Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, April 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଅସ୍ଥି ମଜଭୁତ କରେ ଖଜୁରି

  • ମହିଳା ସଂରକ୍ଷଣକୁ ବିରୋଧ କଲେ ମହିଳା ମାନେ ...

  • ସଂସଦର ସ୍ୱତନ୍ତ୍ର ଅଧିବେଶନ: ଆଗତ ହେଲା ୩ ...

  • ଷଷ୍ଠ ଥର ପାଇଁ ରାଜ୍ୟସଭା ଉପାଧ୍ୟକ୍ଷ ...

  • ମାଟ୍ରିମୋନିଆଲ୍ ସାଇଟ୍‌ରୁ ଦ୍ୱିତୀୟ ...

  • ୨୦୨୭ ରେ ରିଲିଜ ହେବ ‘ନାଗଜିଲା’

  • ‘ବ୍ରହ୍ମାସ୍ତ୍ର-୨’ ର ସୁଟିଂ ଖୁବଶୀଘ୍ର

  • ରାଘବ ଚଢ଼ାଙ୍କ ‘Z+’ ସୁରକ୍ଷା ପ୍ରତ୍ୟାହାର

  • ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ...

  • ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ...

Home ›› ››ଆଜି ୧ଟାରୁ ବନ୍ଦ ରହିବ ସମସ୍ତ ସରକାରୀ ଦପ୍ତର ଓ ଶିିକ୍ଷାନୁଷ୍ଠାନ

ଆଜି ୧ଟାରୁ ବନ୍ଦ ରହିବ ସମସ୍ତ ସରକାରୀ ଦପ୍ତର ଓ ଶିିକ୍ଷାନୁଷ୍ଠାନ

2022-11-10 04:37:13
13894
Share:
Facebook
Twitter
E-Mail
WhatsApp
Telegram
ଆଜି ୧ଟାରୁ ବନ୍ଦ ରହିବ ସମସ୍ତ ସରକାରୀ ଦପ୍ତର ଓ ଶିିକ୍ଷାନୁଷ୍ଠାନ

ଭୁବନେଶ୍ୱର: ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ ଭିଡ଼କୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ରାଜଧାନୀ ଭୁବନେଶ୍ୱରରେ ଅଧାଦିନ ଛୁଟି ଘୋଷଣା କରିଛନ୍ତି । ଗୁରୁବାର ଦିନ ୧ଟାରୁ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଏହି ଛୁଟି ଲାଗୁ ହେବ । ସମସ୍ତ ସରକାରୀ ଦପ୍ତର ଓ ସରକାରୀ ତଥା ବେସରକାରୀ ଶିିକ୍ଷାନୁଷ୍ଠାନଗୁଡ଼ିକ ବନ୍ଦ ରହିବ । ରାଷ୍ଟ୍ରପତିଙ୍କ ସମ୍ମାନ ଉଦ୍ଦେଶ୍ୟରେ ତଥା ତାଙ୍କ ଗସ୍ତର ସଫଳତାକୁ ଦୃଷ୍ଟିରେ ରଖି ରାଜସ୍ୱ ଓ ବିପର୍ୟ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଏହି ଛୁଟି ଘୋଷଣା କରାଯାଇଛି ।

