Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, July 13, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇରାନକୁ ମାଟିରେ ମିଶାଇ ଦେବାକୁ ଆମେରିକା ...

  • ଭିଏନତାମରେ ବୋଟ୍ ଦୁର୍ଘଟଣାରେ ଶୋକ ...

  • ଏସ. ଜାନକୀଙ୍କ ବିୟୋଗରେ ମୋଦୀଙ୍କ ଶୋକ ...

  • ଷ୍ଟ୍ରେଟ୍ ଅଫ୍ ହର୍ମୁଜ ପ୍ରଣାଳୀ ବନ୍ଦ

  • ତାଜ ହୋଟେଲକୁ ବୋମା ଧମକ

  • ୧୮ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

  • ପ୍ରଖ୍ୟାତ କଣ୍ଠଶିଳ୍ପୀ ଜାନକୀ ଆମ୍ମାଙ୍କ ...

  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

  • ଓଲଟିଲା ସ୍ପିଡ୍‌ବୋଟ୍, ୧୫ ଭାରତୀୟଙ୍କ ...

  • ଭାରତର ଭୁଲ୍ ମାନଚିତ୍ର ପ୍ରଦର୍ଶନ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଆଡ଼ଭାନୀଙ୍କୁ ଜନ୍ମଦିନ ଅବସରରେ ଶୁଭେଶ୍ଚା ଜଣାଇଲେ ପ୍ରଧାନମନ୍ତ୍ରୀ

ଆଡ଼ଭାନୀଙ୍କୁ ଜନ୍ମଦିନ ଅବସରରେ ଶୁଭେଶ୍ଚା ଜଣାଇଲେ ପ୍ରଧାନମନ୍ତ୍ରୀ

2022-11-08 11:53:08
14931
Share:
Facebook
Twitter
E-Mail
WhatsApp
Telegram
ଆଡ଼ଭାନୀଙ୍କୁ ଜନ୍ମଦିନ ଅବସରରେ ଶୁଭେଶ୍ଚା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ବରିଷ୍ଠ ବିଜେପି ନେତା ପୂର୍ବତନ ଉପ ପ୍ରଧାନମନ୍ତ୍ରୀ ଲାଲ୍ କ୍ରିଷ୍ଣା ଆଡଭାନୀଙ୍କର ଆଜି ଜନ୍ମଦିନ । ତାଙ୍କ ପବିତ୍ର ଜନ୍ମଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ତାଙ୍କୁ ଯାଇ ଭେଟିଛନ୍ତି । ଆଡଭାନୀଙ୍କ ୯୬ ତମ ସ୍ୱନକ୍ଷତ୍ର ଉସôବରେ ତାଙ୍କୁ ତାଙ୍କର ଦିଲ୍ଲୀସ୍ଥିତ ବାସଭବନରେ ଭେଟିଛନ୍ତି ମୋଦୀ ଓ ରାଜନାଥ ।

ପ୍ରଧାନମନ୍ତ୍ରୀ ମୋଦୀ ଆଡଭାନୀଙ୍କ ବାସଭବନରେ ତାଙ୍କ ସହ ପ୍ରାୟ ଅଧଘଣ୍ଟା ସମୟ ବିତାଇଥିଲେ । ସେଠାରେ ପହଞ୍ଚି ସେ ବରିଷ୍ଠ ବିଜେପି ନେତା ଆଡଭାନୀଙ୍କୁ ଫୁଲତୋଡା ଦେଇ ଜନ୍ମଦିନ ଶୁଭେଚ୍ଛା ଜଣାଇବା ସହ କିଛି ସମୟ ବାର୍ତ୍ତାଳପ ପରେ ଫେରିଥିଲେ ।

ଆଡଭାନୀ ଆରଏସଏସରୁ ତାଙ୍କର ରାଜନୈତିକ ଜୀବନ ଆରମ୍ଭ କରିଥିଲେ । ତାଙ୍କର ଜନ୍ମ ୧୯୨୭ ମସିହାରେ । ଆଡଭାନୀ ହେଉଛନ୍ତି ଭାରତୀୟ ଜନତା ପାର୍ଟି(ବିଜେପି)ର ଅନ୍ୟତମ ସହ ପ୍ରତିଷ୍ଠାତା । ସେ ୧୯୯୮ ମସିହାରେ ୨୦୦୪ ମସିହା ମଧ୍ୟରେ ଗୃହ ବ୍ୟାପାର ମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇଥିଲେ ।

