Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, July 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଟିଏମସିରୁ କୋଏଲ ମଲ୍ଲିକଙ୍କ ଇସ୍ତଫା

  • NEET-UG ପେପର୍ ଲିକ୍ ମାମଲାରେ ସିବିଆଇର ...

  • ଇରାନକୁ ଧମକ ଦେଇ ଏହା କହିଲେ ଟ୍ରମ୍ପ

  • ଆମିର ଖାନଙ୍କ ତୃତୀୟ ବିବାହକୁ ନେଇ ଫତୱା ...

  • ପଣ୍ଡିତ ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀଙ୍କ ...

  • ସୋନମ୍‌ ଓ୍ୱାଙ୍ଗଚୁକଙ୍କ ପାଇଁ ଦିଲ୍ଲୀ ...

  • ଚାଲି ଚାଲି ଯାଉଥିବା ସମୟରେ ...

  • ଘୋଷଯାତ୍ରା ପାଇଁ ...

  • 'ତୁମ୍ବାଡ୍ ୨' ରିଲିଜ୍ ତାରିଖ ଘୋଷଣା

  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ...

ରାଜ୍ୟ
Home ›› ରାଜ୍ୟ ››ଆଜି ଓଡ଼ିଶା ଆସିବେ ଦ୍ରୌପଦୀ ମୁର୍ମୁ

ଆଜି ଓଡ଼ିଶା ଆସିବେ ଦ୍ରୌପଦୀ ମୁର୍ମୁ

2022-11-10 04:21:06
14187
Share:
Facebook
Twitter
E-Mail
WhatsApp
Telegram
ଆଜି ଓଡ଼ିଶା ଆସିବେ ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର: ଆଜି ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଦେଶର ସର୍ବୋଚ୍ଚ ଆସନରେ ଅଧିଷ୍ଠିତ ହେବା ପରେ ପ୍ରଥମ ଥର ପାଇଁ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।  ୨ଦିନିଆ ଗସ୍ତରେ ଆସି ପ୍ରଥମେ ପୁରୀ ଯାଇ ମହାପ୍ରଭୁଙ୍କ ଆଶିଷ ନେବେ ରାଷ୍ଟ୍ରପତି।
ଆଜି ସକାଳ ୧୦ଟା ୫୦ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ରାଷ୍ଟ୍ରପତିଙ୍କୁ ଗାର୍ଡ ଅଫ୍ ଅନର୍ ପ୍ରଦାନ କରାଯିବ। ବିମାନବନ୍ଦରରୁ ବାୟୁସେନାର ସ୍ୱତନ୍ତ୍ର ଚପରରେ ସିଧାସଳଖ ପୁରୀ ଯିବେ। ରାଷ୍ଟ୍ରପତି ଚପରରୁ ତାଳବଣି‌ଆରେ ଓହ୍ଲାଇବା ପରେ ସେଠୁ ସଡ଼କପଥରେ ଶ୍ରୀମନ୍ଦିରକୁ ଯିବେ।  ମଧ୍ୟାହ୍ନରେ ରାଷ୍ଟ୍ରପତି ଶ୍ରୀମନ୍ଦିରରେ ପହଞ୍ଚିବା ପରେ ସିଂହଦ୍ୱାର ନିକଟରେ ତାଙ୍କୁ ସ୍ୱାଗତ କରିବେ ଗଜପତି ମହାରାଜା ଦିବ୍ୟସିଂହ ଦେବ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତାଙ୍କୁ ପଟ୍ଟଚ୍ଚିତ୍ର ପ୍ରଦାନ କରାଯିବ।  ଶ୍ରୀମନ୍ଦିରରେ ରାଷ୍ଟ୍ରପତିଙ୍କର ପ୍ରାୟ ୧ ଘଣ୍ଟାର ଦର୍ଶନ କାର୍ୟ୍ୟକ୍ରମ ରହିଛି।
ଏହାପରେ ରାଜଭବନକୁ ଯାଇ ସେ ମହାପ୍ରସାଦ ସେବନ କରିବେ। ପୁରୀରୁ ଅପରାହ୍ଣରେ ଭୁବନେଶ୍ୱର ଫେରି, ରାଜଧାନୀର ୮ଟି ସ୍ଥାନରେ ସ୍ୱାଧୀନତା ସଂଗ୍ରାମୀ ଓ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ ଦ୍ରୌପଦୀ ମୁର୍ମୁ। ରାଜଭବନରେ ତାଙ୍କର ରାତ୍ରିଯାପନ ବ୍ୟବସ୍ଥା ହୋଇଛି। ଗସ୍ତର ଦ୍ୱିତୀୟ ଦିନରେ ସ୍କୁଲ ପରିଦର୍ଶନ ପରେ ଦିନ ୧୧ଟାରେ ଶେଷ କାର୍ୟ୍ୟକ୍ରମ ରହିଛି ଜୟଦେବ ଭବନରେ। ଏହାପରେ ସେ ଦିଲ୍ଲୀ ବାହୁଡ଼ିଯିବେ।

