Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, April 18, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସମ୍ବିଧାନ (୧୩୧ତମ ସଂଶୋଧନ) ବିଲ୍‌ ୨୦୨୬: ...

  • ୱାର୍କ-ଇଟ୍-ସ୍ଲିପ୍ ସାଇକଲ ଫଲୋ କରି ଶ୍ରମିକ ...

  • ସର୍ବନିମ୍ନ ମଜୁରୀ ବଢ଼ାଇଲେ ଉତ୍ତରପ୍ରଦେଶ ...

  • ଜର୍ମାନ ମଡେଲଙ୍କ ଫଟୋ ଲାଇକ୍ କରି ଟ୍ରୋଲର ...

  • ଇରାନରୁ ଖୁସି ଖବର, ଖୋଲିଲା ହର୍ମୁଜ୍ ...

  • ପିଲାଦିନର ସାଥୀଙ୍କୁ ଜୀବନସାଥୀ କଲେ ଜୁବିନ

  • ‘ବୋଉ ବୁଟୁ ଭୂତ’ ଓ ‘ଅନନ୍ତା’ ...

  • ଅସ୍ଥି ମଜଭୁତ କରେ ଖଜୁରି

  • ମହିଳା ସଂରକ୍ଷଣକୁ ବିରୋଧ କଲେ ମହିଳା ମାନେ ...

  • ସଂସଦର ସ୍ୱତନ୍ତ୍ର ଅଧିବେଶନ: ଆଗତ ହେଲା ୩ ...

Home ›› ››୭୫୪୦ ହାଇସ୍କୁଲ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

୭୫୪୦ ହାଇସ୍କୁଲ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

2022-11-12 06:32:20
14396
Share:
Facebook
Twitter
E-Mail
WhatsApp
Telegram
୭୫୪୦ ହାଇସ୍କୁଲ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ କରିବା ପାଇଁ  ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ରାଜ୍ୟର ବିଭିନ୍ନ ସରକାରୀ ହାଇସ୍କୁଲ ମାନଙ୍କରେ ବିଭିନ୍ନ ବିଷୟରେ ଖାଲି ଥିବା ଶିକ୍ଷକ ପଦବୀ ପୂରଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।  

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ଖୁବଶୀଘ୍ର ୭୫୪୦ ହାଇସ୍କୁଲ ନିଯୁକ୍ତ ପ୍ରକ୍ରିୟା ଆରମ୍ଭ କରିବା ପାଇଁ ଓଡିଶା ଷ୍ଟାଫ ସିଲେକ୍‌ସନ କମିଶନଙ୍କୁ ଅନୁରୋଧ କରାଯାଇଛି। ଏହି ପଦବୀ ଗୁଡିକ ପୂରଣ ହେବା ପରେ ରାଜ୍ୟର ସମସ୍ତ ୪୮୪୮ଟି ସରକାରୀ ହାଇସ୍କୁଲର ସବୁ ଶିକ୍ଷକ ପଦବୀ ପୂରଣ ହୋଇପାରିବ।  ଟିଜିଟି (କଳା), ଟିଜିଟି (ପିସିଏମ ଓ ସିବିଜେଡ୍), ସଂସ୍କୃତ, ହିନ୍ଦି, ଉର୍ଦ୍ଦୁ, ତେଲୁଗୁ ଓ ଶାରୀରିକ ଶିକ୍ଷକ ପଦବୀ ପୂରଣ ନିମନ୍ତେ ଚୟନ ପ୍ରକ୍ରିୟା ଆରମ୍ଭ କରାଯିବ।

ପ୍ରକାଶ ଥାଉ କି, ୨୦୨୧-୨୨ ବର୍ଷରେ କରାଯାଇଥିବା ଦୁଇଟି ଚୟନ ପ୍ରକ୍ରିୟାରେ ୧୩ ହଜାରରୁ ଉର୍ଦ୍ଧ୍ବ ଶିକ୍ଷକ ପଦବୀ ପୂରଣ କରାଯାଇ ବିଭିନ୍ନ ସରକାରୀ ବିଦ୍ୟାଳୟ ମାନଙ୍କରେ ନିଯୁକ୍ତ କରାଯାଇଥିଲା।  

