Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, December 12, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କେଶ ଝଡିବା ରୋକିବ ଏହି ମାସ୍କ

  • ‘ଭି. ଶାନ୍ତାରାମ’ ବାୟୋପିକ୍‌ : ଜୟଶ୍ରୀଙ୍କ ...

  • ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ସୁପରଷ୍ଟାର ...

  • ହଜାର ଫୁଟ ଗଭୀରକୁ ଖସିଲା ଟ୍ରକ୍‌, ୧୭ ...

  • ୬ ରାଜ୍ୟରେ ବଢ଼ିଲା ଏସଆଇଆର ସମୟସୀମା

  • ଥାଇଲାଣ୍ଡରୁ ଗିରଫ ହେଲେ ଲୁଥ୍ରା ବ୍ରଦର୍ସ

  • ବକ୍ସ ଅଫିସରେ "ଧୁରନ୍ଧର" ଧମାଲ : ୬ଦିନରେ ...

  • ଏହି ପୁରୁଷଙ୍କୁ ପସନ୍ଦ କରନ୍ତି ମହିଳା

  • ବିମାନ ଉଡାଣ ସଂଖ୍ୟା ବୃଦ୍ଧି କରିବ ...

  • ମୋଦି-ରାହୁଲଙ୍କ ମଧ୍ୟରେ ୮୮ ମିନିଟ୍ ବୈଠକ, ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ନେପାଳରେ ଭୂକମ୍ପ, ଥରିଲା ଦିଲ୍ଲୀ : ୬ ମୃତ, ଭୁଶୁଡ଼ିଲା ୧୨ ଘର

ନେପାଳରେ ଭୂକମ୍ପ, ଥରିଲା ଦିଲ୍ଲୀ : ୬ ମୃତ, ଭୁଶୁଡ଼ିଲା ୧୨ ଘର

2022-11-09 19:43:25
14206
Share:
Facebook
Twitter
E-Mail
WhatsApp
Telegram
ନେପାଳରେ ଭୂକମ୍ପ, ଥରିଲା ଦିଲ୍ଲୀ : ୬ ମୃତ, ଭୁଶୁଡ଼ିଲା ୧୨ ଘର

ନେପାଳରେ ବଡ ଧରଣର ଭୂ-କମ୍ପ ଅନୁଭୂତ ହୋଇଛି। ରେକ୍ଟର ସ୍କେଲରେ ଏହି ଭୂକମ୍ପର ତୀବ୍ରତା ୬.୩ ରହିଥିବା ବେଳେ ଏଥିଯୋଗୁ ଏଯାଏ ୬ ଜଣଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଲେ ପଶ୍ଚିମ ନେପାଳର ଦୋତି ଜିଲ୍ଲାର ବୋଲି ମୁଖ୍ୟ ଜିଲ୍ଲା ଅଧିକାରୀ କଳ୍ପନା ଶ୍ରେଷ୍ଠ ପ୍ରକାଶ କରିଛନ୍ତି। ଏହି ଘଟଣାରେ ୫ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଉକ୍ତ ଘଟଣାରେ ବିଭିନ୍ନ ସ୍ଥାନରେ ପ୍ରାୟ ୧୨ ଘର ଭୁଶୁଡ଼ି ପଡ଼ିଛି । ନେପାଳ ସେନା ଉକ୍ତ ଅଞ୍ଚଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି।

ସେହିପରି ନେପାଳର ଭୂକମ୍ପର କେନ୍ଦ୍ରସ୍ଥଳ ଥିଲା ବେଳେ ଏହାର ପ୍ରଭାବ ଦିଲ୍ଲୀ ଓ ଆଖପାଖ ଅଞ୍ଚଳରେ ମଧ୍ୟ ଅନୁଭୂତ ହୋଇଛି। ରାତି ପ୍ରାୟ ୨ଟା ବେଳେ ରାଜଧାନୀବାସୀ ଭୂକମ୍ପର ଝଟକା ଅନୁଭବ କରିଥିବା ରିପୋର୍ଟ ପ୍ରକାଶ ପାଇଛି।

ରିପୋର୍ଟ ଅନୁସାରେ, ଭୂକମ୍ପର କେନ୍ଦ୍ରସ୍ଥଳ ଭୂପୃଷ୍ଠ ଠାରୁ ୧୦ କିମି ଗଭୀରରେ ରହିଛି। ଉତ୍ତରାଖଣ୍ଡର ପିଥୋରଗଡ଼ ଠାରୁ ପୂର୍ବ ଦିଗର ୯୦ କିମି ଦୂର ନେପାଳ ସୀମାନ୍ତରେ ଭୂକମ୍ପର କେନ୍ଦ୍ରସ୍ଥଳ ରହିଛି। ଭାରତୀୟ ସମୟ ରାତି ୧.୫୭ ମିନିଟ ୨୪ ସେକେଣ୍ଡରେ ନେପାଳରେ ଭୂକମ୍ପ ଝଟକା ଅନୁଭବ କରିଛନ୍ତି। ତେବେ ଗତ ଦୁଇଦିନ ଭିତରେ ଏହା ଥିଲା ତୃତୀୟ ଭୂ-କମ୍ପ। ମଙ୍ଗଳବାର ଦୁଇଥର ହୋଇଥିଲା। ଭାରତରେ ଏହାର ତୀବ୍ରତା ସେତେ ନଥିଲେ ବି ଲୋ‌କଙ୍କ ମନରେ ଭୟ ସଂଚରି ଯାଇଥିଲା।

