Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, November 19, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହି ଖାଦ୍ୟ ଖାଆନ୍ତୁ, ଚିକ୍ ଚିକ୍ କରିବ ...

  • ଉପମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରିବେ ...

  • ଅସ୍ତ୍ର ଛାଡି ମାଓବାଦୀଙ୍କୁ ଆତ୍ମସମର୍ପଣ ...

  • ପୁଣି ଥରେ ପାଲେଷ୍ଟାଇନବାସୀଙ୍କ ଉପରେ ...

  • ହନୁମାନଙ୍କ ବିରୋଧରେ କହି ବିବାଦରେ ...

  • ହିଡମା ମୁଣ୍ଡ ଉପରେ ଥିଲା ଏକ କୋଟି ଟଙ୍କାର ...

  • ଗାନ୍ଧୀ ମୈଦାନରେ ଶପଥ ନେବେ ନୀତିଶ କୁମାର

  • ସମାଜାବାଦୀ ପାର୍ଟ ମହାସଚିବ ଆଜମ ଖାନ୍ ଓ ...

  • ରାଷ୍ଟ୍ରପତିଙ୍କୁ ୨୦୨୬-୩୧ ଅବଧି ପାଇଁ ...

  • ଗଣହତ୍ୟା ମାମଲାରେ ପୂର୍ବତନ ...

ବିଶେଷ
Home ›› ବିଶେଷ ›› ରାତିରେ ଖାଲି ପେଟରେ ଶୋଇପଡୁଛନ୍ତିକି, ପଡିପାରନ୍ତି ଏହି ସବୁ ସମସ୍ୟାରେ

ରାତିରେ ଖାଲି ପେଟରେ ଶୋଇପଡୁଛନ୍ତିକି, ପଡିପାରନ୍ତି ଏହି ସବୁ ସମସ୍ୟାରେ

2022-11-08 03:41:48
15447
Share:
Facebook
Twitter
E-Mail
WhatsApp
Telegram
 ରାତିରେ ଖାଲି ପେଟରେ ଶୋଇପଡୁଛନ୍ତିକି, ପଡିପାରନ୍ତି ଏହି ସବୁ ସମସ୍ୟାରେ

ଆଧୁନିକ ଜୀବନ ଶୈଳୀରେ ଦିନସାରା କାମ ଚାପ ଏବଂ ସନ୍ଧ୍ୟାରେ ଥକାପଣ ଯୋଗୁ ଅଧିକାଶଂ ଲୋକ ରାତିରେ ଖାଦ୍ୟ ନ ଖାଇ ଶୋଇ ପଡିଥାନ୍ତି । ଆପଣ କେବେ କେମିତି ଏପରି କରୁଥିବେ । କିନ୍ତୁ ଯଦି ଆପଣଙ୍କ ଏହି ଅଭ୍ୟାସ ନିତିଦିନିଆ ଅଭ୍ୟାସରେ ପରିଣତ ହୁଏ । ତାହାଲେ ଏହା ଆପଣଙ୍କ ପାଇଁ ଖରାପ ହୋଇପାରେ । ଖାଲି ପେଟରେ ଶୋଇବା ଦ୍ୱାରା ଅନେକ ରୋଗ ହେବାର ଆଶଙ୍କା ଥାଏ । ତେବେ ଆପଣ ଯଦି ଏହିପରି କରୁଥାନ୍ତି, ତାହାଲେ ଆପଣ କେଉଁ ସବୁ ସମସ୍ୟାରେ ପଡିପାରନ୍ତି, ଜାଣନ୍ତୁ ।

୧)  ଶରୀରରେ ଶକ୍ତି କମ୍‌ ହୋଇଥାଏ
ବହୁତ ଲୋକ ଭାବନ୍ତି ଯେ, ରାତିରେ ଶରୀରକୁ ଖାଇବାର ଆବଶ୍ୟକତା ନଥାଏ । କିନ୍ତୁ ହେଲଥ୍‌ ଏକ୍ସପଟ୍‌ଙ୍କ କହିବା ଅନୁସାରେ, ଆମ ଶରୀର ୨୪ ଘଣ୍ଟା ଶକ୍ତି ଉତ୍ପାଦନ କରିଥାଏ । ଏଥିପାଇଁ ଶରୀରକୁ ଖାଦ୍ୟର ଆବଶ୍ୟକତା ପଡିଥାଏ । ଯେଉଁ ପୁରୁଷମାନେ ରାତିରେ ଖାଇବା ପୂର୍ବରୁ ଏନର୍ଜି ଡ୍ରିଙ୍କ୍‌ ପିଇଥାନ୍ତି, ସେମାନଙ୍କ ଶରୀରରେ ଏନର୍ଜିର କମ୍‌ ହୋଇନ ଥାଏ । ସେହିଭଳି ରାତିରେ ଆପଣ ଖାଲି ପେଟରେ ଶୋଇବା ଯୋଗୁ ତା ପର ଦିନ ଆପଣ ଥକାପଣ ଅନୁଭବ କରିପାରନ୍ତି ।

