Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, August 19, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୫ ବର୍ଷର ପୁଅ ସହ ବାପାର ସନ୍ଦେହଜନକ ମୃତ୍ୟୁ

  • ୧୬ ବର୍ଷ ବୟସରେ ଚାର୍ଟର୍ଡ ଆକାଉଣ୍ଟାଣ୍ଟ

  • ଜଜ୍ ଙ୍କ ରେକର୍ଡ, ୯ ମାମଲାରେ ୨୨ ଦୋଷୀଙ୍କୁ ...

  • ଗୁପ୍ତାଙ୍ଗ ବିକ୍ରି ଡିଲ୍ : ରିଲ୍ସ ଦେଖି ...

  • ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ...

  • ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ...

  • ଏହା କଲେ ହେବ ନାହିଁ ଗ୍ୟାସ୍

  • ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ...

  • UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ...

  • ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ

ରାଜ୍ୟ
Home ›› ରାଜ୍ୟ ››ଆଜିଠୁ +୨ ବଳକା ସିଟରେ ନାମଲେଖା

ଆଜିଠୁ +୨ ବଳକା ସିଟରେ ନାମଲେଖା

2022-11-11 05:37:23
15031
Share:
Facebook
Twitter
E-Mail
WhatsApp
Telegram
ଆଜିଠୁ +୨ ବଳକା ସିଟରେ ନାମଲେଖା
ଭୁବନେଶ୍ୱର: ୨୦୨୨-୨୩ ଶିକ୍ଷାବର୍ଷ ଲାଗି +୨ ବଳକା ସିଟରେ ନାମଲେଖା ହେବ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦେଶାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟରେ ୨୦୬୬ଟି ଜୁନିୟର କଲେଜ ରହିଛି। ସିଟ୍ ଖାଲି ପଡ଼ିଥିବାରୁ ପୁଣିଥରେ ନାମଲେଖା ପାଇଁ ନିଷ୍ପତ୍ତି ନିଆଯାଇଛି। ଆଜିଠାରୁ ଏହି ପ୍ରକ୍ରିୟା ଆରମ୍ଭ ହେବ। ଆଜି ପୂର୍ବାହ୍ନ ୧୧ଟାରୁ ୱେବସାଇଟରେ ଫର୍ମ ଉପଲବ୍ଧ ହେବ। ଅନଲାଇନରେ ଆବେଦନର ଶେଷ ତାରିଖ ନଭେମ୍ବର ୧୫ ଧାର୍ୟ୍ୟ ହୋଇଛି। ୧୮ରେ ମେଧା ତାଲିକା ପ୍ରକାଶ ପାଇବ। ୧୮ତାରିଖ ଦିନ ୨ଟାରୁ ନାମଲେଖା ଆରମ୍ଭ ହୋଇ ୨୧ତାରିଖ ଅପରାହ୍ଣ ୩ଟାରେ ଶେଷ ହେବ। ସେହିପରି ୱେଟିଂ ନାମ ପଞ୍ଜିକରଣ ପ୍ରକ୍ରିୟା ୨୧ତାରିଖ ଅପରାହ୍ଣ ୩ଟା୩୦ରୁ ଆରମ୍ଭ ହେବ। ତୃତୀୟ ପର୍ୟ୍ୟାୟ ନାମଲେଖା ଲାଗି ଯେଉଁ ଛାତ୍ରଛାତ୍ରୀ ୱେଟିଂ ତାଲିକାରେ ରହିବେ ସେମାନଙ୍କ ଲାଗି ନାମଲେଖା ପ୍ରକ୍ରିୟା ନଭେମ୍ବର ୨୩ ଏବଂ ୨୪ ଦୁଇଦିନ ଧରି ଅନୁଷ୍ଠିତ ହେବ ବୋଲି ଜଣାପଡ଼ିଛି। ସୂଚନା ଅନୁଯାୟୀ, ୨ୟ ପର୍ୟ୍ୟାୟ ନାମଲେଖା ସୁଦ୍ଧା ମୋଟ ୫ ଲକ୍ଷ ୯ ହଜାର ୧୩୦ଟି ଆସନ ମଧ୍ୟରୁ ୪ ଲକ୍ଷ ୨ ହଜାର ୭୩୧ଟି ଆସନ ପୂରଣ ହୋଇଥିବା ବେଳେ ୧ ଲକ୍ଷ ୬ ହଜାର ୩୯୯ଟି ବଳକା ଆସନ ରହିଛି। ଯୁକ୍ତ ୨ କଳାରେ ୨ ଲକ୍ଷ ୭୭ ହଜାର ୩୭୮ଟି ଆସନ ମଧ୍ୟରୁ ୨୯ ହଜାର ୧୪୭ଟି ବଳକା ଥିବା ବେଳେ ବିଜ୍ଞାନରେ ୧ ଲକ୍ଷ ୬୨ ହଜାର ୮୫୬ଟି ଆସନ ମଧ୍ୟରୁ ୪୯ ହଜାର ୮୧୧ଟି, ବାଣିଜ୍ୟରେ ୪୫ ହଜାର ୩୩୨ଟି ଆସନ ମଧ୍ୟରୁ ୧୮ ହଜାର ୩୭୭ଟି, ସଂସ୍କୃତ ଉପଶାସ୍ତ୍ରୀରେ ୧୩ ହଜାର ୩୩୨ଟି ଆସନ ମଧ୍ୟରୁ ୪ ହଜାର ୫୫୬ଟି ଓ ଧନ୍ଦାମୂଳକ ପାଠ୍ୟକ୍ରମରେ ୧୦ ହଜାର ୨୩୨ଟି ଆସନ ମଧ୍ୟରୁ ୪ ହଜାର ୫୦୮ଟି ଆସନ ବଳକା ରହିଛି।
Tags PLUS 2 admission