Powered by Froala Editor

Tags nepal

Related articles Odisha News Lens 4.1

  • ଏହି ପୁରୁଷଙ୍କୁ ପସନ୍ଦ କରନ୍ତି ମହିଳା
    ବିଶେଷ

    ଏହି ପୁରୁଷଙ୍କୁ ପସନ୍ଦ କରନ୍ତି ମହିଳା

    15092
    Dec 11, 2025
  • ମୋଦି-ରାହୁଲଙ୍କ ମଧ୍ୟରେ ୮୮ ମିନିଟ୍ ବୈଠକ, କଣ ହେଲା ଆଲୋଚନା ଜାଣନ୍ତୁ....
    ଦେଶ-ଦେଶାନ୍ତର

    ମୋଦି-ରାହୁଲଙ୍କ ମଧ୍ୟରେ ୮୮ ମିନିଟ୍ ବୈଠକ, କଣ ହେଲା ଆଲୋଚନା ଜାଣନ୍ତୁ....

    15238
    Dec 11, 2025
  • ଥାଇଲାଣ୍ଡରୁ ଗିରଫ ହେଲେ ଲୁଥ୍ରା ବ୍ରଦର୍ସ
    ଦେଶ-ଦେଶାନ୍ତର

    ଥାଇଲାଣ୍ଡରୁ ଗିରଫ ହେଲେ ଲୁଥ୍ରା ବ୍ରଦର୍ସ

    14667
    Dec 11, 2025
  • କେଶ ଝଡିବା ରୋକିବ ଏହି ମାସ୍କ
    ବିଶେଷ

    କେଶ ଝଡିବା ରୋକିବ ଏହି ମାସ୍କ

    15264
    Dec 12, 2025
  • ୬ ରାଜ୍ୟରେ ବଢ଼ିଲା ଏସଆଇଆର ସମୟସୀମା
    ଦେଶ-ଦେଶାନ୍ତର

    ୬ ରାଜ୍ୟରେ ବଢ଼ିଲା ଏସଆଇଆର ସମୟସୀମା

    13531
    Dec 11, 2025
  • ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ସୁପରଷ୍ଟାର କିଙ୍ଗ୍‌ ଖାନ୍‌
    ମନୋରଞ୍ଜନ

    ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ସୁପରଷ୍ଟାର କିଙ୍ଗ୍‌ ଖାନ୍‌

    14987
    Dec 11, 2025
  • ବକ୍ସ ଅଫିସରେ
    ମନୋରଞ୍ଜନ

    ବକ୍ସ ଅଫିସରେ "ଧୁରନ୍ଧର" ଧମାଲ : ୬ଦିନରେ ୧୮୦କୋଟି ପାର୍

    14595
    Dec 11, 2025
  • ‘ଭି. ଶାନ୍ତାରାମ’ ବାୟୋପିକ୍‌ : ଜୟଶ୍ରୀଙ୍କ ଭୂମିକାରେ ଆସିବେ ତମନ୍ନା
    ମନୋରଞ୍ଜନ

    ‘ଭି. ଶାନ୍ତାରାମ’ ବାୟୋପିକ୍‌ : ଜୟଶ୍ରୀଙ୍କ ଭୂମିକାରେ ଆସିବେ ତମନ୍ନା

    15364
    Dec 11, 2025
  • ହଜାର ଫୁଟ ଗଭୀରକୁ ଖସିଲା ଟ୍ରକ୍‌, ୧୭ ଶ୍ରମିକ ମୃତ
    ଦେଶ-ଦେଶାନ୍ତର

    ହଜାର ଫୁଟ ଗଭୀରକୁ ଖସିଲା ଟ୍ରକ୍‌, ୧୭ ଶ୍ରମିକ ମୃତ

    14615
    Dec 11, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    କେଶ ଝଡିବା ରୋକିବ ଏହି ମାସ୍କ

    15264
    Dec 12, 2025
  • ମନୋରଞ୍ଜନ

    ବକ୍ସ ଅଫିସରେ "ଧୁରନ୍ଧର" ଧମାଲ : ୬ଦିନରେ ୧୮୦କୋଟି ପାର୍

    14595
    Dec 11, 2025
  • ଦେଶ-ଦେଶାନ୍ତର

    ହଜାର ଫୁଟ ଗଭୀରକୁ ଖସିଲା ଟ୍ରକ୍‌, ୧୭ ଶ୍ରମିକ ମୃତ

    14615
    Dec 11, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17154
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17244
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17588
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16062
    Apr 03, 2021