ଆଜି ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଦେଶର ସର୍ବୋଚ୍ଚ ଆସନରେ ଅଧିଷ୍ଠିତ ହେବା ପରେ ପ୍ରଥମ ଥର ପାଇଁ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।  ୨ଦିନିଆ ଗସ୍ତରେ ଆସି ପ୍ରଥମେ ପୁରୀ ଯାଇ ମହାପ୍ରଭୁଙ୍କ ଆଶିଷ ନେବେ ରାଷ୍ଟ୍ରପତି।
ଆଜି ସକାଳ ୧୦ଟା ୫୦ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ରାଷ୍ଟ୍ରପତିଙ୍କୁ ଗାର୍ଡ ଅଫ୍ ଅନର୍ ପ୍ରଦାନ କରାଯିବ। ବିମାନବନ୍ଦରରୁ ବାୟୁସେନାର ସ୍ୱତନ୍ତ୍ର ଚପରରେ ସିଧାସଳଖ ପୁରୀ ଯିବେ। ରାଷ୍ଟ୍ରପତି ଚପରରୁ ତାଳବଣି‌ଆରେ ଓହ୍ଲାଇବା ପରେ ସେଠୁ ସଡ଼କପଥରେ ଶ୍ରୀମନ୍ଦିରକୁ ଯିବେ। ମଧ୍ୟାହ୍ନରେ ରାଷ୍ଟ୍ରପତି ଶ୍ରୀମନ୍ଦିରରେ ପହଞ୍ଚିବା ପରେ ସିଂହଦ୍ୱାର ନିକଟରେ ତାଙ୍କୁ ସ୍ୱାଗତ କରିବେ ଗଜପତି ମହାରାଜା ଦିବ୍ୟସିଂହ ଦେବ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତାଙ୍କୁ ପଟ୍ଟଚ୍ଚିତ୍ର ପ୍ରଦାନ କରାଯିବ। ଶ୍ରୀମନ୍ଦିରରେ ରାଷ୍ଟ୍ରପତିଙ୍କର ପ୍ରାୟ ୧ ଘଣ୍ଟାର ଦର୍ଶନ କାର୍ୟ୍ୟକ୍ରମ ରହିଛି।
ଏହାପରେ ରାଜଭବନକୁ ଯାଇ ସେ ମହାପ୍ରସାଦ ସେବନ କରିବେ। ପୁରୀରୁ ଅପରାହ୍ଣରେ ଭୁବନେଶ୍ୱର ଫେରି, ରାଜଧାନୀର ୮ଟି ସ୍ଥାନରେ ସ୍ୱାଧୀନତା ସଂଗ୍ରାମୀ ଓ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ ଦ୍ରୌପଦୀ ମୁର୍ମୁ।  ରାଜଭବନରେ ତାଙ୍କର ରାତ୍ରିଯାପନ ବ୍ୟବସ୍ଥା ହୋଇଛି। ଗସ୍ତର ଦ୍ୱିତୀୟ ଦିନରେ ସ୍କୁଲ ପରିଦର୍ଶନ ପରେ ଦିନ ୧୧ଟାରେ ଶେଷ କାର୍ୟ୍ୟକ୍ରମ ରହିଛି ଜୟଦେବ ଭବନରେ। ଏହାପରେ ସେ ଦିଲ୍ଲୀ ବାହୁଡ଼ିଯିବେ।