୨) ମେଟାବଲିଜିମ୍‌ ଉପରେ ପ୍ରଭାବ ପକାଇ ପାରେ- ଯେଉଁ ଲୋକମାନେ ରାତିରେ ନ ଖାଇ ଶୋଇବାର ଅଭ୍ୟାସ ଥାଏ ସେମାନଙ୍କର ମେଟାବଲିଜିମ୍‌ ଉପରେ ଖରାପ ପ୍ରଭାବ ପକାଇଥାଏ । ମେଟାବଲିଜିମ୍‌ ଆମ ଶରୀରରେ ଶକ୍ତି ଉତ୍ପାଦନ କରିବାରେ ସାହାଯ୍ୟ କରିଥାଏ । ଏହା ସହ ଖାଲିପେଟରେ ଶୋଇବା ଦ୍ୱାରା ଆମ ଶରୀରରେ କୋଲେଷ୍ଟ୍‌ରୋଲ୍‌ ଲେବଲ୍‌ ଏବଂ ଥାଇରଏଡ୍‌ ହେବାର ବହୁତ ସମ୍ଭାବନା ଥାଏ । ଏହି ଅଭ୍ୟାସ ଶରୀରରେ ଅନେକ ରୋଗ ସୃଷ୍ଟି କରିପାରେ ।

୩) ଶୋଇବାରେ ଅସୁବିଧା ଖାଲି ପେଟରେ ଶୋଇବା ଦ୍ୱାରା ଅଧା ରାତିରେ ଆପଣଙ୍କ ପେଟରେ ଖାଦ୍ୟ ନଥିବାରୁ ପେଟ କାଟିବା ସମସ୍ୟା ମଧ୍ୟ ଦେଖା ଦେଇପାରେ । ଏଥିପାଇଁ ଆପଣଙ୍କ ନିଦ ପୂରା ହୋଇପାରେ ନାହିଁ ।  ଆପଣ ତା ପରଦିନ ଅସୁସ୍ଥ ଏବଂ ଚିଡ୍‌ଚିଡା ଅନୁଭବ କରିଥାନ୍ତି । ଏଥିପାଇଁ ଆପଣ ନିଦ ପୂରା କରିବାକୁ ଚୁହଁଥାନ୍ତି, ତାହାଲେ ରାତିରେ ଖାଇକି ଶୁଅନ୍ତୁ ।

୪) ଓଜନ ବଢିଥାଏବହୁ ଲୋକଙ୍କର ଓଜନ ବଢିବା ସମସ୍ୟା ଥାଏ । ସେମାନେ କମ୍‌ ଖାଇକି ମଧ୍ୟ ଓଜନ ବଢିଥାଏ । ଯଦି ଆପଣ ଭାବୁଛନ୍ତି ଯେ, ନ ଖାଇକି ଶୋଇବା ଦ୍ୱାରା ଆପଣଙ୍କ ଓଜନ କମ୍‌ ହେବ, ତାହାଲେ ଆପଣ ଭୁଲ୍‌ ଭାବୁଛନ୍ତି । ଏହା ଆପଣଙ୍କ ଓଜନକୁ ବଢାଇଥାଏ । ହେଲଥ୍‌ ଏକ୍ସପଟ୍‌ଙ୍କ ଅନୁସାରେ ରାତିରେ କମ୍‌ ଖାଇବା ଆବଶ୍ୟକ । ଆପଣ କିନ୍ତୁ ନ ଖାଇ ଶୋଇବା ଯୋଗୁ ଅସୁବିଧାରେ ପଡିପାରନ୍ତି ।

୫) ଶରୀରରେ ନ୍ୟୁଟ୍ରିସନ୍‌ର କମ୍‌ ହୋଇଥାଏ  ରାତିରେ ଖାଲି ପେଟରେ ଶୋଇବା ଯୋଗୁ ଆପଣଙ୍କ ଶରୀରରେ ନ୍ୟୁଟ୍ରିସନ୍‌  କମ୍‌ ହୋଇପାରେ । ହେଲଥ୍‌ ଏକ୍ସପଟ୍‌ଙ୍କ ଅନୁସାରେ ଶରୀରକୁ ସୁସ୍ଥ ରଖିବା ପାଇଁ ନ୍ୟୁଟ୍ରିସନ୍‌ର ଆବଶ୍ୟକତା ପଡିଥାଏ । କିନ୍ତୁ ରାତିରେ ଖାଲି ପେଟରେ ଶୋଇବା ଯୋଗୁ ଏହା କମ୍‌ ହୋଇଥାଏ । ଏଥିପାଇଁ ମଧ୍ୟ ଶରୀରରେ ସମସ୍ୟା ଦେଖା ଦେଇପାରେ ।

