଁ ଜଣେ ଭାଙ୍ଗିପଡ଼ିଥିବା ପିତା : ପୁଅ ପାଇଁ ନ୍ୟାୟ ଚାହୁଁଛି

    14017
    Jul 10, 2026
  • ଦେଶ-ଦେଶାନ୍ତର

    ଗୁଳି ବିନିମୟ: ଚାରି ଅପରାଧୀ ନିହତ

    14664
    Jul 10, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16971
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17582
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17637
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18036
    Sep 06, 2023

ବିଶେଷ

  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    14219
    Jul 10, 2026
  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15493
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15600
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15405
    Jul 05, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    15271
    Jul 03, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15839
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15709
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13815
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14929
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମମତାଙ୍କ ଶୋଭାଯାତ୍ରା ସମୟରେ ପ୍ରବଳ ଉତ୍ତେଜନା: ଅଣ୍ଡାମାଡ଼ ସହ ଦେଲେ ‘ଚୋର, ଚୋର’ ସ୍ଲୋଗାନ

    15673
    Jul 09, 2026
  • ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା

    15539
    Jul 08, 2026
  • ଏହି ଔଷଧ ପାଇଁ ଆବଶ୍ୟକ ହେବ ଡାକ୍ତରଙ୍କ ପ୍ରେସକ୍ରିପସନ୍, ନହଲେ ମିଳିବନି

    14714
    Jul 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In