Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, August 19, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୫ ବର୍ଷର ପୁଅ ସହ ବାପାର ସନ୍ଦେହଜନକ ମୃତ୍ୟୁ

  • ୧୬ ବର୍ଷ ବୟସରେ ଚାର୍ଟର୍ଡ ଆକାଉଣ୍ଟାଣ୍ଟ

  • ଜଜ୍ ଙ୍କ ରେକର୍ଡ, ୯ ମାମଲାରେ ୨୨ ଦୋଷୀଙ୍କୁ ...

  • ଗୁପ୍ତାଙ୍ଗ ବିକ୍ରି ଡିଲ୍ : ରିଲ୍ସ ଦେଖି ...

  • ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ...

  • ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ...

  • ଏହା କଲେ ହେବ ନାହିଁ ଗ୍ୟାସ୍

  • ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ...

  • UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ...

  • ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ

ବିଶେଷ
Home ›› ବିଶେଷ ››ହଜମ କ୍ରିୟାକୁ ସୁସ୍ଥ ରଖେ ପାନ ରସ

ହଜମ କ୍ରିୟାକୁ ସୁସ୍ଥ ରଖେ ପାନ ରସ

2022-11-06 03:37:08
14452
Share:
Facebook
Twitter
E-Mail
WhatsApp
Telegram
ହଜମ କ୍ରିୟାକୁ ସୁସ୍ଥ ରଖେ ପାନ ରସ

ପାନ ପତ୍ରରେ ଅନେକ ପୋଷକ ତତ୍ତ୍ୱ ଭରି ରହିଛି। ଏହାକୁ ପୂଜା କରିବା ସହିତ ପେଟ ସମ୍ବନ୍ଧୀୟ ମାନେ ବିଶେଷ କରି ହଜମ କ୍ରିୟା କୁ ସୁସ୍ଥ ରଖିବା ପାଇଁ ପାନ ରସ ଖୁବ ଉପଯୋଗୀ ହୋଇଥାଏ। ଏହାକୁ ପୂର୍ବ ସମୟରେ ବଡ଼ ଲୋକ ମାନେ ଖାଉଥିଲେ। କିନ୍ତୁ ଏଥିରେ ଅନ୍ୟାନ୍ୟ ମସଲା ମଧ୍ୟ ଆଡ କରୁଥିଲେ। ତେବେ ଆଜି ଆମେ କେବଳ ପାନପତ୍ରର ଉପକାରିତା ସମ୍ପର୍କରେ କହିବୁ।

ଭାରତରେ ସାଧାରଣ ଭାବେ ଏହି ପତ୍ରକୁ ଅଧିକ ମାତ୍ରାରେ ବ୍ୟବହାର କରାଯାଏ। ଏହାର ସ୍ୱାଦ କିଛି ଲୋକଙ୍କୁ ବହୁତ ଭଲ ଲାଗିଥାଏ। ହିନ୍ଦୁ ଧର୍ମରେ ପାନପତ୍ରକୁ ଶୁଭ ମନାଯାଏ। ଏଥିରେ ଔଷଧିୟ ଗୁଣ ମଧ୍ୟ ରହିଛି। ଏହାକୁ ପୂଜା ତଥା ଧାର୍ମିକ କାର୍ଯ୍ୟରେ ଲଗାଯାଏ । ଆୟୁର୍ବେଦରେ ପାନ ପତ୍ରକୁ ବହୁତ ଗୁଣକାରୀ ମନାଯାଇଛି। ଏହାର ସେବନ ଦ୍ୱାରା ଅଲସର ଓ ଡାଇବେଟିଜ ରୋଗ ରୁ ମୁକ୍ତି ମିଳିଥାଏ।

ଭାରତୀୟ ମାନଙ୍କ ଖାଦ୍ୟରେ ଏକ ଖାସ ସ୍ଥାନ ପାନର ରହିଛି। ଦେଖିବାକୁ ଗଲେ ପାନ ଖାଇବା ସମସ୍ତଙ୍କୁ ପସନ୍ଦ। ତେବେ ପାନ କେବଳ ପାଟିକୁ ସୁଆଦିଆ ଲାଗେ ତାହା ନୁହଁ ଏଥିରେ ଭରି ରହିଛି ଅନେକ ଔଷଧିୟ ଗୁଣ। ପୌରାଣିକ ଶାସ୍ତ୍ରରେ ପାନ ପତ୍ର ଶୁଭ ହୋଇଥାଏ। ଏହା ବ୍ୟତୀତ ପାନ ପତ୍ର କେତେକ ରୋଗ ଭଲ କରିବାରେ ମଧ୍ଯ ସାହାଯ୍ୟ କରିଥାଏ।