Powered by Froala Editor

Tags Dinner

Related articles Odisha News Lens 4.1

  • ଅସ୍ତ୍ର ଛାଡି ମାଓବାଦୀଙ୍କୁ ଆତ୍ମସମର୍ପଣ କରିବାକୁ ଅନୁରୋଧ କଲେ ଭୂପତି
    ଦେଶ-ଦେଶାନ୍ତର

    ଅସ୍ତ୍ର ଛାଡି ମାଓବାଦୀଙ୍କୁ ଆତ୍ମସମର୍ପଣ କରିବାକୁ ଅନୁରୋଧ କଲେ ଭୂପତି

    14714
    Nov 19, 2025
  • ଗଣହତ୍ୟା ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ
    ଦେଶ-ଦେଶାନ୍ତର

    ଗଣହତ୍ୟା ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ

    15633
    Nov 18, 2025
  • ହିଡମା ମୁଣ୍ଡ ଉପରେ ଥିଲା ଏକ କୋଟି ଟଙ୍କାର ପୁରସ୍କାର
    ଦେଶ-ଦେଶାନ୍ତର

    ହିଡମା ମୁଣ୍ଡ ଉପରେ ଥିଲା ଏକ କୋଟି ଟଙ୍କାର ପୁରସ୍କାର

    13660
    Nov 18, 2025
  • ହନୁମାନଙ୍କ ବିରୋଧରେ କହି ବିବାଦରେ ରାଜାମୌଳୀ
    ମନୋରଞ୍ଜନ

    ହନୁମାନଙ୍କ ବିରୋଧରେ କହି ବିବାଦରେ ରାଜାମୌଳୀ

    14710
    Nov 18, 2025
  • ଉପମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରିବେ ସମ୍ରାଟ ଚୌଧୁରୀ ଏବଂ ବିଜୟ ସିହ୍ନା
    ଦେଶ-ଦେଶାନ୍ତର

    ଉପମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରିବେ ସମ୍ରାଟ ଚୌଧୁରୀ ଏବଂ ବିଜୟ ସିହ୍ନା

    13701
    Nov 19, 2025
  •  ରାଷ୍ଟ୍ରପତିଙ୍କୁ ୨୦୨୬-୩୧ ଅବଧି ପାଇଁ ଷୋଡ଼ଶ ଅର୍ଥ ଆୟୋଗଙ୍କ ରିପୋର୍ଟ ପ୍ରଦାନ
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତିଙ୍କୁ ୨୦୨୬-୩୧ ଅବଧି ପାଇଁ ଷୋଡ଼ଶ ଅର୍ଥ ଆୟୋଗଙ୍କ ରିପୋର୍ଟ ପ୍ରଦାନ

    14402
    Nov 18, 2025
  • ପୁଣି ଥରେ ପାଲେଷ୍ଟାଇନବାସୀଙ୍କ ଉପରେ ଆକ୍ରମଣ କଲା ଇସ୍ରାଏଲ, ୧୧ ମୃତ
    ଦେଶ-ଦେଶାନ୍ତର

    ପୁଣି ଥରେ ପାଲେଷ୍ଟାଇନବାସୀଙ୍କ ଉପରେ ଆକ୍ରମଣ କଲା ଇସ୍ରାଏଲ, ୧୧ ମୃତ

    14393
    Nov 19, 2025
  • ଏହି ଖାଦ୍ୟ ଖାଆନ୍ତୁ, ଚିକ୍ ଚିକ୍ କରିବ ତ୍ଵଚା
    ବିଶେଷ

    ଏହି ଖାଦ୍ୟ ଖାଆନ୍ତୁ, ଚିକ୍ ଚିକ୍ କରିବ ତ୍ଵଚା

    14359
    Nov 19, 2025
  • ଗାନ୍ଧୀ ମୈଦାନରେ ଶପଥ ନେବେ ନୀତିଶ କୁମାର
    ଦେଶ-ଦେଶାନ୍ତର

    ଗାନ୍ଧୀ ମୈଦାନରେ ଶପଥ ନେବେ ନୀତିଶ କୁମାର

    13885
    Nov 18, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଉପମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରିବେ ସମ୍ରାଟ ଚୌଧୁରୀ ଏବଂ ବିଜୟ ସିହ୍ନା