ସୂଚନାଯୋଗ୍ୟ ଯେ ରାଜ୍ୟ ସରକାରଙ୍କ ୫-ଟି ଉପକ୍ରମରେ ରାଜ୍ୟର ବିଭିନ୍ନ କାର୍ଯ୍ୟକ୍ରମରେ ରୂପାନ୍ତର ଆଣିବା ପ୍ରକ୍ରିୟା ଜାରି ରହିଥିବା ବେଳେ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମକୁ ଗୁରୁତ୍ବ ଦିଆଯାଇ ପିଲାମାନଙ୍କ ପାଇଁ ଆଧୁନିକ ଶିକ୍ଷା ବ୍ୟବସ୍ଥା କରାଯାଇଛି।  କମ୍ପୁଟର, ଇଣ୍ଟରନେଟ ଠାରୁ ଆରମ୍ଭ କରି ଇ-ଲାଇବ୍ରେରୀ, ଉନ୍ନତ ଖେଳ ଉପକରଣ ଓ ପଡିଆ ତଥା ଅନ୍ୟାନ୍ୟ ସୁବିଧାର ବିକାଶ କରାଯାଉଛି। ୫-ଟିରେ ନିଯୁକ୍ତି କାର୍ଯ୍ୟକ୍ରମକୁ ମଧ୍ୟ ତ୍ବରାନ୍ବିତ କରାଯାଉଛି।  ବିଭିନ୍ନ ବିଭାଗରେ ଥିବା ଖାଲି ପଦବୀ ଗୁଡିକୁ ସଂପୂର୍ଣ୍ଣ ସ୍ବଚ୍ଛତାର ସହିତ କ୍ଷୀପ୍ର ଗତିରେ ପୂରଣ କରାଯାଉଛି।  ଗତ କିଛି ବର୍ଷ ମଧ୍ୟରେ ବିଭିନ୍ନ ବିଭାଗର ହଜାର ହଜାର ପଦବୀ ପୂରଣ କରାଯାଇଥିବା ବେଳେ ଏହି ନିଯୁକ୍ତି ପ୍ରକ୍ରିୟା ଆଗକୁ ମଧ୍ୟ ଜାରି ରହିବ ।