Related articles Odisha News Lens 4.1

  • ୧୬ ବର୍ଷ ବୟସରେ ଚାର୍ଟର୍ଡ ଆକାଉଣ୍ଟାଣ୍ଟ
    ଦେଶ-ଦେଶାନ୍ତର

    ୧୬ ବର୍ଷ ବୟସରେ ଚାର୍ଟର୍ଡ ଆକାଉଣ୍ଟାଣ୍ଟ

    14799
    Aug 18, 2026
  • UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ପୁନଃ ପରୀକ୍ଷା କରିବା NTA
    ଦେଶ-ଦେଶାନ୍ତର

    UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ପୁନଃ ପରୀକ୍ଷା କରିବା NTA

    15207
    Aug 17, 2026
  • ଜଜ୍ ଙ୍କ ରେକର୍ଡ, ୯ ମାମଲାରେ ୨୨ ଦୋଷୀଙ୍କୁ ମୃତ୍ୟୁଦଣ୍ଡ
    ଦେଶ-ଦେଶାନ୍ତର

    ଜଜ୍ ଙ୍କ ରେକର୍ଡ, ୯ ମାମଲାରେ ୨୨ ଦୋଷୀଙ୍କୁ ମୃତ୍ୟୁଦଣ୍ଡ

    14948
    Aug 18, 2026
  • ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ଉଲ୍ଲଂଘନ କଲେ ମିଳିବ ଏହି ଦଣ୍ଡ
    ଦେଶ-ଦେଶାନ୍ତର

    ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ଉଲ୍ଲଂଘନ କଲେ ମିଳିବ ଏହି ଦଣ୍ଡ

    15027
    Aug 18, 2026
  • ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ମିଶାଇଲ ଆକ୍ରମଣରେ ୨ ମୃତ
    ଦେଶ-ଦେଶାନ୍ତର

    ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ମିଶାଇଲ ଆକ୍ରମଣରେ ୨ ମୃତ

    13604
    Aug 18, 2026
  • ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ସମ୍ପତ୍ତି ପାଇଲେ ୧୮ ବର୍ଷୀୟ ଶ୍ରମିକ
    ଦେଶ-ଦେଶାନ୍ତର

    ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ସମ୍ପତ୍ତି ପାଇଲେ ୧୮ ବର୍ଷୀୟ ଶ୍ରମିକ

    14493
    Aug 17, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍
    ବିଶେଷ

    ଏହା କଲେ ହେବ ନାହିଁ ଗ୍ୟାସ୍

    15696
    Aug 17, 2026
  • ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ
    ଦେଶ-ଦେଶାନ୍ତର

    ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ

    14445
    Aug 17, 2026
  • ୫ ବର୍ଷର ପୁଅ ସହ ବାପାର ସନ୍ଦେହଜନକ ମୃତ୍ୟୁ
    ଦେଶ-ଦେଶାନ୍ତର

    ୫ ବର୍ଷର ପୁଅ ସହ ବାପାର ସନ୍ଦେହଜନକ ମୃତ୍ୟୁ

    14516
    Aug 18, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଏହା କଲେ ହେବ ନାହିଁ ଗ୍ୟାସ୍

    15696
    Aug 17, 2026
  • ଦେଶ-ଦେଶାନ୍ତର

    ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ମିଶାଇଲ ଆକ୍ରମଣରେ ୨ ମୃତ

    13604
    Aug 18, 2026
  • ଦେଶ-ଦେଶାନ୍ତର

    ୫ ବର୍ଷର ପୁଅ ସହ ବାପାର ସନ୍ଦେହଜନକ ମୃତ୍ୟୁ

    14516
    Aug 18, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17036
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17656
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17706
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18105
    Sep 06, 2023

ବିଶେଷ

  • ଏହା କଲେ ହେବ ନାହିଁ ଗ୍ୟାସ୍

    15696
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13784
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14858
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14631
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14470
    Aug 07, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14247
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14374
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15271
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14646
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ସମ୍ପତ୍ତି ପାଇଲେ ୧୮ ବର୍ଷୀୟ ଶ୍ରମିକ

    14493
    Aug 17, 2026
  • ଗୁପ୍ତାଙ୍ଗ ବିକ୍ରି ଡିଲ୍ : ରିଲ୍ସ ଦେଖି କିଶୋରଙ୍କୁ ମାରିଦେଲେ

    14824
    Aug 18, 2026
  • ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ମିଶାଇଲ ଆକ୍ରମଣରେ ୨ ମୃତ

    13604
    Aug 18, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In