Powered by Froala Editor

Tags Droupadi murmu

Related articles Odisha News Lens 4.1

  • ଚାଲି ଚାଲି ଯାଉଥିବା ସମୟରେ କାଉନସିଲରଙ୍କୁ ହୃଦଘାତ
    ଦେଶ-ଦେଶାନ୍ତର

    ଚାଲି ଚାଲି ଯାଉଥିବା ସମୟରେ କାଉନସିଲରଙ୍କୁ ହୃଦଘାତ

    15136
    Jul 16, 2026
  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ପ୍ରକଳ୍ପ ଆରୋଗ୍ୟମ୍ ଜରିଆରେ ଋତୁସ୍ରାବଜନିତ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମର କୋଇଲା ଖଣି ପ୍ରକଳ୍ପ ଆରୋଗ୍ୟମ୍ ଜରିଆରେ ଋତୁସ୍ରାବଜନିତ ...

    13943
    Jul 16, 2026
  • ଇରାନକୁ ଧମକ ଦେଇ ଏହା କହିଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଇରାନକୁ ଧମକ ଦେଇ ଏହା କହିଲେ ଟ୍ରମ୍ପ

    15390
    Jul 16, 2026
  • ଆମିର ଖାନଙ୍କ ତୃତୀୟ ବିବାହକୁ ନେଇ ଫତୱା ଜାରି
    ମନୋରଞ୍ଜନ

    ଆମିର ଖାନଙ୍କ ତୃତୀୟ ବିବାହକୁ ନେଇ ଫତୱା ଜାରି

    14958
    Jul 16, 2026
  • ପଣ୍ଡିତ ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀଙ୍କ ଭାଇ ଶାଲିଗ୍ରାମ ଗର୍ଗ ଗିରଫ
    ଦେଶ-ଦେଶାନ୍ତର

    ପଣ୍ଡିତ ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀଙ୍କ ଭାଇ ଶାଲିଗ୍ରାମ ଗର୍ଗ ଗିରଫ

    13563
    Jul 16, 2026
  • NEET-UG ପେପର୍ ଲିକ୍ ମାମଲାରେ ସିବିଆଇର ଆଶ୍ଚର୍ଯ୍ୟଜନକ ଖୁଲାସା, ଜାଣନ୍ତୁ.....
    ଦେଶ-ଦେଶାନ୍ତର

    NEET-UG ପେପର୍ ଲିକ୍ ମାମଲାରେ ସିବିଆଇର ଆଶ୍ଚର୍ଯ୍ୟଜନକ ଖୁଲାସା, ଜାଣନ୍ତୁ.....

    15036
    Jul 16, 2026
  • ଘୋଷଯାତ୍ରା ପାଇଁ ପ୍ରଧାନମନ୍ତ୍ରୀ-ରାଷ୍ଟ୍ରପତିଙ୍କ ଶୁଭକାମନା
    ଦେଶ-ଦେଶାନ୍ତର

    ଘୋଷଯାତ୍ରା ପାଇଁ ପ୍ରଧାନମନ୍ତ୍ରୀ-ରାଷ୍ଟ୍ରପତିଙ୍କ ଶୁଭକାମନା

    15099
    Jul 16, 2026
  • 'ତୁମ୍ବାଡ୍ ୨' ରିଲିଜ୍ ତାରିଖ ଘୋଷଣା
    ମନୋରଞ୍ଜନ

    'ତୁମ୍ବାଡ୍ ୨' ରିଲିଜ୍ ତାରିଖ ଘୋଷଣା

    13930
    Jul 16, 2026
  • ସୋନମ୍‌ ଓ୍ୱାଙ୍ଗଚୁକଙ୍କ ପାଇଁ ଦିଲ୍ଲୀ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ରୁଜୁ
    ଦେଶ-ଦେଶାନ୍ତର