ବିଶେଷ

  • କେଶ ଝଡିବା ରୋକିବ ଏହି ମାସ୍କ

    15264
    Dec 12, 2025
  • ଏହି ପୁରୁଷଙ୍କୁ ପସନ୍ଦ କରନ୍ତି ମହିଳା

    15092
    Dec 11, 2025
  • କାର୍ଯ୍ୟରତ ବ୍ୟକ୍ତି କିପରି ହୃଦରୋଗକୁ କରିବେ ନିୟନ୍ତ୍ରଣ ଜାଣନ୍ତୁ......

    16050
    Dec 09, 2025
  • ଧୂପକାଠି ଧୂଆଁ କରିଥାଏ ଏହି କ୍ଷତି....

    13902
    Dec 09, 2025
  • ଚିନି ସ୍ୱାସ୍ଥ୍ୟ ପାଇଁ କାହିଁକି କ୍ଷତିକାରକ ହୋଇଥାଏ ଜାଣନ୍ତୁ...

    15961
    Dec 08, 2025

ବାଣିଜ୍ୟ

ଲଞ୍ଚ ହେଲା ଟାଟା ସିଏରାର ଲାଟେଷ୍ଟ ମଡେଲ

ଟାଟା ମୋଟର୍ସ ସିଏରାର ୨୪ ପ୍ରକାର ମଡେଲ ଲଞ୍ଚ ହୋଇଛି । ଟାଟା ସିଏରାର ଏକ୍ସ-ଶୋରୁମ୍ ମୂଲ୍ୟ ୧୧.୪୯ ଲକ୍ଷରୁ ଆରମ୍ଭ ହୋଇ ୧୮.୪୯ ଲକ୍ଷ ପର୍ଯ୍ୟନ୍ତ ରହିଛି। ଟାଟା ସିଏରା ୫-ସିଟ୍ ବିଶିଷ୍ଟ ମଡେଲ ଭାରତୀୟ ବଜାରରେ ଲଞ୍ଚ୍ ହୋଇଥିଲା। ଲଞ୍ଚ୍ ସମୟରେ କେବଳ ସିଏରାର ମୂଳ ମଡେଲର ମୂଲ୍ୟ ପ୍ରକାଶ କରାଯାଇଥିଲା। ଏବେ ୨୪ ପ୍ରକାର ମଡ ...

  • ୟୁଡବ୍ଲୁ୍ଏ ଭୁବନେଶ୍ୱରରେ ପ୍ରମୁଖ ନୂଆ ସହଭାଗିତା ସହିତ ବୈଶ୍ୱିକ ଗତିଶୀଳତା ଜରିଆରେ ଆନ୍ତଃପିଢିଗତ ପରିବର୍ତ୍ତନ ଆଣିବା ଲକ୍ଷ୍ୟ ଆଗକୁ ବଢାଉଛି

    15135
    Dec 08, 2025
  • ଏସଏସ୍‌ଆଇ ପକ୍ଷରୁ ୧୫୦ ଯୁବ ଆଥ୍‌ଲେଟଙ୍କ ପାଇଁ କଳିଙ୍ଗ ଷ୍ଟାଡିୟମ୍‌ରେ ପ୍ରଥମ ବୋନ୍‌ ମିନେରାଲ ଡେନ୍‌ସିଟି କ୍ୟାମ୍ପ ଆୟୋଜିତ

    14233
    Dec 06, 2025
  • ଆଦିତ୍ୟ ଆଲୁମିନିୟମ ପକ୍ଷରୁ ଜଳ ପରିଚାଳନା ଏବଂ ଜୈବ ବିବିଧତା ଉପରେ କର୍ପୋରେଟ ତାଲିମ କାର୍ଯ୍ୟକ୍ରମ ଆୟୋଜିତ

    14917
    Nov 20, 2025
  • ଓଡ଼ିଶାସ୍ଥିତ ସ୍ୱେଚ୍ଛାସେବୀ ସଂଗଠନ ଏ .ଜେ.ଏସ୍‌.ଏ ଇଣ୍ଡିଆକୁ କପ୍‌ ୩୦ ସମ୍ମିଳନୀରେ ମିଳିଲା ବିଶ୍ୱସ୍ତରୀୟ ମାନ୍ୟତା

    15152
    Nov 15, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏହି ପୁରୁଷଙ୍କୁ ପସନ୍ଦ କରନ୍ତି ମହିଳା

    15092
    Dec 11, 2025
  • ମୋଦି-ରାହୁଲଙ୍କ ମଧ୍ୟରେ ୮୮ ମିନିଟ୍ ବୈଠକ, କଣ ହେଲା ଆଲୋଚନା ଜାଣନ୍ତୁ....

    15238
    Dec 11, 2025
  • କେଶ ଝଡିବା ରୋକିବ ଏହି ମାସ୍କ

    15264
    Dec 12, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In