    13701
    Nov 19, 2025
  • ଦେଶ-ଦେଶାନ୍ତର

    ଗଣହତ୍ୟା ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ

    15633
    Nov 18, 2025
  • ଦେଶ-ଦେଶାନ୍ତର

    ପୁଣି ଥରେ ପାଲେଷ୍ଟାଇନବାସୀଙ୍କ ଉପରେ ଆକ୍ରମଣ କଲା ଇସ୍ରାଏଲ, ୧୧ ମୃତ

    14393
    Nov 19, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16856
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16952
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17297
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15769
    Apr 03, 2021

ବିଶେଷ

  • ଏହି ଖାଦ୍ୟ ଖାଆନ୍ତୁ, ଚିକ୍ ଚିକ୍ କରିବ ତ୍ଵଚା

    14359
    Nov 19, 2025
  • ବାଳ ପାଇଁ ଅତ୍ୟନ୍ତ ଲାଭଦାୟକ ଅଣ୍ଡା ତେଲ

    14343
    Nov 17, 2025
  • ଏହି କାରଣରୁ ବିନ୍ଧିଥାଏ ଗୋଡ

    16145
    Nov 16, 2025
  • ଶୀତଦିନ ପାଇଁ ସୁପର୍ ଫୁଡ

    15160
    Nov 15, 2025
  • ଏହି ଦିନ ପାଦରେ ପିନ୍ଧନ୍ତୁ ଝୁଣ୍ଟିଆ

    14438
    Nov 13, 2025

ବାଣିଜ୍ୟ

ଓଡ଼ିଶାସ୍ଥିତ ସ୍ୱେଚ୍ଛାସେବୀ ସଂଗଠନ ଏ .ଜେ.ଏସ୍‌.ଏ ଇଣ୍ଡିଆକୁ କପ୍‌ ୩୦ ସମ୍ମିଳନୀରେ ମିଳିଲା ବିଶ୍ୱସ୍ତରୀୟ ମାନ୍ୟତା

ଭୁବନେଶ୍ୱର: ଚଳିତବର୍ଷ ମିଳିତ ଜାତିସଂଘ ଓ ବ୍ରାଜିଲ ସରକାରଙ୍କ ମିଳିତ ଆନୁକୂଲ୍ୟରେ ବେଲେମ୍ସ ସହରରେ ଅନୁଷ୍ଠିତ ହେଉଥିବା କପ୍‌ ୩୦ ସମ୍ମିଳନୀରେ ଆୟୋଜିତ ଏକ ସ୍ୱତନ୍ତ୍ର ସଭାରେ ବ୍ରାଜିଲ ପ୍ରଥମ ମହିଳା ସମ୍ମାନନୀ ...

  • ଭାରତର ଉଦୀୟମାନ ଆର୍ଥିକ ଅଭିବୃଦ୍ଧି କାହାଣୀକୁ କବଜା କରିବା ପାଇଁ ବଜାଜ୍ ଫିନସର୍ଭ ଆସେଟ୍ ମ୍ୟାନେଜମେଣ୍ଟ ଲିମିଟେଡ୍ ଆରମ୍ଭ କରିଛି ଏହାର ବ୍ୟାଙ୍କିଂ ଏବଂ ଆର୍ଥିକ ସେବା ପାଣ୍ଠି

    14723
    Nov 10, 2025
  • ଆମୱେର ହୃଦୟରେ ଭାରତ ରହିଛି: ପ୍ରେସିଡେଣ୍ଟ ଓ ସିଇଓ ମାଇକେଲ ନେଲ୍‌ସନ

    14315
    Oct 30, 2025
  • ଷ୍ଟାର୍ଟଅପ୍ ମାନ୍ଦା, ବନ୍ଦ ହୋଇଗଲାଣି ଅଧାରୁ ଅଧିକ

    13959
    Oct 27, 2025
  • ବ୍ରିକ୍ସ ଆଇଏଲ୍‌ଏସ ୪ର୍ଥ ଷ୍ଟାର୍ଟଅପ୍‌ କନ୍‌କ୍ଲେଭରେ ନୁ୍ୟରୋକସ୍‌ମେଟିକ୍ସ ଦ୍ୱାରା ଅନୁପ୍ରେରିତ ହୋଇ ଜୀବଦା ପ୍ରଚଳନ କଲା ବିଶ୍ୱର ପ୍ରଥମ ଲକ୍‌ଜୁରୀ ଆୟୁର୍ବେଦ ବର୍ଗ

    15028
    Oct 13, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଉପମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରିବେ ସମ୍ରାଟ ଚୌଧୁରୀ ଏବଂ ବିଜୟ ସିହ୍ନା

    13701
    Nov 19, 2025
  • ଗଣହତ୍ୟା ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ

    15633
    Nov 18, 2025
  • ଅସ୍ତ୍ର ଛାଡି ମାଓବାଦୀଙ୍କୁ ଆତ୍ମସମର୍ପଣ କରିବାକୁ ଅନୁରୋଧ କଲେ ଭୂପତି

    14714
    Nov 19, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In