    ସୋନମ୍‌ ଓ୍ୱାଙ୍ଗଚୁକଙ୍କ ପାଇଁ ଦିଲ୍ଲୀ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ରୁଜୁ

    15138
    Jul 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଟିଏମସିରୁ କୋଏଲ ମଲ୍ଲିକଙ୍କ ଇସ୍ତଫା

    13829
    Jul 16, 2026
  • ଦେଶ-ଦେଶାନ୍ତର

    ପଣ୍ଡିତ ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀଙ୍କ ଭାଇ ଶାଲିଗ୍ରାମ ଗର୍ଗ ଗିରଫ

    13563
    Jul 16, 2026
  • ମନୋରଞ୍ଜନ

    'ତୁମ୍ବାଡ୍ ୨' ରିଲିଜ୍ ତାରିଖ ଘୋଷଣା

    13930
    Jul 16, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16980
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17590
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17643
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18044
    Sep 06, 2023

ବିଶେଷ

  • ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ଜାଣନ୍ତୁ ପିନ୍ଧିବାର ନିୟମ

    14082
    Jul 15, 2026
  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14637
    Jul 12, 2026
  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    14921
    Jul 10, 2026
  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15670
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15777
    Jul 06, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମର କୋଇଲା ଖଣି ପ୍ରକଳ୍ପ ଆରୋଗ୍ୟମ୍ ଜରିଆରେ ଋତୁସ୍ରାବଜନିତ ସ୍ୱାସ୍ଥ୍ୟ ସଚେତନତା ସୃଷ୍ଟି କରୁଛି

ମହିଳା ଏବଂ କିଶୋରୀମାନଙ୍କୁ ଋତୁସ୍ରାବ ଏବଂ ସ୍ୱଚ୍ଛତା ବିଷୟରେ ନିଜ ପସନ୍ଦ ଅନୁଯାୟୀ ପଦକ୍ଷେପ ନେବାକୁ ସକ୍ଷମ କରିଛି

ଭୁବନେଶ୍ୱର, ୧୪/୦୭/୨୦୨୬ : ସାରା ଭାରତରେ ମହିଳା ଏବଂ କିଶୋରୀମାନଙ୍କ ପାଇଁ ଋତୁସ ...

  • ଆମୱେ ଇଣ୍ଡିଆ ନିଜର ପ୍ରିମିୟମ ସ୍କିନକେୟାର ବର୍ଗମାଳାକୁ ସୁଦୃଢ କଲା, ନୁ୍ୟଟ୍ରିଲାଇଟ-ପାୱାର୍ଡ ଉଦ୍ଦିଦଜାତ ଉପାଦାନ ସହିତ ପ୍ରଚଳନ କଲା ଆର୍ଟିଷ୍ଟ୍ରି ସ୍କିନ୍‌ ନୁ୍ୟଟ୍ରିସନ ମଲ୍‌ଟି- ଡିଫେନ୍ସ ୟୁଭି ପ୍ରୋଟେକ୍ଟ

    15833
    Jul 14, 2026
  • ଫେଡେରାଲ ବ୍ୟାଙ୍କ ଭୁବନେଶ୍ୱରରେ ଗ୍ରାହକମାନଙ୍କ ପାଇଁ ସ୍ୱତନ୍ତ୍ର ‘ୱେଲ୍‌ଥ ଆଣ୍ଡ ୱିଜଡମ୍‌’ କାର୍ଯ୍ୟକ୍ରମ ଆୟୋଜନ କଲା

    13781
    Jul 14, 2026
  • ମାସକରେ ୧୫ ହଜାର ଖସିଲାଣି ସୁନା

    14665
    Jul 01, 2026
  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15853
    Jun 30, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • 'ତୁମ୍ବାଡ୍ ୨' ରିଲିଜ୍ ତାରିଖ ଘୋଷଣା

    13930
    Jul 16, 2026
  • ଘୋଷଯାତ୍ରା ପାଇଁ ପ୍ରଧାନମନ୍ତ୍ରୀ-ରାଷ୍ଟ୍ରପତିଙ୍କ ଶୁଭକାମନା

    15099
    Jul 16, 2026
  • ପଣ୍ଡିତ ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀଙ୍କ ଭାଇ ଶାଲିଗ୍ରାମ ଗର୍ଗ ଗିରଫ

    13563
    Jul 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In