Powered by Froala Editor

Tags narendra modi , advani , birthday , prime minister

Related articles Odisha News Lens 4.1

  • ୧୮ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
    ଦେଶ-ଦେଶାନ୍ତର

    ୧୮ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

    15335
    Jul 12, 2026
  • ଓଲଟିଲା ସ୍ପିଡ୍‌ବୋଟ୍, ୧୫ ଭାରତୀୟଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଓଲଟିଲା ସ୍ପିଡ୍‌ବୋଟ୍, ୧୫ ଭାରତୀୟଙ୍କ ମୃତ୍ୟୁ

    14858
    Jul 11, 2026
  • ପ୍ରଖ୍ୟାତ କଣ୍ଠଶିଳ୍ପୀ ଜାନକୀ ଆମ୍ମାଙ୍କ ପରଲୋକ
    ମନୋରଞ୍ଜନ

    ପ୍ରଖ୍ୟାତ କଣ୍ଠଶିଳ୍ପୀ ଜାନକୀ ଆମ୍ମାଙ୍କ ପରଲୋକ

    14249
    Jul 12, 2026
  • ତାଜ ହୋଟେଲକୁ ବୋମା ଧମକ
    ଦେଶ-ଦେଶାନ୍ତର

    ତାଜ ହୋଟେଲକୁ ବୋମା ଧମକ

    15156
    Jul 12, 2026
  • ଇରାନକୁ ମାଟିରେ ମିଶାଇ ଦେବାକୁ ଆମେରିକା ପଛାଇବ ନାହିଁ: ଟ୍ରମ୍ପ
    ଦେଶ-ଦେଶାନ୍ତର

    ଇରାନକୁ ମାଟିରେ ମିଶାଇ ଦେବାକୁ ଆମେରିକା ପଛାଇବ ନାହିଁ: ଟ୍ରମ୍ପ

    15512
    Jul 12, 2026
  • ଭିଏନତାମରେ ବୋଟ୍ ଦୁର୍ଘଟଣାରେ ଶୋକ ପ୍ରକାଶ କଲେ ମୋଦୀ
    ଦେଶ-ଦେଶାନ୍ତର

    ଭିଏନତାମରେ ବୋଟ୍ ଦୁର୍ଘଟଣାରେ ଶୋକ ପ୍ରକାଶ କଲେ ମୋଦୀ

    13643
    Jul 12, 2026
  • ଏସ. ଜାନକୀଙ୍କ ବିୟୋଗରେ ମୋଦୀଙ୍କ ଶୋକ ପ୍ରକାଶ
    ଦେଶ-ଦେଶାନ୍ତର

    ଏସ. ଜାନକୀଙ୍କ ବିୟୋଗରେ ମୋଦୀଙ୍କ ଶୋକ ପ୍ରକାଶ

    14158
    Jul 12, 2026
  • ଷ୍ଟ୍ରେଟ୍ ଅଫ୍ ହର୍ମୁଜ ପ୍ରଣାଳୀ ବନ୍ଦ
    ଦେଶ-ଦେଶାନ୍ତର

    ଷ୍ଟ୍ରେଟ୍ ଅଫ୍ ହର୍ମୁଜ ପ୍ରଣାଳୀ ବନ୍ଦ

    14553
    Jul 12, 2026
  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ
    ବିଶେଷ

    ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14319
    Jul 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇରାନକୁ ମାଟିରେ ମିଶାଇ ଦେବାକୁ ଆମେରିକା ପଛାଇବ ନାହିଁ: ଟ୍ରମ୍ପ

    15512
    Jul 12, 2026
  • ବିଶେଷ

    ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14319
    Jul 12, 2026
  • ଦେଶ-ଦେଶାନ୍ତର

    ୧୮ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

    15335
    Jul 12, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16973
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17585
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17639
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18039
    Sep 06, 2023

ବିଶେଷ

  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14319
    Jul 12, 2026
  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    14811
    Jul 10, 2026
  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15562
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15671
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15483
    Jul 05, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15844
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15711
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13818
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14938
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଓଲଟିଲା ସ୍ପିଡ୍‌ବୋଟ୍, ୧୫ ଭାରତୀୟଙ୍କ ମୃତ୍ୟୁ

    14858
    Jul 11, 2026
  • ୧୮ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

    15335
    Jul 12, 2026
  • ତାଜ ହୋଟେଲକୁ ବୋମା ଧମକ

    15156
    Jul 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In