Powered by Froala Editor

Tags Holiday declared in bhubaneswar

Related articles Odisha News Lens 4.1

  • ସଂସଦର ସ୍ୱତନ୍ତ୍ର ଅଧିବେଶନ: ଆଗତ ହେଲା ୩ ଗୁରୁତ୍ୱପୂର୍ଣ୍ଣ ବିଲ
    ଦେଶ-ଦେଶାନ୍ତର

    ସଂସଦର ସ୍ୱତନ୍ତ୍ର ଅଧିବେଶନ: ଆଗତ ହେଲା ୩ ଗୁରୁତ୍ୱପୂର୍ଣ୍ଣ ବିଲ

    14853
    Apr 16, 2026
  • ‘ବ୍ରହ୍ମାସ୍ତ୍ର-୨’ ର ସୁଟିଂ ଖୁବଶୀଘ୍ର
    ମନୋରଞ୍ଜନ

    ‘ବ୍ରହ୍ମାସ୍ତ୍ର-୨’ ର ସୁଟିଂ ଖୁବଶୀଘ୍ର

    14678
    Apr 16, 2026
  • ମହିଳା ସଂରକ୍ଷଣକୁ ବିରୋଧ କଲେ ମହିଳା ମାନେ କ୍ଷମା କରିବେ ନାହିଁ: ମୋଦୀ
    ଦେଶ-ଦେଶାନ୍ତର

    ମହିଳା ସଂରକ୍ଷଣକୁ ବିରୋଧ କଲେ ମହିଳା ମାନେ କ୍ଷମା କରିବେ ନାହିଁ: ମୋଦୀ

    13723
    Apr 16, 2026
  • ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସମ୍ରାଟ ଚୌଧୁରୀ
    ଦେଶ-ଦେଶାନ୍ତର

    ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସମ୍ରାଟ ଚୌଧୁରୀ

    13979
    Apr 15, 2026
  •  ଅସ୍ଥି ମଜଭୁତ କରେ ଖଜୁରି
    ବିଶେଷ

    ଅସ୍ଥି ମଜଭୁତ କରେ ଖଜୁରି

    15535
    Apr 16, 2026
  • ୨୦୨୭ ରେ ରିଲିଜ ହେବ ‘ନାଗଜିଲା’
    ମନୋରଞ୍ଜନ

    ୨୦୨୭ ରେ ରିଲିଜ ହେବ ‘ନାଗଜିଲା’

    14771
    Apr 16, 2026
  • ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ମୋଦୀଙ୍କ ଆଲୋଚନା
    ଦେଶ-ଦେଶାନ୍ତର

    ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ମୋଦୀଙ୍କ ଆଲୋଚନା

    15422
    Apr 15, 2026
  • ରାଘବ ଚଢ଼ାଙ୍କ ‘Z+’ ସୁରକ୍ଷା ପ୍ରତ୍ୟାହାର
    ଦେଶ-ଦେଶାନ୍ତର

    ରାଘବ ଚଢ଼ାଙ୍କ ‘Z+’ ସୁରକ୍ଷା ପ୍ରତ୍ୟାହାର

    14032
    Apr 16, 2026
  • ଷଷ୍ଠ ଥର ପାଇଁ ରାଜ୍ୟସଭା ଉପାଧ୍ୟକ୍ଷ ମଣ୍ଡଳୀ ସଦସ୍ୟ ଭାବେ ମନୋନୀତ ହେଲେ ଡ. ସସ୍ମିତ ...
    ଦେଶ-ଦେଶାନ୍ତର

    ଷଷ୍ଠ ଥର ପାଇଁ ରାଜ୍ୟସଭା ଉପାଧ୍ୟକ୍ଷ ମଣ୍ଡଳୀ ସଦସ୍ୟ ଭାବେ ମନୋନୀତ ହେଲେ ଡ. ସସ୍ମିତ ...

    15112
    Apr 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଅପରାଧ

    ମାଟ୍ରିମୋନିଆଲ୍ ସାଇଟ୍‌ରୁ ଦ୍ୱିତୀୟ ବିବାହ କରି ଫସିଲେ, ମହିଳା ନେଇଗଲେ ୪୦ ଲକ୍ଷ

    13825
    Apr 16, 2026
  • ଦେଶ-ଦେଶାନ୍ତର

    ରାଘବ ଚଢ଼ାଙ୍କ ‘Z+’ ସୁରକ୍ଷା ପ୍ରତ୍ୟାହାର

    14032
    Apr 16, 2026
  • ଦେଶ-ଦେଶାନ୍ତର

    ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସମ୍ରାଟ ଚୌଧୁରୀ

    13979
    Apr 15, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17422
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17476
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17833
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16304
    Apr 03, 2021

ବିଶେଷ

  • ଅସ୍ଥି ମଜଭୁତ କରେ ଖଜୁରି

    15535
    Apr 16, 2026
  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15636
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    16101
    Apr 12, 2026
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14719
    Apr 11, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15695
    Apr 09, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15338
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15070
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15571
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13868
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଷଷ୍ଠ ଥର ପାଇଁ ରାଜ୍ୟସଭା ଉପାଧ୍ୟକ୍ଷ ମଣ୍ଡଳୀ ସଦସ୍ୟ ଭାବେ ମନୋନୀତ ହେଲେ ଡ. ସସ୍ମିତ ପାତ୍ର

    15112
    Apr 16, 2026
  • ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ମୋଦୀଙ୍କ ଆଲୋଚନା

    15422
    Apr 15, 2026
  • ମାଟ୍ରିମୋନିଆଲ୍ ସାଇଟ୍‌ରୁ ଦ୍ୱିତୀୟ ବିବାହ କରି ଫସିଲେ, ମହିଳା ନେଇଗଲେ ୪୦ ଲକ୍ଷ

    13825
    Apr 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In