Powered by Froala Editor

Tags naveen patnaik , chief minister , odisha

Related articles Odisha News Lens 4.1

  • ସଂସଦର ସ୍ୱତନ୍ତ୍ର ଅଧିବେଶନ: ଆଗତ ହେଲା ୩ ଗୁରୁତ୍ୱପୂର୍ଣ୍ଣ ବିଲ
    ଦେଶ-ଦେଶାନ୍ତର

    ସଂସଦର ସ୍ୱତନ୍ତ୍ର ଅଧିବେଶନ: ଆଗତ ହେଲା ୩ ଗୁରୁତ୍ୱପୂର୍ଣ୍ଣ ବିଲ

    15022
    Apr 16, 2026
  •  ଅସ୍ଥି ମଜଭୁତ କରେ ଖଜୁରି
    ବିଶେଷ

    ଅସ୍ଥି ମଜଭୁତ କରେ ଖଜୁରି

    15704
    Apr 16, 2026
  • ସମ୍ବିଧାନ (୧୩୧ତମ ସଂଶୋଧନ) ବିଲ୍‌ ୨୦୨୬: ଶାସକ ଓ ବିରୋଧୀ ଦଳ ଦେଲେ ଏମିତି ପ୍ରତିକ୍ରିୟା
    ଦେଶ-ଦେଶାନ୍ତର

    ସମ୍ବିଧାନ (୧୩୧ତମ ସଂଶୋଧନ) ବିଲ୍‌ ୨୦୨୬: ଶାସକ ଓ ବିରୋଧୀ ଦଳ ଦେଲେ ଏମିତି ପ୍ରତିକ୍ରିୟା

    14785
    Apr 18, 2026
  • ଜର୍ମାନ ମଡେଲଙ୍କ ଫଟୋ ଲାଇକ୍ କରି ଟ୍ରୋଲର ଶିକାର ହେଲେ ବିରାଟ
    ଦେଶ-ଦେଶାନ୍ତର

    ଜର୍ମାନ ମଡେଲଙ୍କ ଫଟୋ ଲାଇକ୍ କରି ଟ୍ରୋଲର ଶିକାର ହେଲେ ବିରାଟ

    15419
    Apr 18, 2026
  • ମହିଳା ସଂରକ୍ଷଣକୁ ବିରୋଧ କଲେ ମହିଳା ମାନେ କ୍ଷମା କରିବେ ନାହିଁ: ମୋଦୀ
    ଦେଶ-ଦେଶାନ୍ତର

    ମହିଳା ସଂରକ୍ଷଣକୁ ବିରୋଧ କଲେ ମହିଳା ମାନେ କ୍ଷମା କରିବେ ନାହିଁ: ମୋଦୀ

    13895
    Apr 16, 2026
  • ଇରାନରୁ ଖୁସି ଖବର, ଖୋଲିଲା ହର୍ମୁଜ୍ ପ୍ରଣାଳୀ
    ଦେଶ-ଦେଶାନ୍ତର

    ଇରାନରୁ ଖୁସି ଖବର, ଖୋଲିଲା ହର୍ମୁଜ୍ ପ୍ରଣାଳୀ

    15376
    Apr 18, 2026
  • ୱାର୍କ-ଇଟ୍-ସ୍ଲିପ୍ ସାଇକଲ ଫଲୋ କରି ଶ୍ରମିକ ହେଲେ ବଡିବିଲ୍ଡର
    ଦେଶ-ଦେଶାନ୍ତର

    ୱାର୍କ-ଇଟ୍-ସ୍ଲିପ୍ ସାଇକଲ ଫଲୋ କରି ଶ୍ରମିକ ହେଲେ ବଡିବିଲ୍ଡର

    14097
    Apr 18, 2026
  • ପିଲାଦିନର ସାଥୀଙ୍କୁ ଜୀବନସାଥୀ କଲେ ଜୁବିନ
    ମନୋରଞ୍ଜନ

    ପିଲାଦିନର ସାଥୀଙ୍କୁ ଜୀବନସାଥୀ କଲେ ଜୁବିନ

    15508
    Apr 18, 2026
  • ‘ବୋଉ ବୁଟୁ ଭୂତ’ ଓ ‘ଅନନ୍ତା’ ଚଳଚ୍ଚିତ୍ରକୁ ଇନ୍‌କା ଆୱାର୍ଡ
    ମନୋରଞ୍ଜନ

    ‘ବୋଉ ବୁଟୁ ଭୂତ’ ଓ ‘ଅନନ୍ତା’ ଚଳଚ୍ଚିତ୍ରକୁ ଇନ୍‌କା ଆୱାର୍ଡ

    15436
    Apr 18, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଜର୍ମାନ ମଡେଲଙ୍କ ଫଟୋ ଲାଇକ୍ କରି ଟ୍ରୋଲର ଶିକାର ହେଲେ ବିରାଟ

    15419
    Apr 18, 2026
  • ଦେଶ-ଦେଶାନ୍ତର

    ଇରାନରୁ ଖୁସି ଖବର, ଖୋଲିଲା ହର୍ମୁଜ୍ ପ୍ରଣାଳୀ

    15376
    Apr 18, 2026
  • ଦେଶ-ଦେଶାନ୍ତର

    ୱାର୍କ-ଇଟ୍-ସ୍ଲିପ୍ ସାଇକଲ ଫଲୋ କରି ଶ୍ରମିକ ହେଲେ ବଡିବିଲ୍ଡର

    14097
    Apr 18, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17422
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17476
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17833
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16305
    Apr 03, 2021

ବିଶେଷ

  • ଅସ୍ଥି ମଜଭୁତ କରେ ଖଜୁରି

    15704
    Apr 16, 2026
  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15762
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    16119
    Apr 12, 2026
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14737
    Apr 11, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15713
    Apr 09, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15339
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15071
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15571
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13868
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇରାନରୁ ଖୁସି ଖବର, ଖୋଲିଲା ହର୍ମୁଜ୍ ପ୍ରଣାଳୀ

    15376
    Apr 18, 2026
  • ସଂସଦର ସ୍ୱତନ୍ତ୍ର ଅଧିବେଶନ: ଆଗତ ହେଲା ୩ ଗୁରୁତ୍ୱପୂର୍ଣ୍ଣ ବିଲ

    15022
    Apr 16, 2026
  • ଅସ୍ଥି ମଜଭୁତ କରେ ଖଜୁରି

    15704
    Apr 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In