ପ୍ରାୟ ଲୋକ ଖାଦ୍ୟ ଖାଇବା ପରେ ପାନର ସେବନ କରନ୍ତି । ଏମିତି କରିଲେ ଖାଦ୍ୟ ଭଲ ଭାବେ ହଜମ ହୋଇଥାଏ । ଆମର ପାଚନ ତନ୍ତ୍ର ସବୁ ବେଳେ ସୁସ୍ଥ ରହିଥାଏ । ପାନପତ୍ର ନା କେବଳ ଶୁଭ କାର୍ଯ୍ୟରେ ବ୍ୟବହାର ହୁଏ ବରଂ ଏହାକୁ ଆମେ ମାନେ ଅନେକ ରୋଗ ଭଲ କରିବା ପାଇଁ ବ୍ୟବହାର କରିଥାନ୍ତି । କେବଳ ସେତିକି ନୁହେଁ ଚର୍ମର ସମସ୍ତ ସମସ୍ୟା ଦୂର କରିବା ପାଇଁ ପାନ ପତ୍ରର ବ୍ୟବହାର ଅତ୍ୟନ୍ତ ଲାଭଦାୟକ ହୋଇଥାଏ । ଏହା ଚର୍ମରେ ଥିବା କଳା ଦାଗ ହ୍ରାସ କରିବାରେ ସାହାଯ୍ୟ କରିଥାଏ । ପାନ ପତ୍ରରେ ଅନେକ ଔଷଧ ଗୁଣ ଅଛି। ଏହା ମୁହଁ ସଫା କରିବା ସହିତ ଆଲର୍ଜି ମଧ୍ୟ ଦୂର କରିଥାଏ । ପାନ ପତ୍ରରେ ଆୟୋଡିନ, ପୋଟାସିୟମ, ଭିଟାମିନ ଏ, ଭିଟାମିନ ବି୧ , ଭିଟାମିନ ବି୨ ଓ ନିକୋଟେନିକ ଏସିଡ ଭଳି ପୋଷକ ତତ୍ତ୍ୱ ରହିଛି।

ଏବେ ଜାଣନ୍ତୁ ଫାଇଦା:
ଯଦି କୌଣସି ବ୍ୟକ୍ତି ପେଟ ସମ୍ବନ୍ଧୀୟ ସମସ୍ୟାରେ ପୀଡ଼ିତ ଅଛନ୍ତି ତେବେ ପାନ ପତ୍ର ଖାଇଲେ ଅନେକ ଫାଇଦା ମିଳିବ। ଏହାକୁ ଖାଇଲେ ମେଟାବୋଲିଜିମ ଇମପ୍ରୁଭ ହୋଇଥାଏ। ଏହାସହିିତ ପାଚନ , ଅଲସର ଓ କବ୍ଜ ଭଳି ସମସ୍ୟା ରୁ ଆରାମ ମିଳେ। ଏହାକୁ ଖାଇଲେ ହଜମ ପ୍ରକ୍ରିୟା ଭଲ ରୁହେ।

ଶରୀରରେ ଫ୍ୟାଟ ବଢ଼ିବା ଫଳରେ ଓଜନ ବୃଦ୍ଧି ହୋଇଥାଏ। ଆଜିକାଲି ଖରାପ ଖାଦ୍ୟ ସେବନ ଦ୍ୱାରା ଏହି ସମସ୍ୟା ଅଧିକ ମାତ୍ରାରେ ଦେଖିବାକୁ ମିଳୁଛି। ଏମିତିରେ ପାନ ପତ୍ର ରସଆପଣଙ୍କୁ ଅନେକ ଫାଇଦା ଯୋଗାଇବ। ଓଜନ କମ କରାଇବ।

ପାନ ପତ୍ର ଶରୀରକୁ ଗ୍ଲୁକୋଜ ଲେବଲକୁ ମେଣ୍ଟେନ କରିଥାଏ। ଏହା ଶରୀରର ଖଣ୍ଡିଆ ସ୍ଥାନରେ ଲଗାଇଲେ ଶୀଘ୍ର ସୁଖିଯାଏ। ଏହାଦ୍ୱାରା ବଡ଼ି କୋଲେଷ୍ଟ୍ରଲ ମଧ୍ୟ କମିଥାଏ।

Powered by Froala Editor

Tags Paan

Related articles Odisha News Lens 4.1

  • ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ମିଶାଇଲ ଆକ୍ରମଣରେ ୨ ମୃତ
    ଦେଶ-ଦେଶାନ୍ତର

    ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ମିଶାଇଲ ଆକ୍ରମଣରେ ୨ ମୃତ

    13573
    Aug 18, 2026
  • ଗୁପ୍ତାଙ୍ଗ ବିକ୍ରି ଡିଲ୍ : ରିଲ୍ସ ଦେଖି କିଶୋରଙ୍କୁ ମାରିଦେଲେ
    ଅପରାଧ

    ଗୁପ୍ତାଙ୍ଗ ବିକ୍ରି ଡିଲ୍ : ରିଲ୍ସ ଦେଖି କିଶୋରଙ୍କୁ ମାରିଦେଲେ

    14791
    Aug 18, 2026
  • ୧୬ ବର୍ଷ ବୟସରେ ଚାର୍ଟର୍ଡ ଆକାଉଣ୍ଟାଣ୍ଟ
    ଦେଶ-ଦେଶାନ୍ତର

    ୧୬ ବର୍ଷ ବୟସରେ ଚାର୍ଟର୍ଡ ଆକାଉଣ୍ଟାଣ୍ଟ

    14766
    Aug 18, 2026
  • ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ଉଲ୍ଲଂଘନ କଲେ ମିଳିବ ଏହି ଦଣ୍ଡ
    ଦେଶ-ଦେଶାନ୍ତର

    ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ଉଲ୍ଲଂଘନ କଲେ ମିଳିବ ଏହି ଦଣ୍ଡ

    14996
    Aug 18, 2026
  • ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ସମ୍ପତ୍ତି ପାଇଲେ ୧୮ ବର୍ଷୀୟ ଶ୍ରମିକ
    ଦେଶ-ଦେଶାନ୍ତର

    ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ସମ୍ପତ୍ତି ପାଇଲେ ୧୮ ବର୍ଷୀୟ ଶ୍ରମିକ

    14462
    Aug 17, 2026
  • ୫ ବର୍ଷର ପୁଅ ସହ ବାପାର ସନ୍ଦେହଜନକ ମୃତ୍ୟୁ
    ଦେଶ-ଦେଶାନ୍ତର

    ୫ ବର୍ଷର ପୁଅ ସହ ବାପାର ସନ୍ଦେହଜନକ ମୃତ୍ୟୁ

    14481
    Aug 18, 2026
  • ଜଜ୍ ଙ୍କ ରେକର୍ଡ, ୯ ମାମଲାରେ ୨୨ ଦୋଷୀଙ୍କୁ ମୃତ୍ୟୁଦଣ୍ଡ
    ଦେଶ-ଦେଶାନ୍ତର

    ଜଜ୍ ଙ୍କ ରେକର୍ଡ, ୯ ମାମଲାରେ ୨୨ ଦୋଷୀଙ୍କୁ ମୃତ୍ୟୁଦଣ୍ଡ

    14915
    Aug 18, 2026
  • ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ
    ଦେଶ-ଦେଶାନ୍ତର

    ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ

    14413
    Aug 17, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍
    ବିଶେଷ

    ଏହା କଲେ ହେବ ନାହିଁ ଗ୍ୟାସ୍

    15664
    Aug 17, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଅପରାଧ

    ଗୁପ୍ତାଙ୍ଗ ବିକ୍ରି ଡିଲ୍ : ରିଲ୍ସ ଦେଖି କିଶୋରଙ୍କୁ ମାରିଦେଲେ

    14791
    Aug 18, 2026
  • ଦେଶ-ଦେଶାନ୍ତର

    ୧୬ ବର୍ଷ ବୟସରେ ଚାର୍ଟର୍ଡ ଆକାଉଣ୍ଟାଣ୍ଟ

    14766
    Aug 18, 2026
  • ଦେଶ-ଦେଶାନ୍ତର

    ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ମିଶାଇଲ ଆକ୍ରମଣରେ ୨ ମୃତ

    13573
    Aug 18, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17036
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17656
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17706
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18105
    Sep 06, 2023

ବିଶେଷ

  • ଏହା କଲେ ହେବ ନାହିଁ ଗ୍ୟାସ୍

    15664
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13753
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14855
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14628
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14467
    Aug 07, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14246
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14374
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15271
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14645
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ସମ୍ପତ୍ତି ପାଇଲେ ୧୮ ବର୍ଷୀୟ ଶ୍ରମିକ

    14462
    Aug 17, 2026
  • ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ମିଶାଇଲ ଆକ୍ରମଣରେ ୨ ମୃତ

    13573
    Aug 18, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍

    15664
    Aug 17, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In